ପୁରୀ

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ‘ଫନୀ’ କ୍ଷତିଗ୍ରସ୍ତ ପରିବାର: ଭାଜପା ପ୍ରତିନିଧି ଦଳର ଆଲୋଚନା

ପୁରୀ ଅଫିସ,୪।୧୧: ମେ’ ୩ରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ରେ ପୁରୀ ଜିଲା ବ୍ୟାପକ କ୍ଷତିଗ୍ରସ୍ଥ ହୋଇଥିଲା। ତେବେ ଏହା ଭିତରେ ବାତ୍ୟାକୁ ୬ ମାସ ବିତିଥିଲେ ସୁଦ୍ଧା ଅଧିକାଂଶ କ୍ଷତିଗ୍ରସ୍ତ ପରିବାର ସହାୟତାରୁ ବଞ୍ଚିତ ରହିଛନ୍ତି । ବାରମ୍ବାର ଅଭିଯୋଗ…

୭୦ ଦିବ୍ୟାଙ୍ଗ ପାଇବେ କୃତ୍ରିମ ଅଙ୍ଗ

ପୁରୀ ଅଫିସ, ୪।୧୧: ପୁରୀ ଜିଲାର ବାତ୍ୟା କ୍ଷତିଗ୍ରସ୍ତ ଦିବ୍ୟାଙ୍ଗଙ୍କୁ ସବୁ ପ୍ରକାର ସହାୟତା ଯୋଗାଇବାକୁ ଜିଲା ପ୍ରଶାସନ ତରଫରୁ ଆରମ୍ଭ ହୋଇଛି ‘ପ୍ରଫୁଲ୍ଲ ଯୋଜନା’। ଏହି ଯୋଜନାରେ ନୂତନ ଭାବରେ ଚିହ୍ନଟ ହୋଇଥିବା ୭୦ ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ…

ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ନିର୍ଦ୍ଦେଶ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ଜନିତ ମାମଲାର ମଧ୍ୟବର୍ତ୍ତୀକାଳୀନ ରାୟ ପ୍ରକାଶ ପାଇଛି। ଜଷ୍ଟିଶ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ ସୁପ୍ରିମକୋର୍ଟ ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ଜାରି ହୋଇଥିବା ନିର୍ଦ୍ଦେଶଗୁଡିକ ମଧ୍ୟରେ ଶ୍ରୀମନ୍ଦିର ଲାଗି ଜଣେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି,…

କେନାଲକୁ ଖସିଲା ସ୍କୁଲ ଭ୍ୟାନ: ୧୧ ଛାତ୍ରୀଛାତ୍ର, ଡ୍ରାଇଭର ଆହତ

ନିମାପଡ଼ା, ୪।୧୧(ଡି.ଏନ୍‌.ଏ.): ପୁରୀ ଜିଲା ଚାରିଛକ ଫାଣ୍ଡି ଅନ୍ତର୍ଗତ ବାହାରେଣ ପଞ୍ଚାୟତ ଓଡ଼ଗୁଆଁ ଗ୍ରାମ ରାସ୍ତାକଡ଼ରେ ସୋମବାର ସକାଳେ ଏକ ସ୍କୁଲ ଭ୍ୟାନ୍‌ ୧୧ ଛାତ୍ରୀଛାତ୍ରଙ୍କୁ ନେଇ ସ୍କୁଲ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ଗାଡ଼ିଟି ରାସ୍ତାକଡ଼ରେ ଥିବା…

ମ୍ୟୁନିସିପାଲିଟି ଆବର୍ଜନାସ୍ଥଳରେ ମହାପ୍ରସାଦ

ପୁରୀ ଅଫିସ,୪।୧୧ : ପୁରୀ ମ୍ୟୁନିସପାଲିଟି ଆବର୍ଜନାସ୍ଥଳରେ ପଡିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ। ରେଲେୱ ପର୍ଯ୍ୟଟନ ପରିସର ହବିଷିଆଳି ଶିବିରର ଏଭଳି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଶିବିରରୁ ବାହାରୁଥିବା ବର୍ଯ୍ୟବସ୍ତୁ ଏକାଠି ରଖିବା ପାଇଁ ପୌର ପ୍ରଶାସନ ପକ୍ଷରୁ…

ସ୍ବର୍ଗଦ୍ୱାରରୁ ବିଜୁ ପଟ୍ଟନାୟକଙ୍କ ସମାଧି ହଟିବା ଘଟଣା: ଶ୍ରେୟ ପାଇଁ ପ୍ରତିଯୋଗିତା, ଦ୍ୱନ୍ଦ୍ୱରେ ଲୋକେ

ପୁରୀ ଅଫିସ, ୩।୧୧: ସ୍ବର୍ଗଦ୍ୱାରରୁ ହଟିବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସମାଧି ସ୍ଥଳ। ସ୍ମାରକୀ ଭାବେ କେବଳ ସ୍ମୃତି ଫଳକ ହିଁ ରହିବ। ଶୁକ୍ରବାର ବିଜେଡି ପକ୍ଷରୁ ଏଭଳି ଘୋଷଣା କରାଯାଇଛି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ସ୍ବର୍ଗତ…

