ପୁରୀ

ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗ୍‌ର ଜଣେ ଗିରଫ

ପୁରୀ ଅଫିସ, ୩୦ା୧: ଗତ କିଛି ମାସ ଧରି ପୁରୀ ସହରରେ ଏକ ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗ ସକ୍ରୀୟ ଥିଲା। ନିଜକୁ ପୋଲିସ ପରିଚୟ ଦେଇ ଏହି ଗ୍ୟାଙ୍ଗର ଲୁଟେରାମାନେ ବିଭିନ୍ନ ସ୍ଥାନରେ କୌଶଳ କ୍ରମେ ମହିଳାଙ୍କଠାରୁ ସୁନାଗହଣା ଲୁଟି…

ପୁରୀ ବେଳାଭୂମିରେ ନିଶାସକ୍ତ ଯୁବତୀଙ୍କୁ ବଳାତ୍କାର

ପୁରୀ ଅଫିସ,୨୯।୧: ପୁରୀ ବେଳାଭୂମିରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ନିଶାସକ୍ତ ଯୁବତୀଙ୍କୁ ଦୁଇ ଜଣ ସ୍ଥାନୀୟ ଯୁବକ ବଳାତ୍କାର ଉଦ୍ୟମ କରିଛନ୍ତି। କିଛି ଯୁବକ ତାଙ୍କୁ ଧରି ସମୁଦ୍ରକୂଳ ଥାନାରେ ଜିମା ଦେଇଛନ୍ତି। ପ୍ରକାଶ ଯେ, କଂଗ୍ରେସ ଯୁବନେତା ସ୍ବାଧୀନ…

ଜାତୀୟ ସ୍ମୃତି ହେବ ଗୋପବନ୍ଧୁଙ୍କ ଜନ୍ମପୀଠ: ସୁଆଣ୍ଡୋରେ ୫-ଟି ସଚିବ

ସାକ୍ଷୀଗୋପାଳ,୨୭ା୧(ଡି.ଏନ.ଏ)- ଉକତ୍ଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମପୀଠକୁ ଜାତୀୟ ସ୍ମୃତି ଭାବେ ସଂରକ୍ଷିତ କରାଯିବାକୁ ସରକାରୀ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି କାର୍ତ୍ତିକେୟାନ ପାଣ୍ଡିଆନ ରବିବାର ଅପରାହ୍ନରେ ପୁରୀ ଜିଲା ସତ୍ୟବାଦୀ ବ୍ଲକର ସୁଆଣ୍ଡୋ…

ପୁରୀରେ ପତାକା ଉତ୍ତୋଳନ କଲେ ପଞ୍ଚାୟତିରାଜ ମନ୍ତ୍ରୀ

ପୁରୀ ଅଫିସ,୨୬।୧: ଜିଲା ପ୍ରଶାସନ ଆନୁକୂଲ୍ୟରେ ତାଲବଣିଆସ୍ଥିତ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ, ଗୃହ ନିିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ…

ଘର ନିର୍ମାଣକୁ ନେଇ ବେଣୀପୁର ଗାଁରେ ଉତ୍ତେଜନା, ୫ ଘଣ୍ଟା ଧରି ପୋଲିସ ଅଟକ

ଗୋପ,୨୬।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ବେଣୀପୁର ଗାଁରେ ଗୋପ ପୋଲିସ ଦୀର୍ଘ ୫ ଘଣ୍ଟା ଧରି ଅଟକ ରହିଛି । ଜମିଜମାକୁ ନେଇ ଏପରି ଘଟଣା ଘଟିଥିବା କୁହାଯାଉଛି। ପ୍ରକାଶ ଯେ,ବେଣୀପୁର ଗାଁର ଜଗବନ୍ଧୁ ରାଉତ ରବିବାର ତାଙ୍କ…

ପୁରୀର ବିଭିନ୍ନ ସ୍ଥାନରେ ୭୧ତମ ସାଧାରଣତନ୍ତ୍ର ଦିବସ: ନିଜକୁ ଭାରତୀୟ ଭାବେ ଗର୍ବ କରିବା ଉଚିତ

ପୁରୀ ଅଫିସ,୨୬।୧: ରାଜ୍ୟବ୍ୟାପୀ ୭୧ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହେଉଥିବା ବେଳେ ରବିବାର ପୁରୀ ଜିଲାର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲା କଂଗ୍ରେସ ପକ୍ଷରୁ ସିଂହଦ୍ବାର ନିକଟରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜିଲା ସଭାପତି…

ପୁରୀ ଜିଲା ବିଜେଡି-ଭାଜପା ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ପୁରୀ ଅଫିସ,୨୬।୧: ପୁରୀ ଜିଲା ବିଜୁ ଜନତା ଦଳ ପକ୍ଷରୁ ସିଂହଦ୍ବାର ଏମାର ଚକଡା ମଙ୍ଗୁ ମଠ ସମ୍ମୁଖରେ ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପୂର୍ବତନ ନଗରପାଳ ସୁରେନ୍ଦ୍ର ନାଥ ଦାଶ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପୂର୍ବତନ…

ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗ: ପ୍ରତିବାଦରେ ଧାରଣା

ଗୋପ,୨୫।୧: ପୁରୀ ଜିଲା ଗୋପ କଲେଜର ଅଧ୍ୟାପକ ଜଣେ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଶନିବାର ଛାତ୍ରୀଛାତ୍ର କାର୍ଯ୍ୟାନୁଷ୍ଠାନ ଦାବିରେ କଲେଜ ସମ୍ମୁଖରେ ଧାରଣା ଦେଇଛନ୍ତି। ପ୍ରକାଶ ଯେ, ମଧ୍ୟାହ୍ନରେ ମହାବିଦ୍ୟାଳୟର ଜଣେ ଅଧ୍ୟାପକ କ୍ଲାସ୍‌ ନେବାକୁ ଯାଇଥିଲେ। ପାଠ ସମ୍ପର୍କିତ…

ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୫।୧: ପୁରୀରେ ରଥଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଆରମ୍ଭ ହୋଇଛି। ଶନିବାର ପ୍ରଥମ ପର୍ଯ୍ୟାୟ ରଥକାଠ ନୟାଗଡ଼ ବନଖଣ୍ଡରୁ ଆସି ପୁରୀରେ ପହଞ୍ଚିଛି। ଦୁଇଟି ଟ୍ରକ୍‌ରେ ସମୁଦାୟ ୫୩ ଖଣ୍ଡ କାଠ ଆସିଥିବା ଜଣାପଡ଼ିଛି। ଏଥିରେ ୨୦ ଫୁଟିଆ ଅସନ…

ସୂର୍ଯ୍ୟମନ୍ଦିର ବୁଲି ଦେଖିଲେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ: କହିଲେ ‘ଆଇକନିକ୍‌ ସିଟି ତାଲିକାରେ ସାମିଲ ହେବ ପୁରୀ-କୋଣାର୍କ’

କୋଣାର୍କ,୨୪।୧(ଡି.ଏନ୍‌.ଏ.): କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ଶୁକ୍ରବାର କୋଣାର୍କ ମନ୍ଦିର ପରିଦର୍ଶନ କରିଛନ୍ତି। ଭୁବନେଶ୍ୱରରୁ ସିଧା କୋଣାର୍କ ଯାଇ ମନ୍ତ୍ରୀ ସୂର୍ଯ୍ୟମନ୍ଦିର ଦର୍ଶନ କରିଛନ୍ତି। କୋଣାର୍କରେ ଚାଲିଥିବା ଇକୋ ରିଟ୍ରିଟ୍‌ ବୈଠକରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ…

ଭକ୍ତଙ୍କ ବିଶ୍ୱାସ ସହ ଖେଳ: ଅଙ୍ଗାର ପରେ ଚାଉଳ, ପନିପରିବା ମାନକୁ ନେଇ ଉଠିଲା ପ୍ରଶ୍ନ

ପୁରୀ ଅଫିସ,୨୪ା୧:ଶ୍ରୀମନ୍ଦିର ଭିତରକୁ ଯାଉଛି ବାହାର ଅଙ୍ଗାର। ଏହି ଅଙ୍ଗାରରେ ରୋଷଘରେ ପ୍ରସ୍ତୁତ ହେଉଛି ମହାପ୍ରସାଦ। ଏ ନେଇ ଗତ ଡିସେମ୍ବର ୧୮ତାରିଖ ଛତିଶା ନିଯୋଗ ବୈଠକରେ ଅଭିଯୋଗ ଉଠିଥିଲା। ପରବର୍ତ୍ତୀ ସମୟରେ ଏହାକୁ ସୁଆର ସେବକ ଏବଂ ଶ୍ରୀମନ୍ଦିର ପ୍ରଶାସନ…

ପୁରୀ ମାରାଥନ୍‌: ସମ୍‌ସଦ୍‌ ଆରା, ମୁକୁନ୍ଦ ଚାମ୍ପିଅନ

ପୁରୀ ଅଫିସ,୨୩।୧: ପ୍ରାକୃତିକ ବିପର୍ଯ୍ୟୟ ସଚେନତନା ସୃଷ୍ଟି ନିମନ୍ତେ ଗୁରୁବାର ସକାଳେ ପୁରୀରେ ମିନି ମାରାଥନ୍‌ ଅନୁଷ୍ଠିତ ହୋଇଯାଇଛି। ମହିଳାବର୍ଗରେ ସମ୍‌ସଦ୍‌ ଆରା ବେଗମ୍‌ ଏବଂ ପୁରୁଷବର୍ଗରେ ମୁକୁନ୍ଦ ବାନରା ଚାମ୍ପିଅନ ହୋଇଛନ୍ତି। ତାଳବଣିଆସ୍ଥିତ ଜିଲା ସ୍ପୋର୍ଟସ କମ୍ପ୍ଲେକ୍ସରୁ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?