ପୁରୀ

ମଞ୍ଚରେ ପ୍ରତିଭା ଦେଖାଇଲେ ଦିବ୍ୟାଙ୍ଗ

ପୁରୀ ଅଫିସ,୩ା୧୨: ଦିବ୍ୟାଙ୍ଗ କାହା ଉପରେ ବୋଝ ନୁହଁନ୍ତି। ସେମାନେ ଅନ୍ୟମାନଙ୍କ ଭଳି ସକ୍ଷମ ତାହା ପ୍ରମାଣିତ କରୁଛନ୍ତି। ନିଜେ ସ୍ବାବଲମ୍ବୀ ହେବା ସହ ପରିବାର ପ୍ରତିପୋଷଣରେ ବି ସହଭାଗିତା ରଖିପାରୁଛନ୍ତି। ତେଣୁ ଦିବ୍ୟାଙ୍ଗ ଶିଶୁଙ୍କୁ କୌଣସି ଭିନ୍ନ ନଜରରେ ଦେଖିବା…

ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୩ା୧୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର…

ଭିଜିଲାନ୍ସ ଜାଲରେ ଫେଡ୍‌କୋ ଜେ.ଇ.

ସାକ୍ଷୀଗୋପାଳ, ୩।୧୨(ଡି.ଏନ.ଏ.): ସାକ୍ଷୀଗୋପାଳ ଫେଡ୍‌କୋ ନଂ ୨ ସେକ୍ସନ ଜେ.ଇ. ବିଘ୍ନରାଜ ମହାନ୍ତି ମଙ୍ଗଳବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସତ୍ୟବାଦୀ ଥାନା ଧାନକେରା ଗ୍ରାମର ସୁରେଶ ଚନ୍ଦ୍ର ଦାସଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭୁବନେଶ୍ୱର ଭିଜିଲାନ୍ସ…

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମୃତ ବ୍ୟକ୍ତିଙ୍କୁ ଏକ ଘଣ୍ଟା ପର୍ଯ୍ୟନ୍ତ ଚାଲିଥିଲା ସାଲାଇନ

ପୁରୀ ଅଫିସ,୩।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା। ମୃତ ବ୍ୟକ୍ତିଙ୍କଠାରେ ଏକ ଘଣ୍ଟା ପର୍ଯ୍ୟନ୍ତ ସାଲାଇନ ଚାଲିଥିବା ଅଭିଯୋଗ ଆସିଛି। ଚିକିତ୍ସାରେ ଅବହେଳା ନେଇ ପରିବାର ଲୋକେ ମଙ୍ଗଳବାର ସିଡିଏମଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଚିକିତ୍ସାରେ ଅବହେଳା କରିଥିବା…

ନିଶା କାରବାର ଅଭିଯୋଗ: ସିଲ୍‌ ହେଲା ପଞ୍ଜାବୀ ମଠ

ପୁରୀ ଅଫିସ,୩।୧୨: ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ନିକଟରେ ଥିବା ପଞ୍ଜାବୀ ମଠକୁ ସୋମବାର ପୋଲିସ ସିଲ୍‌ କରିଦେଇଛି। ମଠ ଭିତରେ ନିଶା କାରବାର ହେଉଥିବା ଅଭିଯୋଗ ପାଇବା ପରେ ପୋଲିସ ଏଭଳି ପଦକ୍ଷେପ ନେଇଛି। ଅନ୍ୟପକ୍ଷରେ ସିଲ୍‌ ହେବା ପରେ ଏଠାରେ…

ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ପୁଣି ଜଣେ ଗିରଫ, ଚିହ୍ନଟ ହେଲା ପୋଲିସ କ୍ୱାର୍ଟର୍ସ

ପୁରୀ ଅଫିସ,୨।୧୨: ପୋଲିସ କ୍ୱାର୍ଟର୍ସରେ ଜନୈକା ନାବାଳିକାଙ୍କୁ ଗଣବଳତ୍କାର ମାମଲାରେ ସୋମବାର ବିଳମ୍ବିତ ରାତିରେ କୁମ୍ଭାରପଡା ପୋଲିସ ଆଉ ଜଣକଙ୍କୁ ଗିରଫ କରିଛି। ଗିରଫଙ୍କ ସମ୍ପର୍କରେ ପୋଲିସ କୌଣସି ସୂଚନା ପ୍ରଦାନ କରିନାହିଁ। ଏହି ଘଟଣାରେ ବହିଷ୍କୃତ ପୋଲିସ କନେଷ୍ଟବଳ ଜିତେନ୍ଦ୍ର…

