ପୁରୀ

ମାଟିରେ ମିଶିଲା ଲଙ୍ଗୁଳି ମଠ

ପୁରୀ ଅଫିସ, ୨୮ା୮:ମାଟିରେ ମିଶିଛି ଲଙ୍ଗୁଳି ମଠ। ଶ୍ରୀମନ୍ଦିର ମେଘନାଦ ପାଚେରି ନିକଟରେ ଥିବା ଏହି ପୁରାତନ ମଠକୁ ମଙ୍ଗଳବାର ସମ୍ପୂର୍ଣ୍ଣ ଭାବେ ଧୂଳିସାତ୍‌ କରିଦେଇଛି ପ୍ରଶାସନ। କେବଳ ଗାଦି ଘରକୁ ଛାଡ଼ି ମଠର କୋଠା ସମେତ ୨୪ଟି ଦୋକାନ...

ପୋଲରୁ କଙ୍କ୍ରିଟ୍‌ ଉଠି ଯିବାରୁ ଯାତାୟାତରେ ଅସୁବିଧା

ଡେଲାଙ୍ଗ, ୨୭ା୮(ଡି.ଏନ୍‌.ଏ.)-ଖୋର୍ଦ୍ଧା-ପଟ୍ଟନାୟିକିଆ ରାସ୍ତାର ତିରିମଲଠାରେ ଦୟାନଦୀ ଉପରେ ନିର୍ମାାଣ ହୋଇଥିବା ସେତୁ ଉପରୁ କଙ୍କ୍ରିଟ ଉଠିଯିବା ଫଳରେ ରଡ ଗୁଡିକ ବାହାରି ପଡିଥିବାରୁ ଯାତାୟତରେ ଅସୁବିଧା ହୋଇଛି। କଙ୍କ୍ରିଟ ଉଠି ଯିବା ଯୋଗୁ ସେତୁ ଉପରେ ଏକ ବଡ଼ ଖାଲ...

ପୂର୍ବ ଶତ୍ରୁତାରୁ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଧରିବା ଦାବିରେ ଥାନା ସମ୍ମୁଖରେ ଧାରଣା

ଗୋପ, ୨୭।୮(ଡି.ଏନ୍‌.ଏ.)-ପୂର୍ବ ଶତ୍ରୁତାରୁ ଜଣେ ମହିଳାଙ୍କ ଆକ୍ରମଣ ପରେ ତାଙ୍କୁ ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ୨୨ ଦିନ ବିତିଥିଲେ ବି ପୋଲିସ ଅପରାଧୀଙ୍କୁ ଧରିବାରରେ ସକ୍ଷମ ହୋଇପାରିନାହିଁ। ଏହାର ପ୍ରତିବାଦରେ ମଙ୍ଗଳବାର ଅପରାହ୍ନରେ ଗୋପ ଥାନା ସମ୍ମୁଖରେ ମୃତ...

ଭାରତୀୟ କନ୍‌ସୁଲ ଜେନେରାଲଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ

କୋଣାର୍କ, ୨୭।୮(ଡି.ଏନ.ଏ)-ବ୍ରିଟେନର ସ୍କଟଲାଣ୍ଡଠାରେ ଅବସ୍ଥାପିତ ଭାରତୀୟ କନ୍‌ସୁଲ ଜେନେରାଲ ହିତେଶ ରାଜପାଲ ମଙ୍ଗଳବାର ଅପରାହ୍ନରେ ସପରିବାର କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। ରାଜପାଲ ପରିବାର ସହ ସୂର୍ଯ୍ୟମନ୍ଦିର ମୁଖ୍ୟଫାଟକ ସମ୍ମୁଖରେ ପହଞ୍ଚତ୍ବା ପରେ କୋଣାର୍କ ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ...

ସୁପ୍ରିମକୋର୍ଟରେ ଖାରଜ ହେଲା ଶ୍ରୀମନ୍ଦିର ମାମଲା

ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ଉଚ୍ଛେଦ ପ୍ରସଙ୍ଗ ନେଇ ସୁପ୍ରିମ୍‌କୋର୍ଟରେ ୨ଟି ମାମଲା ରୁଜୁ ହୋଇଥିଲା। ଏହାକୁ ମଙ୍ଗଳବାର ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବି.ପି. ଦାସ କମିଶନଙ୍କ ସୁପାରିସରେ କାମ ଚାଲିଛି ବୋଲି ଆଡଭୋକେଟ...

ନିଷ୍କାସନ ହୋଇପାରୁନି ବର୍ଷାଜଳ: ଦୁର୍ଦ୍ଦଶାରେ ୨୦ଗଁ।ର ଗ୍ରାମବାସୀ

ଗୋପ,୨୭।୮(ଡି.ଏନ୍‌.ଏ.): ନାଗପୁର-ନୟାହାଟ ପୂର୍ତ୍ତ ବିଭାଗ ରାସ୍ତାରେ ତିନିତିଅର, ବେଦପୁର, ବାଲିକନ୍ଦଳ ଆଦି ଗ୍ରାମ ନିକଟରେ ବର୍ଷାଜଳ ନିଷ୍କାସନ ହୋଇ ନ ପାରିବାରୁ ପ୍ରାୟ ୨୦ ଗାଁର ଗ୍ରାମବାସୀ ଯାତାୟାତରେ ଦୁର୍ଦ୍ଦଶା ଭୋଗୁଛନ୍ତି। ଏହି ବର୍ଷାଜଳ ଜମି ରହିବା ଯୋଗୁ ରାସ୍ତାରେ...

ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ଯାଏ ଉଚ୍ଛେଦ କାର୍ଯ୍ୟ ଆରମ୍ଭ: ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ,୨୭।୮: ଶ୍ରୀମନ୍ଦିର ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ମଙ୍ଗଳବାର ସକାଳ ୯ ଟା ୫୫ ମିନିଟ୍‌ରୁ ଆରମ୍ଭ ହୋଇଛି। ପ୍ରଥମେ ଲଙ୍ଗୁଳି ମଠକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଇଛି। ଶାନ୍ତିଶୃଙ୍ଖଳା ପାଇଁ ୨୪...

ତ୍ୟାଗ ପାଇଁ ପ୍ରସ୍ତୁତ, ପ୍ରଥମେ ଥଇଥାନ କରାଯାଉ

ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିରର ସୁରକ୍ଷା ପାଇଁ ପ୍ରଶାସନ ମଙ୍ଗଳବାରଠାରୁ ୭୫ ମିଟର ଉଚ୍ଛେଦ ଅଭିଯାନ ଆରମ୍ଭ କରିବ। ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପରିଧି ମଧ୍ୟରେ ଥିବା ସମସ୍ତ ନିର୍ମାଣକୁ ଭଙ୍ଗାଯିବ। ଏଥିଲାଗି ପ୍ରାଥମିକ ପର୍ଯ୍ୟାୟରେ ମଙ୍ଗଳବାର ଲଙ୍ଗୁଳି...

ଜୈସ-ଇ-ମହମ୍ମଦର ଅଣ୍ଡର ୱାଟର ଆକ୍ରମଣ ଯୋଜନା: ଟାର୍ଗେଟରେ ଶ୍ରୀମନ୍ଦିର, ବଢିଲା ସୁରକ୍ଷା

ପୁରୀ ଅଫିସ, ୨୭।୮: ଭାରତର ବିଭିନ୍ନ ସ୍ଥାନ ଉପରେ ଜଳମାର୍ଗ ମାଧ୍ୟମରେ ଆକ୍ରମଣ ଲାଗି ଆତଙ୍କବାଦୀ ସଙ୍ଗଠନ ଜୈସ-ଇ-ମହମ୍ମଦ ଅଣ୍ଡର ୱାଟର ୱିଙ୍ଗ ପ୍ରସ୍ତୁତ କରୁଥିବା ନେଇ ଭାରତୀୟ ଗୋଇନ୍ଦା ବିଭାଗ ସର୍ତକ କରିଛି। ପ୍ରଥମେ ଲକ୍ସର-ଇ-ତୋଇବା ଏବେ ଜୈସ-ଇ-ମହମ୍ମଦ...

ଆଜିଠୁ ୭୫ ମିଟର ଉଚ୍ଛେଦ ଅଭିଯାନ

ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିରର ସୁରକ୍ଷା ପାଇଁ ତ୍ୟାଗ କର। ମୁଖ୍ୟମନ୍ତ୍ରୀଙ୍କ ଏହି ଆହ୍ବାନ ପରେ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱର ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ଲଙ୍ଗୁଳି...

ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ହତ୍ୟା : କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

କାକଟପୁର,୨୬।୮(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଚରିତ୍ରକୁ ସନ୍ଦେହ କରି ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ପିଟିପିଟି ମାରିଦେବା ପରେ କଟୁରିରେ ମୁଣ୍ଡଗଣ୍ଡି ଅଲଗା କରି କଟାମୁଣ୍ଡ ଧରି ଅସ୍ତରଙ୍ଗ...

ପୁରୀକୁ ଆବଶ୍ୟକ ବିମାନବନ୍ଦର

ପୁରୀ ଅଫିସ,୨୬ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ସୁଦୃଢ଼ ହେବ ପର୍ଯ୍ୟଟନ ଭିତ୍ତିଭୂମି। ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଲାଗି ବିଶ୍ୱସ୍ତରୀୟ ସୁବିଧା ସୁଯୋଗ କରାଯିବ। ଶ୍ରୀକ୍ଷେତ୍ରକୁ ନେଇ ଏମିତି ନାନା ପରିକଳ୍ପନା କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ଘୋଷଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri