ପୁରୀ

ବୀରବଳଭଦ୍ରପୁର ଗୋପୀନାଥ ଦେବ ମନ୍ଦିରରୁ ଚୋରି ମୂର୍ତ୍ତି ଫୋପାଡିଲେ, ଅଳଙ୍କାର ନେଇଗଲେ

ପୁରୀ ଅଫିସ, ୧୩।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅଧୀନ ବୀରବଳଭଦ୍ରପୁର ଗ୍ରାମର ଗୋପୀନାଥ ଦେବଙ୍କ ମନ୍ଦିରରୁ ଶନିବାର ଲକ୍ଷାଧିକ ଟଙ୍କାର ଅଷ୍ଟଧାତୁ ନିର୍ମିତ ମୂର୍ତ୍ତି ଏବଂ ଦାନ ବାକ୍ସରୁ ଟଙ୍କା, ସୁନା ଅଲଙ୍କାର ଚୋରି ହୋଇଛି। ଏନେଇ ବୀରବଳଭଦ୍ରପୁର ଗ୍ରାମ…

ବଡ଼ୁ ସୁଆର ନିଯୋଗ ନିର୍ବାଚନ ବିଶ୍ୱନାଥ ସଭାପତି, ଅନନ୍ତ ସମ୍ପାଦକ

ପୁରୀ ଅଫିସ, ୧୩।୧୦: ଶ୍ରୀମନ୍ଦିର ବଡ଼ୁ ସୁଆର ନିଯୋଗର କର୍ମକର୍ତ୍ତା ନିର୍ବାଚନ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସର୍ବସମ୍ମତିକ୍ରମେ ବିଶ୍ୱନାଥ ସାମନ୍ତରା ସଭାପତି, ଅନନ୍ତ ତିଆଡ଼ି ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଭବାନୀଶଙ୍କର ସାମନ୍ତରା କୋଷାଧ୍ୟକ୍ଷ ଏବଂ…

ଶ୍ରୀକ୍ଷେତ୍ରରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଅବହେଳିତ

ପୁରୀ ଅଫିସ,୧୨।୧୦: ଶ୍ରୀକ୍ଷେତ୍ରର ବିକାଶ ଲାଗି ସରକାର ଗୁରୁତ୍ୱାରୋପ କରୁଛନ୍ତି। ଅନ୍ୟପଟେ ପୁରୀ ସହରରେ ଅବହେଳିତ ହୋଇପଡିଛନ୍ତି ମହାପୁରୁଷ। ଶ୍ରୀକ୍ଷେତ୍ରର ବିଭିନ୍ନ ସ୍ଥାନରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତି ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। କେଉଁଠି ମୂର୍ତ୍ତି ଭାଙ୍ଗିଗଲାଣି ତ, ଆଉ କେଉଁଠି ପ୍ରତିମୂର୍ତ୍ତିରେ…

ସ୍ବାମୀ ଓମ୍‌ ଜୀଙ୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ

କୋଣାର୍କ,୧୨।୧୦(ଡି.ଏନ୍‌.ଏ.): ଗ୍ଲୋବାଲ ଓ ଭାରତ ହିନ୍ଦୁ ମହାସଭାର ଅଧ୍ୟକ୍ଷ ସ୍ବାମୀ ଓମ୍‌ ଜୀ ଶୁକ୍ରବାର ବିଶ୍ୱ ପ୍ରସିଦ୍ଧ କୋଣାର୍କର ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ସୂର୍ଯ୍ୟ ହେଉଛନ୍ତି ସକଳ ଶକ୍ତିର ଆଧାର। ତାଙ୍କ ଯୋଗୁ ସଂସାରରେ…

ନୀତି ପ୍ରଶାସକଙ୍କୁ ଭକ୍ତ ନିବାସ କର୍ମଚାରୀ ସଂଘର ଦାବିପତ୍ର: ଶ୍ରମ ଆଇନକୁ ଉଲ୍ଲଂଘନ କରୁଛି ଠିକା ସଂସ୍ଥା

ପୁରୀ ଅଫିସ, ୧୨।୧୦: ବିଭିନ୍ନ ଦାବି ନେଇ ଶୁକ୍ରବାର ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ଶ୍ରୀମନ୍ଦିର ଭକ୍ତ ନିବାସ କର୍ମଚାରୀ ସଂଘ। ପରେ ମୁଖ୍ୟ ପ୍ରଶାସକଙ୍କ ଉଦ୍ଦେଶ୍ୟରେ ନୀତି ପ୍ରଶାସକଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ,…

୧୪ରୁ କାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ପହଞ୍ଚତ୍ଲେ ହବିଷିଆଳି

ପୁରୀ ଅଫିସ, ୧୨।୧୦: ଆସନ୍ତା ୧୩ ତାରିଖରେ ଆଶ୍ୱିନ ପୂର୍ଣ୍ଣିମା ବା କୁମାର ପୂର୍ଣ୍ଣିମା। ଏହା ପରଦିନ ଅର୍ଥାତ୍‌ ୧୪ ତାରିଖରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ। ପୂଣ୍ୟ ଭୂମି ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହଜାର…

ଆଜି ‘ବିଗ୍‌ ବି’ଙ୍କ ଜନ୍ମଦିନ: ବାଲୁକାକଳାରେ ସୁଦର୍ଶନ ଜଣାଇଲେ ଶୁଭେଚ୍ଛା

ପୁରୀ ଅଫିସ,୧୧।୧୦: ଶୁକ୍ରବାର ମହାନାୟକ ତଥା ବଲିଉଡ୍‌ର ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ୭୭ତମ ଜନ୍ମଦିନ। ଏହି ଅବସରରେ ବାଲୁକାକଳାରେ ବିଗ୍‌ ବିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଭଗବାନ ଜଗନ୍ନାଥ ଆପଣଙ୍କୁ ସୁସ୍ଥ ଜୀବନ ସହ ଦୀର୍ଘାୟୁ କରନ୍ତୁ।…

ଆବାସ ଯୋଜନାରେ ବ୍ୟାପକ ଅନିୟମିତତା : ଘର ନ ଥାଇ ହୋଇଛି ୧୫ରୁ ଊର୍ଦ୍ଧ୍ୱ ମିଥ୍ୟା ବିଲ୍‌

ଗୋପ,୧୧।୧୦(ଡି.ଏନ୍‌.ଏ.) : ଆବାସ ଯୋଜନାରେ ଗୋପ ବ୍ଲକ୍‌ରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗରେ ବ୍ଲକ୍‌ରେ କାର୍ଯ୍ୟରତ ଜଣେ ଯନ୍ତ୍ରୀ ଚାକିରିରୁ ବହିଷ୍କୃତ ହୋଇଥିବାବେଳେ ଆଉ ଜଣେ ଯନ୍ତ୍ରୀ ନିଲମ୍ବିତ ହୋଇଥିଲେ। ଏହି ବ୍ଲକ୍‌ ଅଧୀନ ବୀରତୁଙ୍ଗ ପଞ୍ଚାୟତରେ ୧୫ରୁ ଅଧିକ ହିତାଧିକାରୀ…

ପୁଣି ଜୋର୍‌ ଧରିଲା ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧୧ା୧୦ : ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଭବତାରଣ ସାହୁ ଏବଂ ୫ ଶିକ୍ଷାନବିସ ଆଇଏଏସ୍‌ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ୫ ଟିମ୍‌ ଏହି…

ହବିଷିଆଳି ଯୋଜନା: ରହିବେ ୩ ହଜାର ବ୍ରତଧାରୀ, ୧୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୧।୧୦ : ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି କାର୍ତ୍ତିକ ମାସ ବାଳଧୂପ ନୀତି। ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ। ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହଜାର ହଜାର ହବିଷିଆଳି। ତେବେ ସରକାର ହବିଷିଆଳି…

ଅପରାହ୍ନ ୪ଟାରେ ବାନା ବନ୍ଧା

ପୁରୀ ଅଫିସ,୧୧।୧୦: ଋତୁ ଚକ୍ରର ପରିବର୍ତ୍ତନରେ ଏବେ ଶୀତ ଋତୁର ଆଗମନ ହେବ। ସାଧାରଣତଃ କାର୍ତ୍ତିକ ମାସରୁ ଶୀତଋତୁ ଆରମ୍ଭ ହୋଇଥାଏ। କୁମାର ପୂର୍ଣ୍ଣିମା ଡାଲାରେ ଶୀତ ଆସେ ବୋଲି ଲୋକମୁଖରେ ରହିଛି। ଶୀତଦିନେ ଶୀଘ୍ର ସନ୍ଧ୍ୟା ହେଉଥିବାରୁ ଗୁରୁବାରଠାରୁ ଶ୍ରୀମନ୍ଦିର…

ଓଡ଼ିଆ ବିଶ୍ୱ ବିଦ୍ୟାଳୟ ଲାଗି ଜମି କିଣିଲେ ସରକାର

ସାକ୍ଷୀଗୋପାଳ, ୧୦।୧୦( ଡି. ଏନ୍‌. ଏ.)- ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଓଡିଆ ବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁଷ୍ଠାନିକ ଭାବରେ ଗୁରୁବାର ଜମି କ୍ରୟ କରିଛନ୍ତି। ଏଥିପାଇଁ ସତ୍ୟବାଦୀ ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ବିକ୍ରି ଦଲିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?