ଡିସେମ୍ବର ଶେଷ ସୁଦ୍ଧା ସ୍ବର୍ଗଦ୍ୱାର ନବୀକରଣ କାମ
ପୁରୀ ଅଫିସ, ୩୦ା୧୧: ମହାପ୍ରସ୍ଥାନମ୍ କ୍ରିମେଟୋରିୟମ୍ ଢାଞ୍ଚାରେ ସ୍ବର୍ଗଦ୍ୱାର ପାଇବ ନୂଆରୂପ। ବଦଳିବ ଏହାର ଚେହେରା। ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ଥାନ ପାଇଛି ସ୍ବର୍ଗଦ୍ୱାର। ଏହାର ପ୍ରକ୍ରିୟା ବି ତ୍ୱରାନ୍ବିତ ହୋଇଛି। ସ୍ବର୍ଗଦ୍ୱାର ପ୍ରତି…
ବଗଲା ଧର୍ମଶାଳା ଜମି ଆବଣ୍ଟନକୁ ନେଇ କେଁ
ପୁରୀ ଅଫିସ, ୨୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ ଯୋଗୁ ଜମି ହରାଇଥିବା ନିଯୋଗ, ଭବନ ଏବଂ ଲଜ୍ ମାଲିକଙ୍କୁ ବଡ଼ଦାଣ୍ଡସ୍ଥିତ ବଗଲା ଧର୍ମଶାଳା ଜମିରେ ଥଇଥାନ କରାଯିବ। ଏଥିପାଇଁ ବଗଲା ଧର୍ମଶାଳାର ଖାଲି ଜମିରେ ପ୍ଲଟିଂ କରାଯାଇଛି। ୨.୬୯ ଏକର ଜମିରେ…
ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଗୁଳି ଫୁଟି ଗ୍ରାହକ ଆହତ, ବାମ ପାଦରେ ବାଜିଛି ଗୁଳି
ପୁରୀ ଅଫିସ,୨୯।୧୧: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ପୁରୁଣା ସଦର ଥାନାସ୍ଥିତ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସେଠାରେ ନିୟୋଜିତ ସୁରକ୍ଷାକର୍ମୀ ଏ.କେ ମହାରଣାଙ୍କ ବନ୍ଧୁକରୁ ଗୁଳି ଫୁଟି ଜଣେ ଗ୍ରାହକ ଆହତ ହୋଇଛନ୍ତି।…
ଓ୍ବାର୍ଡସଭ୍ୟାଙ୍କ ଇସ୍ତଫା
ନିମାପଡ଼ା,୨୭।୧୧(ଡି.ଏନ୍.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଅରିଷଣ୍ଢ ପଞ୍ଚାୟତର ୧୦ନଂ. ଓ୍ବାର୍ଡର ଓ୍ବାର୍ଡସଭ୍ୟା କବିତା ଦଳେଇ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମଙ୍ଗଳବାର ବିଡିଓ ଶ୍ରୀଧର ବିଶ୍ୱାଳଙ୍କୁ ପ୍ରଦାନ କରିଥିବା ବେଳେ ଏହାର ନକଲ ପଞ୍ଚାୟତର ସରପଞ୍ଚ ଜୟନ୍ତ…
ସମିତି ସଭ୍ୟ ଉପନିର୍ବାଚନ: ମତଦାନ ଶେଷ
ନିମାପଡ଼ା,୨୭।୧୧(ଡି.ଏନ୍.ଏ.): ନିମାପଡ଼ା ବ୍ଲକ ଧନୁଅଁ। ପଞ୍ଚାୟତର ସମିତି ସଭ୍ୟ ଉପନିର୍ବାଚନ ପାଇଁ ବୁଧବାର ମତଦାନ ଶେଷ ହୋଇଛି। ପଞ୍ଚାୟତରେ ୧୬ଟି ଭୋଟ୍ ଗ୍ରହଣ କେନ୍ଦ୍ରରେ ୧୬ଶହ ୫୫ଜଣ ପୁରୁଷ ଓ ୧୫ଶହ ୯ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିଛନ୍ତି।…
ରତ୍ନଭଣ୍ଡାରକୁ ନେଇ ବିଧାନସଭାରେ ମନ୍ତ୍ରୀଙ୍କ ଉତ୍ତର ପରେ ଭକ୍ତଙ୍କ ମନରେ ବଢ଼ିଲା ସନ୍ଦେହ
ପୁରୀ ଅଫିସ, ୨୮ା୧୧: ପୁଣି ଚର୍ଚ୍ଚାକୁ ଆସିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ବିଧାନସଭାରେ ମଙ୍ଗଳବାର ଆଇନ ମନ୍ତ୍ରୀ ପ୍ରତାପ ଜେନା ଏବେ ଭିତର ରତ୍ନଭଣ୍ଡାର ଖୋଲାଯିବ ନାହିଁ ବୋଲି କହିବା ପରେ ମହାପ୍ରଭୁଙ୍କ ରତ୍ନଅଳଙ୍କାର କେତେ ସୁରକ୍ଷିତ ସେ ନେଇ ସମସ୍ତଙ୍କ ମନରେ…
ଶ୍ରୀମନ୍ଦିରରେ ସରିଲା ଦେବ ଦୀପାବଳି ଉତ୍ସବ
ପୁରୀ ଅଫିସ, ୨୭ା୧୧: ଶ୍ରୀମନ୍ଦିରରେ ଶେଷ ହୋଇଛି ଦେବ ଦୀପାବଳି ଉତ୍ସବ। ବୁଧବାର ମାର୍ଗଶିର ଶୁକ୍ଲ ପ୍ରତିପଦା ତିଥିରେ ବସୁଦେବ ଓ ଦେବକୀ, ନନ୍ଦ ଓ ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚାଙ୍କୁ ଦୀପଦାନ କରିଛନ୍ତି ମହାପ୍ରଭୁ। ସନ୍ଧ୍ୟାଧୂପ ସରିବା ପରେ ଦେବ…
ପ୍ରେମରେ ବିଫଳ ହେବା ପରେ ଲାଇଭ ଭିଡିଓ କରି ଛାତ୍ରଙ୍କ ଆତ୍ମହତ୍ୟା
ପୁରୀ ଅଫିସ,୨୭।୧୧: ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ (ଆରଏସ୍ଏସ୍)ର ପେଣ୍ଟକଟା ସ୍ଥିତ ବାଲ୍ମିକୀ ଛାତ୍ରାବାସରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ବୁଧବାର ଉଦ୍ଧାର କରାଯାଇଛି। ମୃତ ଛାତ୍ର ହେଲେ ପାକଶାସ୍ତ୍ରୀ ପ୍ରଥମ ବର୍ଷ ଛାତ୍ର ଆଶିଷ କୁମାର ଷଡଙ୍ଗୀ(୧୬)। ତାଙ୍କ ଘର କଟକ…
ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଠିକା କର୍ମଚାରୀଙ୍କ ଧାରଣା: ପୁରୀ ମେଡିକାଲରେ ଅଚଳାବସ୍ଥା ଜାରି
ପୁରୀ ଅଫିସ,୨୭।୧୧: ୮ ମାସର ବକେୟା ଦରମା ପ୍ରଦାନ ଦାବିରେ ମେଡିକାଲ ଠିକା କର୍ମଚାରୀ ସଂଘ ପକ୍ଷରୁ ବୁଧବାର ମେଡିକାଲ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ତଳେ ଅନିଦ୍ଧିଷ୍ଟ କାଳ ପାଇଁ ଧାରଣା ଦିଆଯାଇଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ…
ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ
ନିମାପଡ଼ା,୨୭-୧୧(ଡି.ଏନ୍.ଏ.):ନିମାପଡ଼ା ଏନ୍ଏସି ଅନ୍ତର୍ଗତ ୧୧ନଂ. ଓ୍ବାର୍ଡ ଅଞ୍ଚଳରେ ମଙ୍ଗଳବାର ଜଣେ ମହିଳା ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି। ସେ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ତାଙ୍କ ପୁଅ ଓ କେତେଜଣ ଗ୍ରାମବାସୀ କହିଛନ୍ତି। ଫଳରେ…
୧୬ରୁ ଶ୍ରୀକ୍ଷେତ୍ର ମହୋତ୍ସବ
ପୁରୀ ଅଫିସ, ୨୭-୧୧:ଶ୍ରୀକ୍ଷେତ୍ର ମହୋତ୍ସବ ଆସନ୍ତା ମାସ ୧୬ରୁ ୨୦ତାରିଖ ପର୍ଯ୍ୟନ୍ତ ଶରଧାବାଲିରେ ଅନୁଷ୍ଠିତ ହେବ। ଚଳିତ ବର୍ଷ କୁଣ୍ଢେଇବେଣ୍ଟ ସାହି ଏହି ମହୋତ୍ସବ ପରିଚାଳନା ଦାୟିତ୍ୱରେ ରହିଛି। ଏ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ପଥର ଆଖଡ଼ା ପରିସରରେ…
ଦେବ ଦୀପାବଳି ଉତ୍ସବ: ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ
ପୁରୀ ଅଫିସ,୨୭-୧୧:ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି ନୀତି ଆରମ୍ଭ ହୋଇଥିଲା। ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ନୀତି ଭଳି ସମାନ ନୀତି ରହିଥିଲା।…
Archives


