ପୁରୀ

ଦେବ ଦୀପାବଳି ଉତ୍ସବ: ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ

ପୁରୀ ଅଫିସ,୨୭-୧୧:ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି ନୀତି ଆରମ୍ଭ ହୋଇଥିଲା। ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ନୀତି ଭଳି ସମାନ ନୀତି ରହିଥିଲା।…

ଭାଇଚାରା ଯାତ୍ରା ସାରି ଫେରିଲା ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୨୬ା୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାରେ ଗତ ୯ତାରିଖରେ ସୁପ୍ରିମକୋର୍ଟ ଐତିହାସିକ ରାୟ ଦେଇଥିଲେ । ଏହି ରାୟକୁ ସ୍ବାଗତ ଜଣାଇ ଶ୍ରୀଜଗନ୍ନାଥ ସେନା ପୁରୀରୁ ଭାଇଚାରାର ବାର୍ତ୍ତା ଦେଇଥିଲା। ବଡ଼ଦାଣ୍ଡସ୍ଥିତ ଭକ୍ତ ସାଲବେଗ…

ଦେବ ଦୀପାବଳି ଉତ୍ସବ: କୌଶଲ୍ୟା, ଦଶରଥଙ୍କୁ ଦୀପଦାନ

ପୁରୀ ଅଫିସ,୨୬ା୧୧: ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି ନୀତି ଆରମ୍ଭ ହୋଇଥିଲା। ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ନୀତି ଭଳି ସମାନ ନୀତି…

ଦୀପଦାନ କଲେ ମହାପ୍ରଭୁ

ପୁରୀ ଅଫିସ, ୨୬ା୧୧: ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଦେବ ଦୀପାବଳି ଉତ୍ସବ। ସୋମବାର ମାର୍ଗଶିର କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସତ୍ୟଯୁଗୀୟ ମାତାପିତା ଅଦିତୀ ଓ କଶ୍ୟପଙ୍କୁ ଦୀପଦାନ କରିଛନ୍ତି। ସନ୍ଧ୍ୟାଧୂପ ନୀତି ପରେ ଭଣ୍ଡାର ମେକାପ ସିଂହାସନ ତଳେ…

ଦଳିତ ପରିବାରଙ୍କୁ ଗାଁ ରୁ ତଡ଼ିବା ଘଟଣା  ଓଏଚ୍‌ଆରସିଙ୍କ ନିର୍ଦ୍ଦେଶ ନ ମାନିବାରୁ ପୁରୀ ଜିଲାପାଳଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ପୁରୀ ଜିଲା ବ୍ରହ୍ମଗିରି ନୂଆ ଗାଁର ୪ ଦଳିତ ପରିବାରକୁ ଗ୍ରାମର କେତେଜଣ ଲୋକ ମାଡ଼ ମାରି ତଡ଼ିବା ମାମଲାରେ ଓଡ଼ିଶା ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ପୁରୀ ଜିଲାପାଳ ନିର୍ଦ୍ଦେଶ ମାନି ନ ଥିବାରୁ…

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ ଅଫିସ୍‌, ୨୫।୧୧: ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ଉପରେ କଡା କଟକଣା ଲାଗୁ ହୋଇଛି। ଏଥିପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ବଡ ବଡ ସୂଚନା ପ୍ଲାକାର୍ଡ ମଧ୍ୟ ଲଗାଯାଇଛି। ଏହାସତ୍ତ୍ୱେ ବାରମ୍ବାର ଶ୍ରୀମନ୍ଦିର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଜନ ଆନ୍ଦୋଳନଙ୍କ ରାଷ୍ଟ୍ରୀୟ ସମନ୍ବୟ ସମ୍ମିଳନୀ; ହକ୍‌ ମାଗିବା ଭିକ୍ଷା ନୁହେଁ: ମେଧା

ପୁରୀ ଅଫିସ, ୨୪।୧୧: ବର୍ତ୍ତମାନ ସରକାରଙ୍କ ବିଦେଶୀକରଣ ଓ କମ୍ପାନୀକରଣ ପ୍ରୀତି ଚାଲିଛି, ଯାହାକି ଏକ ସୁସ୍ଥ ସମାଜ ପାଇଁ ଠିକ୍‌ ନୁହେଁ। ଏହାକୁ ପରିତ୍ୟାଗ କରି ଗ୍ରାମୀଣ ବିକାଶ ପ୍ରତି ଗୁରୁତ୍ୱ ଦେବାକୁ ହେବ। ଏଥିଲାଗି ଆମ ଶକ୍ତିକୁ ୨୫ଗୁଣା…

ବିଡିଓଙ୍କ ବଦଳିକୁ ବିରୋଧ: ଆନ୍ଦୋଳନ ଚେତାବନୀ ଦେଲା ମହିଳା ମହାସଂଘ

ଗୋପ,୨୩।୧୧(ଡି.ଏନ୍‌.ଏ.): ଗୋପ ବିଡିଓ ଦୀପ୍ତିରାଣୀ ଦାସ ଯୋଗଦେବାର ଏକ ବର୍ଷ ପୂରି ନ ଥିବାବେଳେ ତାଙ୍କ ବଦଳିକୁ ବାତିଲ ଦାବିରେ ବିଭିନ୍ନ ସଂଗଠନ ପକ୍ଷରୁ ସ୍ଥାନୀୟ ବିଧାୟକ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ହୋଇଛି। ଗୋପ ମହିଳା…

ଫନୀ ଘରଭଙ୍ଗା ସହାୟତା ସାନି ତଦନ୍ତ ଭୟ

ବ୍ରହ୍ମଗିରି,୨୩ା୧୧(ଡି.ଏନ୍‌.ଏ.): ଫନୀରେ ବ୍ରହ୍ମଗିରି ବ୍ଲକରେ ବିଶେଷ କ୍ଷୟ କ୍ଷତି ହୋଇଥିଲା। ଏଥିରେ ବ୍ରହ୍ମଗିରି ବ୍ଲକରେ ଅନେକ ଘରଦ୍ୱାର ଭାଙ୍ଗିଯାଇଥିଲା ଏନେଇ ମୁଖ୍ୟମନ୍ତ୍ରୀ ଘରଭଙ୍ଗା ସହାୟତା ଘୋଷଣା କରିଥିଲେ। ଫନୀରେ ଫୁଲ୍‌ ଡ୍ୟାମେଜ ହିତାଧିକାରୀଙ୍କୁ ୯୫ହଜାର ସହାୟତା ରାଶି ଦିଆଯିବାନେଇ ପ୍ରଶାସନ ସ୍ଥିର…

ପଞ୍ଚସଖା ସ୍ମୃତି ସମାଧିପୀଠ ଅବହେଳିତ

ସାକ୍ଷୀଗୋପାଳ, ୨୩।୧୧(ଡି.ଏନ୍‌.ଏ.): ସତ୍ୟବାଦୀ ବନବିଦ୍ୟାଳୟ ବିନ୍ଧାଣୀ ପୁଣ୍ୟାତ୍ମା ପଞ୍ଚସଖାଙ୍କ ସ୍ମୃତି ସମାଧି ପୀଠ ଅବହେଳିତ ଅବସ୍ଥାରେ ରହିଛି। ବକୁଳବନ ସନ୍ନିକଟ ପଞ୍ଚସଖା ଖେଳପଡିଆକୁ ଲାଗିରହିଥିବା ଏହି ପୀଠ ମଧ୍ୟରେ ଓଡିଆ ଜାତିର ଜନ ନାୟକ ଉକତ୍ଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ପଣ୍ଡିତ…

ବୀରରାମଚନ୍ଦ୍ରପୁର ସରପଞ୍ଚ ଉପନିର୍ବାଚନ: ଡୋର କାମ୍ପେନିଂରେ ଲାଗିପଡିଛନ୍ତି ପ୍ରାର୍ଥୀ

ସାକ୍ଷୀଗୋପାଳ, ୨୩।୧୧(ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକ ବୀରରାମଚନ୍ଦ୍ରପୁର ପଞ୍ଚାୟତ ସରପଞ୍ଚ ଉପନିର୍ବାଚନକୁ ଆଉ ୫ ଦିନ ବାକିରହିଲା। ନିର୍ବାଚନ ପ୍ରଚାର ଅପେକ୍ଷା ଭୋଟର ମାନଙ୍କ ନିକଟତର ହେବାକୁ ପ୍ରାର୍ଥୀମାନେ ଡୋର ଟୁ ଡୋର କାମ୍ପେନିଂ କରିବାରେ ଲାଗିପଡିଥିବା ଦେଖାଯାଇଛି। ଚଳିତ ନିର୍ବାଚନରେ ପ୍ରାର୍ଥୀ…

ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯିବା ଘଟଣା: ଜିଲା ଷ୍ଟାଣ୍ଡିଂ କମିଟି ସୁପାରିସ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

ଗୋପ, ୨୩।୧୧(ଡ.ଏନ୍‌.ଏ.): ପୁରୀ ଜିଲା ଷ୍ଟାଣ୍ଡିଂ କମିଟି ଗୋପ ବ୍ଲକ୍‌ର କେତେକ ସ୍କୁଲର ଗତ ୧୮ ତାରିଖରେ ଭିିତ୍ତିଭୂମି ଓ ମଧ୍ୟାହ୍ନ ଭୋଜନ ଯାଞ୍ଚ କରୁଥିବାବେଳେ ଗଣେଶ୍ୱରପୁର ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ଜାଣିବାକୁ ପାଇଥିଲେ। ଫଳରେ କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?