ମା’ ମଙ୍ଗଳାଙ୍କ ସହସ୍ରାକୁମ୍ଭାଭିଷେକ ଅନୁଷ୍ଠିତ
କାକଟପୁର,୨୧।୯(ଡି.ଏନ୍.ଏ.): ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ସହସ୍ରାକୁମ୍ଭାଭିଷେକ ନୀତି ଶନିବାର ଅନୁଷ୍ଠିତ ହୋଇଯାଇଛି। ରବିବାରଠାରୁ ମା’ଙ୍କ ଶାରଦୀୟ ପାର୍ବଣ ପୂଜା ଆରମ୍ଭ ହେବ। ଶନିବାର ଅପରାହ୍ନ ସାଢ଼େ ୨ଟାରେ ମା’ଙ୍କୁ ୧୦୮ କଳସ ଜଳରେ ସ୍ନାନ କରାଯିବା ପରେ…
ଶହେ କିଲୋମିଟର ବେଳାଭୂମିକୁ ସଫା କଲେ ୧୦ହଜାର ସ୍ବେଚ୍ଛାସେବୀ
ପୁରୀ ଅଫିସ,୨୧।୯: ପୁରୀରେ ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ ପାଳିତ ହୋଇଛି। ଶନିବାର ଜିଲାର ପ୍ରାୟ ଶହେ କିଲୋମିଟର ପର୍ଯ୍ୟନ୍ତ ବେଳାଭୂମିକୁ ଏକାସାଙ୍ଗରେ ୧୦ହଜାର ସ୍ବେଚ୍ଛାସେବୀ ସଫେଇ କରିଥିବା ଦେଖିବାକୁ ମିଳିଛି। ସକାଳ ୬ରୁ ସାଢେ ୭ଟା ପର୍ଯ୍ୟନ୍ତ ଅରଖକୁଦାଠାରୁ ଅସ୍ତରଙ୍ଗ…
ରାଜସ୍ଥାନରୁ କୋଣାର୍କ ବୁଲି ଆସିଥିଲେ: ବସ୍ ଉପରୁ ପଡ଼ି ଯାତ୍ରୀ ମୃତ
ଗୋପ, ୨୦।୯(ଡି.ଏନ.ଏ): ପୁରୀ ଜିଲା ଗୋପ-କୋଣାର୍କ ରାସ୍ତାର ଦଶବାଟିଆ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଯାତ୍ରୀବାହୀ ବସ୍ ୁପରୁ ପଡ଼ି ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭଜନଲାଲ ସେନି (୪୫)। ତାଙ୍କର ଘର ରାଜସ୍ଥାନ ଅଞ୍ଚଳରେ ବୋଲି ଜଣାପଡ଼ିଛି। ପ୍ରକାଶ…
ପାଉଣା ପାଇ ନ ଥିବାରୁ ସେବାୟତ କ୍ଷୁବ୍ଧ:ଶ୍ରୀଜୀଉଙ୍କ ନୀତିକାନ୍ତି ୨ ଘଣ୍ଟା ବିଳମ୍ବ
ପୁରୀ ଅଫିସ,୨୦-୯ :ସେବାୟତଙ୍କ ପ୍ରାପ୍ୟ ପାଉଣାକୁ ନେଇ ଗୁରୁବାର ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଛି। ଜଣେ ସେବାୟତଙ୍କୁ ୩ମାସର ପାଉଣା ମିଳି ନ ଥିବାରୁ ସେ କ୍ଷୁବ୍ଧ ହୋଇ ସେବା କରି ନ ଥିଲେ। ଫଳରେ ଗୋପାଳବଲ୍ଲଭ ନୀତିରେ ପ୍ରାୟ ୨ଘଣ୍ଟା…
ପଶ୍ଚିମ ପାର୍ଶ୍ୱରେ ମାପଚୁପକୁ ବିରୋଧ:ଅଧାରେ ଅଟକିଲା ସର୍ଭେ
ପୁରୀ ଅଫିସ, ୨୦-୯:ଶ୍ରୀମନ୍ଦିର ଚୌହଦି ଉଚ୍ଛେଦର ମାପଚୁପ ଚାଲିଛି। ସୋମବାରଠାରୁ ଡିଜିପିଏସ୍ (ଡିଫରେନ୍ସିଆଲ ଗ୍ଲୋବାଲ ପୋଜିସନିଂ ସିଷ୍ଟମ) ପଦ୍ଧତିରେ ସର୍ଭେ କରାଯାଉଛି। ଏହି କାର୍ଯ୍ୟ ଆଉ ଦୁଇଦିନ ବାକି ଥିବାବେଳେ ଗୁରୁବାର ପ୍ରଶାସନକୁ ତୀବ୍ର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଫଳରେ…
ଗତିପଥ ବଦଳାଇଲା ମଙ୍ଗଳା ମୁହାଣ
ପୁରୀ ଅଫିସ,୧୯।୯: ପ୍ରାୟ ପ୍ରତିବର୍ଷ ମଙ୍ଗଳା ନଦୀ ମୁହାଣ ଗତିପଥ ବଦଳୁଛି। ବିଭିନ୍ନ ସମୟରେ ପ୍ରାକୃତିକ ମୁହାଣ ପୋତିହୋଇ ଭିନ୍ନ ଜାଗାରେ ନୂଆ ଧାର ସୃଷ୍ଟି ହେଉଛି। ଗତ କିଛିଦିନ ହେବ ମଙ୍ଗଳା ନଦୀ ମୁହାଣ ପୋତିହୋଇ ସଙ୍କୁଚିତ ହୋଇଯାଇଥିଲା। ଏବେ…
ଉଚ୍ଛେଦକୁ ନେଇ ମହନ୍ତ, ସାଧୁସନ୍ଥଙ୍କ ମେଳି
ପୁରୀ ଅଫିସ, ୧୯।୯: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୀମା ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏଥିପାଇଁ ବର୍ତ୍ତମାନ ଡିଜିପିଏସ୍ ମ୍ୟାପିଂ ଚାଲିଛି। ତେବେ ଏହା ପୂର୍ବରୁ ମେଘନାଦ…
‘ମଠ ଧ୍ୱଂସସ୍ତୁପ ଉପରେ ବିକାଶର ଚିତ୍ର ଅଙ୍କା ନ ଯାଉ’
ପୁରୀ ଅଫିସ,୧୮ା୯: ସ୍ବଦେଶୀ ଜାଗରଣ ମଞ୍ଚ ପକ୍ଷରୁ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ବୁଧବାର ପୁରୀର ମଠ ସଂସ୍କୃତି, ଐତିହ୍ୟ ସଂରକ୍ଷଣ ଓ ଶ୍ରୀକ୍ଷେତ୍ର ବିକାଶ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମଠ ଉଚ୍ଛେଦକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଶ୍ରୀମନ୍ଦିର…
୭୫ ମିଟର ଉଚ୍ଛେଦ ପ୍ରକ୍ରିୟା ଜୋର୍ ଧରିଲା: ନିର୍ଭୁଲ ମାର୍କିଂ ପାଇଁ ଡିଜିପିଏସ୍ ସର୍ଭେ;ଖୋଲିଲା କଣ୍ଟ୍ରୋଲ ରୁମ୍, ସିଧା ସଳଖ କଥା ହେବେ କ୍ଷତିଗ୍ରସ୍ତ
ପୁରୀ ଅଫିସ, ୧୭ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରୀଠାରୁ ୭୫ ମିଟର ମଧ୍ୟରେ ଥିବା ମଠ, ହୋଟେଲ, ଲଜିଂ, ଧର୍ମଶାଳା, ଦୋକାନ ସବୁ ଉଚ୍ଛେଦ କରାଯିବ। କୌଣସି ବାସଗୃହ ରହିବ ନାହିଁ। ଏଥିପାଇଁ ପ୍ରଥମେ ସିଂହଦ୍ୱାରକୁ ଲାଗି…
ମୋଦିଙ୍କ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳିଲେ ଅକ୍ଷୟ: ପରିବେଶ ସୁରକ୍ଷା, ସ୍ବଚ୍ଛତା ଉପରେ ଗୁରୁତ୍ୱ
ପୁରୀ ଅଫିସ, ୧୭ା୯ : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସକୁ ମଙ୍ଗଳବାର ପୁରୀରେ ମୋଦିଙ୍କ ଫ୍ୟାନ ଭାବେ ପରିଚିତ ଅକ୍ଷୟ ଜୟସିଂ ନିଆର ଢ଼ଙ୍ଗରେ ପାଳନ କରିଛନ୍ତି। ଅକ୍ଷୟ ପରିବେଶ ଓ ପକ୍ଷୀ ସୁରକ୍ଷା, ପ୍ଲାଷ୍ଟିକ, ପଲିଥିନ ଓ ନିଶା…
ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ଆକାଶ: ବରିଷ୍ଠ ନାଗରିକଙ୍କୁ ଶ୍ରୀକ୍ଷେତ୍ର ବୁଲାଇଲେ
ପୁରୀ ଅଫିସ, ୧୭ା୯: ସାମ୍ପ୍ରତିକ ସମୟରେ ଜନ୍ମଦିନ ପାଳନ ଏକ ଫ୍ୟାଶନରେ ପରିଣତ ହେଲାଣି। ଅଧିକାଂଶ ଲୋକ ବଡ଼ ବଡ଼ ହୋଟେଲ, କ୍ଲବ, ମଣ୍ଡପରେ ବନ୍ଧୁବାନ୍ଧବ ଏବଂ ସାଙ୍ଗସାଥୀଙ୍କୁ ଏକାଠି କରି ଜାକଜମକରେ ଜନ୍ମଦିନର ଖୁସି ମନାଉଛନ୍ତି। ପୁଣି ପାର୍ଟି ଓ…
ଅପହରଣର ୨ମାସ ପରେ ବି ନାବାଳିକାଙ୍କ ପତ୍ତା ପାଉନି ପୋଲିସ: ନ୍ୟାୟ ଦାବିରେ ଧାରଣା ଦେଲେ ମହିଳା
ପୁରୀ ଅଫିସ,୧୭-୯:ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ଅପହରଣ ଘଟଣାରେ ନାବାଳିକାଙ୍କ ପରିବାରକୁ ପୋଲିସ ସହଯୋଗ କରୁ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ସୋମବାର ପୁରୀ ଏସ୍ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି ସମ୍ପୃକ୍ତ ଗ୍ରାମର ଶତାଧିକ ମହିଳା। ସେମାନେ ନ୍ୟାୟ…
Archives


