ସପ୍ତମ ଶ୍ରେଣୀ ଭୂଗୋଳ ପ୍ରଶ୍ନପତ୍ର ଲିକ୍ ଘଟଣା: ଲିକ୍ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର
ଗୋପ, ୩୧।୧୦(ଡି.ଏନ୍.ଏ.)-ଗୋପ ଶିକ୍ଷାବିଭାଗ ଅଞ୍ଚଳରେ ପ୍ରଶ୍ନପତ୍ର ଲିକ୍ ଘଟଣାକୁ ୩ଦିନ ବିତିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହୋଇପାରି ନାହିଁ। ଏ ସମ୍ପର୍କରେ ଶିକ୍ଷାବିଭାଗ ଅଧିକାରୀମାନେ ନିରବ ରହିବା ଘଟଣା ଅଭିଭାବକଙ୍କ ମହଲରେ ଅସନ୍ତୋଷ ସୃଷ୍ଟି କରିବା ସହ ଶିକ୍ଷା ବିଭାଗ ଉପରୁ…
ବ୍ରହ୍ମଗିରିରେ ଗାନ୍ଧୀ ସଂକଳ୍ପ ପଦଯାତ୍ରା: ସାମିଲ ହେଲେ ଧର୍ମେନ୍ଦ୍ର ପ୍ରଧାନ
ବ୍ରହ୍ମଗିରି, ୩୧।୧୦(ଡି.ଏନ୍.ଏ.): ଅକ୍ଟୋବର ୨ରୁ ଆରମ୍ଭ ହୋଇଥିବା ଗାନ୍ଧୀ ସଂକଳ୍ପ ପଦଯାତ୍ରା ଗୁରୁବାର ବ୍ରହ୍ମଗିରିରେ ଅନୁଷ୍ଟିତ ହୋଇଯାଇଛି। ଏହି ପଦଯାତ୍ରା ବ୍ରହ୍ମଗିରି ବ୍ଲକଛକରୁ ବାହାରି ବ୍ରହ୍ମଗିରି ବସଷ୍ଟାଣ୍ଡରେ ପହଞ୍ଚିଥିଲା। ଏହି ପଦଯାତ୍ରାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବ୍ରହ୍ମଗିରି ବିଧାୟକ ଲଲିତେନ୍ଦୁ ବିଦ୍ୟାଧର…
ଶହଶହ ହେକ୍ଟର ଚାଷଜମିରେ ମାଡ଼ିଗଲା ଲୁଣାଜୁଆର : ପଥରବନ୍ଧ ନିର୍ମାଣ ଦାବି
କାକଟପୁର,୩୧।୧୦(ଡି.ଏନ୍.ଏ.): ପୁରୀ ଜିଲା ଅସ୍ତରଙ୍ଗ ଉପକୂଳ ଉଦୟକଣିଠାରେ ଅଶାନ୍ତ ସମୁଦ୍ର ବୁଧବାର ରାତିରେ କୂଳଲଙ୍ଘି ସ୍ଥଳଭାଗକୁ ମାଡ଼ିଆସିଥିଲା। ଅସ୍ତରଙ୍ଗ ବ୍ଲକ ଶିଶୁଅ ପଞ୍ଚାୟତର ଉଦୟକଣି, ଛେନୁ, ତଣ୍ଡାହାର, କଟକଣା, ବାଘଡିହା ଗ୍ରାମର ଶହଶହ ହେକ୍ଟର ଚାଷଜମିରେ ଲୁଣାଜୁଆର ମାଡ଼ିଯାଇଛି। ଏ ସମ୍ପର୍କରେ…
ଆଣ୍ଡାମାନ ଫେରିଲେ ନାବିକ ଅମ୍ରିତ
ପୁରୀ ଅଫିସ, ୩୧ା୧୦: ସମୁଦ୍ର ମଧ୍ୟରେ ସାଥୀଙ୍କୁ ହରାଇବା ସହ ପଥ ହୁଡ଼ି ୫୭ଦିନ ଧରି ଜୀବନ ସହ ସଂଘର୍ଷ କରି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖିରିସାହି ଉପକୂଳରେ ପହଞ୍ଚିଥିବା ଆଣ୍ଡାମାନର ନାବିକ ଅମ୍ରିତ କୁଜୁର(୩୬) ନିଜ ଘରକୁ ଫେରିଯାଇଛନ୍ତି।…
ଶ୍ରୀମନ୍ଦିର ରତ୍ନ ଅଳଙ୍କାର ଯାଞ୍ଚ ଦାବି
