ପୁରୀ

ତିନି ଭାଗରୁ ଭାଗେ

ପଞ୍ଚସଖାଙ୍କ କର୍ମପୀଠ ସତ୍ୟବାଦୀର ବକୁଳବନ ପରିସରରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯିବା ଲାଗି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏହା ପ୍ରତିଷ୍ଠା ହେଲେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ପଞ୍ଚସଖା ଓଡ଼ିଆ…

ଡ. ସୁରେନ୍ଦ୍ର ମିଶ୍ର ପାଇବେ ଗଙ୍ଗାଧର ବଳ ସ୍ମୃତି ସମ୍ମାନ

ପୁରୀ ଅଫିସ, ୧୭।୧୦: ଆସନ୍ତା ୧୯ ତାରିଖରେ କଟକସ୍ଥ ଶ୍ରୀରାମଚନ୍ଦ୍ର ଭବନରେ ଓଡ଼ିଶାର ସର୍ବପ୍ରାଚୀନ ସାହିତ୍ୟ -ସଂସ୍କୃତି ଅନୁଷ୍ଠାନ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ଗଙ୍ଗାଧର ବଳ ସ୍ମୃତି ସନ୍ଧ୍ୟା ଅନୁଷ୍ଠିତ ହେବ। ଏହି ଉତ୍ସବରେ ବିଶିଷ୍ଟ ସାରସ୍ବତ ସାଧକ ତଥା…

ହବିଷିଆଳି ଶିବିରରେ ଅଘଟଣ: ୩ ଗୁରୁତର

ପୁରୀ ଅଫିସ,୧୬।୧୦: ଶ୍ରୀକ୍ଷେତ୍ରରେ ଚାଲିଛି କାର୍ତ୍ତିକ ବ୍ରତ। ଏଠାରେ ଲକ୍ଷାଧିକ ଭକ୍ତ, ହବିଷିଆଳିଙ୍କ ସମାଗମ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ଟୁରିଷ୍ଟ କମ୍ପ୍ଲେକ୍ସ, ପୌର କଲ୍ୟାଣ ମଣ୍ଡପ ଓ ନରେନ୍ଦ୍ରକୋଣରେ ଅସ୍ଥାୟୀ ଶିବିରରେ ରହିଛନ୍ତି ହବିଷିଆଳି। ବୁଧବାର ୩ ହବିଷିଆଳି ଗୁରୁତର…

ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର: ବୁଡ଼ିଯିବାରୁ ଅଳ୍ପକେ ବର୍ତ୍ତିଲେ ୩ ବଙ୍ଗୀୟ ଯୁବକ

ପୁରୀ ଅଫିସ,୧୬।୧୦: ଏବେ ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର। ପ୍ରଶାସନର ଅବହେଳା ଯୋଗୁ ସମୁଦ୍ରରେ ଗାଧୋଇ ପର୍ଯ୍ୟଟକମାନେ ଅକାଳରେ ପ୍ରାଣ ହରାଉଛନ୍ତି। ଅନେକ ପର୍ଯ୍ୟଟକ ଆହତ ମଧ୍ୟ ହେଉଛନ୍ତି। ପୁଣି ସେମିତି ଏକ ଘଟଣା ବୁଧବାର ଦେଖିବାକୁ ମିଳିଛି। ସମୁଦ୍ରରେ ୩…

୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ପୁରୀ ଅଫିସ,୧୬।୧୦: ବେଆଇନ ଗଞ୍ଜେଇ କାରବାର ନେଇ ପୁରୀ ଅବକାରୀ ବିଭାଗ ପକ୍ଷରୁ ପିପିଲି ଅଞ୍ଚଳରେ ଚଢ଼ାଉ କରାଯାଇ ବୁଧବାର ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ପିପିଲି ମଠସାହିର ସନ୍ତୋଷ ମହାନ୍ତି। ସନ୍ତୋଷ ପିପିଲି ଅଞ୍ଚଳରେ ଚୋରା ଗଞ୍ଜେଇ କାରବାର…

ବାଲୁକାକଳାରେ ମୁଖ୍ୟମନ୍ତ୍ରୀଙ୍କୁ ସୁଦର୍ଶନଙ୍କ ଶୁଭେଚ୍ଛା

ପୁରୀ ଅଫିସ,୧୬।୧୦: ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୪ ବର୍ଷରେ ପଦାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଏଥିସହ ବାର୍ତ୍ତାରେ, ଆପଣଙ୍କୁ…

ଜବରଦଖଲ ଉଚ୍ଛେଦ ପାଇଁ ସର୍ଭେ ଆରମ୍ଭ

ପୁରୁଣା ଭୁବନେଶ୍ୱର,୧୬।୧୦ (ଡି.ଏନ.ଏ.):ପୁରୀ ଶ୍ରୀମନ୍ଦିର ଭଳି ଏକାମ୍ର କ୍ଷେତ୍ର ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ହଟାଯିବ। ସୌନ୍ଦର୍ଯ୍ୟକରଣ ପାଇଁ ଯୋଜନାମାନ ହେବ। ଅଧିକରୁ ଅଧିକ ପର୍ଯ୍ୟଟକ ଆସିବେ। ଏହି ଐତିହ୍ୟ କ୍ଷେତ୍ରକୁ ବିଶ୍ୱ ମାନଚିତ୍ରରେ ସ୍ଥାନ ଦେବାକୁ ପ୍ରଥମେ ମନ୍ଦିର ଚତୁଃପାର୍ଶ୍ୱରୁ…