କୋଣାର୍କରେ ଉପସ୍ଥାନ – ଗୋପରେ ପାଠପଢ଼ା; ୪ ଛାତ୍ର ବେସରକାରୀ ଛାଡ଼ି ସରକାରୀ ସ୍କୁଲକୁ ଗଲେ

ଗୋପ,୩ା୧୨(ଡି.ଏନ.ଏ.): ଗୋପ ଅଞ୍ଚଳରେ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ପ୍ରାୟ ସମୟରେ ନାନା ଘଟଣା ଯୋଗୁ ପ୍ରଶାସନ ପକ୍ଷରୁ ତାଗିଦ ହେଉଥିବା କଥା ନଜରକୁ ଆସିଛି। ଏବେ ପୁଣି ଏକ ଏଭଳି ଘଟଣା ଘରୋଇ ଶିକ୍ଷାନୁଷ୍ଠାନର ବେନାମ କାରନାମା ପଦାରେ ପଡ଼ିଛି। କୋଣାର୍କର ଏକ…

ସାକ୍ଷୀଗୋପାଳ ଠାକୁରଙ୍କ ଘୋଡ଼ଲାଗି ବେଶ

ସାକ୍ଷୀଗୋପାଳ,୩ା୧୨(ଡି.ଏନ୍‌.ଏ.): ଶୀତ ଆସିଛି। ଠାକୁର ଶୀତ ଦାଉରୁ ରକ୍ଷା ପାଇବାକୁ ଶୀତବସ୍ତ୍ର ପରିଧାନ କରିଛନ୍ତି। ଏଥିପାଇଁ ସାକ୍ଷୀଗୋପାଳ ମନ୍ଦିରରେ ସୋମବାର ଓଢ଼ଣଷଷ୍ଠୀ ପର୍ବ ପାଳିତ ହୋଇଛି। ଏହି ଅବସରରେ ଠାକୁରଙ୍କ ପାରମ୍ପରିକ ଘୋଡ଼ଲାଗି ବେଶ ଅନୁଷ୍ଠିତ ହୋଇଥିଲା। ଦୈନଦିନ ଦେବନୀତି ସହିତ…

ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର :ବହିଷ୍କୃତ ପୋଲିସ କନଷ୍ଟେବଳ ଗିରଫ, ୩ ଅଟକ

ପୁରୀ ଅଫିସ, ୩।୧୨: ଶ୍ରୀକ୍ଷେତ୍ରରେ ଘଟିଛି ପୁଣି ଏକ କଳଙ୍କିତ ଘଟଣା। ସୋମବାର ରାତିରେ ଜଣେ ନାବାଳିକା(୧୭)ଙ୍କୁ ପୋଲିସ କ୍ୱାର୍ଟର୍ସରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। କୁମ୍ଭାରପଡ଼ା ଥାନାରେ ନିଜେ ପୀଡ଼ିତା ଏହି ଅଭିଯୋଗ କରିଛନ୍ତି। ନିଜକୁ ପୋଲିସ ବୋଲି ପରିଚୟ…

ପୁରୀ ପଞ୍ଜାବୀ ମଠକୁ ସିଲ୍‌ କଲା ପୋଲିସ

ପୁରୀ ଅଫିସ୍‌, ୨।୧୨: ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ୱରେ ଥିବା ପଞ୍ଜାବୀ ମଠକୁ ସୋମବାର ପୋଲିସ ସିଲ୍‌ କରିଦେଇଛି। ରବିବାର ରାତିରେ ମଠରେ ନିଶାକାରବାର ହେଉଥିବା ଖବର ପାଇ ସୋମବାର ପୋଲିସ ଚଢାଉ କରିଥିଲା। ଚଢାଉ ସମୟରେ ମଠ ପରିସରରେ କୋରେକ୍ସ ବୋତଲ…

ଆଜିଠୁ ୩୦ତମ କୋଣାର୍କ ଉତ୍ସବ: ନୂପୁରର ରୁଣୁଝୁଣୁ ଶବ୍ଦ ଅପେକ୍ଷାରେ ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ, ୧ା୧୨(ଡି.ଏନ୍‌.ଏ.): କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ରବିବାରଠାରୁ ଆରମ୍ଭ ହେବ ୩୦ତମ କୋଣାର୍କ ଉତ୍ସବ। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ରଙ୍ଗବେରଙ୍ଗର ପଟ୍ଟଚିତ୍ର, ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା, ସୁନ୍ଦର ସାଜସଜ୍ଜା ସହିତ ପର୍ଯ୍ୟଟକଙ୍କ ବସିବା ପାଇଁ…

ମହାପ୍ରଭୁଙ୍କ ଦର୍ଶନ କଲେ ଡିଜି ସତ୍ୟଜିତ

ପୁରୀ ଅଫିସ, ୩୦।୧୧: ଓଡ଼ିଶା ପୋଲିସ ଡିଜି ସତ୍ୟଜିତ ମହାନ୍ତି ଶନିବାର ଶ୍ରୀକ୍ଷେତ୍ର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବରୁ ଅନେକ ଥର ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ମଧ୍ୟ ଡିଜିପି ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri