ଭିଡିଓ ଭାଇରାଲକୁ ନେଇ ବିଧାୟକଙ୍କ କୁଶ ପୁତ୍ତଳିକା ଦାହ
ସାକ୍ଷୀଗୋପାଳ,୯।୧୦ (ପ୍ରଶାନ୍ତ କୁମାର ବାରିକ୍/ କିଶୋର ମହାପାତ୍ର/ ଭରତ ରାଉତ):ଗତ କିଛିଦିନ ହେବ ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ରଙ୍କ ସହିତ ଜଣେ ଯୁବତୀଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହାକୁ ନେଇ ସତ୍ୟବାଦୀ ନିର୍ବାଚନମଣ୍ଡଳୀରେ ବେଶ୍...
ବୋହି ନେଉଥିଲେ ମଧ୍ୟାହ୍ନଭୋଜନ ଚାଉଳ: ଏମିତି ଧରାପଡ଼ିଲେ ଶିକ୍ଷୟିତ୍ରୀ
ଗୋପ,୧୦।୫: ପୁରୀ ଜିଲା ଗୋପ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଘଟଣା ଶନିବାର ସାମ୍ନାକୁ ଆସିଛି। ୨ ବସ୍ତା ମଧ୍ୟାହ୍ନଭୋଜନ ଚାଉଳ ସହ ଜଣେ ଶିକ୍ଷୟିତ୍ରୀ ଧରାପଡିଛନ୍ତି। ଶିକ୍ଷୟିତ୍ରୀ ଜଣକ ଗୋପ ସ୍ଥିତ ମକ୍ତବ ପ୍ରାଥମିକ...
ହବିଷ୍ୟାଳୀଙ୍କ ପାଇଁ ୬ରୁ ଆବେଦନ ଆରମ୍ଭ, କାର୍ତ୍ତିକ ମାସରେ ପୁରୀରେ ମିଳିବ ସବୁ ସୁବିଧା
ପୁରୀ,୪।୧୦: ହବିଷ୍ୟାଳିଙ୍କ ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ ସହ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ରାଜ୍ୟ ସରକାର...
ନିଲାମ ହେଲା ଅର୍ପଣ ଚାଉଳ, ଏତେ କୋଟି ଟଙ୍କାରେ ହେଲା ବିକ୍ରି…
ଭୁବନେଶ୍ୱର,୪।୧୦: ନିଲାମ ହେଲା ଅର୍ପଣ ଚାଉଳ। ପରିକ୍ରମା ପ୍ରକଳ୍ପବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହେଲା। କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ। ଅର୍ପଣ ଚାଉଳ ନିଲାମ ନେଇ ସୂଚନା ଦେଲେ ପୁରୀ ଜିଲାପାଳ ସିଦ୍ଧାର୍ଥ...
ବିିଧାୟକଙ୍କୁ ଗାଳିଦେବାରୁ ହାତାହାତି
କଣାସ,୪ା୧୦(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା କଣାସ ପଞ୍ଚାୟତ ସମିତିର ନବମ ବୈଠକ ଗୁରୁବାର ପଞ୍ଚାୟତ ସମିତି ସଭାଗୃହରେ ଚାଲିଥିବା ସମୟରେ ବିଧାୟକଙ୍କ ଗୋଷ୍ଠୀ ଓ ବିରୋଧୀ ଗୋଷ୍ଠୀର ଶତାଧିକ ଯୁବକ ବାହାରେ ରହିଥିଲେ। ଏହି ସମୟରେ ବିରୋଧୀ ଗୋଷ୍ଠୀର କେତେଜଣ...
ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିଆଯିବ କଠୋର ପଦକ୍ଷେପ: ମନ୍ତ୍ରୀ
ପୁରୀ,୨।୧୦: ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିଆଯିବ କଠୋର ପଦକ୍ଷେପ। ଗଣମାଧ୍ୟମ ଆଗରେ ଆଜି ଏଭଳି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଶ୍ରୀମନ୍ଦିର ଲୁହା କଡ଼େଇ ଅବଢା ପ୍ରସଙ୍ଗରେ ମଧ୍ୟ ଆଇନ ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଉକ୍ତ...
ବୁଲାଣି ରାସ୍ତାରେ ବସ୍ରୁ ଖସି ପଡ଼ିଲେ ହେଲପର୍, ମାଡ଼ିଗଲା ବସ୍…
ପୁରୀ,୧।୧୦: ପୁରୀ ଜିଲା ଖାଜୁରିଆ ରାସ୍ତା ଗୋବିନ୍ଦପୁର ମହାବୀର ଛକ ବୁଲାଣି ନିକଟରେ ଏକ ଦୁର୍ଘଟଣା ଘଟିଛି। ଚଳନ୍ତା ବସ୍ରୁ ହେଲପର୍ ଜଣକ ଖସି ପଡିଥିବା ବେଳେ ବସ୍ ତାଙ୍କ ଉପରକୁ ମାଡ଼ି ଯାଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର...
ମହାପ୍ରଭୁଙ୍କ ରୋଷେଇରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗ: ଶ୍ରୀମନ୍ଦିର ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ
ପୁରୀ,୧।୧୦: ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାରକୁ ନେଇ ମଙ୍ଗଳବାର ପ୍ରଶାସନ ବନ କାର୍ଯ୍ୟାନୁଷ୍ଠାନ ନେଇଛି। ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଜଣେ ପାଳିଆ ସେବକ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଛି। ଏମାନଙ୍କୁ ଶ୍ରୀମନ୍ଦିର ପରିସର...
ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ୨ ଯୁବକଙ୍କ ଜୀବନ ଗଲା
ପୁରୀ,୧।୧୦(ଅଜିତ କୂମାର ମହାନ୍ତି): ପୁରୀର ନରେନ୍ଦ୍ର ପୁଷ୍କରିଣୀଠାରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜେଜେମା’ଙ୍କ ଶ୍ରାଦ୍ଧ ଦେବା ପାଇଁ ପୁରୀ ଆସିଥିବା ଦୁଇ ଯୁବକ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ବର୍ତ୍ତମାନ ପିତୃପକ୍ଷ ଚାଲିଥିବାରୁ...
ବଳକା ଅର୍ପଣ ଚାଉଳ ନିଲାମ ପରେ….
ପୁରୀ,୧।୧୦(ଅଜିତ କୁମାର ମହାନ୍ତି): ଦୀର୍ଘଦିନ ଧରି ଅର୍ପଣ ଚାଉଳକୁ ନେଇ ଲାଗିରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିବାକୁ ଯାଉଛି। ଅର୍ପଣ ଚାଉଳକୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ବ୍ୟବହାର କରାଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗଚ୍ଛିତ ଥିବା ଅର୍ପଣ...
ଗୃହ ଉଦ୍ଘାଟନ ପୂର୍ବରୁ ଭାଜପା ବିଜେଡି ହାତାହାତି: ନାଁ ନାହିଁ ବୋଲି ରାଗିକି ଫଳକ ଭାଙ୍ଗିଦେଲେ ଅଧ୍ୟକ୍ଷା
ଗୋପ,୩୦।୯: ପୁରୀ ଜିଲା ଗୋପ ବ୍ଲକରେ ଭିଡିଓ କନଫରେନ୍ସିଂ ଗୃହ ଉଦ୍ଘାଟନ ପୂର୍ବରୁ ଭାଜପା ବିଜେଡି ମୁହାଁମୁହିଁ ହୋଇଛନ୍ତି। ବ୍ଲକ ଅଧ୍ୟକ୍ଷା ଝୁନୁ ମଲ୍ଲିକଙ୍କ ନାମ ଫଳକରେ ନ ଥିବା ନେଇ ଭାଜପା ବିଜେଡି ଠେଲାପେଲା ହୋଇଥିଲେ। ପରେ ଗଣ୍ଡଗୋଳ...
ଶୁଖୁଆରେ ମିଶାଯାଉଛି ଫର୍ମାଲିନ୍
ଅସ୍ତରଙ୍ଗ,୩୦।୯(ପ୍ରଦୀପ୍ତ କୁମାର ଦୀକ୍ଷିତ): ଅସ୍ତରଙ୍ଗ ଅଞ୍ଚଳର ବିଭିନ୍ନ ହାଟବଜାରରେ ବିକ୍ରି ହେଉଥିବା ଶୁଖୁଆର ମାନକୁ ନେଇ ପ୍ରଶ୍ନ ଉଠିଲାଣି। ଏଠାକାର ଶୁଖୁଆ ପ୍ରସ୍ତୁତିରେ କ୍ଷତିକାରକ ଫର୍ମାଲିନ ବ୍ୟବହାର କରାଯାଉଛି। ଏହି ଶୁଖୁଆ ଆଣି ବେପାରୀମାନେ ସ୍ଥାନୀୟ ହାଟବଜାରରେ ବିକ୍ରି କରୁଛନ୍ତି।...
Archives


