ପୁରୀ

ସଭାରୁ ଉଠି ଥାନା ଆଗରେ ବିଷ ପିଇଲେ ବୃଦ୍ଧ

ପୁରୀ ଅଫିସ,୩୧ା୧୨ : ଚନ୍ଦନପୁର ଥାନା ପରିସରରେ ସୋମବାର ରାତିରେ ଏକ ସଭା ଚାଲିଥିଲା। ତେବେ ଅଚାନକ ଜଣେ ବୃଦ୍ଧ ସଭାରୁ ଉଠି ଥାନା ଆଗରେ ବିଷ ପିଇଦେଇଥିଲେ। ଏହାଦେଖି ସେଠାରେ ଉପସ୍ଥିତ ଲୋକେ ଆଚମ୍ବିତ ହୋଇଯାଇଥିବାବେଳେ ଗୁରୁତର ଅବସ୍ଥାରେ ବୃଦ୍ଧଙ୍କୁ…

ବଡ଼ଦାଣ୍ଡରେ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା

ପୁରୀ ଅଫିସ,୩୧ା୧୨: ସ୍ଥାନୀୟ ଭୋଳାନାଥ ବିଦ୍ୟାପୀଠ ପରିସରରେ ଶ୍ରୀରାମ ସୁନ୍ଦର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରାଷ୍ଟ୍ରୀୟ ଶ୍ରୀଜଗନ୍ନାଥ ରସ ମହୋତ୍ସବ ଚାଲିଛି। ସୋମବାର ପଞ୍ଚମ ଦିବସରେ ଶ୍ରୀରାଧାଗୋପାଳ ଜୀଉଙ୍କ ବରଯାତ୍ରୀ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାହାରିଥିଲା। ଟ୍ରଷ୍ଟର ପ୍ରତିଷ୍ଠାତା ସମ୍ପାଦକ ପଣ୍ଡିତ…

ରାସାୟନିକ ଦୁର୍ଘଟଣା ଓ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ

ପୁରୀ ଅଫିସ,୩୧ା୧୨: ଜିଲାରେ ରାସାୟନିକ ଦୁର୍ଘଟଣା ଓ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ ଜିଲାର ଆଶଙ୍କା ପ୍ରବଣ କାରଖାନାର ପ୍ରତିନିଧିମାନେ…

ବ୍ୟାଖ୍ୟାନ କେନ୍ଦ୍ର ବୁଲିଲେ କେନ୍ଦ୍ରମନ୍ତ୍ରୀ

କୋଣାର୍କ,୩୧ା୧୨(ଡି.ଏନ୍‌.ଏ.): ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାର ଆବଶ୍ୟକତା ରହିଛି। ପୁରୀ, କୋଣାର୍କ, ଚିଲିକା ଆଦି ଅଞ୍ଚଳକୁ ମିଶାଇ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳ ବନାଇବା ଦିଗରେ ସମସ୍ତେ ଉଦ୍ୟମ କରନ୍ତୁ। ଏହି କ୍ଷେତ୍ରର ବିକାଶ ହିଁ ରାଜ୍ୟର ଦ୍ରୁତ ପ୍ରଗତି…

ଆଶାକର୍ମୀଙ୍କୁ ଗାଳିଗୁଲଜ ଅଭିଯୋଗ

ବ୍ରହ୍ମଗିରି,୩୧ା୧୨(ଡି.ଏନ୍‌.ଏ.):ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣାନୂଆଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ଆଶାକର୍ମୀଙ୍କୁ ମୋବାଇଲ ଫୋନରେ କେହି ଦୁର୍ବୃତ୍ତ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଛି। ଅଭିଯୋଗ ଅନୁଯାୟୀ, ରେବଣା ନୂଆଗଁାଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟ କରୁଥିବା…

ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବ୍ରହ୍ମଗିରି,୩୧ା୧୨(ଡି.ଏନ୍‌.ଏ.): ଭୁବନେଶ୍ୱରରେ କାର୍ଯ୍ୟରତ ଜଣେ ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ସୋମବାର ବ୍ରହ୍ମଗିରି ପ୍ରେସ କ୍ଲବ ପକ୍ଷରୁ ନିନ୍ଦା କରାଯାଇଛି। ଏହା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ତହସିଲଦାର କିଶୋର ଚନ୍ଦ୍ର ପଣ୍ଡାଙ୍କୁ ପ୍ରଦାନ କରାଯାଇଛି। ଗତ ଶନିବାର ଭୁବନେଶ୍ୱରସ୍ଥିତ…

କେନ୍ଦ୍ରମନ୍ତ୍ରୀଙ୍କୁ ନିମାପଡ଼ାରେ ସ୍ବାଗତ ସମ୍ବର୍ଦ୍ଧନା

ନିମାପଡ଼ା,୩୧ା୧୨(ଡି.ଏନ୍‌.ଏ.): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସୋମବାର ନିମାପଡ଼ା ପୁରୁଣା ବସ୍‌ଷ୍ଟାଣ୍ଡ ଛକ, ଖେଲାର ଏବଂ ହରିପୁର ଛକଠାରେ ଭାଜପା ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଭାଜପା ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ ପ୍ରଭାତୀ ପରିଡ଼ା, ଝିଲ୍ଲୀଲତା ଦାଶ, ମୀନଲତା ମହାନ୍ତି,…

