ପୁରୀ

ଚିଲିକା ଉତ୍ତରନାଶୀରେ ପକ୍ଷୀ ସୁରକ୍ଷା ଢିଲା

କଣାସ, ୨୬ା୧୨(ସ୍ବ.ପ୍ର.): ଶୀତ ପଡିଲେ ବିଦେଶାଗତ ପକ୍ଷୀଙ୍କ କଳରାବରେ ମୁଖରିତ ହୋଇଉଠେ ଚିଲିକା। କିନ୍ତୁ ନଳବଣରେ ଖାଦ୍ୟ ଅଭାବ ଯୋଗୁ ପକ୍ଷୀମାନେ ଉତ୍ତରନାଶୀ ଦୟା ଓ ମକରା ନଦୀର ମୁହାଣ ଆଡ଼କୁ ମୁହାଁଉଛନ୍ତି।ସେଠାରେ ବନ ବିଭାଗ ପକ୍ଷରୁ ପକ୍ଷୀ ସୁରକ୍ଷା ପାଇଁ…

ତଡ଼ପ ଲାଗିହୋଇ ରହିଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୨୬ା୧୨(ଡି.ଏନ୍‌.ଏ.): ସୂର୍ଯ୍ୟୋପରାଗ ପାଇଁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ ସଅଳ ଦେବନୀତି ସମ୍ପନ୍ନ କରାଯାଇଛି। ସନ୍ଧ୍ୟା ସୁଧା ବଡସିଂହାର ଧୂପ ସମାପନ କରାଯିବା ପରେ ଠାକୁରଙ୍କୁ ଗ୍ରହଣ ବେଶ କରାଯାଇଥିଲା। ଧଳା ଧୋତି ଓ ଉତ୍ତରୀୟ ପରିଧାନ କରି ଠାକୁରଙ୍କ ତଡ଼ପ ଲାଗି…

ଶ୍ରୀମନ୍ଦିର ପାଇଁ ଜରୁରିକାଳୀନ ପାଣ୍ଠିରୁ ୩୦୦କୋଟି ଖର୍ଚ୍ଚ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟ ସରକାର ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ କରି ଆକର୍ଷଣୀୟ ଢଙ୍ଗରେ ଐତିହ୍ୟ ସୁରକ୍ଷାବଳୟ ତିଆରି କରୁଛନ୍ତି। ଏହି କାର୍ଯ୍ୟ ପ୍ରାୟ ୭୦ ପ୍ରତିଶତ ସରିବାକୁ ବସିଥିବାବେଳେ ସରକାର ଓଡ଼ିଶା ଜରୁରିକାଳୀନ ପାଣ୍ଠି(ଓସିଏଫ୍‌)ରୁ ୩୦୦ କୋଟି…

ରଥକାଠ ପାଇଁ ଗଛ କଟା ଅନୁକୂଳ: ଜାନୁୟାରୀ ୬ରେ ନୟାଗଡ଼ ଯିବେ ୫ ଜଣିଆ ଟିମ୍‌

ପୁରୀ ଅଫିସ, ୨୫ା୧୨:ଆସନ୍ତା ରଥଯାତ୍ରା ପାଇଁ ସଜବାଜ ହେଲାଣି ଶ୍ରୀମନ୍ଦିର। ପରମ୍ପରା ଅନୁଯାୟୀ, ଗଣିଆର ବଡ଼ରାଉଳ ଠାକୁରାଣୀଙ୍କ ନିକଟରେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ରଥ ପାଇଁ କାଠ କାଟିବା ଅନୁକୂଳ ହୋଇଥାଏ। ଏଥିପାଇଁ ଆସନ୍ତା ଜାନୁୟାରୀ ୬ ତାରିଖରେ ଶ୍ରୀମନ୍ଦିରର…

ନୂଆବର୍ଷ ପାଇଁ ସଜେଇ ହେଉଛି ପୁରୀ: ଆକର୍ଷଣୀୟ ହେବ ସିଂହଦ୍ୱାର ଶେଡ୍‌

ପୁରୀ ଅଫିସ, ୨୫ା୧୨:ଆସୁଛି ନୂଆବର୍ଷ। ସଜେଇ ହେଉଛି ପୁରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀ ସମସ୍ତଙ୍କୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତ ହେଉଛି ପର୍ଯ୍ୟଟନ ସହର। ବିଶେଷକରି ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଯେପରି କୌଣସି ପ୍ରକାର ସମସ୍ୟାରେ ନ ପଡନ୍ତି…

ବାଲୁକା କଳାରେ ପ୍ଲାଷ୍ଟିକ ବର୍ଜନର ବାର୍ତ୍ତା

ପୁରୀ ଅଫିସ, ୨୫ା୧୨: ପ୍ଲାଷ୍ଟିକ ପ୍ରଦୂଷଣକୁ ନେଇ ସାରା ବିଶ୍ୱବାସୀ ଚିନ୍ତିତ। ପ୍ଲାଷ୍ଟିକ କେବଳ ପରିବେଶକୁ ପ୍ରଦୂଷଣ କରୁଛି ତା’ ନୁହେଁ ମଣିଷ, ପଶୁପକ୍ଷୀ ସମସ୍ତଙ୍କ ପାଇଁ ଏହା ମାରାତ୍ମକ ସାଜିଲାଣିି। ପୁଣି ବିଭିନ୍ନ ପ୍ରକାର ରୋଗର କାରଣ ବିି। ତେଣୁ…

ପୁରୀ ବେଳାଭୂମିରେ ବୃହତ୍‌ ଥ୍ରୀଡି ବାଲୁକା ସାନ୍ତା କ୍ଲଜ: ଗୋ ଗ୍ରୀନ୍‌ର ବାର୍ତ୍ତା ଦେଇଛନ୍ତି ସୁଦର୍ଶନ

ପୁରୀ ଅଫିସ, ୨୪ା୧୨: ପବିତ୍ର ବଡ଼ଦିନ ଅବ୍ୟବହିତ ପୂର୍ବରୁ ମଙ୍ଗଳବାର ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପ୍ରସ୍ତୁତ କରିଛନ୍ତି ବୃହତ୍‌ ଥ୍ରୀଡି ବାଲୁକା ସାନ୍ତାକ୍ଲଜ। ଖ୍ରୀଷ୍ଟମାସ ଅବସରରେ ପରିବେଶକୁ ସୁସ୍ଥ ରଖିବା ସହ ବିଶ୍ୱବାସୀଙ୍କୁ…

ବୁଧବାର ରାତି ୮ଟା ୨୦ରୁ ପାକତ୍ୟାଗ; ରାତିତମାମ ଉଜାଗର ରହିବେ ମହାପ୍ରଭୁ

ପୁରୀ ଅଫିସ, ୨୪ା୧୨: ଆସନ୍ତା ୨୬ ତାରିଖ ପୌଷ ଅମାବାସ୍ୟାରେ ହେବ ଖଣ୍ଡଗ୍ରାସ କେତୁଗ୍ରସ୍ତ ସୂର୍ଯ୍ୟୋପରାଗ। ଗୁରୁବାର ସକାଳ ୮ଘଣ୍ଟା ୨୦ ମିନିଟ୍‌ ୮ ସେକେଣ୍ଡରେ ପରାଗ ସ୍ପର୍ଶ ହୋଇ ୩ ଘଣ୍ଟା ୯ ମିନିଟ୍‌ ପର୍ଯ୍ୟନ୍ତ ରହିବ। ସକାଳ ୯ଟା…

ବ୍ୟାଗ୍‌ରେ ଶ୍ରୀମନ୍ଦିର ଚିତ୍ର: ପ୍ରତିବାଦ କଲେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ

ପୁରୀ ଅଫିସ,୨୪ା୧୨: ପୁରୀ ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ଲାଗି ପୌରସଂସ୍ଥା ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବିଶେଷକରି ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ ଓ ପଲିଥିନ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି। ପ୍ଲାଷ୍ଟିକ ଓ ପଲିଥିନ ପଡ଼ି ନାଳ, ନର୍ଦ୍ଦମା…

ଶ୍ରୀମନ୍ଦିର ଫଟୋ ଭାଇରାଲ ଘଟଣା: ପୋଲିସର ତତ୍ପରତା

ପୁରୀ ଅଫିସ୍‌, ୨୩।୧୨: ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିର ଫଟୋ ଭାଇରାଲ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଫଟୋ ଭାଇରଲ ହୋଇଥିବା ଫେସବୁକ ଆକାଉଣ୍ଟଧାରୀଙ୍କୁ ତଦନ୍ତ ପାଇଁ ଡକାଯାଇଛି। କେଉଁ ପରିସ୍ଥିତିରେ କିଭଳି…

ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ: ଚାହାଣି ମଣ୍ଡପରେ ଯୁବକ ଫୋନରେ କଥା ହେବା ଫଟୋ ଭାଇରାଲ

ପୁରୀ ଅଫିସ,୨୧।୧୨: ଶ୍ରୀମନ୍ଦିର ଚାହାଣି ମଣ୍ଡପରେ ଜଣେ ଯୁବକ ଫୋନରେ କଥା ହେବାର ଫଟୋ ଶନିବାର ଭାଇରାଲ ହୋଇଛି। ଫଳରେ ମନ୍ଦିର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କଡ଼ା ସୁରକ୍ଷା ବଳୟ ଅତିକ୍ରମ କରି କିଭଳି ଯୁବକ ଫୋନରେ କଥା…

ରାମଚଣ୍ଡୀ ନିକଟରେ ଦୁର୍ଘଟଣା, ୬ ଗୁରୁତର

ପୁରୀ ଅଫିସ,୨୧।୧୨: ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ ରୋଡ୍‌ ରାମଚଣ୍ଡୀ ନିକଟରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ବସ୍‌ ଓ ଟାଭେଲ୍ସ କାର୍‌ ମଧ୍ୟରେ ଧକ୍କା ହୋଇଛି। ଫଳରେ କାରରେ ଥିବା ୬ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ କୋଣାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?