ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମ୍ଫେଡ ଘିଅ
ପୁରୀ, ୧୬ା୧୦(ଅଜିତ କୁମାର ମହାନ୍ତି):ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍ଫେଡ ଘିଅ ବ୍ୟବହାର ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍ଫେଡ୍କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ମଧ୍ୟ...
ସାକ୍ଷୀଗୋପାଳ ମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ, ନଟବର ବେଶରେ ଦର୍ଶନ ଦେଲେ ପ୍ରଭୁ ଗୋପାଳ
ସାକ୍ଷୀଗୋପାଳ,୧୪ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀ ଦେବା ପାଇଁ ବୃନ୍ଦାବନରୁ ବ୍ରାହ୍ମଣ ସହିତ ଚାଲିଚାଲି ଆସିଥିବା ଗୋପାଳ ଠାକୁର ସାକ୍ଷୀଗୋପାଳ ନାମରେ ପରିଚିତ ହୋଇଛନ୍ତି। ଏଠାରେ ବର୍ଷର ବିଭିନ୍ନ ସମୟରେ ନାନା ପର୍ବପର୍ବାଣି ପାଳନ କରାଯାଉଥିବା ବେଳେ କାର୍ତ୍ତିକ ମାସରେ...
ରତ୍ନଭଣ୍ଡାର ଚଟାଣ ତଳେ… ବଡ଼ ସୂଚନା ଦେଲେ ଆଇନ ମନ୍ତ୍ରୀ
ଭୁବନେଶ୍ୱର,୧୩/୧୦: ରତ୍ନଭଣ୍ଡାର ଭିତରେ କ’ଣ ଅଛି? କେତେ ହୀରା-ନୀଳା ରତ୍ନ ଅଛି। ଆଉ ୨-୪ ଦିନ ଭିତରେ ସବୁ ଜଣାପଡିବ। କାରଣ ଆଉ ୨/୪ ଦିନରେ ଆସିବ ରତ୍ନଭଣ୍ଡାର ସର୍ଭେ ରିପୋର୍ଟ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ...
ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରୀମନ୍ଦିରେ ମାଗଣା ମିଳିବ…
ଭୁବନେଶ୍ୱର,୧୩/୧୦: ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ବଡ଼ ଘୋଷଣା। ମାଗଣା ମିଳିବ ମହାପ୍ରସାଦ କୁଡୁଆ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ଯୋଗାଇବାକୁ ଯୋଜନା ଚାଲିଛି ବୋଲି କହିଲେ ଆଇନ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ...
ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନଦେବେ ଚତୂର୍ଦ୍ଧାମୂର୍ତ୍ତି
ଭୁବନେଶ୍ୱର,୧୩।୧୦: ପବିତ୍ର ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି। ଏହି ଅବସରରେ ଚତୂର୍ଦ୍ଧାମୂର୍ତ୍ତି ସୁନାବେଶରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଦେବେ । କିରିଟି, ଚୂଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ୟ୍ୟ, ଶ୍ରୀଭୁଜ, ଶ୍ରୀପୟର, ଘାଗଡା ମାଳି ଆଦିରେ ବିଭୁଷିତ...
କେବେ ଜନଶୂନ୍ୟ ହୁଏନାହିଁ ଶ୍ରୀକ୍ଷେତ୍ର
ଭାରତର ଚାରିଧାମ ମଧ୍ୟରେ ପୁରୀ ଜଗନ୍ନାଥ ଧାମ ଅନ୍ୟତମ। ପୁରୀ ସହର ମଧ୍ୟଭାଗରେ ରହିଛି ବଡ଼ଦେଉଳ ବା ଶ୍ରୀମନ୍ଦିର। ଏହାର ରତ୍ନସିଂହାସନରେ ପୂଜାପାଆନ୍ତି ଦାରୁଦିଅଁ ଶ୍ରୀଜଗନ୍ନାଥ ମହାପ୍ରଭୁ, ବଡ଼ଭାଇ ଶ୍ରୀ ବଳଭଦ୍ର, ଭଉଣୀ ଦେବୀ ସୁଭଦ୍ରା, ଶ୍ରୀସୁଦର୍ଶନଙ୍କ ସମେତ ମଦନମୋହନ,...
ଚନ୍ଦ୍ରଭାଗାରେ ଭାସିଗଲେ ୩ ଯୁବକ
କୋଣାର୍କ,୧୨।୧୦: ଚନ୍ଦ୍ରଭାଗା ସମୁଦ୍ରରେ ଶନିବାର ଏକ ଅଘଟଣ ଘଟିଛି। ସମୁଦ୍ରରେ ଗାଧୋଇଲା ବେଳେ ୩ଜଣ ଯୁବକ ଭାସିଯାଇ ଥିଲେ। ୨ ଜଣଙ୍କୁ ଲାଇଫ ଗାର୍ଡ ଉଦ୍ଧାର କରିଥିବା ବେଳେ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଅନ୍ୟପକ୍ଷେ ଲାଇଫ ଗାର୍ଡ ନିଖୋଜ...
ମହାଷ୍ଟମୀ ଭୋଗ ଖାଇ ଗାଁରେ ବ୍ୟାପିଲା ଝାଡ଼ାବାନ୍ତି
ଗୋପ,୧୨।୧୦(ଭାରତୀ ଭୁଷଣ ଉପାଧ୍ୟାୟ): ପୁରୀ ଜିଲା କୋଣାର୍କ ଥାନା ଅଧୀନ ଓଟାଙ୍ଗ ଗାଁରେ ମହାଷ୍ଟମୀ ଭୋଗ ଖାଇ ଝାଡ଼ାବାନ୍ତି ବ୍ୟାପିଥିବା ଗୋପ ଡାକ୍ତରଖାନା ପକ୍ଷରୁ ଜଣାପଡ଼ିଛି। ଝାଡ଼ାବାନ୍ତିରେ ଗାଁର ୧୦୦ରୁ ଊଦ୍ଧର୍ବ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କୁ ଗୋପ ଡାକ୍ତରଖାନା ସହିତ...
ଶ୍ରୀମନ୍ଦିରରେ ପଡ଼ିଲା ରକ୍ତଛିଟା, ହେଲା ମହାପ୍ରଭୁଙ୍କ ବଡ଼ ମହାସ୍ନାନ
ପୁରୀ,୧୨।୧୦: ଦୁର୍ଗାପୂଜାରେ ଅଘଟଣ। ଶ୍ରୀମନ୍ଦିର କଳାହାଟ ଦ୍ୱାର ନିକଟରେ ପଡ଼ିଲା ରକ୍ତଛିଟା। ଏହାକୁ ନେଇ ଶନିବାର ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ କରାଯାଇଛି। ଏହାକୁ ନେଇ ଅପରାହ୍ନରେ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଛି। ସୂଚନାନୁଯାୟୀ, ଶ୍ରୀମନ୍ଦିରରେ ଜଣେ କର୍ମଚାରୀଙ୍କ ହାତ...
ବିଳମ୍ବରେ ଫିଟିଲା ଶ୍ରୀମନ୍ଦିର ଦ୍ୱାର, ଅଚେତ ହେଲେ ଭକ୍ତ
ପୁରୀ,୧୨ା୧୦(ଅଜିତ୍ କୁମାର ମହାନ୍ତି): ପବିତ୍ର ଶାରଦୀୟ ଦୁର୍ଗାପୂଜା ଅବସରରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’ ବିମଳାଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ତେବେ ଶ୍ରୀମନ୍ଦିର ଦ୍ୱାରଫିଟାରେ ବିଳମ୍ବ ଯୋଗୁ ୧୦ରୁ ଊର୍ଦ୍ଧ୍ୱ ଭକ୍ତ ଅଣନିଃଶ୍ୱାସୀ...
୧୪୭ତମ ଗୋପବନ୍ଧୁ ଜୟନ୍ତୀ ପାଳିତ: ସତ୍ୟବାଦୀରୁ ସୁଆଣ୍ଡୋ ଚଳଚଞ୍ଚଳ
ସାକ୍ଷୀଗୋପାଳ,୯।୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଆ ଜାତିର ମଉଡମଣି ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ପୂଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜୟନ୍ତୀ ଉତ୍ସବ ବୁଧବାର ପାଳିତ ହୋଇଯାଇଛି। ଗୋପନ୍ଧୁ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ରାଜନୈତିକ ଦଳର...
Archives


