ପୁରୀ

ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ, ମହୋଦଧିରେ ବୁଡ ପକାଇ…

ପୁରୀ,୧୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ ସରିଥିଲା। ତେବେ ଏହାପରେ ପୁରୀରେ ପହଞ୍ଚଛନ୍ତି…

ସୁନାବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ,୧୪ା୧(ଅଜିତ୍‌ କୁମାର ମହାନ୍ତି): ପବିତ୍ର ପୌଷ ପୂର୍ଣ୍ଣମୀ ଅବସରରେ ସୋମବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରତ୍ନସିଂହାସନରେ ଶ୍ରୀବିଗ୍ରହମାନେ ରାଜରାଜେଶ୍ୱର ବା ସୁନାବେଶରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ବର୍ଷକ ଭିତରେ ମହାପ୍ରଭୁଙ୍କ ହେଉଥିବା ପାଞ୍ଚଥର…

ବାଗେଶର ବାବାଙ୍କ ପକ୍ଷରୁ ପ୍ରବଚନ କାର୍ଯ୍ୟକ୍ରମ: ପ୍ରବଚନ ଶୁଣିବାକୁ ଲୋକଙ୍କ ଗହଳି

ପୁରୀ ,୧୨।୧( ଅଜିତ୍‌ କୁମାର ମହାନ୍ତି): ଶ୍ରୀ ବାଗେଶର ଜନ ସେବା ସେମିତି ଆନୁକୁଲ୍ୟରେ ଲାଇଟ ହାଉସ ସ୍ଥିତ ଏକ ହୋଟେଲ ପରିସରରେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ (ବାଗେଶର ବାବା)ଙ୍କ ପକ୍ଷରୁ ପ୍ରବଚନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି…

୨୦ରୁ ନାଟମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ପୁରୀ, ୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କୁ ଯେପରି ସମସ୍ୟା ନ ହେବ ସେଥିଲାଗି ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୦ ତାରିଖରୁ ନାଟମଣ୍ଡପ ପରିସରରେ ଧାଡ଼ିଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି।…

କଣାସ ବ୍ଲକରେ ଫଳକଭଙ୍ଗା ରାଜନୀତି

କଣାସ,୮ା୧(ବିଭୁତି ଭୂଷଣ ତ୍ରିପାଠୀ):ପୁରୀ ଜିଲା କଣାସ ବ୍ଲକର ନୂଆଜଗନ୍ନାଥ ସଡ଼କ ବାଦୁରାବର ଠାରୁ ବଡ଼ାଲ, ଗୋପୀନାଥପୁର ଦେଇ କରମଳାକୁ ସଂଯୋଗ କରୁଥିବା ରାସ୍ତାର ଶିଳାନ୍ୟାସ ଜାନୁଆରୀ ୪ ତାରିଖରେ ପୁରୀ ଏମ୍‌ପି ସମ୍ବିତ ପାତ୍ର ଓ ସତ୍ୟବାଦୀ ବିଧାୟକ ଓମ୍‌ ପ୍ରକାଶ…

ଜଗା ଦର୍ଶନ ସୌଭାଗ୍ୟର ଦିନ କହିଲେ ଜୟଶଙ୍କର

ପୁରୀ,୭।୧: ପୁରୀରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର। ଜଗାଙ୍କୁ ଦର୍ଶନ ପରେ ଆଜି ବହୁତ ବଡ଼ ସୌଭାଗ୍ୟର ଦିନ ବୋଲି ଜୟଶଙ୍କର ଗଣମାଧ୍ୟମକୁ କହିଛନ୍ତି। ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡ଼ିଶା ସରକାର ଭଲ ପ୍ରସ୍ତୁତି…

କୋଣାର୍କ ବୁଲିଲେ ଏସ୍‌ ଜୟଶଙ୍କର: ଇକୋରିଟ୍ରିଟରେ କଲେ ରାତ୍ରିଯାପନ

ଭୁବନେଶ୍ୱର,୭ା୧: ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ସେ ସିଧାସଳଖ କୋଣାର୍କ ଯାଇଥିଲେ। କୋଣାର୍କ ଇକୋରିଟ୍ରିଟରେ ସେ ରାତ୍ରିଯାପନ…

ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ରୁପାଶଙ୍ଖ ଦାନ କଲେ ନଳିନୀପ୍ରଭା: ଓଜନ ଜାଣିଲେ…

ପୁରୀ,୭ା୧(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସୋମବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ବଲପୁର ନନ୍ଦପଡ଼ାର ନଳିନୀପ୍ରଭା ଦାସ ଓ ତାଙ୍କ ପରିବାରବର୍ଗ ରୁପାଶଙ୍ଖ ଦାନ କରିଛନ୍ତି। ରୁପା ଶଙ୍ଖଟିର ଓଜନ ୧ କିଲୋ ୬୧୯ ଗ୍ରାମ୍‌ ରହିଛି। କୌଣସି ମାନସିକ ନ ଥିଲେ ମଧ୍ୟ…

ପୁରୀରେ ଜମୁଛି ପ୍ରବାସୀ ଭାରତୀୟଙ୍କ ଭିଡ଼: ମହାପ୍ରଭୁଙ୍କୁ ଦର୍ଶନ କଲେ, ବେଳାଭୂମି ବୁଲିଲେ ପ୍ରବାସୀ ଭାରତୀୟ

ପୁରୀ,୭ା୧(ଅଜିତ୍‌ କୁମାର ମହାନ୍ତି):ଚଳିତ ମାସ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ମହାପ୍ରଭୁଙ୍କ ଦର୍ଶନ ସହ ଓ ପୁରୀ ଜିଲାର ଅପରୂପ ପର୍ଯ୍ୟଟନସ୍ଥଳର ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ…

ଓଡ଼ିଶାକୁ ଫେରିଲା ବାର୍ଡ ଫ୍ଲୁ! ଖୋଲା ଖୋଲି ଚାଲିଛି ଚିକେନ୍ ବିକ୍ରି

କୃଷ୍ଣପ୍ରସାଦ,୬।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ): କିଛିଦିନର ବ୍ୟବଧାନ ପରେ ପୁଣି ଓଡିଶାକୁ ଫେରିଛି ବାର୍ଡ ଫ୍ଲୁ। ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ବିଭିନ୍ନ କୁକୁଡ଼ା ଫର୍ମରେ ଶତାଧିକ ସଂଖ୍ୟାରେ ପକ୍ଷୀ ମଡ଼କ ଆରମ୍ଭ ହୋଇଛି। ସିଆଣ୍ଡି ପଞ୍ଚାୟତର ରତାମାଟି, ବଳରାମପୁରରେ କୁକୁଡ଼ା…

ପୁରୀରେ ଚାଲିଲା ଡବଲ୍‌ ଡେକର୍‌ ବସ୍‌

ପୁରୀ,୬।୧(ଅଜିତ୍‌ କୁମାର ମହାନ୍ତି): ଆସନ୍ତା ୮ ତାରିଖରୁ ୩ ଦିନ ବ୍ୟାପୀ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରବାସୀ ଭାରତୀୟଙ୍କ ପରିଭ୍ରମଣ ପାଇଁ ସରକାରଙ୍କ ପକ୍ଷରୁ ଡବଲ୍‌ ଡେକର୍‌ ବସ୍‌ର ବ୍ୟବସ୍ଥା କରାଯାଉଛି। ଭୁବନେଶ୍ୱରଠାରେ ସମ୍ମିଳନୀ ଆୟୋଜିତ…

ସେବାୟତ ବିଶ୍ବନାଥ ଖୁଣ୍ଟିଆ ନିଲମ୍ବିତ

ପୁରୀ,୫।୧: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ବିଶୃଙ୍ଖଳା ଆଚରଣ ପାଇଁ ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ ପାଇଁ ନିଲମ୍ବନ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏହି ପଦକ୍ଷେପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri