ପୁରୀ

ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦେଖିଲେ ଭକ୍ତ

ପୁରୀ ଅଫିସ, ୯ା୧୧: କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତଥା ପଞ୍ଚୁକର ଦ୍ୱିତୀୟ ଦିବସରେ ଶନିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଅନୁଷ୍ଠିତ ହୋଇଛି । ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ଅବକାଶ ନୀତି ଶେଷ…

ନିଦରୁ ଉଠିଲେ ମହାପ୍ରଭୁ, ଆରମ୍ଭ ହେଲା ଶୁଭକାଳ

ପୁରୀ ଅଫିସ, ୯ା୧୧: ରଥଯାତ୍ରା ପରେ ହରିଶୟନ ଏକାଦଶୀରେ ନିଦ୍ରା ଯାଇଥିଲେ ମହାପ୍ରଭୁ। ଚାରି ମାସ ପରେ କାର୍ତ୍ତିକ ଶୁକ୍ଳ ଏକାଦଶୀରେ ମହାପ୍ରଭୁ ନିଦରୁ ଉଠିଛନ୍ତି। ଏହି କାର୍ତ୍ତିକ ଶୁକ୍ଳ ଏକାଦଶୀକୁ ହରି ଉତ୍‌ଥାପନ ଏକାଦଶୀ କୁହାଯାଏ। ଶ୍ରୀମନ୍ଦିରରେ ଶୁକ୍ରବାର ହରି ଉତ୍‌ଥାପନ…

ବସ୍‌-କାର୍‌ ମୁହଁ।ମୁହିଁ ଧକ୍କା, ୧୫ ଆହତ

ଗୋପ,୯ା୧୧(ଡି.ଏନ୍‌.ଏ.): ନିମାପଡ଼ା-ଗୋପ ରାସ୍ତାର କୁଶୁପୁର ଗାଁ ଛକ ନିକଟରେ ଶୁକ୍ରବାର ଏକ ବସ୍‌ ଓ କାର୍‌ ମୁହଁ।ମୁହିଁ ଧକ୍କା ହେବାରୁ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସ୍ଥାନୀୟ ଅଗ୍ନିଶମ ବିଭାଗ ଆହତମାନଙ୍କୁ ଉଦ୍ଧାର କରି ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।…

ମତ୍ସ୍ୟଜୀବୀଙ୍କୁ ସତର୍କ କରାଗଲା

ପୁରୀ ଅଫିସ, ୯ା୧୧: ଫନୀର ତାଣ୍ଡବକୁ ସମ୍ପୂର୍ଣ୍ଣ ଭାବେ ଭୁଲି ପାରି ନ ଥିବା ପୁରୀବାସୀ ବାତ୍ୟା ବୁଲ୍‌ବୁଲ୍‌କୁ ନେଇ ବେଶ୍‌ ଚିନ୍ତିତ ହୋଇପଡିଛନ୍ତି। ଯଦିଓ ବୁଲ୍‌ବୁଲ୍‌ ଓଡ଼ିଶାକୁ ଛୁଇଁବ ନାହିଁ କିନ୍ତୁ ଏହାର ପ୍ରଭାବ ଓଡ଼ିଶା ଉପରେ ପଡିବ। ବିଶେଷକରି…

ଦୂରହୋଇପାରୁନି ଭୟ

ପୁରୀ ଅଫିସ,୯ା୧୧: ବାତ୍ୟା ବୁଲ୍‌ବୁଲ ଯଦିଓ ଓଡ଼ିଶାକୁ ଛୁଇଁବ ନାହିଁ କିନ୍ତୁ ଏହାର ପ୍ରଭାବ ପଡିବ। ରାଜ୍ୟର ଉପକୂଳବର୍ତ୍ତୀ ଜିଲାରେ ବର୍ଷା ଓ ପବନ ହେବ। ବୁଲ୍‌ବୁଲକୁ ନେଇ ପାଣିପାଗ ବିଭାଗ ଏଭଳି ଆକଳନ କରିଥିଲେ ମଧ୍ୟ ଉପକୂଳବର୍ତ୍ତୀ ପୁରୀ ଜିଲାବାସୀ…

ଫନୀ ଘରଭଙ୍ଗା ସହାୟତାରେ ଦୁର୍ନୀତି ଅଭିଯୋଗ : ଭାଜପା ପକ୍ଷରୁ ତହସିଲ କାର୍ଯ୍ୟାଳୟ ଘେରାଉ

କଣାସ,୮।୧୧(ସ୍ବ.ପ୍ର.)- ଫନୀରେ କଣାସ ବ୍ଲକରେ ବହୁ ପରିବାର ବାସଗୃହ ହରାଇ ଥିବାବେଳେ ରାଜ୍ୟ ସରକାର ପକ୍ଷରୁ ଘରଭଙ୍ଗା ସହାୟତା ପ୍ରଦାନ କରାଯାଇଥିଲା। କିନ୍ତୁ ଏଥିରେ ବ୍ୟାପକ ଜାଲିଆତି ଏବଂ ପ୍ରକୃତ ଘରଭାଙ୍ଗା ବ୍ୟକ୍ତି ଏଥିରୁ ବଞ୍ଚତ୍ତ ଥିବା ଦାବି କରି ଭାଜପା…

ପଥର ଟ୍ରକ୍‌ ଧରିବାକୁ ଯାଇ ତହସିଲଦାର ହଟହଟା

କଣାସ,୮।୧୧(ସ୍ବ.ପ୍ର.)- ପୁରୀ ଜିଲା କଣାସ ତହସିଲଦାର ଶୁକ୍ରବାର ଏକ ପଥର ବୋଝେଇ ଟ୍ରକ୍‌କୁ ଧରିବାକୁ ଯାଇ ହଟହଟା ହୋଇଛନ୍ତି। ଅପରପକ୍ଷେ ତହସିଲଦାର ଏ ନେଇ ଥାନାରେ ଅଭିଯୋଗ ମଧ୍ୟ କରି ନ ଥିବା ଜଣାପଡିଛି। ସୂଚନା ଅନୁଯାୟୀ, କଣାସ ତହସିଲଦାର ଉମାକାନ୍ତ…

ପୁରୀ ଜିଲା ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଯୁବକଂଗ୍ରେସର ଧାରଣା

ପୁରୀ ଅଫିସ,୭ା୧୧ : ପୁରୀ ଜିଲା ଚିକିତ୍ସାଳୟରେ ବୁଧବାର ଚିକିତ୍ସା ଅବହେଳା ଯୋଗୁ ଜଣେ ୫ମାସର ଶିଶୁକନ୍ୟାର ମୃତ୍ୟୁକୁ ଜିଲା ଯୁବ କଂଗ୍ରେସ ତିବ୍ର ପ୍ରତିବାଦ କରିଛି। ଶୁକ୍ରବାର ଜିଲା ସ୍ବାସ୍ଥ୍ୟାଧିକାରୀଙ୍କ କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ଧାରଣା ଦିଆଯାଇଛି। ଚିକିତ୍ସାରେ…

ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ସାକ୍ଷୀଗୋପାଳ, ୮।୧୨(ଡି.ଏନ୍‌.ଏ.): ଆଜିଠୁ ଆରମ୍ଭ ହୋଇଛି ପଞ୍ଚୁକ। ଏହି କାର୍ତ୍ତିକ ବଡ଼ ଏକାଦଶୀ ଅବସରରେ ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ସିଂହ ଦ୍ୱାରଦେଇ ଲମ୍ବା ଧାଡ଼ିରେ ଭକ୍ତମାନେ ଗର୍ଭଗୃହକୁ ଯାଇ ଠାକୁରଙ୍କ ଦର୍ଶନ…

ଆଜିଠୁ ପଞ୍ଚୁକ: ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ, ୮।୧୧: ଆରମ୍ଭ ହୋଇଛି ମହାକାର୍ତ୍ତିକର ପଞ୍ଚୁକ ବ୍ରତ । ସେଥିପାଇଁ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି । ପଞ୍ଚୁକ ୫ ଦିନ ପାଞ୍ଚଟି ସ୍ବତନ୍ତ୍ର ବେଶରେ ଦର୍ଶନ ଦେବେ ମହାପ୍ରଭୁ। ପଞ୍ଚୁକର ପ୍ରଥମ…

ଆଜିଠୁ ପଞ୍ଚୁକ ବ୍ରତ:୫ ଦିନ ୫ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ,୮-୧୧: ଶୁକ୍ରବାରଠାରୁ ଆରମ୍ଭ ହେବ ମହା କାର୍ତ୍ତିକର ପଞ୍ଚୁକ ବ୍ରତ। ଶ୍ରୀମନ୍ଦିରରେ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପଞ୍ଚୁକ ବେଶ ଅନୁଷ୍ଠିତ ହେବ। ଶୁକ୍ରବାର ଶ୍ରୀମନ୍ଦିରରେ ହରି ଉତ୍‌ଥାପନ ଏକାଦଶୀ ନୀତି ସମ୍ପନ୍ନ ହେବା ସହିତ…

ବିଷୟ ଚୟନରେ ତ୍ରୁଟି ନେଇ ଅସନ୍ତୋଷ: ମହାବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀ

ଗୋପ, ୭।୧୧(ଡି.ଏନ୍‌.ଏ.)-ଗୋପ ବ୍ଲକ୍‌ ଅଧୀନ ସାରଡ଼ା ସ୍ଥିତ କୋଣାର୍କ ଜୁନିୟର ମହିଳା ମହାବିଦ୍ୟାଳୟରେ ଛାତ୍ରୀମାନେ ଗୁରୁବାର କଲେଜ ସମ୍ମୁଖରେ ଧାରଣା ଦେଇଥିଲେ। ବିଷୟ ଚୟନରେ ତ୍ରୁଟି ଯୋଗୁ କଲେଜ ସମ୍ମୁଖରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଧାରଣା ଦେଇଥିବାବେଳେ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri