ପୁରୀରେ ହେବ ଟ୍ରାଫିକ ନିୟମ କଡାକଡି
ପୁରୀ ଅଫିସ,୨ା୯ : ରାଜ୍ୟରେ ନୂତନ ମୋଟର ଯାନ ଆଇନ ୨୦୧୯ ରବିବାର ଠାରୁ ଲାଗୁ କରାଯାଇଛି। କେନ୍ଦ୍ର ସରକାର ମୋଟର ଯାନ ଆଇନ ୧୯୮୮କୁ ସଂଶୋଧନ କରିଛନ୍ତି। ହେଲମେଟ ପରିଧାନ ନକଲେ, ସିଟ୍ ବେଲ୍ଟ ନ ବାନ୍ଧିଲେ ଏଣିକି ଜରିମାନା…
୭୫ ମିଟର ଭିତରେ ସୀମିତ ରହିବ ଉଚ୍ଛେଦ
ପୁରୀ ଅଫିସ,୨ା୯ : ଶ୍ରୀମନ୍ଦିରର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱର ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ କରାଯିବ। ଏହି ପରିସୀମା ମଧ୍ୟରେ ଥିବା ମଠ ଓ ମନ୍ଦିରର ଗାଦିଘର ଏବଂ ଦେବଦେବୀଙ୍କ…
ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ
ଗୋପ,୧।୯(ଡି.ଏନ୍.ଏ.): ପୁରୀ ଜିଲା କୋଣାର୍କ ଥାନା ଅନ୍ତର୍ଗତ ଧନିତ୍ରୀ ଗ୍ରାମର ସୁରେନ୍ଦ୍ର ବେହୁରା (୬୦)ଙ୍କ ମୃତ୍ୟୁ ଘଟିଥିବା ଗୋପ ଡାକ୍ତରଖାନା ପକ୍ଷରୁ ଜଣାପଡ଼ିଛି । ସକାଳୁ ସୁରେନ୍ଦ୍ର ନିଜ ଘରେ ହିଟର କାମ କରୁଥିବାବେଳେ ଅସାବଧାନତା ଯୋଗୁ ବିଦ୍ୟୁତ ତାଙ୍କ ବାମ…
ବାତ୍ୟା କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ସହାୟତା ପ୍ରଦାନ: ୧୩୬୯ ଜଣଙ୍କୁ ମିଳିଲା, ଆହୁରି ପାଇବେ ୨୦୦୦
ପୁରୀ ଅଫିସ,୧ା୯: ବାତ୍ୟାରେ କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ମିଳିଛି ସହାୟତା। ଶନିବାର ଟାଉନ ହଲ୍ ପରିସରରେ ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ କ୍ଷତିଗ୍ରସ୍ତ ଉଠାଦୋକାନୀଙ୍କୁ ୧୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ୧୩୬୯ ଜଣଙ୍କୁ ଏହି…
୭୫ ମିଟର ଉଚ୍ଛେଦ ପ୍ରସଙ୍ଗ: ଖୁବ୍ଶୀଘ୍ର ସରକାରଙ୍କୁ ରିପୋର୍ଟ ଦିଆଯିବ; ଦେବଦେବୀଙ୍କ ବିଜେସ୍ଥଳୀ, ଗାଦିଘର ସୁରକ୍ଷିତ ରଖାଯିବ
ପୁରୀ ଅଫିସ, ୧ା୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱସ୍ଥ ୭୫ ମିଟର ପରିଧି ମଧ୍ୟରେ ଥିବା ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏହି ପରିସୀମା ମଧ୍ୟରେ ଥିବା ମଠ, ମନ୍ଦିରର ଗାଦିଘର ଏବଂ ଦେବଦେବୀଙ୍କ…
ମାଲେସିଆ ଜାହାଜରୁ ତେଲକଢ଼ା ଆରମ୍ଭ
ବ୍ରହ୍ମଗିରି, (ଡି.ଏନ୍.ଏ.)/ ପୁରୀ ଅଫିସ ୩୦।୮: ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ରାଜହଂସ ନିକଟରେ ଯାନ୍ତ୍ରିକ ତ୍ରୁଟି ଯୋଗୁୁ ଲାଗିଥିବା ମାଲେସିଆର ପଣ୍ୟବାହୀ ଜାହାଜରୁ ଶୁକ୍ରବାର ତେଲ କଢ଼ା ଆରମ୍ଭ ହୋଇଛି। ଏଥିରେ ରହିଥିବା ୪୦ ହଜାର ଲିଟର ତେଲ…
ବିଳମ୍ବ ହେଲା ଠାକୁରଙ୍କ ନୀତିକାନ୍ତି
ପୁରୀ ଅଫିସ,୩୧ା୮: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଚାଲିଛି ଉଚ୍ଛେଦ ଅଭିଯାନ। ପ୍ରାଥମିକ ପର୍ଯ୍ୟାୟରେ ଜିଲା ପ୍ରଶାସନ ଅସୁରକ୍ଷିତ କୋଠା ଭାଙ୍ଗୁଛି। ଶୁକ୍ରବାର ଭଙ୍ଗାଯାଇଛି ବହୁ ଚର୍ଚ୍ଚିତ ଏମାର ମଠର ରଘୁନନ୍ଦନ ଲାଇବ୍ରେରୀ ଏବଂ ଦୋକାନ ଘର। ତେବେ ଏହି ଉଚ୍ଛେଦ ପାଇଁ…
ଭଙ୍ଗା ଯାଇପାରୁନି ‘ଏମାର ମଠ’ର ମୁଖ୍ୟ କୋଠା: ମଉନ ବ୍ରତରେ ବସିଛନ୍ତି ମହନ୍ତ, ଅଣାଗଲା ବଡ଼ କଣ୍ଟେନର
ପୁରୀ ଅଫିସ,୩୦।୮: ବହୁ ଚର୍ଚ୍ଚିତ ଦ୍ୱାଦଶ ଶତାବ୍ଦିର ‘ଏମାର ମଠ’ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଶୁକ୍ରବାର ମଠର ରଘୁନନ୍ଦନ ପାଠାଗାର ଭଙ୍ଗା ଯାଉଛି। ମଠ ମହନ୍ତ ରାଜଗୋପାଳ ରାମାନୁଜ ଦାସ ମଠରୁ ବାହାରୁ ନ ଥିବା ଯୋଗୁ ମୁଖ୍ୟ କୋଠା…
ଚିଲିକା ପାଇଁ ବିପଦ ମାଲେସିଆ ଜାହାଜ : ମିଳୁନି ଆବଶ୍ୟକ ସୁରକ୍ଷା, ବାହାରିପାରୁନି ତେଲ
ବ୍ରହ୍ମଗିରି/କୃଷ୍ଣପ୍ରସାଦ,୩୦।୮(ଡି.ଏନ୍.ଏ.) : ଚିଲିକା ପାଇଁ ଦିନକୁ ଦିନ ବିପଦ ସୃଷ୍ଟିକରୁଛି ମାଲେସିଆ ଜାହାଜ। ଜାହାଜରୁ ତେଲ କାଢ଼ିବା ଜରୁରୀ ହୋଇପଡ଼ିଥିବାବେଳେ ଜିଲା ପ୍ରଶାସନ ଚେଷ୍ଟା ଜାରି ରଖିଛି। ମାତ୍ର ୬ଦିନ ଧରି ତେଲ କାଢ଼ିବା ଲାଗି ଚେଷ୍ଟା କରାଯାଉଥିଲେ ବି ସଫଳତା…
ଏମାର ମଠ ଉଚ୍ଛେଦ ପ୍ରକ୍ରିୟା ଜାରି:ଠାବହେଲା ୬ ଥାକିଆ ଭୂତଳ ଘର
ପୁରୀ ଅଫିସ, ୩୦-୮:ଭଙ୍ଗାଯାଇଛି ବହୁଚର୍ଚ୍ଚିତ ଏମାର ମଠ। ଚାଲିଛି ଉଚ୍ଛେଦ ପ୍ରକ୍ରିୟା। ଆଉ କିଛିଦିନ ପରେ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶିଯିବ ଦ୍ୱାଦଶ ଶତାବ୍ଦୀର ଏହି ମଠ। ତେବେ ଏହି ପ୍ରାଚୀନ ମଠ ଭଙ୍ଗାଯିବା ପରେ ମିଳିଛି ଭୂତଳ ଘରର ସନ୍ଧାନ।…
‘ସୁସ୍ଥ ଜୀବନ ପାଇଁ କ୍ରୀଡ଼ାର ଆବଶ୍ୟକତା ରହିଛି’
ସାକ୍ଷୀଗୋପାଳ,୨୯।୮(ଡି.ଏନ୍.ଏ.): ହକି ଖେଳର ଅନ୍ୟତମ ଯାଦୁଗର ତଥା ଜାତୀୟ କ୍ରୀଡ଼ାର ଗୌରବ ଧ୍ୟାନଚାନ୍ଦଙ୍କ ଜନ୍ମତିଥିକୁ ଅଗଷ୍ଟ ୨୯ ତାରିଖରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ପୁରୀ ଜିଲାର ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡ଼ା ଦିବସ ଗୁରୁବାର…
ଶିକ୍ଷକ ଅଭାବ ପ୍ରତିବାଦରେ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରୀଛାତ୍ର
ସାକ୍ଷୀଗୋପାଳ,୨୯।୮(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ପ୍ରତିବାଦରେ ଗୁରୁବାର ବିଦ୍ୟାଳୟରେ ତାଲା ପକାଇ ଦିଆଯାଇଛି । ଶିକ୍ଷୟିତ୍ରୀ ମିନତୀ ମିଶ୍ରଙ୍କ ବଦଳି ଆଦେଶ ବାତିଲ ଓ ଦୁଇବର୍ଷ ହେଲା ବିଦ୍ୟାଳୟରେ ଖାଲି…
Archives


