ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ବିରୋଧ ଯେତିକି, ସ୍ବାଗତ ସେତିକି
ପୁରୀ ଅଫିସ,୧୮।୮: ରାଜ୍ୟ ସରକାରଙ୍କ ଫୋକସରେ ପୁରୀ। ନିକଟରେ ପୁରୀ ସହରର ବିକାଶ ପାଇଁ ୨୬୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବା ପରେ ପରେ ଏବେ ସହରର ଚିତ୍ର ବଦଳାଇବାକୁ କରିଛନ୍ତି ଯୋଜନା। ଏଥିପାଇଁ ଶୁକ୍ରବାର ରାଜ୍ୟ କ୍ୟାବିନେଟରେ ନିଆଯାଇଛି…
ପୁରୀ ଜିଲା ଚିଠି: ତୀର୍ଥ ପୁଷ୍କରିଣୀକୁ ହତାଦର
ଭାରତର ଚାରିଧାମ ମଧ୍ୟରୁ ଶ୍ରେଷ୍ଠଧାମ ପୁରୀ। ଏହା ଜଗନ୍ନାଥ ଧାମ ନାମରେ ବେଶ୍ ପରିଚିତ। ଏହି ପବିତ୍ର ଧାମରେ ରହିଛି ଏକାଧିକ ତୀର୍ଥ ପୁଷ୍କରିଣୀ। ସେଗୁଡ଼ିକ ପ୍ରତି ଶ୍ରଦ୍ଧାଳୁଙ୍କ ରହିଛି ଗଭୀର ଆସ୍ଥା ଓ ବିଶ୍ୱାସ। ପ୍ରାୟ ଅଧିକାଂଶ ତୀର୍ଥ ପୁଷ୍କରିଣୀ…
‘ଧରିତ୍ରୀ’ ପ୍ରଭାବ: ଖବର ପ୍ରକାଶନ ପରେ ଲୁଣାବନ୍ଧ ଘାଇ ମରାମତି ଆରମ୍ଭ
କାକଟପୁର,୧୭।୮(ଡି.ଏନ୍.ଏ.): ପୁରୀ ଜିଲା କାକଟପୁର ଓ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଦେବୀ ନଦୀରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଲୁଣାବନ୍ଧର ଚତୁରା ଘେରି ନିକଟରେ ୫୦ଫୁଟ ଲମ୍ବର ଘାଇ ସୃଷ୍ଟି ହେବା ଯୋଗୁ ବନ୍ୟାପାଣି ନଗର ପଞ୍ଚାୟତର…
ଉଛୁଳିଲା ଭାର୍ଗବୀ, ତଳିଆ ଅଞ୍ଚଳରେ ପଶିଲା ପାଣି
ପୁରୀ ଅଫିସ,୧୭।୮ – ହୀରାକୁଦ ଗେଟ୍ ଖୋଲାଯିବା ପରେ ମହାନଦୀରେ ପ୍ରବାହିତ ହେଉଛି ବନ୍ୟା ପାଣି। ଫଳରେ ଏହାର ଶାଖା ନଦୀଗୁଡ଼ିକ ମଧ୍ୟ ଫୁଲିବାରେ ଲାଗିଛି। ଜିଲାର ଭାର୍ଗବୀ ନଦୀରେ ବନ୍ୟା ପାଣି ପ୍ରବାହିତ ହେବା ପରେ ଏହା ଉଚ୍ଛୁଳିଛି। ଏହାକୁ…
ଶ୍ରୀମନ୍ଦିରରେ ରାଖୀ ଲାଗି, ବଳଭଦ୍ର ଜନ୍ମ ନୀତି: ପାଟ ରାଖୀ ପିନ୍ଧିଲେ ମହାପ୍ରଭୁ
ପୁରୀ ଅଫିସ, ୧୬।୮: ପବିତ୍ର ଗହ୍ମାପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ନୀତି ଏବଂ ରାଖୀ ଲାଗି ନୀତି ସମ୍ପନ୍ନ ହୋଇଛି। ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡଠାକୁର ବଳଭଦ୍ର ଶ୍ରୀଭୂଜରେ ପାଟ ରାଖୀ ଏବଂ ଗୁଆମାଳ ପିନ୍ଧି ଭକ୍ତଙ୍କୁ ଦର୍ଶନ…
ମିଶନ ଆଶାଲୋକ ଅଭିଯାନର ଶୁଭାରମ୍ଭ: ୧୮ ମାନସିକ ବିକାରଗ୍ରସ୍ତ ପୁରୁଷ ଉଦ୍ଧାର
ପୁରୀ ଅଫିସ, ୧୬ା୮: ଅନେକ ମାନସିକ ବିକାରଗ୍ରସ୍ତ ରାସ୍ତାଘାଟରେ ଏଣେତେଣେ ବୁଲୁଥାନ୍ତିି। କେହି କେହି ଲୋକଙ୍କୁ ମାଗି ଖାଇଥାନ୍ତି ତ ଆଉ କେହି ଅଳିଆ ଆବର୍ଜନା ଗଦାରୁ ପେଟର ଭୋକ ମେଣ୍ଟାନ୍ତିି। ହେଲେ ଏମାନଙ୍କ ପ୍ରତି ସହାନୁଭୂତିର ହାତ ବଢାଇବା ଲୋକ…
ଭାର୍ଗବୀ ନଦୀବନ୍ଧରେ ଘଳିଆ
ସାକ୍ଷୀଗୋପାଳ, ୧୬।୮(ଡି.ଏନ.ଏ.): ବଢି ପାଣି ଆସିବା ପରେ ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳରେ ପ୍ରବାହିତ ଭାର୍ଗବୀ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇଛି। ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା ସାକ୍ଷୀଗୋପାଳ ଜଳସେଚନ ଉପଖଣ୍ଡ ଭାର୍ଗବୀ ଦକ୍ଷିଣ ପର୍ଶ୍ୱ ନଦୀବନ୍ଧର ୬ଟି ସ୍ଥାନରେ ଘଳିଆ…
ଗହ୍ମାପୂର୍ଣ୍ଣିମାରେ ନଡ଼ିଆ ଲଢ଼େଇ ପରମ୍ପରା
ସାକ୍ଷୀଗୋପାଳ, ୧୫।୮(ଡି.ଏନ୍.ଏ.): ଗହ୍ମାପୂର୍ଣ୍ଣିମା ଅବସରରେ ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡ଼ିଆ ଲଢ଼େଇ ପରମ୍ପରା ରହିଛି। ବାତ୍ୟା ‘ଫନୀ’ରେ ବହୁ ସଂଖ୍ୟକ ନଡ଼ିଆ ଗଛ ଭାଙ୍ଗିଯାଇଥିଲେ ମଧ୍ୟ ଗୁରୁବାର ସ୍ଥାନୀୟ ଅଞ୍ଚଳରେ ନଡ଼ିଆ ଲଢ଼େଇ ଦେଖିବାକୁ ମିଳିଛି। ଏହି ଅବସରରେ ଯିଏ…
ପୁରୀରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ
ପୁରୀ ଅଫିସ, ୧୫।୮: ପୁରୀ ଶରଧାବାଲିଠାରେ ଗୁରୁବାର ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସକାଳ ୯ଟା ୧୫ରେ ମୁଖ୍ୟଅତିଥିଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଉପସ୍ଥିତ ହୋଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଏକ ଖୋଲା ଜିପ୍ରେ ମନ୍ତ୍ରୀ ପରେଡ୍…
କ୍ରିଶନ କୁମାର ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ ଅଫିସ, ୧୫।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ରାଜ୍ୟ ସରକାର କ୍ରିଶନ କୁମାରଙ୍କୁ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୧୯ ତାରିଖରୁ ସେ ଏହି ଅତିରିକ୍ତ ଦାୟିତ୍ୱ ପ୍ରତିପାଦନ କରିବେ। କିଛି ଦିନ ତଳେ କ୍ରିଶନ କୁମାରଙ୍କୁ ପୂର୍ତ୍ତ ବିଭାଗ ସଚିବ…
କାକଟପୁର, ଅସ୍ତରଙ୍ଗରେ ସ୍ବାଧୀନତା ଦିବସ
କାକଟପୁର,୧୫ା୮(ଡି.ଏନ୍.ଏ.): ପୁରୀ ଜିଲା କାକଟପୁର ଓ ଅସ୍ତରଙ୍ଗ ଅଞ୍ଚଳରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରବଳ ବର୍ଷା ସତ୍ତ୍ୱେ କାକଟପୁର ମିନିଷ୍ଟାଡ଼ିୟମ୍ଠାରେ କାକଟପୁର ପ୍ରେସ୍ କ୍ଲବ୍ ପକ୍ଷରୁ ଆୟୋଜିତ ବ୍ଲକସ୍ତରୀୟ ସ୍ବାଧୀନତା ଦିବସରେ ବ୍ଲକ ଅଧ୍ୟକ୍ଷା ମନୋରମା ସ୍ବାଇଁ…
ଦେବୀ ନଦୀରେ ବନ୍ୟାଜଳ :ବାଉରିଆକଣରେ ବିପଦ ସଙ୍କେତଠାରୁ ଊର୍ଦ୍ଧ୍ୱରେ ପ୍ରବାହିତ, ଲୋକେ ଆତଙ୍କିତ
କାକଟପୁର,୧୫ା୮(ଡି.ଏନ୍.ଏ.): ଦେବୀ ନଦୀରେ ବନ୍ୟାଜଳ ବୁଧବାରଠାରୁ ବୃଦ୍ଧି ପାଇବାରେ ଲାଗିଛି। ତେବେ ଗୁରୁବାର ପ୍ରାୟ ୨ଟାରେ ବନ୍ୟାଜଳ ବାଉରିଆକଣଠାରେ ବିପଦସଙ୍କେତ ଟପି ପ୍ରବାହିତ ହେଉଥିବାରୁ ନଦୀ ତଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ବାଉରିଆକଣଠାରେ ବିପଦସଙ୍କେତସ୍ତର ୪.୯୩ ମିଟର ରହିଥିବାବେଳେ ଏଠାରେ ବନ୍ୟାଜଳ…
Archives


