ପୁରୀ

ଶ୍ରୀମନ୍ଦିରରେ ପହିଲି ଭୋଗ ଆରମ୍ଭ

ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ମହାପ୍ରଭୁଙ୍କ ପହଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଅର୍ଥାତ୍‌ ଡିସମ୍ବେର…

ହଷ୍ଟେଲରୁ ଛାତ୍ରୀ ନିଖୋଜ

ପୁରୀ ଅଫିସ,୧୬।୧୨: ଦତ୍ତତୋଟାସ୍ଥିତ ଏକ ଘରୋଇ ହଷ୍ଟେଲରୁ ସରକାରୀ ମହିଳା ମହାବିଦ୍ୟାଳୟର ଜଣେ ଯୁକ୍ତ୨ ଛାତ୍ରୀ ନିଖୋଜ ଥିବା ନେଇ କୁମ୍ଭାରପଡା ଥାନାରେ ରବିବାର ତାଙ୍କ ମା’ ଲିଖିତ ଅଭିଯୋଗ କରିଛନ୍ତି। ଗତ ନଭେମ୍ବର ୨୯ ଅପରାହ୍ନ ପରଠାରୁ ସେ ନିଖୋଜ…

ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପଯର୍‌ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଗତ ଶୁକ୍ରବାର ଅନୁଷ୍ଠିତ ନୀତି ସବ୍‌ କମିଟି ବୈଠକରେ ମହାପ୍ରଭୁଙ୍କ…

ମେରାଇନ ଡ୍ରାଇଭ୍‌ ଇକୋ ରିଟ୍ରିଟ୍‌ ଉଦ୍‌ଘାଟିତ

କୋଣାର୍କ, ୧୫।୧୨(ଡି.ଏନ.ଏ): କୋଣାର୍କ-ପୁରୀ ବେଳାଭୂମି ରାସ୍ତାର ସାହୁଖଣତା ଠାରେ ଗୁଜରାଟର ରାନ୍‌ ଉତ୍ସବ ଢାଞ୍ଚାରେ ଆୟୋଜିତ ‘ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ’କୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଲୁନ ଉଡ଼ାଇ ଉଦ୍‌ଘାଟନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଉତ୍ସବସ୍ଥଳରେ ଥିବା ପର୍ଯ୍ୟଟକ…

ମୋଦି, ଶାହଙ୍କ ଫଟୋଚିତ୍ର ପୋଡ଼ିଲା ଯୁବ ଓ ଛାତ୍ର କଂଗ୍ରେସ

ପୁରୀ ଅଫିସ, ୧୪ା୧୨: ପୁରୀ ଜିଲା ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ ଶନିବାର ଇନ୍ଦିରା ଭବନ ସମ୍ମୁଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହ ଏବଂ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଫଟୋଚିତ୍ର ପୋଡ଼ାଯାଇଛି। କଂଗ୍ରେସ ନେତା ରାହୁଲ…

କୋଷ୍ଟାଲ ଟ୍ରେକିଂରେ ଅଲିଭ ରିଡ୍‌ଲେଙ୍କ ସୁରକ୍ଷା ବାର୍ତ୍ତା

ପୁରୀ ଅଫିସ, ୧୪ା୧୨: ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ଏବଂ ଆଗାମୀ ପୀଢିଙ୍କୁ ପ୍ରକୃତି ସହ ଯୋଡ଼ିିବାର ବାର୍ତ୍ତା ନେଇ ଭୁବନେଶ୍ୱର ସାଇକ୍ଲିଂ ଆଣ୍ଡ୍‌ ଆଡଭେଞ୍ଚର କ୍ଲବ (ବିସିଏସି) ଏବଂ ବେୟାରଫୁଟ ପକ୍ଷରୁ ଶନିବାର ଅନୁଷ୍ଠିତ ହୋଇଛି ପୁରୀ-ଚିଲିକା କୋଷ୍ଟାଲ ଟ୍ରେକିଂ।…

ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଚୂଡ଼ାନ୍ତ

ପୁରୀ ଅଫିସ, ୧୪ା୧୨: ଆସନ୍ତା ୧୬ ତାରିଖ ରବିବାର ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଶୁକ୍ରବାର ଅନୁଷ୍ଠିତ ନୀତି ସବ୍‌ କମିଟି…

ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଉଚ୍ଛେଦ ପ୍ରସଙ୍ଗ: ୧୭ ମଠ ମହନ୍ତଙ୍କୁ ଦେବୋତ୍ତର କମିଶନରଙ୍କ ନୋଟିସ

ପୁରୀ ଅଫିସ, ୧୪ା୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଥିବା ୧୭ଟି ମଠ ମହନ୍ତଙ୍କୁ ଦେବୋତ୍ତର କମିଶନର ନୋଟିସ କରିଛନ୍ତି। ମଠଗୁଡ଼ିକର ଉଚ୍ଛେଦ ସଂକ୍ରାନ୍ତରେ ପୁରୀ ଜିଲାପାଳଙ୍କ ଚିଠିକୁ ଆଧାର କରି କମିଶନର ଏହି ନୋଟିସ କରିଥିବା ଜଣାପଡିଛି। ଏଥିରେ ମହନ୍ତମାନଙ୍କ ଆପତ୍ତି…

ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ: ଦୁଇଦିନିଆ କର୍ମଶାଳା, ପ୍ରଶିକ୍ଷଣ ଉଦ୍‌ଘାଟିତ

ପୁରୀ ଅଫିସ, ୧୩ା୧୨: ସ୍ଥାନୀୟ ଆୟୁର୍ବେଦ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନର ଦ୍ୱିଦିବସୀୟ କାର୍ଯ୍ୟକର୍ତ୍ତା କର୍ମଶାଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍‌ଘାଟିତ ହୋଇଛିି। ଉଦ୍‌ଘାଟନୀ ସମାରୋହରେ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହରିହର ହୋତା…

ଶେଷ ପର୍ଯ୍ୟାୟରେ ସାନଛତା ମଠ ଉଚ୍ଛେଦ: ଶନିବାର ଭଙ୍ଗାଯିବ ଘରୋଇ କୋଠା

ପୁରୀ ଅଫିସ, ୧୩ା୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛିି। ମଙ୍ଗୁ ମଠର ବ୍ୟବସାୟିକ କୋଠା ଭାଙ୍ଗିବା ପରେ ତିନିଦିନ ଧରି ଦୋଳବେଦି କୋଣରେ ଥିବା ସାନଛତା ମଠ ଭଙ୍ଗାଯାଉଛିି। ଶୁକ୍ରବାର ତୃତୀୟ ଦିନରେ ଏହି…

ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ଡିଜିପି ଅଭୟ

ପୁରୀ ଅଫିସ,୧୩।୧୨: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ସିଂ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ଫେରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ସେ ପ୍ରଥମ ଶ୍ରୀକ୍ଷେତ୍ର ଗସ୍ତରେ ଆସିଥିଲେ। ସକାଳ ୭ଟାରେ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ…

ସ୍ବର୍ଗଦ୍ୱାର ପୁନରୁଦ୍ଧାର ଲାଗି ଉଚ୍ଛେଦ ଜାରି:ମୃତଦେହ ଦାହ ପାଇଁ ପ୍ରତିବନ୍ଧକ ନାହିଁ

ପୁରୀ ଅଫିସ,  ୧୩।୧୨:ସ୍ବର୍ଗଦ୍ୱାର ପୁନରୁଦ୍ଧାର ପାଇଁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଏଠାରେ ଥିବା ଏକାଧିକ ପୁରୁଣା କୋଠା ଭଙ୍ଗାଯାଉଛି। ଗୁରୁବାର ୩ୟ ଦିନରେ ଚିମିନ, ଆଶ୍ରୟସ୍ଥଳୀ ଆଦି ଉଚ୍ଛେଦ କରାଯାଇଛି। ତେବେ ସ୍ବର୍ଗଦ୍ୱାର ଭଙ୍ଗାଯିବାକୁ ନେଇ ଲୋକେ କୌଣସି ପ୍ରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri