ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି
ପୁରୀ ଅଫିସ, ୭ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା ଅନୁସାରେ କରାଯାଉଛି ଅଧିକାଂଶ ସ୍ଥାନରେ ବିଧି ମୁତାବକ ହେଉନାହିଁ। ଏହା ମହାପ୍ରଭୁ ଏବଂ ଶ୍ରୀଜଗନ୍ନାଥ…
ଆମିକସ୍ କ୍ୟୁରିଙ୍କ ଶ୍ରୀମନ୍ଦିର ପରିଦର୍ଶନ
ପୁରୀ ଅଫିସ୍.୭।୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍ କ୍ୟୁରି ରଞ୍ଜିତ୍ କୁମାର ଓ ସଲିସିଟର ଜେନେରାଲ ତୁଷାର ମେହେଟା ଶନିବାର ସକାଳେ ଶ୍ରୀମନ୍ଦିର ପରିଦର୍ଶନ କରିଛନ୍ତି। ସକାଳ ୭ଟା ୧୦ରେ ଉଭୟ ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ…
ପୋଲିଓ ଖାଇ ଶିଶୁକନ୍ୟାର ମୃତ୍ୟୁ ଅଭିଯୋଗ
ବ୍ରହ୍ମଗିରି,୭ା୯(ଡି.ଏନ୍.ଏ.): ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଅଢ଼େଇ ମାସର ଶିଶୁକନ୍ୟା ପୋଲିଓ ବୁନ୍ଦା ଖାଇ ଅସୁସ୍ଥ ହେବା ପରେ ଗୁରୁବାର ମୃତ୍ୟୁ ହୋଇଥିଲା। ପରିବାର ଲୋକେ ପୋଲିଓ ଖାଇବାରୁ ଝିଅର…
ଲୋକାଭିମୁଖୀ ହେବ ଶ୍ରୀଜଗନ୍ନାଥ ସଂସ୍କୃତି
ପୁରୀ ଅଫିସ, ୭ା୯: ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏଥିଲାଗି ଶୁକ୍ରବାର ଶ୍ରୀନଅରରେ ଶ୍ରୀଜଗନ୍ନାଥ ତତ୍ତ୍ବ ଗବେଷଣା ପ୍ରକାଶନ ଓ ପ୍ରସାର ଉପ ସମିତିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଗଜପତି ମହାରାଜା ଦିବ୍ୟସିଂହ…
ଭୁବନେଶ୍ୱରରେ ଆମିକସ୍ କ୍ୟୁରି
ପୁରୀ ଅଫିସ, ୭ା୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍ କ୍ୟୁରି ରଞ୍ଜିତ କୁମାର ଏବଂ ସଲିସିଟର ଜେନେରାଲ ତୁଷାର ମେହେଟା ଗୁରୁବାର ରାତିରେ ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଶନିବାର ସେମାନେ ପୁରୀରେ ପହଞ୍ଚତ୍ ୭୫ ମିଟର ଉଚ୍ଛେଦ ସଂକ୍ରାନ୍ତରେ…
ଖୁବ୍ଶୀଘ୍ର ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ
ପୁରୀ ଅଫିସ,୬ା୯: ସେବାୟତ ପରିବାରର ପିଲାଙ୍କ ପାଇଁ ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ ଯୋଜନା କରାଯାଇଛି। କିନ୍ତୁ ଏ ପର୍ଯ୍ୟନ୍ତ ଏହାର କାମ ଆରମ୍ଭ କରାଯାଇ ନାହିଁ। ଖୁବ୍ଶୀଘ୍ର ଏହାକୁ କିପରି କାର୍ଯ୍ୟକ୍ଷମ କରାଯିବ ସେ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି…
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି
ପୁରୀ ଅଫିସ, ୬ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା ଅନୁସାରେ କରାଯାଉଛି ଅଧିକାଂଶ ସ୍ଥାନରେ ବିଧି ମୁତାବକ ହେଉନାହିଁ। ଏହା ମହାପ୍ରଭୁ ଏବଂ ଶ୍ରୀଜଗନ୍ନାଥ…
ପୋଲିଓ ବୁନ୍ଦା ଖାଇ ଶିଶୁକନ୍ୟା ମୃତ୍ୟୁ ଅଭିଯୋଗ : ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ପରିବାର ଲୋକଙ୍କ ଧାରଣା
ବ୍ରହ୍ମଗିରି,୬।୯(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ବୁଧବାର ପୋଲିଓ ବୁନ୍ଦା ଖାଇ ଅଢେଇ ମାସର ଶିଶୁକନ୍ୟା ପ୍ରିୟଙ୍କା ବିଶ୍ବାଳ ଅସୁସ୍ଥ ହୋଇ ପଡ଼ିଥିଲେ। ତେବେ ଗୁରୁବାର ରାତିରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ପରିବାର ଲୋକେ ପୋଲିଓ…
ପୁଣି ଆରମ୍ଭ ହେଲା ଉଚ୍ଛେଦ : ବଣିଆପଟିରେ ଭଙ୍ଗାଗଲା ୫ ଦୋକାନ, ଆଜି ପହଞ୍ଚିବେ ପହଞ୍ଚିବେ ଆମିକସ୍ କ୍ୟୁରି, ପରଖିବେ ସ୍ଥିତି
ପୁରୀ ଅଫିସ,୬।୯: ପ୍ରଶାସନ ପକ୍ଷରୁ ପୁଣି ଆରମ୍ଭ ହୋଇଛି ଉଚ୍ଛେଦ ଅଭିଯାନ। ଦୁଇଦିନ ଛୁଟି ଓ ଦୁଇଦିନ ଛକାପଞ୍ଝା ଭିତରେ ଏହି ଅଭିଯାନ ବନ୍ଦ ରହିଥିଲା। ଗୁରୁବାର ଏମାର ମଠ ପରିସରସ୍ଥ ବଣିଆପଟିରେ ଥିବା ୫ଟି ଦୋକାନ ଭଙ୍ଗାଯାଇଛି। ଏହାକୁ ନେଇ…
ରେଞ୍ଚ ମେଡିକାଲରେ ବ୍ୟାପକ ଅବ୍ୟବସ୍ଥା: ପ୍ରତିବାଦରେ ଅଞ୍ଚଳବାସୀଙ୍କ ଧାରଣା
ନିମାପଡ଼ା,୫।୯(ଡି.ଏନ୍.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ରେଞ୍ଚ ଡାକ୍ତରଖାନାରେ ବ୍ୟାପକ ଅବ୍ୟବସ୍ଥା ପ୍ରତିବାଦ ଓ ୮ ଦଫା ଦାବିରେ ସ୍ଥାନୀୟ ଅଞ୍ଚଳର ଶତାଧିକ ଲୋକେ ଗୁରୁବାର ମେଡିକାଲ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆନ୍ଦୋଳନକାରୀମାନେ ନିମାପଡ଼ା-ପିପିଲି ରାସ୍ତାର ରେଞ୍ଚ ଛକଠାରେ…
ବାଇକ୍କୁ ପଛରୁ ପିଟିଲା ଟ୍ରକ୍: ବାପା ମୃତ, ପୁଅ ଗୁରୁତର; କ୍ଷତିପୂରଣ ଦାବିରେ ରାସ୍ତାରୋକୋ, ୨ ଘଣ୍ଟା ଧରି ବନ୍ଦ ରହିଲା ଯାତାୟାତ
ନିମାପଡ଼ା,୫।୯(ଡି.ଏନ୍.ଏ.): ପୁରୀ ଜିଲା ଖେଲାର-ବଳଙ୍ଗା ରାସ୍ତାର କଅଁରପୁର କଲେଜ ଛକ ନିକଟରେ ଗୁରୁବାର ସକାଳେ ଏକ ଟ୍ରକ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଉଭୟ ସମ୍ପର୍କରେ ବାପା-ପୁଅ ହୋଇଥିବା ସୂଚନା ମିଳିଛି। ମୃତକ…
ଶ୍ରୀକ୍ଷେତ୍ରକୁ ଶ୍ରୀହୀନ କରିବାକୁ ଚକ୍ରାନ୍ତ: ବ୍ରଜ ତ୍ରିପାଠୀ
ପୁରୀ ଅଫିସ୍,୫।୯:ପୁରୀରେ ଶ୍ରୀମନ୍ଦିର ସୁରକ୍ଷା ସୌନ୍ଦର୍ଯ୍ୟକରଣ ନାଁରେ ଚାଲିଥିବା ଉଚ୍ଛେଦକୁ ଶ୍ରୀକ୍ଷେତ୍ର ସୁରକ୍ଷା ଅଭିଯାନ ବିରୋଧ କରିଛି। ସରକାର ମନମୁଖି ଭାବେ ଏଭଳି ବେଆଇନ କାର୍ଯ୍ୟ ଚଳାଇଛନ୍ତି ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ କିଶୋର ତ୍ରିପାଠୀ କହିଛନ୍ତି। ଗୁରୁବାର ଶ୍ରୀକ୍ଷେତ୍ର ସୁରକ୍ଷା…
Archives


