ପୁରୀ

ଶ୍ରୀମନ୍ଦିରରେ ଏନ୍‌ଆଇଏ ଡିଜି

ପୁରୀ ଅଫିସ,୩।୧୦: ଏନ୍‌ଆଇଏ ଡିଜି ଯୋଗେଶ ଚନ୍ଦ୍ର ମୋଦି ଗୁରୁବାର ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମଧ୍ୟାହ୍ନ ପ୍ରାୟ ୧୨ଟାରେ ଡିଜି ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ବରିଷ୍ଠ ପୋଲିସ ଅଧିକାରୀ ଏବଂ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ।…

ଏସ୍‌ଆଇଏ ସର୍ଭେ: ୫୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ,୩ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ୫ ଟିମ୍‌ ଘର ଘର ବୁଲି ଏହି ସର୍ଭେ କରୁଛନ୍ତି। ବୁଧବାର ତୃତୀୟ ଦିନ ସୁଦ୍ଧା ପ୍ରାୟ ୫୦…

ଜିଲାସ୍ତରୀୟ ଶାସ୍ତ୍ରୀ ଓ ଗାନ୍ଧୀ ଜୟନ୍ତୀ ପାଳିତ

ପୁରୀ ଅଫିସ, ୩ା୧୦: ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିରେ…

ସୁନ୍ଦର ବର ପାଇଁ ସେବାୟତ ଘର କୁମାରୀଙ୍କ ନେତ ପୂଜା

ପୁରୀ ଅଫିସ,୨ା୧୦:ବଳିରେ ବଳି ନ କର କଳି… କାଲି ଆଣି ଦେବୀ ସରୁ ଚକୁଳି…ଏହି ଗୀତରେ ବୁଧବାର ଝଙ୍କୁରିତ ହୋଇଥିଲା ମାର୍କଣ୍ଡ ପୁଷ୍କରିଣୀ କୂଳ। ସେବାୟତ ପରିବାରର କୁମାରୀମାନେ ନେତ ବେଶରେ ସଜେଇ ହୋଇ ଏହି ଗୀତ ବୋଲି ହରପାର୍ବତୀଙ୍କୁ ଆରାଧନା…

ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ଶପଥ

ପୁରୀ ଅଫିସ, ୨ା୧୦:ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିରେ ଜିଲା…

ବ୍ୟବହୃତ ରନ୍ଧନ ତୈଳର ପୁନର୍ବ୍ୟବହାର ନେଇ ସଚେତନତା

ପୁରୀ ଅଫିସ,୨ା୧୦: ବ୍ୟବହୃତ ରନ୍ଧନ ତୈଳକୁ ଗରମ କରି ଏହାକୁ ପୁନଃବ୍ୟବହାର କରିବା ପ୍ରାୟ ସମସ୍ତଙ୍କର ଏକ ଅଭ୍ୟାସ। ତେବେ ଏହାଦ୍ୱାରା ଲୋକେ ବିଭିନ୍ନ ପ୍ରକାର ରୋଗର ଶିକାର ହୋଇଥାନ୍ତି। ତେଣୁ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବୁଧବାର ପେଟ୍ରୋଲିୟମ ଏବଂ…

ଆଜି ତୀରକମାଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର, ୨।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥତ ମା’ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିରୁ ପାରମ୍ପରିକ ପ୍ରଥାନୁସାରେ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ମଙ୍ଗଳା ଓ ଦୁର୍ଗା ଏକ ଓ ଅଭିନ୍ନ ବୋଲି ବିଭିନ୍ନ ପୁରାଣରେ ବର୍ଣ୍ଣିତ କରାଯାଇଥିବାରୁ ମା’ମଙ୍ଗଳାଙ୍କ ମନ୍ଦିରରେ…

ଜମି ଅଧିଗ୍ରହଣ ପାଇଁ ଏସ୍‌ଆଇଏ ସର୍ଭେ: ଦ୍ୱିତୀୟ ଦିନରେ ୨୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ, ୧ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଏବଂ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ୫ ଟିମ୍‌ ଏହି ସର୍ଭେ କରୁଛନ୍ତି।…

ତେଲିସାହି ପଡ଼ିଆ ଫାଙ୍କା ଗୁଳିଚାଳନା ଘଟଣା: ଚାଲିଛି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ଯାଞ୍ଚ

ପୁରୀ ଅଫିସ, ୧ା୧୦: ଟାଉନ ଥାନା ଅଧୀନ ତେଲିସାହି ପଡ଼ିିଆରେ ଗତ ଅଗଷ୍ଟ ମାସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳି ଚାଳନା ଘଟଣାର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ପ୍ରଥମେ ପୋଲିସ ଏହାକୁ ଚତୁରତାର ସହିତ…

ଶାରଦୀୟ ପାର୍ବଣ ପୂଜା ପାଇଁ ଉତ୍ସବମୁଖର ପ୍ରାଚୀ ଉପତ୍ୟକା

କାକଟପୁର, ୧।୧୦(ଡି.ଏନ୍‌.ଏ.): ପୁରୀ ଜିଲା ପ୍ରାଚୀ ଉପତ୍ୟକାରେ ରହିଥିବା ଶତାଧିକ ଶକ୍ତି (ଦୁର୍ଗା, ଚାମୁଣ୍ଡା, ଗ୍ରାମ ଦେବତୀ) ମନ୍ଦିରମାନଙ୍କରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଷୋଳ ପୂଜା ବା ଶାରଦୀୟ ପାର୍ବଣ ପୂଜା ଆରମ୍ଭ ହୋଇଛି। ମନ୍ଦିରମାନଙ୍କରେ ଭକ୍ତି ଓ ନିଷ୍ଠାର ସହିତ…

ଫାଇଲିନ୍‌ରେ ନଷ୍ଟ ହୋଇଥିଲା ଝାଉଁବଣ: ୬ ବର୍ଷ ଧରି ପଡ଼ି ଖତଖାଉଛି କାଠ

କୃଷ୍ଣପ୍ରସାଦ,୧।୧୦(ଡି.ଏନ.ଏ.)- ବଙ୍ଗୋପସାଗର ଉପକୂଳ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଧୀନ ବ୍ରାହ୍ମଣଦେଓ ଗାଁ ନିକଟ ଝାଉଁବଣରେ ଗତ ୬ ବର୍ଷ ହେଲା ପଡ଼ି ନଷ୍ଟ ହେଉଛି ଲକ୍ଷାଧିକ ଟଙ୍କାର ଝାଉଁକାଠ। ୨୦୧୩ ଫାଇଲିନ ବାତ୍ୟାରେ ଭାଙ୍ଗିପଡିଥିଲା ହଜାର ହଜାର ପରିମାଣର ଝାଉଁଗଛ…

ଚଳନ୍ତା ଟ୍ରେନ୍‌ରୁ ଅଲଗା ହୋଇଗଲା ବଗି: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ପୁରୀ ଅଫିସ, ୧।୧୦: ପୁରୀ ଜିଲା ଡେଲାଙ୍ଗର ରେଞ୍ଚ ଲେଭଲ କ୍ରସିଂଠାରେ ସୋମବାର ରାତି ପ୍ରାୟ ସାଢେ ୧୦ଟାରେ ଏକ ଚଳନ୍ତା ଟ୍ରେନ୍‌ର ଗୋଟିଏ ବଗି ଅନ୍ୟ ବଗିଠାରୁ ଅଲଗା ହୋଇଯାଇଥିଲା। ଫଳରେ ଉକ୍ତ ବଗିରେ ବସିଥିବା ଯାତ୍ରୀମାନେ ଟ୍ରେନ୍‌ ଭିତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri