ଭକ୍ତଙ୍କୁ ବଣ୍ଟାଯାଉନି ମାଗଣା ମହାପ୍ରସାଦ
ପୁରୀ ଅଫିସ, ୮।୧: ମହାପ୍ରଭୁଙ୍କ ଶ୍ରୀମହାପ୍ରସାଦ କଣିକାଏ ପାଇଲେ ଜୀବ ମୁକ୍ତିଲାଭ କରେ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଠାକୁରଙ୍କ ନିକଟରେ ମହାପ୍ରସାଦ ଲାଗି ହେବା ପରେ ଭକ୍ତମାନେ ଏହାକୁ ପାଇବା ପାଇଁ ଚାହିଁ ରହିଥାନ୍ତି। କିନ୍ତୁ ପ୍ରତ୍ୟେକ ଭକ୍ତ ମହାପ୍ରସାଦ…
ବୁଧବାର ପୁରୀ ଡିଭିଜନରେ ପକ୍ଷୀ ଗଣନା: ନିୟୋଜିତ ହେବେ ୨୩ ଟିମ୍
ପୁରୀ ଅଫିସ, ୭ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ବୁଧବାର ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ ଗତ ୩ ତାରିଖରେ ପକ୍ଷୀ ଗଣନା କରାଯାଇଥିଲା। ପୁରୀ ଡିଭିଜନରେ ମଧ୍ୟ ଏହି ଦିନ ଗଣତି କରାଯିବ…
ବସ୍କୁ ଧକ୍କା ଦେଲା କାର୍: ୩ ଗୁରୁତର
ପୁରୀ ଅଫିସ, ୭ା୧: ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ମାଳତିପାଟପୁର ଛକରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଯାତ୍ରୀବାହୀ ବସ୍କୁ ପଛପଟୁ କାର୍ ଧକ୍କା ଦେବାରୁ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କଟକର ବିନୋବା କାନୁନ୍ଗୋ,…
ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ
ପୁରୀ ଅଫିସ,୭।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି। ଗତମାସ ୨୧ ତାରିଖରେ ଭିତର ସେବାୟତ ନିଯୋଗ କୋଠା ଭଙ୍ଗା ସରିବା ପରେ ଉଚ୍ଛେଦ କାର୍ଯ୍ୟକୁ ପ୍ରଶାସନ ବନ୍ଦ ରଖିଥିଲା। ନୂଆବର୍ଷ ଥିବାରୁ ଭକ୍ତଙ୍କ ସୁବିଧା ଦୃଷ୍ଟିରୁ ଏହି…
ଜେଏନ୍ୟୁ ଆକ୍ରମଣ ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିକଲେ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ ଛାତ୍ରୀଛାତ୍ର
ପୁରୀ ଅଫିସ, ୭।୧: ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ)ରେ ଉପୁଜିଥିବା ଛାତ୍ର ଅଶାନ୍ତି ତୀବ୍ରରୂପ ନେବାରେ ଲାଗିଛି। ଏ ନେଇ ବିଭିନ୍ନ ଛାତ୍ର ସଙ୍ଗଠନ ରାଜରାସ୍ତାକୁ ଓହ୍ଲାଇଛନ୍ତି। ମଙ୍ଗଳବାର ପୁରୀସ୍ଥିତ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଛାତ୍ରୀଛାତ୍ର ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼…
ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ
ପୁରୀ ଅଫିସ୍, ୬।୧: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟମାନେ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ସହ ଆଲୋଚନା କରିଛନ୍ତି। ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ନେତୃତ୍ୱରେ କମିଟି ସଦସ୍ୟ ଗୋବର୍ଦ୍ଧନ ମଠରେ ପହଞ୍ଚି…
ଛାତରୁ ଠେଲି ବୃଦ୍ଧଙ୍କୁ ହତ୍ୟା: ଦମ୍ପତି ଅଟକ
ପୁରୀ ଅଫିସ,୫।୧: ପୁରୀ ଟାଉନ ଥାନା ଅଧୀନ ପଥୁରିଆ ସାହିରେ ରବିବାର ପୂର୍ବାହ୍ନରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ନାରାୟଣ ମହାରଣା(୭୫)। ଘର ଭଡ଼ାକୁ କେନ୍ଦ୍ରକରି ଭଡ଼ାଟିଆ ଦମ୍ପତି ନାରାୟଣଙ୍କୁ ଛାତରୁ ଠେଲି ହତ୍ୟା କରିଥିବା ସାହି ବାସିନ୍ଦା ଅଭିଯୋଗ…
ଦୁର୍ବିପାକ ପରିଚାଳନା ଅଭ୍ୟାସ ପ୍ରସ୍ତୁତି ବୈଠକ: ସଚେତନତା ପାଇଁ ୨୩ରେ ମାରାଥନ
ପୁରୀ ଅଫିସ, ୫।୧: ଜାତୀୟ ଦୁର୍ବିପାକ ପ୍ରଶମନ ବାହିନୀ ପକ୍ଷରୁ ପୁରୀ ଜିଲାରେ ଦୁର୍ବିପାକ ପରିଚାଳନା ଅଭ୍ୟାସ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇ ଶନିବାର ସର୍କିଟ ହାଉସ୍ରେ ଜିଲାପାଳ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…
ପୁରୀ ହେବ ଐତିହ୍ୟ ସହର: ଐତିହ୍ୟସ୍ଥଳୀରେ ଲାଗିପାରିନି ନାମଫଳକ
ପୁରୀ ଅଫିସ, ୫।୧: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ପର୍ଯ୍ୟଟନ ଭିତ୍ତିଭୂମି ସଜଡ଼ାଯିବ। ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା କରାଯିବ। ରାସ୍ତାଘାଟଠାରୁ ଆରମ୍ଭ କରି ସବୁଥିରେ ଉନ୍ନତି କରାଯିବ। ଏଥିପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ…
୮ରେ ପୁରୀ ଡିଭିଜନରେ ପକ୍ଷୀ ଗଣନା
ପୁରୀ ଅଫିସ, ୫।୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ଆସନ୍ତା ୮ତାରିଖରେ ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ ଗତ ୩ ତାରିଖରେ ପକ୍ଷୀ ଗଣନା କରାଯାଇଥିଲା। ପୁରୀ ଡିଭିଜନରେ ମଧ୍ୟ ଏହିଦିନ ଗଣନା…
ବ୍ରାଉନସୁଗାର ଜବତ: ଯୁବକ ଗିରଫ
ପୁରୀ ଅଫିସ, ୫।୧: ବ୍ରହ୍ମଗିରି ଅଞ୍ଚଳରେ ଜଣେ ଯୁବକଙ୍କଠାରୁ ୫.୩ ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୋଲିସ। ବ୍ରାଉନସୁଗାର କାରବାର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେ ହେଲେ ଅଲରାପୁରର ସୁକାନ୍ତ ସେଠୀ। ଏ ନେଇ ଥାନାରେ ଏକ ମାମଲା (୩/୨୦୨୦)…
ଲକ୍ଷ୍ମୀ ମନ୍ଦିର ହୁଣ୍ଡିରୁ ଚୋରି
କୋଣାର୍କ,୪ା୧(ଡି.ଏନ୍.ଏ.): କୋଣାର୍କ ଜଗନ୍ନାଥ ମନ୍ଦିର ପରିସରରେ ଥିବା ଲକ୍ଷ୍ମୀ ମନ୍ଦିରର ହୁଣ୍ଡି ଭାଙ୍ଗି କେହି ଦୁର୍ବୃତ୍ତ ପ୍ରାୟ ୧୦ହଜାର ଟଙ୍କା ଚୋରି କରି ନେଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ବୋର୍ଡ ପରିଚାଳକ ନିରଞ୍ଜନ ବାରିକଙ୍କ ଅଭିଯୋଗକୁ ଭିତ୍ତିକରି…
Archives


