ରାଜ୍ୟ ଖାଦ୍ୟ ସୁରକ୍ଷା ସେବା ଯୋଜନାରେ ୬୬୦ ହିତାଧିକାରୀ ସାମିଲ
ସାକ୍ଷୀଗୋପାଳ,୬।୧୨(ଡି.ଏନ୍.ଏ.) : ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍ ପଡ଼ିଥିବା ୬୬୦ ହିତାଧିକାରୀ ରାଜ୍ୟ ଖାଦ୍ୟ ସୁରକ୍ଷା ସେବାରେ ସାମିଲ କରାଯାଇଛି। ଏହ ସମସ୍ତ ପରିବାରକୁ ୧ ଟଙ୍କାରେ ଚାଉଳ ଯୋଗାଇ ଦିଆଯିବ। ସତ୍ୟବାଦୀ ବ୍ଲକ କର୍ଯ୍ୟାଳୟରେ ସତ୍ୟବାଦୀ ବିଧାୟକ ଉମାକାନ୍ତ…
ନୂଆବର୍ଷରୁ ଶ୍ରଦ୍ଧାଳୁଙ୍କୁ ସ୍ବତନ୍ତ୍ର ସୁବିଧା
ପୁରୀ ଅଫିସ, ୬।୧୨:ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରାଯିବ। ସେମାନେ ଯେପରି କୌଣସି ତିକ୍ତ ଅନୁଭୂତି ନ ସାଉଣ୍ଟିବେ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି ସରକାର। ଅନ୍ୟପଟେ ସୁପ୍ରିମ୍କୋର୍ଟ ମଧ୍ୟ ଏ ନେଇ ରାଜ୍ୟ ସରକାର ଓ ଶ୍ରୀମନ୍ଦିର…
ଉତ୍ତମ ବ୍ୟବହାର, ସେବା ମନୋଭାବ ରଖ: ଏସ୍ପି
ପୁରୀ ଅଫିସ୍,୬।୧୨: ଓଡ଼ିଶା ପୋଲିସର ଅବିଚ୍ଛେଦ୍ୟ ଅଙ୍ଗ ହେଉଛନ୍ତି ଗୃହରକ୍ଷୀ। ପୁରୀରେ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ, ରଥଯାତ୍ରା ସମୟରେ ଟ୍ରାଫିକ୍ ନିୟନ୍ତ୍ରଣ ଆଦି ବିଭିନ୍ନ କାର୍ଯ୍ୟକ୍ରମରେ ଗୃହରକ୍ଷୀଙ୍କ କାର୍ଯ୍ୟ ପ୍ରଂଶସନୀୟ। ଉତ୍ତମ ବ୍ୟବହାର ଏବଂ ସେବା ମନୋଭାବ ନେଇ କାର୍ଯ୍ୟକରି ଜନତାଙ୍କ…
ନୂଆବର୍ଷରୁ ଶ୍ରୀମନ୍ଦିର ଶ୍ରଦ୍ଧାଳୁଙ୍କୁ ମିଳିବ ସ୍ବତନ୍ତ୍ର ସୁବିଧା
ପୁରୀ ଅଫିସ, ୫ା୧୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରାଯିବ। ସେମାନେ ଯେପରି କୌଣସି ତିକ୍ତ ଅନୁଭୂତି ନ ସାଉଣ୍ଟିବେ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି ସରକାର। ଅନ୍ୟପଟେ ସୁପ୍ରିମ୍କୋର୍ଟ ମଧ୍ୟ ଏ ନେଇ ରାଜ୍ୟ ସରକାର ଓ…
ଆବର୍ଜନା ଦିଅ, ମାଗଣାରେ ଜଳଖିଆ ଖାଅ
ପୁରୀ ଅଫିସ, ୫ା୧୨: ଚନ୍ଦ୍ରଭାଗାରେ ଚାଲିଛି ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ। ଏଥିରେ ଦେଶ ବିଦେଶର ବାଲୁକା ଶିଳ୍ପୀ ଭାଗ ନେଇଛନ୍ତି। ଏହି ମହୋତ୍ସବ ଦେଖିବାକୁ ପ୍ରତ୍ୟହ ଯାତ୍ରୀ, ପର୍ଯ୍ୟଟକଙ୍କ ଭିଡ଼ ହେଉଛି। ଦେଶ ବିଦେଶର ପର୍ଯ୍ୟଟକ ଆସୁଥିବାରୁ ଚନ୍ଦ୍ରଭାଗା ବେଳାଭୂମିକୁ…
ପୁରୀ ନାବାଳିକା ଗଣବଳାତ୍କାର ମାମଲା: କୋର୍ଟରେ ପୀଡିତାଙ୍କ ବୟାନ ରେକର୍ଡ
ପୁରୀ ଅଫିସ, ୪ା୧୨: ପୋଲିସ କ୍ୱାର୍ଟର୍ସରରେ ଗଣବଳତ୍କାରର ଶିକାର ହୋଇଥିବା ନାବାଳିକାଙ୍କର ବୁଧବାର ସିଆରପିସି ଧାରା ୧୬୧ ଓ ୧୬୪ରେ ପୁରୀ ଏସ୍ଡିଜେଏମ୍ଙ୍କ କୋର୍ଟରେ ବୟାନ ରେକେର୍ଡ କରାଯାଇଛି। ପୂର୍ବରୁ ଏହିମାମଲାରେ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲହାଜତକୁ ପଠାଇଦିଆଯାଇଛି। ପୋଲିସ ସେମାନଙ୍କୁ ରିମାଣ୍ଡରେ…
ଜିଲା ପରିଷଦ ଷ୍ଟାଣ୍ଡିଂ କମିଟିର କୃଷିକ୍ଷେତ୍ର ପରିଦର୍ଶନ
ସାକ୍ଷୀଗୋପାଳ, ୪।୧୨(ଡି.ଏନ୍.ଏ): ପୁରୀ ଜିଲା ପରିଷଦ ଷ୍ଟାଣ୍ଡିଂ କମିଟିର ନଂ.୨ ସଦସ୍ୟବୃନ୍ଦ ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଦୁଗଲ, ଶ୍ରୀରାମଚନ୍ଦ୍ରପୁର ଓ ବୀରରାମଚନ୍ଦ୍ରପୁର ପଞ୍ଚାୟତ କୃଷିକ୍ଷେତ୍ର ବୁଧବାର ପରିଦର୍ଶନ କରିଛନ୍ତି। ସାକ୍ଷୀଗୋପାଳ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି କୃଷି ସଚେତନତା, ତାଲିମ, ଧାଡିରୁଆ…
ରିମାଣ୍ଡରେ ଆସିବେ ପୁରୀ ଗଣବଳାତ୍କାର ଅଭିଯୁକ୍ତ, ପୀଡ଼ିତାଙ୍କୁ ମିଳିବ ୫ଲକ୍ଷ ଟଙ୍କାର ସହାୟତା: ଏସ୍ପି
ପୁରୀ ଅଫିସ,୪।୧୨: ପୁରୀ ଗଣବଳାତ୍କାର ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ଅଣାଯିବ। ଜେଲରେ ଥିବା ୨ ଅଭିଯୁକ୍ତଙ୍କୁ ୭ ଦିନ ରିମାଣ୍ଡ ପାଇଁ ଆବେଦନ କରାଯିବ ବୋଲି ବୁଧବାର ଏସ୍ପି ଉମାଶଙ୍କର ଦାସ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଘଟଣାର ତଦନ୍ତ…
ଶ୍ରୀମନ୍ଦିର ସୁରକ୍ଷା ଜୋନ୍ ଉଚ୍ଛେଦ ଆରମ୍ଭ: ଭାଙ୍ଗିଲା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର
ପୁରୀ ଅଫିସ,୪।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍ ଉଚ୍ଛେଦ ଆରମ୍ଭ ହୋଇଛି। ଦୋଳବେଦୀ କୋଣରେ ଥିବା ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ପୂର୍ବାହ୍ନରେ ଭଙ୍ଗାଯିବା ଆରମ୍ଭ ହୋଇଛି। ଗତ ସୋମବାର ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଚେୟାର, ଟେବୁଲ୍ ଆଦି ଆସବାବପତ୍ର ଖାଲି କରାଯାଇଥିଲା।…
ଗଣବଳାତ୍କାରକୁ ତୀବ୍ର ବିରୋଧ:ବିକ୍ଷୋଭ, ଶୋଭାଯାତ୍ରାରେ କମ୍ପିଲା ପୁରୀ
ପୁରୀ ଅଫିସ, ୪ା୧୨:ପୁରୀରେ ନାବାଳିକା ଗଣବଳାତ୍କାର ଘଟଣା ଏବେ ରାଜ୍ୟବ୍ୟାପୀ ଚହଳ ସୃଷ୍ଟି କରିଛି। ଏ ନେଇ ସବୁଆଡ଼େ ପ୍ରତିବାଦର ସ୍ବର ତେଜିବାରେ ଲାଗିଛି। ରାଜ୍ୟ ସରକାରଙ୍କୁ ବିରୋଧୀ ଘେରିଥିବାବେଳେ ବିଭିନ୍ନ ସଙ୍ଗଠନ ରାସ୍ତାକୁ ଓହ୍ଲାଇଛନ୍ତି। ଏହି ଘଟଣାକୁ ସବୁସ୍ତରରେ ଦୃଢ…
ଓଡ଼ିଶୀରେ ତ୍ରିବେଣୀ ସଙ୍ଗମ:କୋଣାର୍କ ଉତ୍ସବର ତୃତୀୟ ସନ୍ଧ୍ୟା
କୋଣାର୍କ,୪ା୧୨(ଡି.ଏନ.ଏ.):କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ଉତ୍ସବର ମଙ୍ଗଳବାର ଥିଲା ତୃତୀୟ ସନ୍ଧ୍ୟା। ଏଥିରେ ପୁରାଣ ପ୍ରସଙ୍ଗ ଓ ଜୀବନ ଦର୍ଶନକୁ ଶାସ୍ତ୍ରୀୟ ନୃତ୍ୟରେ ଅତି ସୁନ୍ଦର ଭାବେ ଉପସ୍ଥାପନ କରିଥିଲେ…
ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା; ୨୦ ଦିନରେ ଚାର୍ଜଶିିଟ୍ ପ୍ରସ୍ତୁତ କରାଯିବ: କେନ୍ଦ୍ରାଞ୍ଚଳ ଡିଆଇଜି
ପୁରୀ ଅଫିସ, ୩ା୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବହିଷ୍କୃତ କନଷ୍ଟେବଳ ଜିତେନ୍ଦ୍ର କୁମାର ସେଠୀ (ସି-୪୫୦) ଏବଂ ପୁରୀ ସଦର ଥାନା ଅନ୍ତର୍ଗତ ଆରିଡ଼ା ଗ୍ରାମର ରାଜା…
Archives


