ପୁରୀ

ମାନସିକ ଚାପରୁ ମୁକୁଳି ବାତ୍ୟା ଅନୁଭୂତି ବଖାଣିଲେ ପିଲା

ପୁରୀ ଅଫିସ,୨୬ା୧୦: ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଲକ୍ଷାଧିକ ଗଛ, ଘର, ବିଦ୍ୟୁତ୍‌ଖୁଣ୍ଟ ଭାଙ୍ଗି ପଡ଼ିିଥିଲା। ବାତ୍ୟା ପରେ ବିଦ୍ୟୁତ୍‌ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଅନେକ ଲୋକ ପିଇବା ପାଣି ପାଇଁ ହୀନସ୍ତା ହୋଇଥିଲେ। ସ୍କୁଲ, କଲେଜ…

କୃଷ୍ଣପ୍ରସାଦରେ ଲାଗିଲା ଆଣ୍ଡାମାନ ବୋଟ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୬।୧୦(ଡି.ଏନ୍‌.ଏ.): ଆଣ୍ଡାମାନ ଦ୍ବୀପରେ ବ୍ୟବସାୟ କରୁଥିବା ଏକ ବୋଟ ସାମୁଦ୍ରିକ ଝଡ଼ରେ ବାଟବଣା ହୋଇ ଗୁରୁବାର ରାତିରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଖିରିସାହି ଉପକୂଳରେ ଲାଗିଛି। ଉକ୍ତ ବୋଟର ୨ ନାବିକଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣଙ୍କୁ…

ଖିରିସାହି ସମୁଦ୍ର କୂଳରେ ଆଣ୍ଡାମାନ ବୋଟ

କୃଷ୍ଣପ୍ରସାଦ, ୨୫।୧୦(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ର କୂଳରେ ଆଣ୍ଡାମାନର ଏକ ବୋଟ ଲାଗିଛି। ବୋଟରେ ଥିବା ଜଣେ କର୍ମଚାରୀଙ୍କୁ ସ୍ଥାନୀୟ ଗ୍ରାମବାସୀ ଉଦ୍ଧାର କରିଛନ୍ତି। ସେ ହେଲେ ଅମ୍ରିତ କୁଦୁରୁ। ଉଦ୍ଧାର ହେବା ପରେ ଅମ୍ରିତ ଗ୍ରାମବାସୀଙ୍କ…

କାଳ ସାଜିଛି ଲଗାଣବର୍ଷା : କାନ୍ଥପଡ଼ି ଜଣକ ଜୀବନ ଗଲା

ପୁରୀ ଅଫିସ,୨୫।୧୦: ଲଘୁଚାପ ଜନିତ ଲଗାଣବର୍ଷା କାଳ ସାଜିଥିବାବେଳେ ଶୁକ୍ରବାର ସକାଳେ ସହରର କୁମ୍ଭକାର ନିଯୋଗ ସମ୍ପାଦକ ରସାନନ୍ଦ ବିଷୋୟୀଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିବାରୁ ତାଙ୍କର ଜୀବନ ଚାଲିଯାଇଛି। ଆଜି ସକାଳେ ସେ କୁଡୁଆ ତିଆରି କରିବା ପାଇଁ ଶାଳଘରକୁ…

ସମୁଦ୍ର ଅଶାନ୍ତ: ବେଳାଭୂମିରେ ଲାଗିଲା ନାଲି ପତାକା

ପୁରୀ ଅଫିସ, ୨୪ା୧୦: ଲଘୁଚାପ ଯୋଗୁ ପୁରୀ ସମୁଦ୍ର ଅଶାନ୍ତ ରହିଛି। ସାଧାରଣ ଦିନ ଅପେକ୍ଷା ଉଚ୍ଚ ଜୁଆର ଆସୁଛି। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବିଭାଗ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବେଳାଭୂମିର ୧ ନଂରୁ ୧୨ ନଂ.…

ଘରେ ପଶିଲା ବର୍ଷାପାଣି, ତଳିଆ ଅଞ୍ଚଳ ଜଳମଗ୍ନ

ପୁରୀ ଅଫିସ, ୨୪ା୧୦:ଲଘୁଚାପଜନିତ ଲଗାଣ ବର୍ଷାରେ ପୁରୀ ଅବସ୍ଥା ସଙ୍ଗିନ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଥିବାବେଳେ ବଡ଼ଦାଣ୍ଡ ସମେତ ଅନେକ ସାହିଗଳି ରାସ୍ତାରେ ପାଣି ଜମିଛି। କେତେକ ସ୍ଥାନରେ ଲୋକଙ୍କ ଘରେ ପାଣି ପଶିଛି। ବସ୍ତି ଓ ତଳିଆ…

