ପୁରୀ ସୁରକ୍ଷା ମଞ୍ଚ-ପ୍ରଶାସନ ଆଲୋଚନା ବିଫଳ
ପୁରୀ ଅଫିସ, ୫ା୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ ଲାଗି ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପରେ ଅଶାନ୍ତ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ପ୍ରଶାସନର ଉଚ୍ଛେଦ ଅଭିଯାନକୁ ବିରୋଧ କରି ମେଳି ବାନ୍ଧୁଛନ୍ତି ମଠ ମହନ୍ତ, ଦୋକାନୀ ଏବଂ କ୍ଷତିଗ୍ରସ୍ତ।…
ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ପୁରୀ ମହନ୍ତ
ପୁରୀ ଅଫିସ,୪।୯: ଶ୍ରୀକ୍ଷେତ୍ର ପୁରୀରେ ଲାଗି ରହିଥିବା ଉଚ୍ଛେଦ ପ୍ରକ୍ରିୟାକୁ ନେଇ ବୁଧବାର ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଉଦ୍ଦେଶ୍ୟରେ ମହନ୍ତମାନେ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ପୁରୀରେ ଏବେକାର ସ୍ଥିତିକୁ ନେଇ ପ୍ରଧାନ ବିଚାରପତିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ତେବେ…
ପୁରୀ ସୁରକ୍ଷା ମଞ୍ଚ- ପ୍ରଶାସନ ବୈଠକ ବିଫଳ: ଜିଲାପାଳ କହିଲେ ‘ବ୍ୟବସାୟିକ କୋଠା ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ’
ପୁରୀ ଅଫିସ,୪।୯: ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ନେଇ ସୁରକ୍ଷା ମଞ୍ଚ ଏବଂ ପ୍ରଶାସନ ମଧ୍ୟରେ ହୋଇଥିବା ବୈଠକ ବିଫଳ ହୋଇଛି। ଉଚ୍ଛେଦ ବନ୍ଦ ନେଇ ପ୍ରତିନିଧି ଦଳର ଦାବିକୁ ଜିଲାପାଳ ଅଗ୍ରାହ୍ୟ କରିଛନ୍ତି। ଏନେଇ ପ୍ରତିକ୍ରିୟା ଦେଇ ଜିଲାପାଳ ବଳଓ୍ବନ୍ତ…
ଉଚ୍ଛେଦ ପ୍ରସଙ୍ଗ : ଜିଲାପାଳଙ୍କୁ ସାକ୍ଷାତ କଲେ ୧୫ ଜଣିଆ କମିଟି
ପୁରୀ ଅଫିସ,୪।୯: ଶ୍ରୀମନ୍ଦିର ସୁରକ୍ଷା ପାଇଁ ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ବିରୋଧ କରି ପୁରୀ ସୁରକ୍ଷା ମଞ୍ଚର ୧୫ ଜଣିଆ କମିଟି ବୁଧବାର ପୂର୍ବାହ୍ନରେ ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ନିର୍ମାଣ…
ପ୍ୟାକେଜ ନାଁରେ ଭୁଅଁା ବୁଲାଉଛନ୍ତି
ପୁରୀ ଅଫିସ,୪ା୯ : ଶ୍ରୀମନ୍ଦିର ମେଘନାଦ ପାଚେରି ୭୫ମିଟର ପରିଧିରେ ଆସୁଥିବା ନିର୍ମାଣାଧୀନ କୋଠା ଭଙ୍ଗାଯିବା ନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ପୁରୀବାସୀଙ୍କୁ ତ୍ୟାଗ ଲାଗି ଆହ୍ବାନ ଦେଇଥିଲେ। ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ…
ପୁରୀକୁ ଆସୁଛନ୍ତି ୨ ହଜାରରୁ ଊର୍ଦ୍ଧ୍ୱ ନାଗା ସାଧୁ
ପୁରୀ ଅଫିସ, ୪ା୯:ମଠ ଉଚ୍ଛେଦକୁ ନେଇ ମଙ୍ଗଳବାର ସାଧୁସନ୍ଥଙ୍କ ପ୍ରତିବାଦ ଯୋଗୁ ପ୍ରଶାସନ ପକ୍ଷରୁ ବଡ ଆଖଡା ମଠ ଉଚ୍ଛେଦକୁ ସ୍ଥଗିତ ରଖିଛି। ତେବେ ସାଧୁ ସନ୍ଥଙ୍କ ପ୍ରତିବାଦରେ ସାମିଲ ହେବା ଲାଗି ଦିନେ ଦୁଇଦିନ ମଧ୍ୟରେ ସାରା ଭାରତବର୍ଷରୁ ପ୍ରାୟ…
ବଡ଼ଦାଣ୍ଡରେ ଗର୍ଜିଲେ ସାଧୁସନ୍ଥ:ବଡ଼ଆଖଡା ମଠ ଉଚ୍ଛେଦ ସାମୟିକ ସ୍ଥଗିତ
ପୁରୀ ଅଫିସ,୪-୯:ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ସନ୍ତୁଷ୍ଟ କରିପାରିନି। ବରଂ ସେମାନଙ୍କ ପ୍ରତିବାଦକୁ ଆହୁରି ଶାଣିତ…
ସିଂହଦ୍ୱାର ନିକଟରେ ସାଧୁସନ୍ଥଙ୍କ ଚେତାବନୀ: ଜୀବନ ଦେବୁ ପଛେ ମଠ ଛାଡ଼ିବୁନି
ପୁରୀ ଅଫିସ, ୩ା୯: ଜୀବନ ଦେବୁ ପଛେ, ମଠ ଛାଡ଼ିବୁନି। ମୋଗଲ ଶାସନ ହାଏ ହାଏ…। କଳାପାହାଡ଼ ଶାସନ ଚଳିବ ନାହିଁ, ଯଦି ଚଳିବ ନିଅଁା ଜଳିବ। ମଙ୍ଗଳବାର ଅପରାହ୍ନରେ ଏମିତି କିଛି ପ୍ରଶାସନ ବିରୋଧୀ ନାରା ଶୁଣିବାକୁ ମିଳିଥିଲା ସିଂହଦ୍ୱାର…
ସାଧୁସନ୍ଥଙ୍କ ମେଳି, ଝୁଣ୍ଟିଲା ପ୍ରଶାସନ; ସବୁ ମଠର ପରମ୍ପରା ବଞ୍ଚାଇ ରଖାଯିବ: ଜିଲାପାଳ
ପୁରୀ ଅଫିସ, ୩ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ସନ୍ତୁଷ୍ଟ କରିପାରିନି। ବରଂ ସେମାନଙ୍କ ପ୍ରତିବାଦକୁ…
ଗଜପତିଙ୍କ ଗୁରୁ ଗାଦି ଥିଲା ବଡ଼ ଆଖଡ଼ା ମଠ
ପୁରୀ ଅଫିସ,୩।୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ଭାଙ୍ଗିବ ବଡ଼ ଆଖଡା ମଠ। ଶ୍ରୀକ୍ଷେତ୍ରର ପୁରାତନ ମଠ ମଧ୍ୟରୁ ଏହା ଅନ୍ୟତମ। ଏହି ମଠର ଐତିହ୍ୟ ସମ୍ପର୍କରେ ଐତିହ୍ୟ ବିଶାରଦ ଡ. ସୁରେନ୍ଦ୍ର କୁମାର ମିଶ୍ର କହିଛନ୍ତି, ସର୍ବଭାରତୀୟସ୍ତରର…
ଆଜି ଭଙ୍ଗାଯିବ ବଡ଼ ଆଖଡ଼ା ମଠ
ପୁରୀ ଅଫିସ,୩।୯: ଶ୍ରୀମନ୍ଦିର ସୁରକ୍ଷା ଆଉ ପୁରୀ ସହରର ବିକାଶ ପାଇଁ ମାଟିରେ ମିଶିବ ଆଉ ଏକ ଐତିହ୍ୟ। ତୃତୀୟ ମଠ ଭାବେ ସତ୍ତା ହରାଇବ ସିଂହଦ୍ୱାର ନିକଟ ବହୁ ପୁରାତନ ବଡ଼ ଆଖଡ଼ା ମଠ। ପୂର୍ବରୁ ଲଙ୍ଗୁଳି ମଠ ଭଙ୍ଗା…
ହଜି ଯାଉଛିି ଶୈଶବ : ବହିବସ୍ତାନି କାନ୍ଧରେ ପରିବାର ବୋଝ
ପୁରୀ ଅଫିସ,୨ା୯: ଶିଶୁ ଦେଶର ଭବିଷ୍ୟତ। ଶିଶୁ ହସିଲେ ଦେଶ ହସିବ। ହେଲେ ଏବେ ଶିଶୁଙ୍କ କାନ୍ଧରେ ବହିବସ୍ତାନି ବଦଳରେ ପରିବାର ବୋଝ ଲଦି ହୋଇଯାଉଛି। ଫଳରେ ହଜିଯାଉଛି ତାଙ୍କର ହସ, ଲିଭିଯାଉଛି ଆଶା ଓ ଆକାଂକ୍ଷା। ସ୍ବପ୍ନ ସବୁ ମଉଳି…
Archives


