ପୁରୀ

ସ୍ବର୍ଗଦ୍ୱାର ପୁନରୁଦ୍ଧାର ଲାଗି ଉଚ୍ଛେଦ ଜାରି:ମୃତଦେହ ଦାହ ପାଇଁ ପ୍ରତିବନ୍ଧକ ନାହିଁ

ପୁରୀ ଅଫିସ, ୧୩।୧୨:ସ୍ବର୍ଗଦ୍ୱାର ପୁନରୁଦ୍ଧାର ପାଇଁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଏଠାରେ ଥିବା ଏକାଧିକ ପୁରୁଣା କୋଠା ଭଙ୍ଗାଯାଉଛି। ଗୁରୁବାର ୩ୟ ଦିନରେ ଚିମିନ, ଆଶ୍ରୟସ୍ଥଳୀ ଆଦି ଉଚ୍ଛେଦ କରାଯାଇଛି। ତେବେ ସ୍ବର୍ଗଦ୍ୱାର ଭଙ୍ଗାଯିବାକୁ ନେଇ ଲୋକେ କୌଣସି ପ୍ରକାର…

ହରିହର କ୍ୟାନସର ହସ୍ପିଟାଲରେ ଚିତ୍ରଶିଳ୍ପୀ ନାରୁ ମହାରଣା: ରାଜ୍ୟ ସରକାର ଦେଲେ ୫୦ ହଜାର ସହାୟତା

ପୁରୀ ଅଫିସ, ୧୩।୧୨:ଓଡ଼ିଶାର ସୁନାମଧନ୍ୟ ଚିତ୍ରଶିଳ୍ପୀ ନାରାୟଣ ମହାରଣା ଓରଫ ନାରୁ କର୍କଟ ରୋଗରେ ପୀଡ଼ିିତ ହୋଇ କଟକସ୍ଥିତ ହରିହର କ୍ୟାନସର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନାରୁ ଆର୍ଥତ୍କ ଅନାଟନ ମଧ୍ୟରେ ଚିକିତ୍ସାଳୟ ଶଯ୍ୟାରେ ପଡ଼ିି ଛଟପଟ ହେଉଥିବା ନେଇ ଅକ୍ଟୋବର…

ପୁରାତନ ମୂର୍ତ୍ତି ସଂରକ୍ଷଣ ପ୍ରତି ଏଏସ୍‌ଆଇର ନିଘା ନାହିଁ: ଭଙ୍ଗା ଗୋଇଠିରେ ଯମୁନା ମୂର୍ତ୍ତି

ପୁରୀ ଅଫିସ,୧୨।୧୨: ଶ୍ରୀମନ୍ଦିର ଏକ ପୁରାତନ କୀର୍ତ୍ତିରାଜି। ଏହାର ପ୍ରତିଟି ଅଂଶରେ ଐତିହ୍ୟ ଭରି ରହିଛି। ଏହା ପରିସରସ୍ଥ କୌଣସି ମନ୍ଦିର ହେଉ ଅବା ମୂର୍ତ୍ତିର ସୁରକ୍ଷା ଏବଂ ସଂରକ୍ଷଣ ଜରୁରୀ। ହେଲେ ଏହି ଦାୟିତ୍ୱରେ ଥିବା ଏଏସ୍‌ଆଇ ଅନେକ ସମୟରେ…

ଇଞ୍ଜେକଶନ୍‌ ନେଇ ଏକାଧିକ ରୋଗୀ ଅସୁସ୍ଥ

ପୁରୀ ଅଫିସ,୧୨।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟର ସର୍ଜରୀ ୱାର୍ଡରେ ବୁଧବାର ସକାଳେ ଇଞ୍ଜେକଶନ ନେବା ପରେ ଏକାଧିକ ରୋଗୀ ଅସୁସ୍ଥ ହୋଇପଡ଼ିଥିଲେ। ଇଞ୍ଜେକସନ୍‌ ନେବାର କିଛି ସମୟ ପରେ ରୋଗୀମାନଙ୍କ ମୁଣ୍ଡ ବୁଲାଇବା ସହ ସେମାନେ ବାନ୍ତି କରିଥିଲେ। ଜଣକ…

୬ ବର୍ଷ ହେବ ଗାଁରୁ ବାସନ୍ଦ ପରିବାର: ଅଭିଯୋଗସତ୍ତ୍ୱେ ପ୍ରଶାସନ ନୀରବ

ଗୋପ,୧୨।୧୨(ଡି.ଏନ.ଏ.): ଗୋପ ଥାନା ଅଧୀନ ଦେସ୍ଥଳୀ ଗ୍ରାମର ରାମଚନ୍ଦ୍ର ଦାସ (୭୨) ଜମିଜମା ବିବାଦ କାରଣକୁ ନେଇ ଗତ ଛଅ ବର୍ଷ ହେବ ସମ୍ପୂର୍ଣ୍ଣ ପରିବାରକୁ ବାସନ୍ଦ କରାଯାଇଛି। ଏ ନେଇ ଥାନାଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ରାମଚନ୍ଦ୍ର…

ଶ୍ରୀସେତୁ ପାଇଁ ଚାଲିଛି ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧୨।୧୨: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟସ୍ଥଳୀ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଶ୍ରୀକ୍ଷେତ୍ରକୁ ଦେଶର ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀ ଭାବେ ଠିଆ କରିବାକୁ ଦୀର୍ଘମିଆଦୀ ରୋଡ୍‌ ମ୍ୟାପ ପ୍ରସ୍ତୁତ କରିଛନ୍ତି। ଏଥିଲାଗି ଭିତ୍ତିଭୂମିର ବିକାଶ, କ୍ଷତିଗ୍ରସ୍ତଙ୍କୁ ଥଇଥାନ, ନୂଆ ବହୁଥାକିଆ ରାସ୍ତା,…

ସାନଛତା ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୧୧।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ୩ ଦିନ ଧରି ମଙ୍ଗୁ ମଠ ବ୍ୟବସାୟିକ କୋଠା ଭଙ୍ଗାଯିବା ପରେ ବୁଧବାର ସାନଛତା ମଠ ଉଚ୍ଛେଦ ଆରମ୍ଭ ହୋଇଛି। ୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ଏବଂ…

କଟକଣାକୁ ବେଖାତିର: ନିଷିଦ୍ଧାଞ୍ଚଳରେ ଚକ୍କର କାଟୁଛି ଟ୍ରଲର

ପୁରୀ ଅଫିସ, ୧୦ା୧୨: ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ସମୁଦ୍ରରେ ମାଛ ମାରିବା ଉପରେ କଟକଣା ଲଗାଯାଇଛି। ଅଲିଭ୍‌ ରିଡ୍‌ଲେଙ୍କ ଆଗମନ ଏବଂ ଅଣ୍ଡାଦାନ ଲାଗି ନଭେମ୍ବର ୧ରୁ ମେ ୩୧ ପର୍ଯ୍ୟନ୍ତ ଏହି କଟକଣା ରହିଛି। ଏହି ସମୟ…

ରାଷ୍ଟ୍ର ନିର୍ମାଣର ସୈନିକ ହୁଅ

ପୁରୀ ଅଫିସ, ୧୦ା୧୨ : ବିଜୁ ଯୁବ ସଶକ୍ତୀକରଣ ଯୋଜନାରେ ସାମନ୍ତ ଚନ୍ଦ୍ରଶେଖର ସ୍ବୟଂଶାସିତ ମହାବିଦ୍ୟାଳୟ ହେରିଟେଜ ହଲ୍‌ରେ ମଙ୍ଗଳବାର ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପଟପ୍‌ ବଣ୍ଟନ କରାଯାଇଛି। ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଯୋଗଦେଇ ୩ଶହ…

ଶାଳୀ ବିବାହ ସ୍ଥିର ହୋଇଯିବାରୁ ଅଶ୍ଳୀଳ ଫଟୋ ଭାଇରାଲ ପାଇଁ ଧମକ ଦେଇ ଭିଣୋଇ ଗିରଫ

କଣ୍ଟାପଡା,୧୦।୧୨(ଡି.ଏନ୍‌.ଏ.): ଶାଳୀ ସହ ଘଟିଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଅଶ୍ଳୀଳ ଫଟୋକୁ ଭାଇରାଲ କରିଦେବାକୁ ଧମକ ଦେବା ଅଭିଯୋଗରେ ଓଲଟପୁର ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଏ ସଂକ୍ରାନ୍ତରେ ଓଲଟପୁର ଥାନାରେ ମାମଲା (ନଂ.୯୭/୧୯) ରୁଜୁ…

ସ୍ବର୍ଗଦ୍ୱାର ପରିସରରୁ ପୁରୁଣା ନିର୍ମାଣ ଉଚ୍ଛେଦ କାର୍ଯ୍ୟ ଆରମ୍ଭ

ପୁରୀ ଅଫିସ,୧୦।୧୨: ସ୍ବର୍ଗଦ୍ୱାରର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରାଯିବ। ଏଥିପାଇଁ ମଙ୍ଗଳବାର ଏହା ପରିସରରେ ଥିବା ପୁରୁଣା କୋଠା ଉଚ୍ଛେଦ ଆରମ୍ଭ ହୋଇଛି। ଏହି ଉଚ୍ଛେଦ କାର୍ଯ୍ୟ ସରିବା ପରେ ଏହାର ଉନ୍ନତିକରଣ କାମ ଆରମ୍ଭ ହେବ। ଏଠାରେ ମୃତଦେହ ରଖିବା…

ଗୌରବିହାର ଆଶ୍ରମରେ ବ୍ୟଞ୍ଜନ ଦ୍ୱାଦଶୀ: ରାଧାକୃଷ୍ଣଙ୍କୁ ଲାଗିହେଲା ୬୭୫ ପ୍ରକାର ବ୍ୟଞ୍ଜନ

ପୁରୀ ଅଫିସ, ୯ା୧୨: ମାର୍ଗଶୀର ମାସ ଶୁକ୍ଲ ପକ୍ଷ ଦ୍ୱାଦଶୀ ତିଥିରେ ସୋମବାର ଶ୍ରୀଗୌରବିହାର ଆଶ୍ରମ (ମାତା ମଠ)ରେ ବ୍ୟଞ୍ଜନ ଦ୍ୱାଦଶୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ପବିତ୍ର ତିଥିରେ ଶ୍ରୀଚୈତନ୍ୟ ମହାପ୍ରଭୁ ଏବଂ ଶ୍ରୀରାଧାକୃଷ୍ଣଙ୍କ ନିକଟରେ ୬୭୫ ପ୍ରକାର ବ୍ୟଞ୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?