ପୁରୀ

ତୋଷାଳି ଛକରେ ଫାଙ୍କା ଗୁଳିଚାଳନା

ପୁରୀ ଅଫିସ,୨୩ା୧: ପୁରୀରେ ପୁଣି ଫୁଟିଛି ଗୁଳି। ପେଣ୍ଠକଟା ମେରାଇନ ଥାନା ଅନ୍ତର୍ଗତ ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ ରୋଡର ହୋଟେଲ ତୋଷାଳି ଛକ ନିକଟରେ ବୁଧବାର ଦୁର୍ବୃତ୍ତମାନେ ୩ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିଛନ୍ତି। ଏ ନେଇ ପୋଲିସ ନିଜଆଡ଼ୁ ଏକ…

ବନ୍ଧୁକ ଲଗାଇ ୪. ୭୦ ଲକ୍ଷ ଟଙ୍କା ଲୁଟ୍‌

ଗୋପ,୨୩ା୧(ଡିଏନ୍‌ଏ): ଗୋପ-ଚାରିଛକ ରାସ୍ତାର ଚମ୍ପାଳ କାଦୁଆ ନଦୀ ପୋଲ ପାଖରେ ବୁଧବାର ରାତି ପ୍ରାୟ ୯ଟାବେଳେ ଏକ ଟ୍ରକ୍‌ରୁ ୫ଜଣ ଦୁର୍ବୃତ୍ତ ୪ଲକ୍ଷ ୭୦ହଜାର ଟଙ୍କା ଲୁଟିନେଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, କୋଣାର୍କର ବଡ଼ ବ୍ୟବସାୟୀ କୈଳାସ ସାହୁଙ୍କ ଏକ…

ମଠରୁ ପୁଅବେଶଧାରୀ ନାବାଳିକା ଉଦ୍ଧାର

ପୁରୀ ଅଫିସ, ୨୩ା୧: ଘରୁ ବିମୁଖ ହୋଇ ଭୁବନେଶ୍ୱରର ଉଚ୍ଚଶିକ୍ଷିତ ଯୁବକ ଗିରିଜା ଶଙ୍କର ମିଶ୍ର ଗତ କିଛି ବର୍ଷ ଧରି ଶ୍ରୀକ୍ଷେତ୍ରକୁ ଚାଲିଆସି ଭିକ୍ଷାବୃତ୍ତି କରିବା ଘଟଣାର ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଏଭଳି ଏକ ଖବର…

ଦଳିତ ପରିବାରଙ୍କୁ ଆକ୍ରମଣ ଘଟଣା: ପ୍ରଶାସନକୁ ହାଇକୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ପୁରୀ ଅଫିସ, ୨୨ା୧: ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅଧୀନ ନୂଆଗଁ। ଏବଂ କଣାସ ବ୍ଲକ ଅନ୍ତର୍ଗତ ବୀରକେଶରପୁର ଗ୍ରାମର ୬ଟି ଦଳିତ ପରିବାରଙ୍କୁୁ ଆକ୍ରମଣ, ବାସଗୃହ ଭାଙ୍ଗିଦେବା ଘଟଣାରେ ଓଡ଼ିଶା ଗୋତିମୁକ୍ତ ଅଭିଯାନ ପକ୍ଷରୁ ହାଇକୋର୍ଟରେ ଏକ ପିଟିଶନ ଦାୟର…

୩୦ ଗ୍ରାମ ବ୍ରାଉନସୁଗାର ଜବତ: ଯୁବକ ଗିରଫ

ପୁରୀ ଅଫିସ, ୨୨ା୧: ପୁରୀ ଅବକାରୀ ପୋଲିସ ସାକ୍ଷୀଗୋପାଳ ବସଷ୍ଟାଣ୍ଡ ନିକଟରୁ ଜଣେ ଯୁବକଙ୍କୁ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଗିରଫ କରିଛି। ସେ ହେଲେ ଡେଲାଙ୍ଗ ଥାନା ଅଞ୍ଚଳର ସେବକ ସାହୁପଡ଼ାର ଗଗନ ସାହୁ (୨୭)। ତାଙ୍କଠାରୁ ୩୦ଗ୍ରାମ ବ୍ରାଉନସୁଗାର ଜବତ…

ପିପିଲିରେ ଜାଗା କିଣି ରହୁଥିଲେ

ଅଞ୍ଜଳିଙ୍କୁ ଯୁବତୀ ପଠାଇବାରେ ବାଂଲାଦେଶରେ ଥିବା ତା’ର ଭଉଣୀ ସହଯୋଗ କରୁଥିଲେ। ବାଂଲାଦେଶରେ ଅଞ୍ଜଳି ଓ ଭଉଣୀଙ୍କ ନାଁରେ ହତ୍ୟା ମାମଲା ରହିଛି। ସେମାନେ ମଧ୍ୟ ଜେଲ୍‌ ଯାଇଛନ୍ତି। ଜେଲରୁ ବାହାରିବା ପରେ ଅଞ୍ଜଳି ସେକ୍ସ ର଼୍ୟାକେଟ ଚଳାଉଥିଲା। ଅନ୍ୟପକ୍ଷରେ ବ୍ରାଉନସୁଗାର…

