ପୁରୀ ସେବା ସମିତିର ବସନ ସେବା: ବସ୍ତ୍ର ପାଇ ଖୁସିରେ ଫେରିଲେ ୨ ବନ୍ଧୁ
ପୁରୀ ଅଫିସ,୨ା୧: ନୂତନ ବର୍ଷ ଅବସରରେ ପୁରୀ ସେବା ସମିତି ପକ୍ଷରୁ ମରିଚିକୋଟ ସ୍ଥିତ କାର୍ଯ୍ୟାଳୟ ଆଗରେ ବସନ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବହୁ ଗରିବ, ଅସହାୟ ବ୍ୟକ୍ତିଙ୍କୁ ପ୍ୟାଣ୍ଟସାର୍ଟ, ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା। ତେବେ ସୁବର୍ଣ୍ଣପୁରରୁ ଆସିଥିବା ଦୁଇଜଣ…
ଯୁବକଙ୍କୁ ମାଡ଼ ପ୍ରତିବାଦରେ ରାସ୍ତାରୋକୋ
ବ୍ରହ୍ମଗିରି,୨ା୧(ଡି.ଏନ୍.ଏ.): ପୋଲିସ ଜଣେ ଯୁବକଙ୍କୁ ମାଡ଼ ମାରିବା ପ୍ରତିବାଦରେ ବୁଧବାର ରାତିରେ ସ୍ଥାନୀୟ ଯୁବକମାନେ ବେଣ୍ଟପୁର ଛକଠାରେ ରାସ୍ତାରୋକୋ କରିଥିଲେ। ସୂଚନା ଅନୁଯାୟୀ, ନୂଆବର୍ଷ ଉପଲକ୍ଷେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ରହ୍ମଗିରି ପୋଲିସ ପକ୍ଷରୁ ପାଟ୍ରୋଲିଂ କରାଯାଉଛି। ବ୍ରହ୍ମଗିରି ବେଣ୍ଟପୁର ଛକ…
ସାକ୍ଷୀଗୋପାଳଙ୍କ ଦର୍ଶନ କଲେ ମନ୍ତ୍ରୀ ଟୁକୁନି ସାହୁ
ସାକ୍ଷୀଗୋପାଳ,୨ା୧(ଡି.ଏନ୍.ଏ.): ନୂଆବର୍ଷରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ପରେ ସାକ୍ଷୀଗୋପାଳଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି। ଦର୍ଶନ ବେଳେ ଅଧିକାରୀ ଓ ସ୍ଥାନୀୟ ନେତୃ ମଣ୍ଡଳୀ ଉପସ୍ଥିତ ଥିଲେ। ଭୋର ୪ଟା ରୁ…
ଷଣ୍ଢପୁରରେ ବୋମାମାଡ଼: ଗୋଟିଏ ପରିବାରର ୫ ଆହତ
ପୁରୀ ଅଫିସ, ୧ା୧ : ନୂତନ ବର୍ଷର ପ୍ରଥମ ଦିନରେ ଫୁଟିଲା ବୋମା। ଗୋଟିଏ କି ଦୁଇଟି ନୁହେଁ, କ୍ରମାଗତ ଭାବେ ୫୦ରୁ ଊର୍ଦ୍ଧ୍ୱ ବୋମା ଫୁଟିଲା। ପୁରୀ ସଦର ଥାନା ଅଧୀନ ଷଣ୍ଢପୁର ଗ୍ରାମରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି।…
ଚନ୍ଦ୍ରଭାଗାରେ ସୂର୍ଯ୍ୟୋଦୟ ଦର୍ଶନ: ପର୍ଯ୍ୟଟକଙ୍କ ଭିଡ଼
କୋଣାର୍କ,୧.୧(ଡି.ଏନ.ଏ): ନବବର୍ଷ ଉପଲକ୍ଷେ ପ୍ରଥମ ସୂର୍ଯ୍ୟଦର୍ଶନ ପାଇଁ ବୁଧବାର ଭୋର ଚାରିଟାରୁ ଚନ୍ଦ୍ରଭାଗା କୂଳରେ ହଜାର ହଜାର ସଂଖ୍ୟାର ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ଭିଡ଼ ଲାଗିଥିବା ଦେଖିବାକୁ ମିଳିଥିଲା। ଲୋକମାନେ ସୂର୍ଯ୍ୟ ଦର୍ଶନ ସହ ପୂଜାର୍ଚ୍ଚନା ଓ ତିଳତର୍ପଣ କରିଥିଲେ।
ନୂଆବର୍ଷର ପ୍ରଥମ ସୂର୍ଯ୍ୟ ଦର୍ଶନ: ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ପୁରୀ ଅଫିସ,୧।୧: ଆରମ୍ଭ ହୋଇଛି ବର୍ଷ ୨୦୨୦। ନୂଆବର୍ଷର ପ୍ରଥମ ସୂର୍ଯ୍ୟଦର୍ଶନ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହୋଇଛି। ମହାପ୍ରଭୁଙ୍କ ଦର୍ଶନ କରି ପରିବାର ତଥା ବନ୍ଧୁ ପରିଜନଙ୍କ ଶୁଭ ମନାସିବା ପାଇଁ ଲକ୍ଷାଧିକ…
ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ପୁରୀ ଅଫିସ, ୩୧।୧୨: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ କେନ୍ଦ୍ରମନ୍ତ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଦଳୀୟ କର୍ମକର୍ତ୍ତା ଏବଂ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ମନ୍ତ୍ରୀ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ…
ଶ୍ରୀମନ୍ଦିରରେ ନୂଆବର୍ଷ ପ୍ରସ୍ତୁତି: ଆଜି ରାତି ସାଢେ ୧୦ ସୁଦ୍ଧା ପହୁଡ଼, ୧ଟାରେ ଦ୍ୱାରଫିଟା
ପୁରୀ ଅଫିସ,୩୧ା୧୨: ଆସୁଛି ନୂଆବର୍ଷ । ପୁରୁଣା ବର୍ଷକୁ ବିଦାୟ ଏବଂ ନୂଆବର୍ଷକୁ ସ୍ବାଗତ କରିବା ଲାଗି ପ୍ରସ୍ତୁତ ହୋଇଯାଇଛି ପୁରୀ ସହର। ଏଥିପାଇଁ ହୋଟେଲ, ଲଜ୍, ରେସ୍ତୋରାଁ, ହଲିଡେ ହୋମ୍ଗୁଡିକରେ ଭକ୍ତ ଓ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ଜିରୋ ନାଇଟ୍…
ରତ୍ନଭଣ୍ଡାର ଖୋଲିବାକୁ ଦାବି କଲା ଯୁବ କଂଗ୍ରେସ
ପୁରୀ ଅଫିସ,୩୧ା୧୨: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି କରିଛି ପୁରୀ ଲୋକସଭା ଯୁବ କଂଗ୍ରେସ। ଏ ସଂକ୍ରାନ୍ତରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି । ଏଥିରେ ଦର୍ଶାଯାଇଛି ଯେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ପ୍ରତି…
ନୂଆ ବର୍ଷ ଲାଗି ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି
ପୁରୀ ଅଫିସ,୩୧ା୧୨- ନୂତନ ବର୍ଷରେ ଶ୍ରୀକ୍ଷେତ୍ରରେ ପ୍ରବଳ ଜନସମାଗମ ହେବ। ଏ ନେଇ ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିିୟନ୍ତ୍ରଣ ଓ ପାର୍କିଂ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଦୁଇ ଚକିଆ ଓ ଚାରି ଚକିଆ ଗାଡ଼ି ପାର୍କିଂ ପ୍ରବେଶ ଏବଂ…
ନୂଆ ବର୍ଷ ଲାଗି ଶ୍ରୀମନ୍ଦିର ଚଳଚଞ୍ଚଳ -ଜୋରସୋରରେ ଚାଲିଛି ପ୍ରସ୍ତୁତି
ପୁରୀ ଅଫିସ,୩୧ା୧୨- ଆଉ ଦୁଇ ଦିନ ପରେ ହେବ ନୂଆବର୍ଷ। ଏଥିପାଇଁ ଶ୍ରୀମନ୍ଦିର ଚଳଚଞ୍ଚଳ ହୋଇପଡିଛି। ନୂତନ ବର୍ଷରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ନଜରରେ ରଖି ଜୋରସୋରରେ ପ୍ରସ୍ତୁତି ଚାଲିଛି। ଏ ନେଇ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ…
ସଭାରୁ ଉଠି ଥାନା ଆଗରେ ବିଷ ପିଇଲେ ବୃଦ୍ଧ
ପୁରୀ ଅଫିସ,୩୧ା୧୨ : ଚନ୍ଦନପୁର ଥାନା ପରିସରରେ ସୋମବାର ରାତିରେ ଏକ ସଭା ଚାଲିଥିଲା। ତେବେ ଅଚାନକ ଜଣେ ବୃଦ୍ଧ ସଭାରୁ ଉଠି ଥାନା ଆଗରେ ବିଷ ପିଇଦେଇଥିଲେ। ଏହାଦେଖି ସେଠାରେ ଉପସ୍ଥିତ ଲୋକେ ଆଚମ୍ବିତ ହୋଇଯାଇଥିବାବେଳେ ଗୁରୁତର ଅବସ୍ଥାରେ ବୃଦ୍ଧଙ୍କୁ…
Archives


