ପୁରୀ

ଐତିହ୍ୟକୁ ଭୁଲିଲେ, ସଂସ୍କୃତି ହଜିଯିବ

ପୁରୀ ଅଫିସ,୧୨।୧ : ପ୍ରାଚୀନ କାଳରୁ ଶ୍ରୀକ୍ଷେତ୍ରର ନାମ ପୁରୁଷୋତ୍ତମ କ୍ଷେତ୍ର ବୋଲି ରହିଛି। ଏପରିକି ପୁରୀର ୪୨ଟି ନାମ ରହିଛି। ପ୍ରତ୍ୟେକ ନାମ ପଛରେ ଏକ ଇତିହାସ ରହିଛି। ତୀର୍ଥରାଜ ମହୋଦଧି, ୪ ପୁଷ୍କରିଣୀ, ପ୍ରାଚୀନ ମଠ ସଂସ୍କୃତି, ଐତିହ୍ୟ…

ବିନା ପଞ୍ଜିକୃତ ସଫେଇ ଗାଡ଼ିରୁ ଜରିମାନା ଆଦାୟ

ପୁରୀ ଅଫିସ,୧୨ା୧: ବିନା ପଞ୍ଜୀକରଣରେ ଅଳିଆ ନେଉଥିବା ଏକ ସଫେଇ ଗାଡ଼ିରୁ ପୁରୀ ପୌରସଂସ୍ଥା ଏନଫୋର୍ସମେଣ୍ଟ ସ୍କ୍ବାଡ ଜରିମାନା ଆଦାୟ କରିଛି। ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ଲାଗି ପୌରସଂସ୍ଥା ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ପୂର୍ବରୁ ଏକାଧିକ ଗାଡ଼ି…

ଶ୍ରୀମନ୍ଦିର ସୁରକ୍ଷା ଜୋନ: ଭଙ୍ଗାଗଲା ରମାମଣି ଲଜ୍‌

ପୁରୀ ଅଫିସ,୧୨ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜୋର୍‌ ଧରିଛି ଉଚ୍ଛେଦ ଅଭିଯାନ। ପ୍ରଶାସନ ପକ୍ଷରୁ ଶୁକ୍ରବାର ଉତ୍ତର ଏବଂ ପଶ୍ଚିମ ଦ୍ୱାର ନିକଟରେ ୬ଟି ଘରୋଇ ପ୍ଲଟ ଭଙ୍ଗାଯାଇଥିବାବେଳେ ଶନିବାର ଶ୍ରୀମନ୍ଦିର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱରେ ଉଚ୍ଛେଦ କରାଯାଇଛି। ଦକ୍ଷିଣ…

ପ୍ରାୟଶ୍ଚିତ୍ତ ପାଇଁ ପୁରୀରେ ବରଗଡ଼ କଂସ

ପୁରୀ ଅଫିସ,୧୧।୧: ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ପ୍ରାୟଶ୍ଚିତ୍ତ ପାଇଁ ଶନିବାର ପୁରୀରେ ଆସି ପହଞ୍ଚିଛନ୍ତି। ଭଗବାନ୍‌ କୃଷ୍ଣ ଏବଂ ବଳରାମଙ୍କ ଉଦ୍ଦେଶ୍ୟରେ ଦେଇଥିବା ନିନ୍ଦାସୂଚକ ଶବ୍ଦ…

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ପାଣ୍ଠି: ସେବାୟତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ପୁରୀ ଅଫିସ,୧୦ା୧: ମହାପ୍ରଭୁଙ୍କ କର୍ପସ ପାଣ୍ଠିକୁ ଘରୋଇ ବ୍ୟାଙ୍କରେ ରଖାଯିବାକୁ ନେଇ ଆରମ୍ଭ ହୋଇଛି ଘଣ୍ଟାଚକଟା। ଶ୍ରୀମନ୍ଦିର ପରିଚାଳନା କମିଟି ଏବଂ ଅର୍ଥ ସବ୍‌ କମିଟିକୁ ଅନ୍ଧାରରେ ରଖି ଏପରି କରାଯାଇଛି। ଏ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ପରିଚାଳନା କମିଟି…

ରେବେସା ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୧୦।୧: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ଶୁକ୍ରବାର ଉତ୍ତର ଦ୍ୱାର ନିକଟରେ ଥିବା ରେବେସା ମଠ ଉଚ୍ଛେଦ କାର୍ଯ୍ୟ ପ୍ରଶାସନ ଆରମ୍ଭ କରିଛି ।…