ଘରଭଙ୍ଗା ସହାୟତାକୁ ନେଇ ଅଭିନବ ଧାରଣା: ବ୍ଲକ ସମ୍ମୁଖରେ ରୋଷେଇ କରି ଖାଇଲେ କ୍ଷତିଗ୍ରସ୍ତ

ପୁରୀ ଅଫିସ, ୩।୧୧: ବାତ୍ୟା ଫନୀକୁ ୬ ମାସ ପୂରିଛି। ହେଲେ ଏବେ ବି ଅନେକ କ୍ଷତିଗ୍ରସ୍ତଙ୍କୁ ଘରଭଙ୍ଗା ସହାୟତା ମିଳିପାରିନାହିଁ। ତଦନ୍ତରେ ବ୍ୟାପକ ଅନିୟମିତତା ନେଇ କ୍ଷତିଗ୍ରସ୍ତମାନେ ଅଭିଯୋଗ କରୁଥିବାବେଳେ ପ୍ରଶାସନ କୌଣସି ପଦକ୍ଷେପ ନେଉନି। ଏହାର ପ୍ରତିବାଦରେ ଶନିବାର…

୬ ମାସ ପରେ ଖୋଲିଲା ବାଲୁଖଣ୍ଡ ପ୍ରକୃତି ନିବାସ: ଫୁଲ, ଚନ୍ଦନ ଦେଇ ପର୍ଯ୍ୟଟକଙ୍କୁ ସ୍ବାଗତ

ପୁରୀ ଅଫିସ, ୩।୧୧: ବାତ୍ୟା ଫନୀ ପରଠାରୁ ବନ୍ଦ ରହିଥିବା ପୁରୀର ବାଲୁଖଣ୍ଡ ପ୍ରକୃତି ନିବାସ ଠିକ୍‌ ୬ ମାସ ପରେ ଶନିବାର ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ଏହା ଏବେ ପର୍ଯ୍ୟଟକଙ୍କ ରହଣି ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଯାଇଛି। ଡିଏଫ୍‌ଓ ହର୍ଷବର୍ଦ୍ଧନ…

ନିର୍ମାଲ୍ୟ ସମ୍ମାନ ସମାରୋହ: ରାଇମୋହନଙ୍କୁ ଲାଇଫ ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ

ପୁରୀ ଅଫିସ, ୨ା୧୧: ନିର୍ମାଲ୍ୟ ସଙ୍ଗଠନ ଆନୁକୂଲ୍ୟରେ ଶୁକ୍ରବାର ପୁରୀ ମୁକ୍ତାକାଶ ରଙ୍ଗମଞ୍ଚରେ ନିର୍ମାଲ୍ୟ ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରା ଅଭିନେତା ରାଇମୋହନ ପରିଡ଼ାଙ୍କୁ ଲାଇଫଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଏଥିସହିତ ଚଳଚ୍ଚିତ୍ର…

ଛାତ୍ରୀଛାତ୍ରଙ୍କୁ ଗଣିତ ପଢ଼ାଇଲେ କ୍ରୀଡ଼ା ମନ୍ତ୍ରୀ

କାକଟପୁର, ୨ା୧୧(ଡି.ଏନ୍‌.ଏ.): କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଶୁକ୍ରବାର ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ନୂଆଗଡ଼ ଗ୍ରାମସ୍ଥିତ ବାସୁଳେଇ ବିଦ୍ୟାପୀଠ ଯାଇ ଦଶମଶ୍ରେଣୀ ଛାତୀଛାତ୍ରଙ୍କ ପାଠ ପଢ଼ାଇଛନ୍ତି। ଛାତ୍ରୀଛାତ୍ରମାନଙ୍କୁ ମନ୍ତ୍ରୀ ଗଣିତ ପଢ଼ାଇଥିଲେ। ଛାତ୍ରୀଛାତ୍ରମାନେ ମଧ୍ୟ ଜଣେ ଆଇଆଇଟି…

ସାଇକେଲ ଚୋରି: ୫ ନାବାଳକ କୋର୍ଟ ଚାଲାଣ

ନିମାପଡ଼ା, ୧।୧୧(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ାର ବିଭିନ୍ନ କୋଚିଙ୍ଗ୍‌ ଓ ଟ୍ୟୁସନ ସେଣ୍ଟର ସମ୍ମୁଖରୁ ମାସକ ମଧ୍ୟରେ ଅନେକ ସାଇକେଲ ଚୋରି ହୋଇଥିବାନେଇ ଗତ ଗୁରୁବାର ଏକାଧିକ ବ୍ୟକ୍ତି ନିମାପଡ଼ା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଗୁରୁବାର ରାତିରେ ଅଣ୍ଢିଆ ସାହି…

ଅଲିଭ ରିଡ୍‌ଲେଙ୍କ ସୁରକ୍ଷା ଚିନ୍ତା: ଅସ୍ତରଙ୍ଗ ଦେବୀମୁହାଁଣରୁ କେଳୁଣୀ ମୁହାଁଣ ପର୍ଯ୍ୟନ୍ତ ମାଛଧରା ବନ୍ଦ

କାକଟପୁର,୧।୧୧(ଡି.ଏନ୍‌.ଏ.): ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ଶୁକ୍ରବାରଠାରୁ ଅସ୍ତରଙ୍ଗ ଦେବୀମୁହାଁଣଠାରୁ କେଳୁଣୀ ମୁହାଁଣ ପର୍ଯ୍ୟନ୍ତ ମାଛ ଧରା ଉପରେ ସରକାର କଟକଣା ଜାରି କରିଛନ୍ତି। ନଭେମ୍ବର ୧ରୁ ମେ’ ୩୦ ତାରିଖ ପର୍ଯ୍ୟନ୍ତ ମାଛଧରା ଉପରେ ଏହି ନିଷିଧାଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri