ପୁରୀ

ଆରମ୍ଭ ହେଲା ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧।୧୦: ଶ୍ରୀମନ୍ଦିରର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ମିଟର ପରିଧି ମଧ୍ୟରେ ଥିବା ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏହି ସୁରକ୍ଷା ଜୋନ ମଧ୍ୟରୁ ମଠ, ମନ୍ଦିର, ଦୋକାନ, ଲଜ୍‌, ବାସଗୃହ ଆଦି ଭଙ୍ଗାଯାଇ ଜମି ଅଧିଗ୍ରହଣ…

ମାଲେସିଆ ଜାହାଜ ଅଟକିବା ପ୍ରସଙ୍ଗ:ଜିଲାପାଳ, ଏସ୍‌ପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ନୋଟିସ

ପୁରୀ ଅଫିସ, ୧।୧୦: ମାଲେସିଆର ଏକ ପଣ୍ୟବାହୀ ଜାହାଜ ଅଚଳ ହୋଇପଡ଼ିିବାରୁ ଚିଲିକା ମୁହାଣ ନିକଟରେ ଅଟକି ରହିଥିଲା। ଏହି ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ପୁରୀ ଜିଲାପାଳ, ଏସ୍‌ପି ଏବଂ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରଣାଳୟକୁ ନୋଟିସ୍‌ କରିଛନ୍ତି।…

ଶ୍ରୀକ୍ଷେତ୍ରରେ ଗୁପ୍ତ ଗୁଣ୍ଡିଚା: ନାରାୟଣୀ ମନ୍ଦିରକୁ ବିଜେ ହେଲେ ଦୁର୍ଗାମାଧବ

ପୁରୀ ଅଫିସ, ୧।୧୦: ଶ୍ରୀମନ୍ଦିରରେ ଚାଲିଛି ଦୁର୍ଗାମାଧବ ଉପାସନା। ସୋମବାର ମା’ ବିମଳାଙ୍କ ପୀଠରୁ ଦୁର୍ଗାମାଧବ ରଥାକୃତି ବିମାନରେ ବିଜେ ହୋଇ ଦୋଳମଣ୍ଡପ ସାହିସ୍ଥିତ ନାରାୟଣୀ ମନ୍ଦିରକୁ ବିଜେ କରିଥିଲେ। ସେଠାରେ ନୀତି ସମ୍ପନ୍ନ ହୋଇଥିଲା। ଶ୍ରୀମନ୍ଦିରରେ ରାତ୍ର ଚନ୍ଦନ ଲାଗି…

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ୭୫ ମିଟର ସର୍ଭେ କାମ ଆରମ୍ଭ

ପୁରୀ ଅଫିସ, ୩୦।୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ୭୫ ମିଟର ପରିଧି ପ୍ରସଙ୍ଗରେ ସୋମବାର ସାମାଜିକ ସର୍ଭେ ଆରମ୍ଭ ହୋଇଛି। ଏଥିପାଇଁ ୫ଜଣ ନବ ନିଯୁକ୍ତ ଆଇଏସ୍‌ ୫ଟି ଟିମ୍‌ରେ ଭାଗ ହୋଇ ସର୍ଭେ କାର୍ଯ୍ୟ କରୁଛନ୍ତି। ମାସକ ମଧ୍ୟରେ ସର୍ଭେ କାମ…

ଫାଙ୍କା ଗୁଳିଚାଳଣା ଘଟଣା: ନାରାୟଣ ସମେତ ୪ ଗିରଫ: ୨ ବନ୍ଧୁକ, ଗୁଳି ଜବତ

ପୁରୀ ଅଫିସ,୨୯ା୯: ବହୁ ଚର୍ଚ୍ଚିତ ତେଲି ପଡ଼ିଆଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳିଚାଳଣା ଘଟଣାରେ ରବିବାର ଟାଉନ ଥାନା ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲିସାହିର ମଦ ବ୍ୟବସାୟୀ ତଥା ବିଜେଡି ନେତା ନାରାୟଣ ସାହୁ…

ଭୋଗ ଦୋକାନରୁ ୫ ଫୁଟର ନାଗସାପ ଉଦ୍ଧାର

ପୁରୀ ଅଫିସ,୨୯।୯: ବାଟ ମଙ୍ଗଳା ମନ୍ଦିର ନିକଟ ଏକ ଭୋଗ ଦୋକାନ ପରିସରରୁ ରବିବାର ୫ ଫୁଟର ନାଗସାପ ପୁରୀ ସ୍ନେକ୍‌ ହେଲପ୍‌ ଲାଇନ ପକ୍ଷରୁ ଉଦ୍ଧାର କରାଯାଇଛି। ଭୋରରୁ ଜଣେ ବ୍ୟବସାୟୀ ଦୋକାନ ଖୋଲିବା ସମୟରେ ଭୋଗ ସାମଗ୍ରୀ ଉପରେ…

୧୦ଫୁଟର ଅଜଗର ଉଦ୍ଧାର

ପୁରୀ ଅଫିସ,୨୯।୯: ପୁରୀ ସଦର ବ୍ଲକ ଅନ୍ତର୍ଗତ ଧୋବନ୍ଧର ଭାର୍ଗବୀ ନଦୀରୁ ରବିବାର ୧୦ଫୁଟର ଅଜଗର ଉଦ୍ଧାର କରାଯାଇଛି। ପୁରୀ ସ୍ନେକ୍‌ ହେଲପ୍‌ ଲାଇନ କର୍ମୀ ସଂଗ୍ରାମ କେଶରୀ ଦାଶ ଏହି ଅଜଗରକୁ ଉଦ୍ଧାର କରିଛନ୍ତି। ଉଦ୍ଧାର ଅଜଗରକୁ ପରେ ଡିଏଫ୍‌ଓଙ୍କୁ ହସ୍ତାନ୍ତର…

ବିଶ୍ୱ ହୃତ୍‌ପିଣ୍ଡ ଦିବସ : ବାଲୁକାକଳାରେ ସଚେତନତା ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ ଅଫିସ,୨୯।୯: ବିଶ୍ୱ ହୃତ୍‌ପିଣ୍ଡ ଦିବସ ଅବସରରେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବେଳାଭୂମିରେ ବାଲୁକା କଳା ଆଙ୍କି ଏହା ମାଧ୍ୟମରେ ସଚେତନତା ସୃଷ୍ଟି କରିଛନ୍ତି। ଦିନକୁ ଦିନ ବିଶ୍ୱରେ ହୃଦରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଦ୍ୟପାନ ଏବଂ ଧୂମପାନ କରୁଥିବା…

ପୋଲିସ ଏନ୍‌କାଉଣ୍ଟର ପ୍ରସଙ୍ଗ: ଟିକି, ବିଶ୍ୱରଞ୍ଜନଙ୍କ ପରେ କାହା ପାଳି

ପୁରୀ ଅଫିସ, ୨୯।୯: ଗତ ୯ତାରିଖରେ ପୋଲିସର ପୃଥକ ଏନ୍‌କାଉଣ୍ଟରରେ ଆହତ ହୋଇ ଦୁଇ ଦୁର୍ଦ୍ଦାନ୍ତ ଅଭିଯୁକ୍ତ ଟିକି ଓରଫ ସୟାମତ ଖାଁ ଓ ବିଶ୍ୱରଞ୍ଜନ ସାହୁ ଏବେ ପୁରୀ ଜେଲରେ ଅଛନ୍ତି। ଏବେ ପୁଣି ପୋଲିସ ଆଉ କେତେଜଣ ଦୁର୍ଦ୍ଦାନ୍ତ…

ନୀଳାଚଳ ଅର୍ବାନ ହାଟ ପ୍ରତି ପ୍ରଶାସନର ଅଣଦେଖା: ଅସ୍ତିତ୍ୱ ହରାଉଛି ସାଢ଼େ ୩କୋଟିର ପ୍ରକଳ୍ପ

ପୁରୀ ଅଫିସ, ୨୯।୯: ଓଡ଼ିଶା ହସ୍ତଶିଳ୍ପ ଓ ହସ୍ତକଳାର ବିକାଶ ହେବ। ହସ୍ତଶିଳ୍ପୀଙ୍କ ଆର୍ଥିକ ମାନଦଣ୍ଡ ସୁଧୁରିବ। ଓଡ଼ିଶା ହସ୍ତକଳା, ହସ୍ତଶିଳ୍ପ ସାମଗ୍ରୀ ଦେଶ ବିଦେଶରେ ପହଞ୍ଚତ୍ବ। ପୁରୀକୁ ଆସୁଥିବା ପର୍ଯ୍ୟଟକମାନେ ଏସବୁ ସାମଗ୍ରୀ ଦେଖିବା ସହ କ୍ରୟ କରିବେ। ଏହାଦ୍ୱାରା…

ଚନ୍ଦ୍ରଭାଗାରେ ଜଳ କ୍ରୀଡ଼ାର ମଜାନେବେ ପର୍ଯ୍ୟଟକ

ପୁରୀ ଅଫିସ, ୨୯।୯: ଆସୁଛି ପର୍ଯ୍ୟଟନ ଋତୁ। ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ତେଣୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ପୁରୀ ଜିଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ନେବାକୁ ଯୋଜନା କରୁଛି। ଚନ୍ଦ୍ରଭାଗାରେ ପର୍ଯ୍ୟଟକଙ୍କୁ ୱାର୍ଟର ସ୍ପୋଟର୍‌ସ (ଜଳ କ୍ରୀଡ଼ାର)…

ମହାଳୟା: ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ

ପୁରୀ ଅଫିସ, ୨୮।୯: ଶନିବାର ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଥାଏ। ଯେଉଁ ତିଥିରେ ଯାହାଙ୍କର ପିତା ମୃତ୍ୟୁବରଣ କରିଥାନ୍ତି, ସେହି ତିଥିରେ ଶ୍ରାଦ୍ଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri