ହବିଷିଆଳିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ: ମା’ମାନଙ୍କ ସେବା, ସମର୍ପଣ ଓଡ଼ିଶାକୁ ସମୃଦ୍ଧ କରିବ
ପୁରୀ,୧୯ା୧୦(ଅଜିତ୍ କୁମାର ମହାନ୍ତି):ହବିଷିଆଳି ମା’ମାନେ ଆମ ସଂସ୍କୃତି ଓ ପରମ୍ପରାର ବାର୍ତ୍ତାବହ। ସେମାନଙ୍କର ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ମାଧ୍ୟମରେ ପ୍ରତି ଓଡ଼ିଆଙ୍କୁ ଆଶୀର୍ବାଦ ପ୍ରାପ୍ତ ହେଉଛି, ଯାହା ଆମ ଓଡ଼ିଶାକୁ ସମୃଦ୍ଧ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...
୨୪ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି
ପୁରୀ,୧୯ା୧୦(ଅଜିତ କୁମାର ମହାନ୍ତି):ଚଳିତ ମାସ ୨୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି କରାଯିବା ସହ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ତଥା...
ଶ୍ରୀମନ୍ଦିରରେ ସେବାୟତଙ୍କୁ ହାଣିଲେ ଦୁର୍ବୃତ୍ତ, ରକ୍ତ ଜୁଡୁବୁଡୁ ହୋଇ…
ପୁରୀ,୧୮ା୧୦(ଅଜିତ୍ କୁମାର ମହାନ୍ତି): କିଛିଦିନର ବ୍ୟବଧାନ ପରେ ପୁରୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କ ଦେଖିବାକୁ ମିଳିଛି। ଶୁକ୍ରବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଦୁର୍ବୃତ୍ତ ପଶ୍ଚିମଦ୍ୱାର ନିକଟରେ ଭୁଜାଲିରେ ହାଣିଛନ୍ତି। ଆକ୍ରମଣରେ...
ଓମଫେଡ୍ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍ଡି ବିଜୟ ଅମୃତା କୁଲାଙ୍ଗେ
ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍ ଏମ୍ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ ବ୍ୟବହାର ନେଇ ନିଷ୍ପତ୍ତି ହେବା ପରେ ସେ ଏପରି ପ୍ରତିକ୍ରିୟା...
ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ
ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ଏହାରି ଭିତରେ ବଡ଼ ସୂଚନା ମିଳିଛି କି, ପୁରୀରେ ହବିଷ୍ୟାଳିମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବୃନ୍ଦାବତୀ...
ବୃନ୍ଦାବତୀ ନିବାସ ଆଗରେ ଅଚେତ୍ ହୋଇପଡିଲେ ଜଣେ ହବିଷ୍ୟାଳୀ
ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ ଅଞ୍ଚଳ ବୋଲି ସୂଚନା ମିଳିଛି। ପଞ୍ଜୀକରଣ ହୋଇପାରି ନ ଥିବାରୁ କାଲିଠୁ ବାହାରେ...
ଗୁଆଘିଅରେ ମହାପ୍ରସାଦ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହାସୁଆର ସେବାୟତ ନିଯୋଗ
ପୁରୀ,୧୭ା୧୦: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍ଫେଡ୍ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେବା ପାଇଁ ଦାବି କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ...
ପୁରୀରେ ଆନ୍ଦୋଳନକୁ ଓହ୍ଲାଇଲେ ହବିଷ୍ୟାଳୀ, ରାସ୍ତାରେ…
ପୁରୀ,୧୭।୧୦: ଆଜିଠାରୁ ଆରମ୍ଭ ହେଉଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ଭକ୍ତ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ସେପଟେ ଗୁରୁବାରଠାରୁ ହବିଷ୍ୟାଳୀମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିବା ସହ ହବିଷ୍ୟାନ୍ନ ଗ୍ରହଣ କରିବେ।...
୧୮ରୁ ୨ ଦ୍ୱାରରେ ଶ୍ରୀମନ୍ଦିର ପ୍ରବେଶ
ପୁରୀ,୧୭ା୧୦( ଅଜିତ୍ କୁମାର ମହାନ୍ତି): କାର୍ତ୍ତିକ ମାସକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ୧୮ ତାରିଖରୁ ଦୁଇଟି ଦ୍ୱାର ଅର୍ଥାତ୍ ସିଂହଦ୍ୱାର ଓ ପଶ୍ଚିମଦ୍ବାର ଦେଇ ଭକ୍ତମାନେ ପ୍ରବେଶ କରିପାରିବେ। ସେହିଭଳି...
ପୁରୀ ସହରକୁ ଜଗିବ ସିସିଟିଭି
ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ ଅନୁମୋଦନ ପାଇଁ ପଠାଯାଇଥିବା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି। ସମଙ୍ଗ, ମାଳତୀପାଟପୁର,...
ଶ୍ୱଶୁର ଘରେ ଜ୍ୱାଇଁଙ୍କ ଉନ୍ମୁକ୍ତ କାଣ୍ଡ: ସ୍ତ୍ରୀ-ପୁତୁରାଙ୍କୁ ହାଣିଲେ
ବ୍ରହ୍ମଗିରି, ୧୬।୧୦(ସ୍ବାଧୀନ ଚମ୍ପତ୍ତିରାୟ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କୁସୁବେଣ୍ଟି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ନିଜ ଶ୍ୱଶୁର ଘରେ ସ୍ତ୍ରୀ ଓ ପୁତୁରା(ଦେଢ଼ ଶାଶୁଙ୍କ ପୁଅ)ଙ୍କୁ ଜ୍ୱାଇଁ। ପରେ ଗ୍ରାମବାସୀ ଅଭିଯୁକ୍ତଙ୍କୁ...
କାର୍ତ୍ତିକ ବ୍ରତକୁ ନେଇ ଦ୍ୱନ୍ଦ୍ୱ:ପଞ୍ଜିକାରେ ଭିନ୍ନ ତାରିଖ, ଗ୍ରହଣ କଲେନି ଜ୍ୟୋତିର୍ବିଦ୍
ପୁରୀ,୧୬ା୧୦(ଅଜିତ୍ କୁମାର ମହାନ୍ତି):ପହିଲି କାର୍ତ୍ତିକ ବ୍ରତକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବୀକୃତି ପାଇଥିବା ପଞ୍ଜିକାରେ ଦ୍ବନ୍ଦ୍ୱ ଦେଖାଦେଇଥିବା ଜଣାପଡ଼ିଛି। କୁମାର ପୂର୍ଣ୍ଣିମା ଦିନ ନା କୁମାର ପୂର୍ଣ୍ଣିମା ପରଦିନଠାରୁ କାର୍ତ୍ତିକ ହବିଷିଆଳିମାନେ ତାଙ୍କର ବ୍ରତ ଆରମ୍ଭ କରିବେ ସେ...
Archives