ପୁରୀ ଅଫିସ,୩୧ା୧୦: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲି ରତ୍ନ ଅଳଙ୍କାର ଯାଞ୍ଚ ଲାଗି ଦାବି କରିଛନ୍ତି ପୁରୀ ଜିଲା ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ଜ୍ୟୋତି ମହାପାତ୍ର। ମହାପାତ୍ର ଜଣାଇଛନ୍ତି ଯେ, ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସୁରକ୍ଷିତ ଅଛି କି ନାହିଁ…
ଭୀମ୍ସାରରେ ଏଚ୍ଆଇଭି ଆକ୍ରାନ୍ତଙ୍କ ଅସ୍ତ୍ରୋପଚାର ପ୍ରସଙ୍ଗ: ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ
ପୁରୀ ଅଫିସ, ୩୦ା୧୦:ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ଭୀମ୍ସାରରେ ଗତ ସୋମବାର ଜଣେ ଏଚ୍ଆଇଭି ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା କରାଯାଇଥିଲା। ଦନ୍ତ ବିଭାଗରେ ଏହି ଅସ୍ତ୍ରୋପଚାର ହୋଇଥିଲା। କିନ୍ତୁ ଅସ୍ତ୍ରୋପଚାର ପୂର୍ବରୁ ଓ ପରେ ଜୀବାଣୁ ପ୍ରତିରୋଧ ପାଇଁ ଯେଉଁ ନିୟମ ପାଳନ…
୨ ବର୍ଷରେ କାର୍ଯ୍ୟକ୍ଷମ ହେବ ଶ୍ରୀଜଗନ୍ନାଥ ମେଡିକାଲ କଲେଜ: ସ୍ବାସ୍ଥ୍ୟମନ୍ତ୍ରୀ
ପୁରୀ ଅଫିସ, ୩୦ା୧୦: ପୁରୀରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଏ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଜମିକୁ ନେଇ ବିଭିନ୍ନ ସମୟରେ ସମସ୍ୟା ଉପୁଜିବାରୁ କାମ ବିଳମ୍ବ ହେଲା। ଏଭଳି ଭାବେ ଦିନ ଗଡ଼ିିଚାଲିଥିବା ବେଳେ ବୁଧବାର ମେଡିକାଲ କଲେଜର ଅଗ୍ରଗତି ନେଇ…
ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକାଙ୍କ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ
ପୁରୀ ଅଫିସ,୩୦।୧୦: ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଲିନୀ ପଣ୍ଡିତ ବୁଧବାର ପୁରୀ ଜିଲା ଗସ୍ତ କରିଛନ୍ତି। ଏହି ଅବସରରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତି ଓ ଶିଶୁ ଯତ୍ନ କେନ୍ଦ୍ର(ଏମ୍ସିଏଚ୍) ପରିଦର୍ଶନ କରିଥିଲେ। ଶିଶୁ ୱାର୍ଡ, ପ୍ରସୂତି ୱାର୍ଡ,…
ଟିକ୍ଟକ୍ରେ ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ଭାଇରାଲ ଘଟଣା: କ୍ଷମା ମାଗିଲେ ଯୁବତୀ
ପୁରୀ ଅଫିସ,୩୦।୧୦: ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟକୁ ଟିକ୍ଟକ୍ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିଥିବା ଯୁବତୀ ଶେଷରେ ଭୁଲ ମାଗିଛନ୍ତି। ସେ ଭୁଲ କରିଥିବା ନିଜ ଟିକ୍ଟକ୍ ସାଇଟ୍ରେ ଦର୍ଶାଇ କ୍ଷମା ପ୍ରାର୍ଥନା କରି ଏକ ଅଡିଓ ଅପଲୋଡ୍…
ଉଦୟକଣି ଗ୍ରାମ ନିକଟରେ ପୁଣି କୂଳ ଲଙ୍ଘିଲା ଅଶାନ୍ତ ସମୁଦ୍ର: ଚାଷଜମିରେ ମାଡ଼ିଗଲା ଲୁଣାଜୁଆର, ଗ୍ରାମବାସୀ ଆତଙ୍କିତ
କାକଟପୁର,୩୦।୧୦(ଡି.ଏନ୍.ଏ.): ପୁଣି ଥରେ ଅସ୍ତରଙ୍ଗ ଉପକୂଳ ଉଦୟକଣି ଗ୍ରାମଠାରେ କୂଳ ଲଙ୍ଘିଛି ଅଶାନ୍ତ ସମୁଦ୍ର। ମେଲା ପଡ଼ିଥିବା ବେଳାଭୂମି ଦେଇ ବୁଧବାର ଲୁଣା ଜୁଆର ସ୍ଥଳଭାଗକୁ ମାଡ଼ି ଚାଲିଛି। ଅସ୍ତରଙ୍ଗ ବ୍ଲକ ଶିଶୁଅ ପଞ୍ଚାୟତର ଉଦୟକଣି, ଛେନୁ, ତଣ୍ଡାହାର, କଟକଣା, ବାଘଡ଼ିହା…
ଶ୍ରୀମନ୍ଦିର ସୁରକ୍ଷା ଜୋନ:ପୁଣି ଜମି ହସ୍ତାନ୍ତର କଲେ ୨ ପରିବାର
ପୁରୀ ଅଫିସ,୩୦ା୧୦:ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ସରକାର ଜମି ଅଧିଗ୍ରହଣ ଆରମ୍ଭ କରିଛନ୍ତି। ଗତ ୨୧ତାରିଖରେ ପ୍ରଥମକରି ୫ ପରିବାର ସରକାରଙ୍କୁ ପ୍ରତ୍ୟକ୍ଷ ଜମି ବିକ୍ରି କରିଥିବାବେଳେ ପରେ ୧୧ ପରିବାର ଜମି ହସ୍ତାନ୍ତର କରିଥିଲେ। ପୁନଶ୍ଚ ଏହି ଧାରା ଜାରି ରହିବା…
ଦିଗହରା ନାବିକଙ୍କ ଲୋମଟାଙ୍କୁରା କାହାଣୀ: ଆଉ କେବେ ସମୁଦ୍ରକୁ ଯିବିନାହିଁ’
ଅଗଷ୍ଟ ୨୮ ତାରିଖ। ଛୋଟ ବୋଟ୍ (ସ୍ଥାନୀୟ ଭାଷାରେ ଟାପା)ରେ ରାଶନ ସାମଗ୍ରୀ ସହ ଏକ ନୂଆ ସ୍କୁଟି ଲଦି ପୋର୍ଟବ୍ଲେୟାରରୁ ବାହାରିଥିଲେ ନାବିକ ଅମ୍ରିତ କୁଜୁର(୪୨)। ଲକ୍ଷ୍ୟ ଥିଲା ନିଜ ଗଁା ଆଣ୍ଡାମାନ ନୀଲ୍ଦୀପର ଶହୀଦ ଦ୍ୱୀପରେ ପହଞ୍ଚତ୍ବେ। ସାଙ୍ଗରେ…
Archives


