ପୁରୀ

ଆଜି ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ

ପୁରୀ ଅଫିସ, ୧୮ା୪: ଚଳିତ ମାସ ୨୩ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଅକ୍ଷୟ ତୃତୀୟା ଅନୁଷ୍ଠିତ ହେବ। ଏହି ଦିନଠାରୁ ନରେନ୍ଦ୍ର ପୁଷ୍କରିଣୀରେ ବାହାରଚନ୍ଦନଯାତ୍ରା ଆରମ୍ଭ ହେବା ସହ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ...

ଅବହେଳିତ ଅବସ୍ଥାରେ ପ୍ରାଚୀନ ମଠ, ମନ୍ଦିର

ପୁରୀ ଅଫିସ, ୧୮ା୪:: ହିନ୍ଦୁମାନଙ୍କ ଶ୍ରେଷ୍ଠ ଚାରି ଧାମ ମଧ୍ୟରୁ ଶ୍ରୀକ୍ଷେତ୍ର ଅନ୍ୟତମ। କଳା, ସଂସ୍କୃତି ଓ ଐତିହ୍ୟର ଏହି କ୍ଷେତ୍ର ଦେଶର ଅନ୍ୟତମ ପ୍ରାଚୀନ ଐତିହ୍ୟ ପୀଠ ଭାବେ ପରିଚିତ। ତେବେ କାଳକ୍ରମେ ଶ୍ରୀକ୍ଷେତ୍ରର ଐତିହ୍ୟ ଭୁଶୁଡ଼ିଗଲାଣି। ରକ୍ଷଣାବେକ୍ଷଣ...

୧୬ ମାସରେ ସରିବ ପୁରୀ ରେଳଷ୍ଟେଶନ କାମ

ପୁରୀ ଅଫିସ, ୧୭ା୪: କେନ୍ଦ୍ର ରେଳ ଓ ବୟନ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜର୍ଦ୍ଦୋଶ ରବିବାର ପୁରୀ ଗସ୍ତରେ ଆସି ରେଳଷ୍ଟେଶନ ନିରୀକ୍ଷଣ କରିବା ସହିତ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୁରୀ ରେଳଷ୍ଟେଶନରେ ଶ୍ରୀମନ୍ଦିର ଛାପ ରହିବ ବୋଲି...

ପୁରୀ, କୋଣାର୍କ ବୁଲିଲେ ୮ ଦେଶର ପ୍ରତିନିଧି ମଣ୍ଡଳୀ

ପୁରୀ ଅଫିସ/କୋଣାର୍କ,୧୭ା୪ (ଡି.ଏନ୍‌.ଏ): ଚଳିତ ବର୍ଷ ଭାରତରେ ଜି-୨୦ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଭାରତ ଉକ୍ତ ବୈଠକରେ ଅଧ୍ୟକ୍ଷତା କରୁଛି। ତେଣୁ ଜି-୨୦ ସମ୍ମିଳନୀକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି...

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ ଅଫିସ,୧୭ା୪: ସୋମବାର ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ। ସନ୍ଧ୍ୟା ୬ରୁ ରାତି ୧୦ ଯାଏ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ। ଦ୍ୱିତୀୟ ଭୋଗ ପରେ ପଇତା ଲାଗି ନୀତି ଯୋଗୁ ଦର୍ଶନ ବନ୍ଦ ରହିବବୋଲି...

ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ୫-ଟି ସଚିବ

ପୁରୀ ଅଫିସ,୧୬।୪: ଧାର୍ମିକ ସହର ପୁରୀକୁ ରାଜ୍ୟ ସରକାର ବିଶ୍ୱସ୍ତରୀୟ ଐତିହ୍ୟ ସହରରେ ପରିଣତ କରିବା ପାଇଁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ଅନେକ ସମୟରେ...

ଖାଇଫୋଡ଼ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପିଠିରେ କଣ୍ଟା ଫୁଟାଇ ୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ

ସାକ୍ଷୀଗୋପାଳ,୧୪।୪(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଭୀମପୁର ଓ ଦାସ ବିଦ୍ୟାଧରପୁର ଗ୍ରାମରେ ବେଶ୍‌ ଧୁମଧାମ୍‌ରେ ପାରମ୍ପରିକ ଖାଇଫୋଡ଼ ଯାତ୍ରା ପାଳିତ ହୋଇଯାଇଛି । ମହାବିଷୁବ ସଂକ୍ରାନ୍ତି ଅବସରରେ ଭୀମପୁର ଗ୍ରାମର ମା’ ଗଡ଼ଚଣ୍ଡିଙ୍କ ମନ୍ଦିର ଏବଂ ଦାସବିଦ୍ୟାଧରପୁର ବଡ଼...

ଶ୍ରୀକ୍ଷେତ୍ରରେ ଅଧିକାଂଶ ସିସିଟିଭି ଅଚଳ

ପୁରୀ ଅଫିସ,୧୪ା୪: ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଶାନ୍ତିଶୃଙ୍ଖଳାର ସହ ରଥଯାତ୍ରାକୁ ସମାପନ କରିବା ପାଇଁ ପୁରୀ ପୋଲିସ ଏବଂ ଜିଲା ପ୍ରଶାସନ ପକ୍ଷରୁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଛି। ପୁରୀ ଏସ୍‌ପି ଡ. କନୱର ବିଶାଳ...

ପୁରୀରେ ପହଞ୍ଚତ୍ଲା ପଞ୍ଚମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୧୩ା୪: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଆସନ୍ତା ଜୁନ ୨୦ରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ପବିତ୍ର ଅକ୍ଷୟ ତୃତୀୟାଠାରୁ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ତେଣୁ ପର୍ଯ୍ୟାୟ କ୍ରମେ ରଥକାଠ ଆସି ପୁରୀରେ ପହଞ୍ଚୁଛି।...

ଶାମୁକା ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ

ପୁରୀ ଅଫିସ, ୧୩ା୪: ଜଣାଶୁଣା ବରିଷ୍ଠ ଶାମୁକା ଶିଳ୍ପୀ ତଥା ସଂସ୍କୃତିପ୍ରେମୀ ଗୁରୁ ରଘୁନାଥ ମହାପାତ୍ରଙ୍କର ପୁରୀ ଅମଲା କ୍ଲବସ୍ଥିତ ବାସଭବନରେ ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ଶାମୁକା ଶିଳ୍ପକୁ ଓଡ଼ିଶାରେ ପରିଚିତ...

ରଥଯାତ୍ରା ପାଇଁ ୨୧୦ ସ୍ବତନ୍ତ୍ର ଟ୍ରେନ

ପୁରୀ ଅଫିସ,୧୨।୪: ଜୁନ ୨୦ରେ ମହାପ୍ରଭୁଙ୍କ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ରଥକାଠ ମଧ୍ୟ ପର୍ଯ୍ୟାୟକ୍ରମେ ପୁରୀରେ ପହଞ୍ଚତ୍ବାରେ ଲାଗିଛି। ତେବେ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମଙ୍ଗଳବାର କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆର୍‌ଡିସି) ସୁରେଶ ଚନ୍ଦ୍ର ଦଳାଇଙ୍କ...

ଆଜି ରଥଯାତ୍ରା ପ୍ରଥମ ସମନ୍ବୟ କମିଟି ବୈଠକ

ପୁରୀ ଅଫିସ, ୧୧ା୪: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଆସନ୍ତା ଜୁନ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ତଥା ସୁରୁଖୁରୁରେ ସମ୍ପନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri