୨୦ଲକ୍ଷ ଦାଦାବଟିକୁ ନେଇ ଗୁଳିକାଣ୍ଡ
ଗୋପ,୭ା୧୧(ଡି.ଏନ୍.ଏ.) ଦାଦାବଟିକୁ ନେଇ ପୁରୀ ଜିଲା ଗୋପ ଅଞ୍ଚଳରେ ବୁଧବାର ଗୁଳିକାଣ୍ଡ ସହ ଗାଡ଼ି ପୋଡ଼ି ହୋଇଛି। ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ନିକଟରେ ଦୁଇ ଯୁବକ ଜଣେ ଠିକାଦାରଙ୍କୁ ଘରୁ ଡାକି ୨୦ଲକ୍ଷ ଟଙ୍କା ଦାଦାବଟିକୁ ନେଇ ଅଭିଯୁକ୍ତମାନେ ତିନି ରାଉଣ୍ଡ…
ଶ୍ରୀମନ୍ଦିରରେ ପୋଲିସ ଭାଙ୍ଗିଲା ନିୟମ:ନୀତି ବ୍ୟାହତ
ପୁରୀ ଅଫିସ, ୬ା୧୧: ଶ୍ରୀମନ୍ଦିରରେ ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ସମୟରେ ଏହାକୁ ନିୟନ୍ତ୍ରଣ କରିବା ପୋଲିସର ଦାୟିତ୍ୱ। ହେଲେ ବାଡ଼ ଫସଲ ଖାଇବା ଭଳି ଘଟଣା ଘଟିଛି…
ସାତ ପାହାଚରେ ଗୋଡ଼ ଖସିଲା: ଶ୍ରୀମନ୍ଦିର ବୋଝିଆ ଗୁରୁତର
ପୁରୀ ଅଫିସ, ୬ା୧୧୧: ଶ୍ରୀମନ୍ଦିରରେ ବୁଧବାର ଜଣେ ବୋଝିଆ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ନାମ ଦୁଃଶାସନ ଜେନା (୪୫)। ସାତପାହାଚରେ ଗୋଡ଼ ଖସିଯିବାରୁ ସେ ତଳେ ପଡ଼ିଯାଇଥିଲେ। ତାଙ୍କ ଅଣ୍ଟା ଓ ଆଣ୍ଠୁରେ ଗଭୀର ଆଘାତ ଲାଗିଛି। ସୂଚନା…
ପ୍ରଫୁଲ୍ଲ ଭୀମଭୋଇ ସାମର୍ଥ୍ୟ ଅଭିଯାନ: ଚିହ୍ନଟ ହେଲେ ୮୪୯ ଦିବ୍ୟାଙ୍ଗ
ପୁରୀ ଅଫିସ,୬।୧୧: ବାତ୍ୟା ପ୍ରପୀଡ଼ିତ ଦିବ୍ୟାଙ୍ଗ ମାନଙ୍କୁ ସହାୟତା କରିବା ପାଇଁ ପୁରୀ ଜିଲାରେ ପ୍ରଫୁଲ୍ଲ ଯୋଜନା ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ନିମାପଡ଼ା ଉଚ୍ଚ ବିଦ୍ୟାଳୟ ପୁରୁଣା କ୍ୟାମ୍ପସଠାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି। ପୁରୀ…
ଠିକାଦାରଙ୍କୁ ଗୁଳିମାଡ଼: ୨ ଅଭିଯୁକ୍ତଙ୍କୁ ନିର୍ଧୁମ ଛେଚିଲେ ଲୋକେ
ଗୋପ,୬।୧୧(ଡି.ଏନ୍.ଏ.): ପୁରୀ ଜିଲା ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ଗ୍ରାମ ନିକଟରେ ବୁଧବାର ସକାଳେ ଜଣେ ଠିକାଦାରଙ୍କୁ ୨ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଠିକାଦାର ହେଲେ ଉକ୍ତ ଗ୍ରାମର ଉମାକାନ୍ତ ସାହୁ (୪୯)। ଗୁରୁତର ଅବସ୍ଥାରେ ଉମାକାନ୍ତଙ୍କୁ ଗୋପରୁ ଭୁବନେଶ୍ୱର ଏକ…
ବାତ୍ୟା ନ ହେବା ପାଇଁ ମା’ଙ୍କୁ ପୂଜାର୍ଚ୍ଚନା
ବ୍ରହ୍ମଗିରି,୬।୧୧(ଡି.ଏନ.ଏ):ଫନୀର ଭୟାବହ ରୂପ ମନରୁ ନ ଲିଭୁଣୁ ପୁଣି ଏକ ବାତ୍ୟା ଖବର ଶୁଣି ପୁରୀ ଉପକୂଳବାସୀ ଆତଙ୍କିତ ହୋଇପଡିଛନ୍ତି। ଏ ନେଇ ବ୍ରହ୍ମଗିରିର ଉପକୂଳ ଗ୍ରାମବାସୀ ଏଥିରୁ ସୁରକ୍ଷା ପାଇଁ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି ା ବ୍ରହ୍ମଗିରି ଅଞ୍ଚଳର ଠାକୁର…
‘ବୁଲ୍ବୁଲ୍’: ପୁରୀବାସୀଙ୍କୁ ଘାରିଲା ଚିନ୍ତା
ପୁରୀ ଅଫିସ/କାକଟପୁର, (ଡି.ଏନ୍.ଏ.)୬ା୧୧:‘ଫନୀ’ର କ୍ଷତ ଶୁଖି ନ ଥିବାବେଳେ ପୁରୀ ଜିଲାବାସୀ ପୁଣି ଏକ ସମ୍ଭାବ୍ୟ ବାତ୍ୟାକୁ ନେଇ ଆତଙ୍କିତ ହୋଇପଡିଛନ୍ତି। ବାତ୍ୟା ‘ବୁଲ୍ବୁଲ’ ଯୋଗୁ ଉପକୂଳ ଓଡ଼ିଶାରେ ବର୍ଷା ସାଙ୍ଗକୁ ପବନ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରୁଛି।…
‘ଅନ୍ଧ ପରମ୍ପରା ଉଚ୍ଛେଦ ହେବ’:ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ
ପୁରୀ ଅଫିସ, ୬-୧୧:ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା ବ୍ୟବସ୍ଥା, ମହାପ୍ରଭୁଙ୍କ ଜମିଜମାର ହିସାବ ଏହିଭଳି ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଠାକୁରଙ୍କ ସେବାପୂଜାରେ…
ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ
ପୁରୀ ଅଫିସ, ୫ା୧୧: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା ବ୍ୟବସ୍ଥା, ମହାପ୍ରଭୁଙ୍କ ଜମିଜମାର ହିସାବ ଏହିଭଳି ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଠାକୁରଙ୍କ…
ସାକ୍ଷୀଗୋପାଳ ମନ୍ଦିରରେ ଅଁଳାନବମୀ: ସେବାୟତ-ପ୍ରଶାସନ ମୁହାଁମୁହିଁ, ୩୦ ମିନିଟ ଦର୍ଶନ ବନ୍ଦ
ସାକ୍ଷୀଗୋପାଳ, ୫।୧୧(ଡି.ଏନ୍.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ପ୍ରସିଦ୍ଧ ଅଁଳାନବମୀ ଉପଲକ୍ଷେ ରାଧା ପାଦ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ଲାଗିଛି। ରାତ୍ର ୧ଟାରୁ ଦ୍ୱାର ଫିଟାଯାଇ ଭୋରସୁଦ୍ଧା ଦେବ ନୀତି ସମାପନ ହୋଇଥିଲା। ସାକ୍ଷୀଗୋପାଳ ଠାକୁରଙ୍କ ଆକର୍ଷଣୀୟ ନଟବର ବେଶ…
ପୁରୀ ରେଳ ଷ୍ଟେଶନରୁ ଆମେରିକା
କଣାସ,୫ା୧୧(ସ୍ବ.ପ୍ର.): ସେଦିନର କୁଅଁା କୁଅଁା ଶବ୍ଦ ଆଜି ସମସ୍ତଙ୍କ ମୁହଁରେ ହସ ଫୁଟାଇଦେଇଛି। ଅଲୋଡା ଶିଖା ଏବେ ଆମେରିକୀୟ ଦମ୍ପତିଙ୍କ ଅଲିଅଳି କନ୍ୟା। ପୁରୀ ରେଳ ଷ୍ଟେଶନରୁ ୨୨ମାସ ତଳେ ଉଦ୍ଧାର ହୋଇଥିବା ଶିଖା ଆଜି ଆମେରିକାର ବାସିନ୍ଦା। ୨୦୧୮ ମାର୍ଚ୍ଚ…
୧୦ହଜାର ଟଙ୍କା ଲାଞ୍ଚ ନେଇ ସେସୁ କିରାଣି ଗିରଫ: ସହଯୋଗ କରିଥିବା ପାନଦୋକାନୀ ମଧ୍ୟ ବନ୍ଧାହେଲେ
ପୁରୀ ଅଫିସ/କଣାସ, ୫ା୧୧(ଡି.ଏନ୍.ଏ): ପୁରୀ ଜିଲା କଣାସ ବ୍ଲକ ବିଦ୍ୟୁତ୍ ବିଭାଗ ସେସୁ ଅଧୀନରେ କାର୍ଯ୍ୟରତ କିରାଣି ସୁରେନ୍ଦ୍ର ନାୟକ ସୋମବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏକ ଟ୍ରାନ୍ସଫରମର ସ୍ଥାପନା ଲାଗି ଜନୈକ ବ୍ୟକ୍ତିଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…
Archives


