ପୁରୀ

ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ,୭।୧୦: ଶାରଦୀୟ ଦଶହରା ପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବିଭିନ୍ନ ଶକ୍ତିପୀଠ ଏବଂ ପୂଜାମଣ୍ଡପରେ ମା’ଙ୍କୁ ଆବାହନୀ କରାଯାଉଛି। ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼ ଲାଗିରହିଛି। ସୋମବାର ବିଭିନ୍ନ ପୂଜା ମଣ୍ଡପରେ ମା’ଙ୍କ ନବମୀ ପୂଜା ଚାଲିଛି। ଏପଟେ…

ପୁର୍ବଶତ୍ରୁତାରୁ ବାପ-ପୁଅଙ୍କୁ ଛୁରାମାଡ:ପୁଅ ମୃତ, ୨ ଗୁରୁତର

କାକଟପୁର,୬।୧୦(ଡି.ଏନ.ଏ.): ପୁରୀ ଜିଲା ଅସ୍ତରଙ୍ଗ ଅଞ୍ଚଳରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଅଠତିରା ଗ୍ରାମର ସାଧୁ ସ୍ବାଇଁଙ୍କୁ କିଛି ଅସାମାଜିକ ଯୁବକ ପୂର୍ବଶତ୍ରୁତାକୁ ନେଇ ଆତସାହି ଛକଠାରେ ଆକ୍ରମଣ କରିଥିଲେ। ଖବର ପାଇଁ ତାଙ୍କ ପୁଅ ଦିଲୀପ ସ୍ବାଇଁ(୩୧) ଏବଂ…

ମଙ୍ଗଳାଙ୍କୁ ଲାଗିହେଲା ୧ଲକ୍ଷ ୮ ନୀଳକଇଁ

ପୁରୀ ଅଫିସ,୬।୧୦: ଶାରଦୀୟ ଦଶହରା ପାଇଁ ଉତ୍ସବ ମୁଖର ପୁରପଲ୍ଲୀ। ଆନନ୍ଦ ଉଲ୍ଲାସରେ ସମସ୍ତେ ମା’ ଦୁର୍ଗତିନାଶିନୀଙ୍କୁ ଆରାଧନା କରୁଛନ୍ତି। ଶ୍ରୀକ୍ଷେତ୍ରରେ ବିଭିନ୍ନ ଶକ୍ତିପୀଠରେ ଚାଲିଛି ଷୋଳପୂଜା। ତେବେ ଗତ ଗୁରୁବାର ବାସେଳିସାହି ବନଦୁର୍ଗା ଛକସ୍ଥିତ ମା’ ମଙ୍ଗଳାଙ୍କୁ ଲାଗିହୋଇଛି ୧…

ଟ୍ୟୁମର ପୀଡ଼ିତଙ୍କୁ ସହଯୋଗର ହାତ ବଢ଼ାଇଲେ ଇଟାଲୀୟ

ପୁରୀ ଅଫିସ, ୬।୧୦: ଦୀର୍ଘଦିନ ଧରି ମସ୍ତିଷ୍କଜନିତ ଟ୍ୟୁମର ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଗରିବ ଅସହାୟ ଯୁବକଙ୍କ ଚିକିତ୍ସା ଲାଗି ସହଯୋଗର ହାତ ବଢାଇଛନ୍ତି ଜଣେ ଇଟାଲୀ ଯୁବକ। ସେ ହେଲେ ସ୍ବେଚ୍ଛାସେବୀ ସଂଗଠନ…

ପୁରୀ ପୋଲିସକୁ ଅପରାଧୀଙ୍କ ଚାଲେଞ୍ଜ: ବଟି ନ ଦେବାରୁ ଘରେ ପଶି ଦମ୍ପତିଙ୍କୁ ହାଣିଲେ

ପୁରୀ ଅଫିସ, ୬।୧୦: ପାର୍ବଣ ପୂର୍ବରୁ ପୁରୀ ହେବ ଅପରାଧମୁକ୍ତ। ପୁରୀ ସହରରେ ହେବ ଅପରାଧ କ୍ଲିନ ଡ୍ରାଇଭ ଅପରେଶନ ଏଭଳି ଯୋଜନା କରିଥିଲା ପୁରୀ ପୋଲିସ। ମାତ୍ର ପୋଲିସକୁ ଖାତିର ନ କରି ଖୋଲାଖୋଲି ଚାଲେଞ୍ଜ ଦେଇଛନ୍ତି ଅପରାଧୀ। ଦାଦାବଟି…

ମହିଷାମର୍ଦ୍ଦିନୀ ବେଶରେ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର,୫।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣପୂଜା। ଶନିବାର ମହାଷ୍ଟମୀ ଅବସରରେ ମା’ମଙ୍ଗଳା ମହିଷାମର୍ଦ୍ଦିନୀ ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ବୋଲି ମା’ଙ୍କ ପୂଜା ପଣ୍ଡା ଲଳିତ…

