ପୁରୀ

ତବଲା, ପଖଜରେ ଚଳୁଛି ୫ ଜୀବନ

ଗୋପ,୨୦।୧(ଡ଼ି.ଏନ୍‌.ଏ): ଆସ୍ତେ ଆସ୍ତେ ଗ୍ରାମାଞ୍ଚଳର ଲୋକମାନେ ଆଧୁନିକତାର ଛାପକୁ ଅଧିକ ପସନ୍ଦ କରୁଥିବାବେଳେ ଏହି ଆଧୁନିକତାରେ ହଜିଯାଉଛି ମୃଦଙ୍ଗ, ତବଲା ଓ ପଖଜର ବାଦନ। କିନ୍ତୁ ନିଜର ବୃତ୍ତିକୁ ଦୀର୍ଘ ୪୦ ବର୍ଷ ଧରି ଛାଡ଼ିପାରିନାହାନ୍ତି ଗୋପ ବ୍ଲକ୍‌ ଅଧୀନ ବଡ଼ତରା…

ଛୁଟିଦିନରେ ବି ନେତାଜୀ ସଂଗ୍ରହାଳୟ ଖାଁ ଖାଁ

ପୁରୀ ଅଫିସ,୨୦।୧: ଦୀର୍ଘ ୩ ବର୍ଷ ଧରି ଅଦାଲତି ବିବାଦରେ ଛନ୍ଦି ହେବା ପରେ ଗତବର୍ଷ ଜାନୁୟାରୀ ୧୫ରେ ଲୋକାର୍ପିତ ହୋଇଥିଲା ନେତାଜୀ ସଂଗ୍ରହାଳୟ। ଇତିମଧ୍ୟରେ ସଂଗ୍ରହାଳୟ ଖୋଲାଯିବାକୁ ବର୍ଷେ ବିତିଯାଇଛି। କିନ୍ତୁ ଏବେ ବି ଏଠାକୁ ପର୍ଯ୍ୟଟକଙ୍କ ଆଗମନ ସ୍ବାଭାବିକ…

ଘରକୁ ଫେରିଲେ ଇଞ୍ଜିନିୟର ଭିକାରି

ପୁରୀ ଅଫିସ/ଭୁବନେଶ୍ୱର,୨୦।୧(ବ୍ୟୁରୋ): ଘରୁ ବିମୁଖ ହୋଇ ଶ୍ରୀକ୍ଷେତ୍ରକୁ ଚାଲି ଆସିଥିଲେ। ଜଣେ ଉଚ୍ଚଶିକ୍ଷିତ ହୋଇ ମଧ୍ୟ କୌଣସି କାମଧନ୍ଦା ପାଇ ନ ଥିଲେ। କିଛିଦିନ ଏଣେତେଣେ ବୁଲିବା ପରେ ବଡ଼ଦାଣ୍ଡରେ ଭିକ୍ଷାବୃତ୍ତିକୁ ଗ୍ରହଣ କରିନେଇଥିଲେ। ଭକ୍ତଙ୍କଠାରୁ ଯାହାକିଛି ମିଳୁଥିଲା ତାହାକୁ ମହାପ୍ରଭୁଙ୍କ…

ଚିଲିକାରେ ଗଣା ହେଲେ ଡଲଫିନ୍‌

ବ୍ରହ୍ମଗିରି,୨୦।୧(ଡି.ଏନ.ଏ): ଚଳିତବର୍ଷ ଚିଲିକାର ବାହ୍ୟନାଳି ଅଞ୍ଚଳରେ ରବିବାର ଡଲ୍‌ଫିନ ଗଣନା କରାଯାଇଛି। ବନ ବିଭାଗ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ, ଡବ୍ଲୁଡବ୍ଲୁଏଫ, ଓୟୁଏଟିର ଫରେଷ୍ଟ ବିଭାଗର ଛାତ୍ର, ଆଞ୍ଚଳିକ ମୋଟରବୋଟ ସଂଘର କର୍ମଚାରୀ, ସ୍ବେଚ୍ଛାସେବୀ ସଂଗଠନର ମିଳିତ ଉଦ୍ୟମରେ ଏହି ଗଣନା କାର୍ଯ୍ୟ…

ମୁଖ୍ୟ ଚିକିତ୍ସାଳୟରେ ସୁଧୁରୁନି ସ୍ବାସ୍ଥ୍ୟସେବା: ଫନୀ ପରଠାରୁ ଲିଫ୍ଟ ଅଚଳ, ନିୟମିତ ହେଉନି ସଫେଇ

ପୁରୀ ଅଫିସ,୧୯ା୧: ମୋ ସରକାର ଯୋଜନାରେ ସ୍ବାସ୍ଥ୍ୟସେବାକୁ ପ୍ରାଥମିକତା ଦେଉଛନ୍ତି ରାଜ୍ୟ ସରକାର। ମାତ୍ର ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ଏହାର କୌଣସି ପ୍ରଭାବ ପଡୁ ନ ଥିବା ଜଣାପଡ଼ିଛି। ରୋଗୀ ସମସ୍ୟାଠାରୁ ଆରମ୍ଭ କରି ବିଭିନ୍ନ ବିଭାଗରେ ଅବହେଳା…

ଆଜି ଡଲ୍‌ଫିନ ଗଣନା

ପୁରୀ ଅଫିସ, ୧୯ା୧: ପୁରୀ ବିନ୍ୟପ୍ରାଣୀ ଡିଭିଜନରେ ରବିବାର ଡଲ୍‌ଫିନ ଗଣନା ହେବ। ସକାଳେ ଏହି ଗଣନା କରାଯିବା ଲାଗି ସମସ୍ତ ପ୍ରସ୍ତୁତି ସରିଛି। କିନ୍ତୁ ଗତ କିଛିଦିନ ହେବ ଘନ କୁହୁଡ଼ି ରହୁଛି। ତେଣୁ କୁହୁଡ଼ି ଛାଡ଼ିିବା ପରେ ଗଣନା…

ସାଇକେଲ ଚଲାନ୍ତୁ, ସୁସ୍ଥ ରୁହନ୍ତୁ

ପୁରୀ ଅଫିସ,୧୯ା୧: ସତ୍ୟବାଦୀ ଏଜୁକେଶନାଲ ଚାରିଟେବୁଲ ଟ୍ରଷ୍ଟ ଏବଂ ନେହେରୁ ଯୁବକେନ୍ଦ୍ର ମିଳିତ ଆନୁକୂଲ୍ୟରେ ଏକ ସାଇକେଲ ଶୋଭାଯାତ୍ରା ଶନିବାର ଅନୁଷ୍ଠିତ ହୋଇଯାଇଛି। ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ, ସୁରଜମଲ୍ଲ ଶାହା କଲେଜ, ବେଦ କର୍ମକାଣ୍ଡ ମହାବିଦ୍ୟାଳୟର ଶତାଧିକ ଛାତ୍ରୀଛାତ୍ର ପିକେଡିଏ ଛକରୁ…

ଗାନ୍ଧୀ ପାର୍କରେ ଦୁଇଦିନିଆ ପୁଷ୍ପ ପ୍ରଦର୍ଶନୀ ଆରମ୍ଭ, ଆକର୍ଷଣୀୟ ଫୁଲର ସମ୍ଭାର

ପୁରୀ ଅଫିସ, ୧୯ା୧: ଭଳିକି ଭଳି ଫୁଲର ସମ୍ଭାରରେ ବେଶ୍‌ ଆକର୍ଷଣୀୟ ଲାଗୁଛି ଗାନ୍ଧୀ ପାର୍କ। ପାର୍କକୁ ଯେଉଁମାନେ ବୁଲି ଆସିଥିଲେ ସେମାନେ ରଙ୍ଗ ବେରଙ୍ଗର ଫୁଲ ଦେଖି ଅଟକି ଯାଉଥିଲେ। କେହି କେହି ଫୁଲଗୁଡ଼ିକୁ ନିରିଖେଇ ତା’ର ସୌନ୍ଦର୍ଯ୍ୟକୁ ଉପଭୋଗ…