ଘରଭଙ୍ଗା ତଦନ୍ତରେ ଅନିୟମିତତା: ସତ୍ୟବାଦୀ ତହସିଲ ଅଫିସ ଘେରାଉ କଲେ ଫନୀ କ୍ଷତିଗ୍ରସ୍ତ

ସାକ୍ଷୀଗୋପାଳ, ୨୧।୧(ଡି.ଏନ୍‌.ଏ)-ଫନୀ ପ୍ରଭାବରେ କ୍ଷତିଗ୍ରସ୍ତ ପରିବାର ନ୍ୟାୟ ପ୍ରଦାନ ଦାବିରେ ମଙ୍ଗଳବାର ସତ୍ୟବାଦୀ ତହସିଲଦାରଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଘରଭଙ୍ଗା ତଦନ୍ତରେ ଅନିୟମିତତା ଅଭିଯୋଗ କରି ସେମାନେ ପୂର୍ବରୁ ତହସିଲରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେମାନଙ୍କ ଦାବି ଗ୍ରହଣ କରି ତହସିଲଦାର…

ଦକ୍ଷିଣ ପାର୍ଶ୍ୱ ମଠ, କୋଠା ଉଚ୍ଛେଦ ଅଭିଯାନ ଜାରି

ପୁରୀ ଅଫିସ୍‌, ୨୧।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଚାଲିଛି ଉଚ୍ଛେଦ ଅଭିଯାନ। ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ପ୍ରଶାସନ ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ମଙ୍ଗଳବାର ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପାର୍ଶ୍ୱରେ ଥିବା ଦକ୍ଷିଣ ପାର୍ଶ୍ୱ ମଠର ବ୍ୟବସାୟିକ…

ଏସୀୟ ରାଷ୍ଟ୍ରରେ ହେବ ଓଡ଼ିଶା ପର୍ଯ୍ୟଟନର ପ୍ରଚାର

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ୨୦୨୨ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି ସେହି ଅନୁଯାୟୀ ଉଭୟ ଦେଶୀୟ ଓ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି କରିବାକୁ…

ପୁରୀ ସମୁଦ୍ରରୁ ବିରଳ ସାର୍କ ଶିକାର

ପୁରୀ ଅଫିସ,୨୧।୧:ପୁରୀ ସମୁଦ୍ରରୁ ବିରଳ ପ୍ରଜାତିର ସାର୍କ ମାଛ ଶିକାର କରାଯାଉଛି। ମୁନାଫାଖୋର ମତ୍ସ୍ୟ ବ୍ୟବସାୟୀ ମତ୍ସ୍ୟଜୀବୀଙ୍କୁ ହାତ କରି ଏହି ମାଛକୁ ବିଦେଶ ରପ୍ତାନି କରୁଛନ୍ତି। ସାଧାରଣ ମତ୍ସ୍ୟଜୀବୀମାନେ ଏହି ମାଛର ମୂଲ୍ୟ ଜାଣିପାରୁ ନ ଥିବାବେଳେ କମ୍‌ ଟଙ୍କାରେ…

ପର୍ଯ୍ୟଟକଙ୍କୁ ଚାପିଦେଲା ବସ୍‌: ଜଣେ ମୃତ, ୧ ଗୁରୁତର

ବ୍ରହ୍ମଗିରି, ୨୦।୧(ଡି.ଏନ୍‌.ଏ.): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ କରମଳାସ୍ଥିତ ଅଭିରାମ ପରମହଂସ ଆଶ୍ରମ ନିକଟରେ ସୋମବାର ୨ ଜଣ ମହିଳା ପର୍ଯ୍ୟଟକଙ୍କୁ ବସ୍‌ ଚାପି ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକଙ୍କ ପରିଚୟ ଜଣାପଡ଼ି…

ଏସ୍‌ସିଏସ୍‌ କଲେଜରେ ଉତ୍ତେଜନା

ପୁରୀ ଅଫିସ,୨୦।୧: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଯୁକ୍ତ ଦୁଇ ପ୍ରଥମ ବର୍ଷ ପରୀକ୍ଷାରେ ସମସ୍ତ ବିଷୟରେ ୩୩ ପ୍ରତିଶତ ପାସ୍‌ହାର ନିଷ୍ପତ୍ତିକୁ ଏସ୍‌ଇଏସ୍‌ କଲେଜ(ଏ) ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀଛାତ୍ର ତୀବ୍ର ବିରୋଧ କରିଛନ୍ତି। ଏନେଇ କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?