ନୂତନବର୍ଷ ପ୍ରସ୍ତୁତି: ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ପ୍ରତି ଗୁରୁତ୍ୱ

ପୁରୀ ଅଫିସ,୩୦।୧୨: ନୂତନବର୍ଷରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏନେଇ ରବିବାର ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ସିଂ ପୁରୀ ଗସ୍ତରେ ଆସି ବିଭିନ୍ନ ପ୍ରସଙ୍ଗରେ ଉପରେ ସମୀକ୍ଷା କରିଛନ୍ତି। ଡିଜିଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀମନ୍ଦିରରେ…

ଚିଲିକା ଭ୍ରମଣରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିଡ଼; ଡଙ୍ଗା ନ ପାଇ ନିରାଶରେ ଫେରିଲେ

ବାଲୁଗାଁ, ୩୦ା୧୨(ଡି.ଏନ.ଏ.): ନୂତନବର୍ଷର ଆଗମନ ସଙ୍ଗେ ସଙ୍ଗେ ବିଦାୟବର୍ଷର ଶେଷ ରବିବାର ଚିଲିକା ପରିଭ୍ରମଣରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ଚିଲିକା ମଧ୍ୟରେ ଥିବା ମା’ କାଳିଜାଈଙ୍କ ପୀଠ, ପକ୍ଷୀ ଅଭୟାରଣ୍ୟ ନଳବଣ ସମେତ ମା’ ନାରାୟଣୀ ପୀଠ, ବାଣପୁରସ୍ଥିତ…

ସିଂହଦ୍ୱାର ସୌନ୍ଦର୍ଯ୍ୟକରଣ କାମ ଦେଖିଲେ ମୁଖ୍ୟ ପ୍ରଶାସକ; ନୂଆ ପାଦ ପ୍ରକ୍ଷାଳନ କାମ ଆରମ୍ଭ

ପୁରୀ ଅଫିସ,୩୦।୧୨: ସିଂହଦ୍ୱାରରେ ସୌନ୍ଦର୍ଯ୍ୟକରଣ କାମ ଦ୍ରୁତଗତିରେ ଚାଲିଛି। ରବିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏହି ସୌନ୍ଦର୍ଯ୍ୟକରଣ କାମ ବୁଲି ଦେଖିଛନ୍ତି। ସେହିପରି ନୂଆ ପାଦ ପ୍ରକ୍ଷାଳନ କାମ ବି ଆରମ୍ଭ ହୋଇଛି। ଆସୁଛି ନୂଆବର୍ଷ। ପୁରୀକୁ…

ପେଟ୍ରୋଲ୍‌ ପମ୍ପ ମାଲିକଙ୍କୁ ଗୁଳିମାଡ଼

ବ୍ରହ୍ମଗିରି,୩୦।୧୨(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ଥାନା ଅର୍ନ୍ତଗତ ସାକ୍ଷୀଗୋପାଳ-ଅଳଗୁମା ରାସ୍ତାର ପୁରୁଣା ସୋମେଶ୍ୱରପୁର ଛକ ନିକଟରେ ସୁଜାତା ପେଟ୍ରୋଲ୍‌ ପମ୍ପରେ ରବିବାର ରାତିରେ ଗୁଳିକାଣ୍ଡ ଘଟିଛି। ଲୁଟ୍‌ ଉଦ୍ଧେଶ୍ୟରେ ଦୁର୍ବୃତ୍ତମାନେ ପମ୍ପ ମାଲିକ ଶ୍ରୀକାନ୍ତରଥଙ୍କ ଉପରକୁ ଗୁଳିମାଡ଼ କରିଛନ୍ତି। ପେଟରେ ଗୁଳି…

ନିମାପଡ଼ାରେ ଟ୍ରାଫିକ ଯନ୍ତ୍ରଣା: ରୋଗୀ, ପର୍ଯ୍ୟଟକ ସମସ୍ତେ ଅଟକ

ନିମାପଡ଼ା,୩୦।୧୨(ଡି.ଏନ୍‌.ଏ): ନିମାପଡ଼ାରେ ଟ୍ରାଫିକ ଯନ୍ତ୍ରଣା ବଢ଼ିବାରେ ଲାଗିଛି। ନିତି ବହୁ ସଂଖ୍ୟାରେ ଯାନବାହାନ ଟ୍ରାଫିକ ଜାମ୍‌ ଯୋଗୁ ଅଟକି ରହୁଛି। ପର୍ଯ୍ୟଟକବାହୀ ଯାନ ହେଉ ଅବା ଆମ୍ବୁଲାନ୍ସ, ସମସ୍ତେ ଏହି ଟ୍ରାଫିକ୍‌ରେ ଫଶିରହୁଛନ୍ତି। କୋଣାର୍କ, ଅସ୍ତରଙ୍ଗ ଏବଂ କାକଟପୁର ଯିବା ଆସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?