ବିହାର ରାଜ୍ୟପାଳଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ
କୋଣାର୍କ,୨୯ା୧୨(ଡି.ଏନ.ଏ)- ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଶନିବାର ଅପରାହ୍ନ ୩ଟାରେ ବିହାରର ରାଜ୍ୟପାଳ ଫଗୁ ଚୌହାନ ଆସିଛନ୍ତି। ପ୍ରଥମେ କୋଣାର୍କସ୍ଥିତ ଇଣ୍ଡିଆନ ଅଏଲ ଫାଉଣ୍ଡେଶନ ଦ୍ୱାରା ନିର୍ମିତ ବ୍ୟାଖ୍ୟାନ କେନ୍ଦ୍ର ସମ୍ମୁଖରେ ରାଜ୍ୟପାଳ ଚୌହାନ ପହଞ୍ଚତ୍ବା ପରେ କୋଣାର୍କ ପର୍ଯ୍ୟଟନ…
ମାଟିରେ ମିଶିବ ଟାଗୋରଙ୍କ ପାଥେରପୁରୀ: ପୌର ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ; ଆପତ୍ତି ଉଠାଇଲେ ବୁଦ୍ଧିଜୀବୀ
ପୁରୀ ଅଫିସ, ୨୯ା୧୨: ପୁରୀ ଚକ୍ରତୀର୍ଥ ରୋଡରେ ରହିଛି ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ଐତିହାସିକ ପାଥେରପୁରୀ। କୁହାଯାଏ ଏହି ସ୍ଥାନରେ ରହି ଟାଗୋର ‘ଗୀତାଞ୍ଜଳି’ ରଚନା କରିଥିଲେ। ଏହି ଐତିହାସିକ ସ୍ଥଳ ଏବେ ମାଟିରେ ମିଶିବାକୁ ଯାଉଛି। ପୌର ପ୍ରଶାସନ ପକ୍ଷରୁ…
ସରକାରଙ୍କ ଖାମଖିଆଲ ନୀତି: ଚିନାବାଦାମ ଚାଷରୁ ମୁହଁ ଫେରାଉଛନ୍ତି ଚାଷୀ
କଣାସ, ୨୯ା୧୨(ସ୍ବ.ପ୍ର.): ଚାଷୀଙ୍କର ପ୍ରଗତି ପାଇଁ ପଦକ୍ଷେପ ନିଆଯାଉଥିବା ସରକାର କହୁଛନ୍ତି। ମାତ୍ର ରାଜ୍ୟ ସରକାରଙ୍କ ଖାମଖିଆଲ ନୀତି ଯୋଗୁ କଣାସ ବ୍ଲକର ଚାଷୀ ଚିନାବାଦାମ ଚାଷରୁ ମୁହଁ ଫେରାଇ ନେବାକୁ ବସିଲେଣି। ସୂଚନା ଅନୁଯାୟୀ, କଣାସ ବ୍ଲକର ଗଡ଼ସାନପୁଟ, ଗଡ଼ବଡ଼ପୁଟ,…
ପ୍ରଶାସନର ନୂଆବର୍ଷ ପ୍ରସ୍ତୁତି: ଝଲସିଲାଣି ମେଘନାଦ ପାଚେରି; ଶେଷ ପର୍ଯ୍ୟାୟରେ ବ୍ୟାରିକେଡ କାମ
ପୁରୀ ଅଫିସ, ୨୯ା୧୨: ଆଉ ୩ ଦିନ ପରେ ନୂଆବର୍ଷ। ପୁରୀରେ ଲକ୍ଷ ଲକ୍ଷ ଭକ୍ତ ଓ ପର୍ଯ୍ୟଟକଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ, ପୋଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି।…
ଆସୁଛି ନୂଆବର୍ଷ: ପୁରୀ ପ୍ୟାକ୍, ହୋଟେଲରେ ମିଳୁନି ରୁମ୍; ଜମିଲାଣି ପର୍ଯ୍ୟଟକଙ୍କ ଗହଳି
ପୁରୀ ଅଫିସ, ୨୯ା୧୨: ଆସୁଛି ନୂଆବର୍ଷ। ଏଥିପାଇଁ ପର୍ଯ୍ୟଟନ ସହର ପୁରୀରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସହରର ବିଭିନ୍ନ ହୋଟେଲ, ଲଜିଂ, ମଠ, ଧର୍ମଶାଳା ପ୍ୟାକ୍ ହୋଇଗଲାଣି। ଏବେ ଆଉ ପ୍ରାୟତଃ କେଉଁଠି ରୁମ୍ ମିଳୁନାହିଁ। ସରକାରୀ ଗେଷ୍ଟ…
ଅଡ଼ୁଆରେ ପୁରୀ ପୋଲିସ: ଅଜଣା ମୃତଦେହକୁ ବ୍ୟବଚ୍ଛେଦ ବିନା ପୋଡ଼ିବା ପାଇଁ ଅନୁମତି, ମୃତକଙ୍କ ନାଁରେ ନିଖୋଜ ଅଭିଯୋଗ ଆଣିଲେ ସ୍ତ୍ରୀ
ପୁରୀ ଅଫିସ, ୨୯ା୧୨: ପୁରୀ ସହରରେ ଘଟିଛି ଏକ ଅଭାବନୀୟ ଘଟଣା। ମୃତ ବ୍ୟକ୍ତିଙ୍କ ନାମରେ ଥାନାରେ ହୋଇଛି ନିଖୋଜ ଅଭିଯୋଗ। ଏକ ଅଜଣା ମୃତଦେହକୁ ବ୍ୟବଚ୍ଛେଦ ବିନା ସ୍ବର୍ଗଦ୍ୱାରରେ ପୋଡ଼ିବା ଲାଗି ଅନୁମତି ଦେଇ ଅଡୁଆରେ ଫସିଛି ପୋଲିସ। ଅନ୍ୟପଟେ…
ସ୍ବାମୀ ଆଗରେ ସ୍ତ୍ରୀ ଉପରେ ଚଢ଼ିଗଲା ଟ୍ରକ୍
ଗୋପ, ୨୮ା୧୨(ଡିି.ଏନ୍.ଏ):ଗୋପ-ବାଲିଘାଇ ରାସ୍ତାର ମଦରଙ୍ଗ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀ ଆଗରେ ସ୍ତ୍ରୀ ଉପରେ ଏକ ବାଲିବୋଝେଇ ଟ୍ରକ ଚଢ଼ିଯିବାରୁ ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତା ମହିଳା ହେଲେ କୋଣାର୍କ ଥାନା ଅଧୀନ ଖରାଗାଁ ତଳସାହି…
ମହାପ୍ରଭୁଙ୍କୁ ଦର୍ଶନ କଲେ ବିହାର ରାଜ୍ୟପାଳ
ପୁରୀ ଅଫିସ,୨୮ା୧୨:ବିହାର ରାଜ୍ୟପାଳ ଫଗୁ ଚୌହ୍ବାନ ଶନିବାର ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ରାଜ୍ୟପାଳ ଚୌହ୍ବାନ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ। ତାଙ୍କୁ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଏବଂ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ…
ଖୁବ୍ ଶୀଘ୍ର ସାକ୍ଷୀଗୋପାଳ ମନ୍ଦିରର ଉନ୍ନତୀକରଣ
ସାକ୍ଷୀଗୋପାଳ,୨୭।୧୨(ଡି.ଏନ୍.ଏ.): ଚାରିଧାମ ତୀର୍ଥଯାତ୍ରାରେ ଶ୍ରୀକ୍ଷେତ୍ର ଆସୁଥିବା ତୀର୍ଥଯାତ୍ରୀମାନେ ସାକ୍ଷୀଗୋପାଳ ମନ୍ଦିରକୁ ଆସିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ପୀଠର ବିକାଶ ଜରୁରୀ। ପୁରାତନ ଅଧ୍ୟାତ୍ମିକ ପୀଠ ସାକ୍ଷୀଗୋପାଳ ମନ୍ଦିରକୁ ଶ୍ରୀକ୍ଷେତ୍ର ଭଳି ବିକାଶ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…
ଶ୍ରୀମନ୍ଦିର ସୁରକ୍ଷା ଜୋନ୍: ନୂଆବର୍ଷରୁ ଜୋର୍ ଧରିବ ଉଚ୍ଛେଦ ଅଭିଯାନ
ପୁରୀ ଅଫିସ,୨୭।୧୨: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ସକାଶେ ମେଘନାଦ ପାଚେରିକୁ ଲାଗି ୭୫ ମିଟର ପରିଧି ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ ପାଇଁ ନିଷ୍ପତ୍ତି ହୋଇଛି। ଏହାର କାମ ମଧ୍ୟ ଆରମ୍ଭ ହୋଇଯାଇଛି। ୫ଟି ମଠ, କେତେକ ଘରୋଇ ଓ…
ଚନ୍ଦ୍ରଭାଗା ଉପକୂଳରେ ଡଲ୍ଫିନ
ପୁରୀ ଅଫିସ, ୨୬ା୧୨: ଚନ୍ଦ୍ରଭାଗା ଉପକୂଳରେ ଡଲ୍ଫିନ। ଗତ କିଛିଦିନ ହେଲା କୂଳଠାରୁ ପ୍ରାୟ ୫୦୦ ମିଟର ଦୂରରେ କିଛି ଡଲ୍ଫିନ ଖେଳୁଥିବା ଦେଖାଯାଉଛି। ତେବେ ପର୍ଯ୍ୟଟନ ଋତୁରେ ଡଲ୍ଫିନଙ୍କ ଉପସ୍ଥିତି ନିଶ୍ଚିତ ପର୍ଯ୍ୟଟକମାନଙ୍କ ପାଇଁ ଖୁସି ଖବର। ସବୁଠୁ ଗୁରୁତ୍ୱପୂର୍ଣ୍ଣ…
ଚିଲିକା ଉତ୍ତରନାଶୀରେ ପକ୍ଷୀ ସୁରକ୍ଷା ଢିଲା
କଣାସ, ୨୬ା୧୨(ସ୍ବ.ପ୍ର.): ଶୀତ ପଡିଲେ ବିଦେଶାଗତ ପକ୍ଷୀଙ୍କ କଳରାବରେ ମୁଖରିତ ହୋଇଉଠେ ଚିଲିକା। କିନ୍ତୁ ନଳବଣରେ ଖାଦ୍ୟ ଅଭାବ ଯୋଗୁ ପକ୍ଷୀମାନେ ଉତ୍ତରନାଶୀ ଦୟା ଓ ମକରା ନଦୀର ମୁହାଣ ଆଡ଼କୁ ମୁହାଁଉଛନ୍ତି।ସେଠାରେ ବନ ବିଭାଗ ପକ୍ଷରୁ ପକ୍ଷୀ ସୁରକ୍ଷା ପାଇଁ…
Archives