ଚନ୍ଦ୍ରଭାଗା ବେଳାଭୂମି ବୁଲିଲେ ମୁଖ୍ୟ ଶାସନ ସଚିବ

କୋଣାର୍କ,୧୯ା୧(ଡି.ଏନ.ଏ): କୋଣାର୍କ ନିକଟରେ ଚାଲିଥିବା ମେରାଇନ୍‌ ଡ୍ରାଇଭ୍‌ ଇକୋ ରିଟ୍ରିଟ୍‌ ଉତ୍ସବସ୍ଥଳରେ ଶନିବାର ବରିଷ୍ଠ ଅଧିକାରୀମାନଙ୍କର ବୈଠକ ହୋଇଛି। ଏଥିରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ସମେତ ବହୁ ଆଇଏଏସ୍‌ ଅଧିକାରୀମାନେ ଯୋଗଦେଇଥିଲେ। ଏହି ଅବସରରେ ସକାଳ ୭ଟାରେ…

ପୁରୀରେ ଉଚ୍ଛେଦ ବେଳେ ଦୁର୍ଘଟଣା: ଭଙ୍ଗା ଅଂଶ ଛିଟିକି ଜେସିବି ଚାଳକ ଆହତ

ପୁରୀ ଅଫିସ, ୧୯ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଚାଲିଛି ଉଚ୍ଛେଦ ଅଭିଯାନ। ଯେଉଁମାନେ ଜମି ବିକ୍ରି କରିସାରିଛନ୍ତି ସେମାନଙ୍କ ଘର ଭଙ୍ଗାଯାଉଛି। ଶନିବାର କାକୁଡ଼ିଖାଇ ଛକରେ ଉଚ୍ଛେଦ କରାଯାଉଥିବା ବେଳେ ଦୁର୍ଘଟଣା ଘଟିଛି। ଏଥିରେ ଆହତ ହୋଇଛନ୍ତି ଉଚ୍ଛେଦ କାର୍ଯ୍ୟରେ ନିୟୋଜିତ…

ସଂସଦୀୟ ଷ୍ଟାଣ୍ଡିଂ କମିଟିର ସମୀକ୍ଷା ବୈଠକ: ଭୁବନେଶ୍ୱର ଡ୍ରେନେଜ ବ୍ୟବସ୍ଥା ଠିକ୍‌ ନାହିଁ, ମାଷ୍ଟରପ୍ଲାନ ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ

ପୁରୀ ଅଫିସ, ୧୯ା୧: ଓଡ଼ିଶାରେ କେନ୍ଦ୍ରୀୟ ଯୋଜନା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନାହିଁ। ରାଜଧାନୀ ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥାରେ ଅନେକ ତ୍ରୁଟି ରହିଛି। ଏହା ଠିକ୍‌ ନାହିଁ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ବାସହୀନ ପରିବାରକୁ ଗୃହ ଯୋଗାଇବାରେ ମଧ୍ୟ ରାଜ୍ୟ…

ସିଦ୍ଧ ମହାବୀର ରେଲଓ୍ବେ ଓଭରବ୍ରିଜ୍‌ ପାଇଁ ଅଧିଗ୍ରହଣ ହେବ ୨.୬୬ ଏକର ଜମି: ମାପଚୁପ ଆରମ୍ଭ, ପୁରୀବାସୀ ଉତ୍ସାହିତ

ପୁରୀ ଅଫିସ,୧୯ା୧: ପୁରୀକୁ ବିଶ୍ୱସ୍ତରୀୟ ସହର କରିବା ଲାଗି ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରି ଦେଇଛନ୍ତି। ଗତ ୧୬ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭ଟି ମେଗା ପ୍ରକଳ୍ପର ଶିଳାନ୍ୟାସ କରିଥିବାବେଳେ ଦୀର୍ଘବର୍ଷ ଧରି ସହରବାସୀଙ୍କ ଆଉ ଏକ ଦାବି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?