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୧୦ା୧: ଶୁକ୍ରବାର ପବିତ୍ର ପୌଷ ପୂର୍ଣ୍ଣମୀ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ହେବ। ରତ୍ନସିଂହାସନରେ ବିରାଜିତ ଦାରୁବିଗ୍ରହ ସୁନାବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ପୌରାଣିକ ତଥ୍ୟ ଅନୁଯାୟୀ, ପ୍ରଭୁ ଶ୍ରୀରାମଚନ୍ଦ୍ର ୧୪ବର୍ଷ ବନବାସ ପରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ…

୫-ଟି ସଚିବଙ୍କ ଅଚାନକ କୋଣାର୍କ ପରିଦର୍ଶନ

କୋଣାର୍କ,୯।୧(ଡି.ଏନ୍‌.ଏ.)- ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିରର ପାରିପାଶର୍‌ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଗୁରୁବାର ଅଚାନକ କୋଣାର୍କ ପରିଦର୍ଶନ କରିଛନ୍ତି। ଏହି ପରିପ୍ରେକ୍ଷୀରେ କୋଣାର୍କର ପାରିପାଶର୍‌ବିକ ବିକାଶ ପାଇଁ…

ପୁରୀ ବନ୍ୟପ୍ରାଣୀ ଡିଭିଜନରେ ପକ୍ଷୀ ଗଣନା: ୭୦ ପ୍ରଜାତିର ୧ଲକ୍ଷ ୨ ହଜାର ପକ୍ଷୀ

ପୁରୀ ଅଫିସ, ୯ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ବୁଧବାର ପକ୍ଷୀ ଗଣନା କରାଯାଇଛି। ୨୩ଟି ଟିମ୍‌ ଡିଭିଜନ ଅଧୀନ ୫ଟି ରେଞ୍ଜରେ ଏହି ଗଣନା କରିଛନ୍ତି। ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଏହି ଗଣନା କରାଯାଇଛି। ଟିମ୍‌ ସଦସ୍ୟ…

ସଫ୍ଟଓ୍ବେର ଇଞ୍ଜିନିୟର ଦେବାଶିଷ ପାଇଲେ ଓଏଏସ୍‌: ଉତ୍ତମ ପ୍ରଶାସନିକ ସେବା ଯୋଗାଇ ଦେବା ଲକ୍ଷ୍ୟ

କୃଷ୍ଣପ୍ରସାଦ,୯ା୧(ଡି.ଏନ.ଏ.): ପୁରୀ ଜିଲା ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକ ପାରିକୁଦଗଡରୁ ଓଏଏସ ପାଇବାରେ ସଫଳ ହୋଇଛନ୍ତି ଦେବାଶିଷ ପାତ୍ର। ତାଙ୍କ ଲକ୍ଷ୍ୟ ରହିଛି ଜନସାଧାରଣଙ୍କୁ ଉତ୍ତମ ପ୍ରଶାସନିକ ସେବା ଯୋଗାଇଦେବା। ସେ ୩ ବର୍ଷ ଧରି ବାଙ୍ଗାଲୋରରେ ସଫ୍ଟ୍ଟଓ୍ବେର ଇଞ୍ଜିନିୟର ଭାବେ କାର୍ଯ୍ୟ…

ଗୋପରେ ବନ୍ଦର ଆଶିଂକ ପ୍ରଭାବ

ଗୋପ,୮।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ସମ୍ମୁଖରେ ବୁଧବାର ନିଖିଳ ଓଡ଼ିଶା ଅଙ୍ଗନବାଡ଼ି କର୍ମୀ ସଂଘ ଓ ସିପିଆଇ ପକ୍ଷରୁ ରାସ୍ତା ଅବରୋଧ କରାଯାଇଛି। ଏଥିରେ ସିପିଆଇ ନେତା ମନୋଜ କୁମାର ପରିଡ଼ା, ପବିତ୍ର କୁମାର ଦାସ ଯୋଗ ଦେଇ ଦରଦାମ…

ଭାରତ ବନ୍ଦକୁ ସମର୍ଥନ: ସତ୍ୟବାଦୀରେ ଅଙ୍ଗନଓ୍ବାଡି କର୍ମୀ ସଂଘର ଧାରଣା

ସାକ୍ଷୀଗୋପାଳ, ୮।୧(ଡି.ଏନ୍‌.ଏ.)- ଟ୍ରେଡ୍‌ ୟୁନିୟନର ଭାରତ ବନ୍ଦ ଆନ୍ଦୋଳନକୁ ସମର୍ଥନ ଜଣାଇ ନିଖିଳ ଓଡ଼ିଶା ଅଙ୍ଗନବାଡି କର୍ମୀ ଓ ସହାୟିକା ସଂଘ ସତ୍ୟବାଦୀ ଶାଖାର ଶତାଧିକ କର୍ମୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବୁଧବାର ସେମାନେ କାର୍ଯ୍ୟ ବନ୍ଦ କରିବା ସହ ସ୍ଥାନୀୟ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?