ଚନ୍ଦ୍ରଭାଗାରେ ଜଳ କ୍ରୀଡ଼ାର ମଜାନେବେ ପର୍ଯ୍ୟଟକ
ପୁରୀ ଅଫିସ, ୨୯।୯: ଆସୁଛି ପର୍ଯ୍ୟଟନ ଋତୁ। ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ତେଣୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ପୁରୀ ଜିଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ନେବାକୁ ଯୋଜନା କରୁଛି। ଚନ୍ଦ୍ରଭାଗାରେ ପର୍ଯ୍ୟଟକଙ୍କୁ ୱାର୍ଟର ସ୍ପୋଟର୍ସ (ଜଳ...
ମହାଳୟା: ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ
ପୁରୀ ଅଫିସ, ୨୮।୯: ଶନିବାର ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଥାଏ। ଯେଉଁ ତିଥିରେ ଯାହାଙ୍କର ପିତା ମୃତ୍ୟୁବରଣ କରିଥାନ୍ତି, ସେହି ତିଥିରେ...
ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ଅକ୍ଟୋବର ୨ରେ ବଡ଼ଦାଣ୍ଡରେ ଶୋଭାଯାତ୍ରା
ପୁରୀ ଅଫିସ, ୨୮।୯: ପୁରୀ ସହରକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହି ଅଭିଯାନକୁ ଆସନ୍ତା ଅକ୍ଟୋବର ୨ ତାରିଖରୁ ଆହୁରି ଜୋର୍ଦାର କରାଯିବ। ଏ ସଂକ୍ରାନ୍ତରେ ଏକ ବୈଠକ ଜିଲାପାଳ ବଲୱନ୍ତ...
ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ
ପୁରୀ ଅଫିସ, ୨୭।୯: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ବିପର୍ଯ୍ୟୟ ପରିଚାଳନା ପ୍ରକୋଷ୍ଠରେ ସର୍ଟଶର୍କିଟ ଯୋଗୁ ଏସିରୁ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫଳରେ...
ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରସଙ୍ଗ : ୫ ମୌଜାରେ ଲାଗିଲା ନୋଟିସ
ପୁରୀ ଅଫିସ,୨୭ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ସୁରକ୍ଷା ଜୋନରେ ସର୍ଭେ କରାଯିବ। ରାଜ୍ୟ ସରକାର ଏହି ସର୍ଭେ ପାଇଁ ବିଜ୍ଞପ୍ତି ପ୍ରକାଶ କରିବା ପରେ ଜମି ଅଧିଗ୍ରହଣ ହେବାକୁ ଥିବା ୫...
ପୁରୀର ‘ନୂଆ ଯୁବରାଜ’ ନେଇ ଫଟୋ ଭାଇରାଲ ପ୍ରସଙ୍ଗ: ରାଜନଅର ପକ୍ଷରୁ ଖଣ୍ଡନ, ଫଟୋଟି ନୀଳଗିରି ଯୁବରାଜଙ୍କର
ପୁରୀ ଅଫିସ,୨୬।୯: ଗତ କିଛି ଦିନ ଧରି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଉତ୍ତରାଧିକାରୀ ବୋଲି ଜଣେ ବ୍ୟକ୍ତିଙ୍କୁ ପରିଚୟ ଦେଇ ଏକ ଫଟୋ ଭାଇରାଲ ହୋଇଆସୁଛି। ତେବେ ଏହା କେବଳ ଗୁଜବ। ଉକ୍ତ ବ୍ୟକ୍ତିଜଣଙ୍କ ନୀଳଗିରି ଯୁବରାଜ...
ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ଅଧିଗ୍ରହଣ ହେବ ୧୫ ଏକର ଜମି
ପୁରୀ ଅଫିସ, ୨୬।୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ସର୍ଭେ ଚାଲିଥିଲା। ହେଲେ ସରକାରୀ ବିଜ୍ଞପ୍ତି ପାଇ ନ ଥିବାବେଳେ କେଉଁ ଆଧାରରେ ସର୍ଭେ ଚାଲିଛି...
ନୂଆ ପରିଚୟ ପାଇଲେ ଶ୍ରାବଣୀ: ପୁରୀ ରେଳଷ୍ଟେଶନରୁ ୟୁରୋପ
କଣାସ,୨୫-୯(ସ୍ବ.ପ୍ର.):ସେବେ ରୋଗିଣା ମା’ଙ୍କ ପାଖରେ ବସି ରେଳ ଷ୍ଟେଶନରେ ଲୁହ ଗଡ଼ାଉଥିଲେ। ଏବେ ୟୁରୋପ ଦମ୍ପତିଙ୍କ ଏକମାତ୍ର ଅଲିଅଳି କନ୍ୟା। ଏଭଳି ନୂଆ ପରିଚୟ ପାଇଥିବା ଶ୍ରାବଣୀଙ୍କୁ କୋଳେଇ ନେବା ପରେ ସୋମବାର ଏହି ବିଦେଶୀ ଦମ୍ପତିଙ୍କ ମନରେ ଦେଖିବାକୁ...
ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର
ପୁରୀ ଅଫିସ, ୨୫-୯:ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର। ବଦଳିବ ଏହାର ଚେହେରା। ଆଗକୁ ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ବର୍ଗଦ୍ୱାରକୁ ଯୋଡିଛି ପ୍ରଶାସନ। ଏଥିପାଇଁ ପ୍ରକ୍ରିୟା ବି ଆରମ୍ଭ ହୋଇଯାଇଛି। ସ୍ବର୍ଗଦ୍ୱାର ପ୍ରତି...
ନୂଆ ପରିଚୟ ପାଇଲେ ଶ୍ରାବଣୀ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ବିଦେଶୀ ଦମ୍ପତି
କଣାସ,୨୪ା୯(ସ୍ବ.ପ୍ର.)- ସମାଜରେ କାହାର ଭାଗ୍ୟ ଯେ କେତେବେଳେ ବଦଳିଯିବ ତାହା କେହି ମଧ୍ୟ କହିପାରିବେ ନାହିଁ। ଅଭାବ, ଅନଟନରେ ପଡ଼ିଥିବା ଜଣେ ନିରାଶ୍ରୟ ଶିଶୁଙ୍କ ଭାଗ୍ୟ ଆଜି ଏକ ବିଦେଶୀ ଦମ୍ପତିଙ୍କ ପୌଷ୍ୟ ସନ୍ତାନ ଭାବେ ପରିଚୟ ବଦଳି ଯାଇଛି।...
ନିର୍ମାଣାଧୀନ ହବିଷିଆଳି ଆଶ୍ରୟସ୍ଥଳ ବୁଲିଲେ ଜିଲାପାଳ
ପୁରୀ ଅଫିସ, ୨୪।୯: ଆସୁଛି ଧର୍ମ ମାସ କାର୍ତ୍ତିକ। ଆଉ ୨୦ଦିନ ପରେ ହବିଷ ବ୍ରତ ପାଳନ କରିବାକୁ ପୁରୀକୁ ଆସିବେ ହଜାର ହଜାର ହବିଷିଆଳି। ପ୍ରାୟ ମାସେ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ରହି ବ୍ରତ ପାଳିବେ। ତେବେ ବିଗତ କିଛିବର୍ଷ...
ପୋଲିସ ନାଁରେ ଟଙ୍କା ମାଗି ଯୁବକ ଗିରଫ
ପୁରୀ ଅଫିସ,୨୩।୯: ପୋଲିସ ପରିଚୟ ଦେଇ ଟଙ୍କା ଦାବି କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ସୋମବାର କୁମ୍ଭାରପଡ଼ା ପୋଲିସ ସମ୍ପୃକ୍ତ ଯୁବକ ଆଶିଷ କୁମାର ଦାଶଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ଦଫା ୪୧୯, ୪୨୦, ୩୯୨...
Archives