ଡ୍ରୋନ୍‌ରୁ ଉତ୍ତୋଳିତ ଶ୍ରୀମନ୍ଦିର ଚିତ୍ର ଭାଇରାଲ୍‌

ପୁରୀ ଅଫିସ, ୨୩ା୧୦: ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିର ଫଟୋ ଉଠାଇବା କିମ୍ବା ଭିଡିଓ ଉତ୍ତୋଳନ କରିବା ନେଇ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରାଯାଇଛି। ଏହାସତ୍ତ୍ବେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ ଦେବା ଭଳି ସୋସିଆଲ ମିଡିିଆରେ ପୁଣି ଶ୍ରୀମନ୍ଦିରର ଫଟୋ ଭାଇରାଲ ହୋଇଛି।…

ପୁରୀ ସହରରେ ବୁଲା କୁକରଙ୍କ ଦୌରାତ୍ମ୍ୟ: ୩୫୦ କୁକୁରଙ୍କର ହେଲା ବନ୍ଧ୍ୟାକରଣ

ପୁରୀ ଅଫିସ, ୨୩ା୧୦: ପୁରୀ ସହରରେ ବୁଲା କୁକୁରଙ୍କ ସଂଖ୍ୟା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଉଛି। ଏଥିସହ ଏମାନଙ୍କ ଦୌରାତ୍ମ୍ୟ ମଧ୍ୟ ବଢୁଛି। ୨୦୧୨ରେ ହୋଇଥିବା ପଶୁ ଗଣନା ଅନୁଯାୟୀ, ବର୍ତ୍ତମାନ ପୁରୀ ସହର ଏବଂ ଏହାର ଉପକଣ୍ଠରେ ପ୍ରାୟ ୭,୦୦୦ରୁ…

ଅଁଳାନବମୀ ପ୍ରଥମ ସମନ୍ବୟ ବୈଠକ: ରାଧାପାଦ ଛୁଁଇବେ ନାହିଁ ଶ୍ରଦ୍ଧାଳୁ

ସାକ୍ଷୀଗୋପାଳ, ୨୩-୧୦(ଡି.ଏନ୍‌.ଏ.):ପୁରୀ ଜିଲା ସତ୍ୟବାଦୀ ବ୍ଲକ ସାକ୍ଷୀଗୋପାଳ ମନ୍ଦିରରେ ଅଁଳାନବମୀ ଚଳିତ ବର୍ଷ ନଭେମ୍ବର ୫ରେ ଅନୁଷ୍ଠିତ ହେବ। ଏନେଇ ପ୍ରଥମ ସମନ୍ବୟ ବୈଠକ ସାକ୍ଷୀଗୋପାଳ ପାନ୍ଥଶାଳାରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବବର୍ଷ ଭଳି…

ବିପଦରେ ଶ୍ରୀମନ୍ଦିର ଗର୍ଭଗୃହ

ପୁରୀ ଅଫିସ,୨୩-୧୦:ଶ୍ରୀମନ୍ଦିର ଗର୍ଭଗୃହର ଉପଯୁକ୍ତ ରକ୍ଷଣାବେକ୍ଷଣ କରାଯାଉନାହିଁ। ଫଳରେ ବିପଦରେ ରହିଛି ଗର୍ଭଗୃହ। ଏହାର କାନ୍ଥରେ ଫିମ୍ପି ଲାଗିଥିବାବେଳେ ଧଳାଛାପର ଚିହ୍ନ ମାଡ଼ିିଗଲାଣି। ଏପରି କି ବର୍ଷତମାମ୍‌ ଦୀପ ଜଳିବା ଦ୍ୱାରା କାନ୍ଥ କଳା ପଡ଼ିଛି। ପୁଣି ଗର୍ଭଗୃହର ପାଣି ଠିକ୍‌…

ବୁଧବାର ବନକଲାଗି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୨୩ା୧୦:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।…

ଶ୍ରୀମନ୍ଦିର ସଂସ୍କାର ମାମଲାର ରାୟ ଶୁକ୍ରବାର

ନୂଆଦିଲ୍ଲୀ,୨୩-୧୦(ସ୍ବ.ପ୍ର.):ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମ୍‌କୋର୍ଟରେ ଚାଲିଥିବା ସଂସ୍କାର ମାମଲାର ଏକ ରାୟ ଆସନ୍ତା ଶୁକ୍ରବାର ପ୍ରକାଶ ପାଇବ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ହଇରାଣ କରାଯାଉଥିବା ନେଇ ଏକ ପିଟିଶନ ସୁପ୍ରିମ୍‌କୋର୍ଟରେ ଦାଏର ହୋଇଛି। ଜଷ୍ଟିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?