ମା’ କନକଦୂର୍ଗାଙ୍କ ସିଂହବାହିନୀ ବେଶ ଅନୁଷ୍ଠିତ

କାକଟପୁର, ୫।୧୦(ଡି.ଏନ୍‌.ଏ.): ପୁରୀ ଜିଲା ତୁଳସୀପୁର ବ୍ରାହ୍ମଣ ଶାସନସ୍ଥିତ ମା’ କନକଦୂର୍ଗାଙ୍କର ଶାରଦୀୟ ପାର୍ବଣ ପୂଜା ପାରମ୍ପରିକ ପ୍ରଥାନୁସାରେ ଚାଲିଥିବା ବେଳେ ଶନିବାର ମହାଷ୍ଠମୀ ତିଥି ଅବସରରେ ମା’ଙ୍କୁ ସିଂହବାହିନୀ ବେଶରେ ସଜ୍ଜିତ କରାଯାଇଛି। ପୂଜକ ପୂର୍ଣ୍ଣଚନ୍ଦ୍ର ପାଣି, ଗଙ୍ଗାଧର ପାଣି…

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଚୂଡ଼ାନ୍ତ: ସାଢେ ୬ଟାରେ ରାଧାଦାମୋଦର ବେଶ

ପୁରୀ ଅଫିସ, ୪ା୧୦: ଆଶ୍ୱିନ ଶୁକ୍ଲ ଏକଦଶୀ ଅର୍ଥାତ୍‌ ଅକ୍ଟୋବର ୯ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ କାର୍ତ୍ତିକ ମାସ ବାଳ ଧୂପ ନୀତି। ଏହା ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ଆଶ୍ୱିନ ଶୁକ୍ଲ ଏକାଦଶୀ…

ଛତିଶା ନିଯୋଗ ବୈଠକ: ହବିଷିଆଳିଙ୍କୁ ଠିକ୍‌ ସମୟରେ ମିଳିବ ମହାପ୍ରସାଦ

ପୁରୀ ଅଫିସ, ୪ା୧୦: ବିଗତ ବର୍ଷ ସରକାରଙ୍କ ହବିଷିଆଳି ଯୋଜନାରେ ରହିଥିବା ହବିଷିଆଳିଙ୍କୁ ମହାପ୍ରସାଦ ଦେବାରେ ଅନେକଥର ବିଳମ୍ବ ହୋଇଛି। ତେଣୁ ଏ ବର୍ଷ ଯେପରି ଏହାର ପୁନରାବୃତ୍ତି ନ ହେବ ତାହା ଉପରେ ଗୁରୁତ୍ୱ ଦେଇଛି ଜିଲା ପ୍ରଶାସନ। ଶ୍ରୀମନ୍ଦିରରେ…

ଆଜି ସିଂହବାହିନୀ ବେଶରେ ଦର୍ଶନ ଦେବେ ମା’ମଙ୍ଗଳା

କାକଟପୁର,୪।୧୦(ଡି.ଏନ୍‌.ଏ): ପୁରୀ ଜିଲା କାକଟପୁର ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଠମୀ ତିଥିରୁ ଚାଲିଛି ଶାରଦୀୟ ପାର୍ବଣ ପୂଜା। ଶୁକ୍ରବାର ଆଶ୍ୱିନ ଶୁକ୍ଳ ସପ୍ତମୀ ତିଥି ଅବସରରେ ମା’ମଙ୍ଗଳା ପାରମ୍ପରିକ ପ୍ରଥାନୁସାରେ ଭକ୍ତଙ୍କୁ ସିଂହବାହିନୀ ବେଶରେ ଦର୍ଶନ ଦେବେ। ସନ୍ଧ୍ୟା ଆଳତୀ…

ଜମି ଅନୁଧ୍ୟାନ କଲେ ରାଜସ୍ବ କମିଶନର: ୯.୬୦ ଏକରରେ ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ

ସାକ୍ଷୀଗୋପାଳ, ୪।୧୦(ଡି.ଏନ୍‌.ଏ.): ଓଡ଼ିଆ ଭାଷା ସାହିତ୍ୟର ଉତ୍ତରୋତ୍ତର ଗବେଷଣା ଲକ୍ଷ୍ୟ ନେଇ ପୁରୀ ଜିଲା ସତ୍ୟବାଦୀର ଐତିହାସିକ ବକୁଳବନ ସଂଲଗ୍ନ ୯. ୬୦ ଏକର ଜମିରେ ଓଡିଆ ବିଶ୍ୱବିଦ୍ୟାଳୟ ସ୍ଥାପନ କରାଯିବାକୁ ସ୍ଥିର ହୋଇଛି। ସାକ୍ଷୀଗୋପାଳ ଠାକୁରଙ୍କ ମାଲିକାନାରେ ରହିଥିବା ଏହି…

ଛତିଶା ନିଯୋଗ ବୈଠକ ଆରମ୍ଭ: କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ ନେଇ ଆଲୋଚନା

ପୁରୀ ଅଫିସ,୪।୧୦: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଛତିଶା ନିଯୋଗ ବୈଠକ ଆରମ୍ଭ ହୋଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ କରାଯାଇଛି। ଏଥିସହ ହବିଷ୍ୟାଳିମାନଙ୍କୁ ମହାପ୍ରସାଦ ଯୋଗାଣ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?