ସୂର୍ଯ୍ୟମନ୍ଦିର ବୁଲି ଦେଖିଲେ ୫୦ଟୁର୍‌ ଅପରେଟର

କୋଣାର୍କ,୧୬।୧୦(ଡି.ଏନ.ଏ.):ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ୫୦ଜଣ ଟୁର୍‌ ଅପରେଟର ମଙ୍ଗଳବାର ପୂର୍ବାହ୍ନରେ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଛନ୍ତି। ସେମାନେ ମନ୍ଦିର ସମ୍ମୁଖରେ ପହଞ୍ଚତ୍ବା ପରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। କୋଣାର୍କ ସୂର୍ଯ୍ୟ ମନ୍ଦିର ଆନ୍ତର୍ଜାତିକ ସ୍ତରରେ…

ଶ୍ରୀମନ୍ଦିରରେ ପାନ ଖାଇ ଧରାପଡ଼ିଲେ ୬ଜଣ

ପୁରୀ ଅଫିସ, ୧୬।୧୦:ଶ୍ରୀମନ୍ଦିର ଭିତରେ ପାନ ଖାଇ ମଙ୍ଗଳବାର ୬ଜଣ ଧରାପଡ଼ିଛନ୍ତି। ମଙ୍ଗଳବାର ବାହାର ଦେଉଳିରେ କେତେଜଣ ଖଜା ତିଆରି କରୁଥିଲେ। ଶ୍ରୀମନ୍ଦିର ସ୍କ୍ବାଡ ସେଠାରେ ପହଞ୍ଚତ୍ବା ପରେ ସେମାନଙ୍କ ମଧ୍ୟରୁ ୬ ଜଣ ପାନ ଖାଉଥିବା ଦେଖିଥିଲେ। ଏ ନେଇ…

ମା’ବାପା ପୋଲିସ ଅଧିକାରୀ, ପୁଅ ନିଶା ବେପାରୀ

ପୁରୀ ଅଫିସ/ନିମାପଡ଼ା, ୧୪ା୧୦(ଡି.ଏନ୍‌.ଏ.): ମା’, ବାପା ଉଭୟ ପୋଲିସ ଅଧିକାରୀ। ମାତ୍ର ସେମାନଙ୍କର କଲେଜ ପଢୁଆ ପୁଅ ଜଣେ ନିଶା ବେପାରୀ। ବ୍ରାଉନସୁଗାର କାରବାର ଅଭିଯୋଗରେ ସୋମବାର ଅବକାରୀ ବିଭାଗ ହାତରେ ସମ୍ପୃକ୍ତ ଯୁବକ ଧରାପଡ଼ିବା ପରେ ଏହି ଘଟଣା ପଦାକୁ…

ସରକାରୀ ଡାକ୍ତରଖାନାରେ ଏମିତି ଚାଲିଛି ରୋଗୀସେବା: ଗର୍ଭ ଯନ୍ତ୍ରଣାରେ ଛଟପଟ ମହିଳାଙ୍କୁ ଘରୋଇ କ୍ଲିନିକ୍‌ ଯିବା ଲାଗି କହିଲେ ଡାକ୍ତର

ପୁରୀ ଅଫିସ,୧୫।୧୦ : ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ମଙ୍ଗଳବାର ଜଣେ ଗର୍ଭବତୀ ମହିଳାଙ୍କୁ ଜନୈକ ଡାକ୍ତର ଘରୋଇ କ୍ଲିନିକ୍‌ରେ ଚିକିତ୍ସା ଏବଂ ଅଲଟ୍ରାସାଉଣ୍ଡ କରିବାକୁ ପରାମର୍ଶ ଦେଇଥିବା ନେଇ ରୋଗୀଙ୍କ ସମ୍ପର୍କୀୟ ଗଣମାଧ୍ୟମରେ ଆଗରେ କହିଛନ୍ତି।…

ଧରିତ୍ରୀ ପ୍ରଭାବ: ଅଭିଯୁକ୍ତଙ୍କ ସହ ପୋଲିସର ସେଲ୍ଫି ନେବା ଆଇଆଇସିଙ୍କୁ ପଡିଲା ମହଙ୍ଗା

ପୁରୀ ଅଫିସ,୧୫।୧୦: ଦିଲୀପ ସ୍ବାଇଁ ହତ୍ୟାକାଣ୍ଡର ମୁଖ୍ୟ ଆସାମୀ ମୁନା ଓରଫ ରାଧାମୋହନ ବିଶ୍ୱାଳଙ୍କ ସହ ଚନ୍ଦ୍ରଭାଗା ମେରାଇନ ଥାନାଧିକାରୀ ବୁଲୁ ମୁଣ୍ଡା ସେଲ୍ପି ନେବା ତାଙ୍କୁ ମହଙ୍ଗା ପଡିଛି। ଏନେଇ ସୋସିଆଲ ମିଡିଆରେ ଭିଡିଓ ଓ ଫଟୋ ଭାଇରାଲ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri