ପୁରୀ

ପାନ ତାତି: ଶ୍ରୀମନ୍ଦିରରେ ସହାୟକଙ୍କୁ ଧକ୍କା ମାରିଲେ ସେବାୟତ

ପୁରୀ ଅଫିସ, ୧୮ା୨: ଶ୍ରୀମନ୍ଦିର ଭିତରକୁ କେହି ପାନ, ଗୁଟ୍‌ଖା ଖାଇ ଯାଇପାରିବେ ନାହିଁ। ଏହା ଉପରେ କଟକଣା ଲଗାଇଛି ମନ୍ଦିର ପ୍ରଶାସନ। ଅବମାନନା କଲେ ଜରିମାନା ଆଦାୟର ବ୍ୟବସ୍ଥା ହୋଇଛି। ଏହାସତ୍ତ୍ବେ କେତେଜଣ ସେବାୟତ, କର୍ମଚାରୀ ଏବଂ ଯାତ୍ରୀ ଗୁମାସ୍ତା…

ପୁରୀ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଗୋଷ୍ଠୀ ସଂଘର୍ଷ ଘଟଣା: ୩ ଗିରଫ

ପୁରୀ ଅଫିସ, ୧୮ା୨: ପୁରୀ ଜିଲା କଂଗ୍ରେସ କାର୍ଯ୍ୟାଳୟ ଇନ୍ଦିରା ଭବନରେ ଗୋଷ୍ଠୀ ସଂଘର୍ଷ ଘଟଣାରେ ମଙ୍ଗଳବାର କୁମ୍ଭାରପଡ଼ା ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲିସାହିର ଆନନ୍ଦ ସାହୁ (୨୫), କାଳିକାଦେବୀ ସାହିର ଆଲୋକ ସାହୁ (୨୫) ଏବଂ…

ପଙ୍କୋଦ୍ଧାର ଏକାଦଶୀ ପାଇଁ ଲୋକନାଥ ପୀଠ ପ୍ରସ୍ତୁତ

ପୁରୀ ଅଫିସ, ୧୮ା୨: ବୁଧବାର ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଏହା ଧୂମ୍‌ଧାମ୍‌ରେ ଅନୁଷ୍ଠିତ ହେବ। ବର୍ଷକରେ ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ ପ୍ରତ୍ୟକ୍ଷ ଲିଙ୍ଗ ଦର୍ଶନ କରିବାର ସୁଯୋଗ ପାଇଥାନ୍ତି ଶ୍ରଦ୍ଧାଳୁ। ତେଣୁ ପଙ୍କୋଦ୍ଧାର…

ଗେଷ୍ଟ ହାଉସ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପ୍ରେମିକଙ୍କୁ ଅଟକ ରଖିଲା ସମୁଦ୍ରକୂଳ ପୋଲିସ

ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍‌ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ତାଙ୍କ ପ୍ରେମିକଙ୍କୁ…

ପୁରୀ ଇନ୍ଦିରା ଭବନରେ ରକ୍ତାକ୍ତ ସଂଘର୍ଷ

ପୁରୀ ଅଫିସ, ୧୮।୨: ପଦାରେ ପଡ଼ିଲା ପୁରୀ ଜିଲା କଂଗ୍ରେସର ଗୋଷ୍ଠୀ କନ୍ଦଳ। ଜିଲା ଦଳୀୟ କାର୍ଯ୍ୟାଳୟ ଇନ୍ଦିରା ଭବନ ପାଲଟିଲା ରଣକ୍ଷେତ୍ର। ପ୍ରଦେଶ କଂଗ୍ରେସ କମିଟି ନେତାଙ୍କ ଆଗରେ ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଲା ରକ୍ତାକ୍ତ ସଂଘର୍ଷ। ଏଥିରେ ୩ଜଣ…

ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା କଟକଣା ଜୋର ଧରିଲା

ପୁରୀ ଅଫିସ,୧୭ା୨: ଶ୍ରୀମନ୍ଦିର ପରିସରକୁ ସ୍ବଚ୍ଛ ଏବଂ ପରିଷ୍କାର ରଖିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛି। ଏଥିପାଇଁ ସ୍ବତନ୍ତ୍ର ଭାବେ ସ୍କ୍ବାଡ୍‌ ଗଠନ କରାଯାଇଥିବା ବେଳେ ଜରିମାନା ଆଦାୟର ବ୍ୟବସ୍ଥା ରହିଛି। ଏହାସତ୍ତ୍ବେ ବିଭିନ୍ନ ସମୟରେ ମନ୍ଦିର ପରିସରରେ ପାନଛେପ, ଗୁଟ୍‌ଖା…

ଶ୍ରୀଲୋକନାଥ ପୀଠ: ରାତି ୩ରେ ଉଠିବ ମହାଦୀପ

ପୁରୀ ଅଫିସ,୧୭ା୨: ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ଶୈବପୀଠ ଲୋକନାଥ ମନ୍ଦିରରେ ଆସନ୍ତା ୧୯ ତାରିଖ ପଙ୍କୋଦ୍ଧାର ଏକାଦଶୀ ଏବଂ ୨୧ ତାରିଖ ଜାଗର ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ଲାଗି ଶନିବାର ସର୍କିଟ ହାଉସ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଶ୍ରୀକ୍ଷେତ୍ରରେ ରହିଛି ଲାହୋର ସାଧୁଙ୍କ ମଠ

ପୁରୀ ଅଫିସ,୧୭ା୨: ଶ୍ରୀକ୍ଷେତ୍ରରେ ରହିଛି ଲାହୋର(ପାକିସ୍ତାନ) ସାଧୁଙ୍କ ମଠ। ଏକଦା ମହାପ୍ରଭୁଙ୍କ ସାନ୍ନିଧ୍ୟ ପାଇବା ପାଇଁ ଜଗନ୍ନାଥ ଧାମକୁ ଚାଲି ଆସିଥିବା ବାଳକ ରାମ ଦାସ ଆଉ ଲାହୋର ଫେରି ନ ଥିଲେ। ସେ ତିଆରି କରିଥିଲେ ଏକ ମଠ, ଯାହାକି…

ପୁରୀରେ ୨ ଶିଶୁକନ୍ୟାଙ୍କୁ ବଳାତ୍କାର

ପୁରୀ ଅଫିସ,୧୭ା୨: ପୁରୀ ଜିଲାର ୨ ସ୍ଥାନରେ ୨ ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଛି। ଏନେଇ ପୃଥକ୍‌ ଥାନାରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଚନ୍ଦନପୁର ଥାନା ଅଞ୍ଚଳରେ ଜଣେ ଯୁବକ ଶନିବାର ମଧ୍ୟାହ୍ନରେ ୪ବର୍ଷୀୟ ଶିଶୁକନ୍ୟାଙ୍କୁ କାର୍ଟୁନ ଭିଡିଓ ଦେଖାଇବାକୁ…

ମନ୍ତ୍ରଣାର କେନ୍ଦ୍ର ଥିଲା ଗଙ୍ଗାମାତା ମଠ ସୁଡ଼ଙ୍ଗ: ଏବେ ଶ୍ରଦ୍ଧାଳୁଙ୍କ ପାଇଁ ପାଲଟିଛି ଦର୍ଶନୀୟ ସ୍ଥାନ

ପୁରୀ ଅଫିସ, ୧୬।୨: ଗଙ୍ଗାମାତା ମଠ ସୁଡ଼ଙ୍ଗ। ଏକଦା ଏହି ସୁଡ଼ଙ୍ଗ ଥିଲା ମନ୍ତ୍ରଣାର କେନ୍ଦ୍ର। ଶ୍ରୀମନ୍ଦିର ଉପରେ ହେଉଥିବା ଆକ୍ରମଣରୁ କିପରି ମହାପ୍ରଭୁଙ୍କୁ ରକ୍ଷା କରାଯାଇପାରିବ ସେ ନେଇ ଏହା ମଧ୍ୟରେ ବିଚାର ବିମର୍ଶ କରାଯାଉଥିଲା। ପରବର୍ତ୍ତୀ ସମୟରେ ଏହି…

ଉଲ୍ଲଂଘନ ହେଉଛି କଟକଣା: ଶ୍ରୀମନ୍ଦିରରେ ପାନଛେପ ଦେଖି ୫-ଟି ସଚିବ କ୍ଷୁବ୍ଧ

ପୁରୀ ଅଫିସ, ୧୬।୨: ଶ୍ରୀମନ୍ଦିର ଭିତରକୁ ପାନ, ଗୁଟ୍‌ଖା ଉପରେ କଟକଣା ରହିଛି। କେହି ଏସବୁ ଖାଇ କିମ୍ବା ନେଇ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ନାହିଁ ବୋଲି ନିର୍ଦ୍ଦେଶନାମା ଜାରି କରାଯାଇଛି। କୌଣସି ବ୍ୟକ୍ତି ଯଦି ଏହାକୁ ଉଲ୍ଲଂଘନ କରନ୍ତି…

ନୀତି ବିଳମ୍ବ ସହ ବଡ଼ ମହାସ୍ନାନ

ପୁରୀ ଅଫିସ,୧୬ା୨: କୌଣସି ପରିସ୍ଥିତିରେ ମହାପ୍ରଭୁଙ୍କ ସେବା ପୂଜାରେ ବିଳମ୍ବକୁ ବରଦାସ୍ତ କରାଯିବ ନାହିଁ। ଯେଉଁ ପାଳିଆ ସେବକ ୩ଥର ନୀତିରେ ବିଳମ୍ବ କରିବେ ତାଙ୍କୁ ସେବାରୁ ବହିଷ୍କାର କରାଯିବ। ଏପରି କି ଜାଣିଶୁଣି ଯଦି କେହି ଥରେ ବି ଡେରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?