ପୁରୀ

କୁଶଭଦ୍ରାରେ ପ୍ରଥମ ବନ୍ୟାଜଳ ପ୍ରବାହିତ

ଗୋପ,୧୫।୮(ଡି.ଏନ୍‌.ଏ): ପୁରୀ ଜିଲାରେ ପ୍ରବାହିତ କୁଶଭଦ୍ରା ନଦୀରେ ପ୍ରଥମ ବନ୍ୟାଜଳ ଆସିଥିବାବେଳେ ଗୋପ ବ୍ଲକ ଅଞ୍ଚଳ ନଦୀ କୂଳିଆ ଗାଁଗୁଡ଼ିକରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଗୋପ କୁଶଭଦ୍ରା ନଦୀକୂଳରେ ପଡ଼ିଥିବା ମୀନାବଜାର ବନ୍ୟାଜଳରେ ଭାସି ଯାଇଥିବା ଜଣାପଡ଼ିଛି। ପ୍ରକାଶ ଯେ,…

୧୯ରେ ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଭଙ୍ଗାଯିବ ବେଆଇନ କୋଠା

ପୁରୀ ଅଫିସ, ୧୪ା୮: ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ଶ୍ରୀମନ୍ଦିର। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ କେନ୍ଦ୍ର ଗୋଇନ୍ଦା ବିଭାଗର ଏହି ରିପୋର୍ଟ ପ୍ରଶାସନ ଆଖିରୁ ନିଦ ହଜାଇ ଦେଇଛି। ଜିଲା ପ୍ରଶାସନ ଓ ପୋଲିସକୁ ଘାରିଛି ବଡ଼ଦେଉଳର ସୁରକ୍ଷା ଚିନ୍ତା।…

ମହିଳାଙ୍କୁ ଅସଦାଚରଣ ମାମଲା: ଜେଲ୍‌ ଗଲେ ପୂର୍ବତନ ସରପଞ୍ଚ

ନିମାପଡ଼ା,୧୪ା୮(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅସଦାଚରଣ ପ୍ରଦର୍ଶନ କରିଥିବା ମାମଲାରେ ସୋମବାର ଜଣେ ପୂର୍ବତନ ସରପଞ୍ଚ ଜେଲ ଯାଇଥିବା ଜଣାପଡିଛି। ସେ ହେଲେ ଚାରିଛକ ଫାଣ୍ଡି ଅଞ୍ଚଳର ଦୁର୍ଯ୍ୟୋଧନ ବାରିକ। ସୂଚନାଥାଉ କି, ନିମାପଡ଼ା ଥାନା ଅଞ୍ଚଳର ଜଣେ…

ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ ଲାବଣ୍ୟା

ପୁରୀ ଅଫିସ, ୧୪ା୮: ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ-୨୦୧୯ର ବିଜେତା ଓଡ଼ିଆ ଝିଅ ଲାବଣ୍ୟା ଦାଶ ମଙ୍ଗଳବାର ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଆଶୀର୍ବାଦ ନେଇଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ…

ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ବଡ଼ଦେଉଳ, ପରିଚୟପତ୍ରକୁ ଗୁରୁତ୍ୱ ଦେଉନି ପ୍ରଶାସନ

ପୁରୀ ଅଫିସ, ୧୩ା୮: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥକ୍ଷେତ୍ର ହେଉଛି ପୁରୀ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା ଲାଗି ପ୍ରତ୍ୟେହ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ଆସିଥାନ୍ତି। ଏଥିଲାଗି ପୁରୀ ଆତଙ୍କବାଦୀଙ୍କ ଟାର୍ଗେଟରେ…

୬ ଫୁଟର ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ

ପୁରୀ ଅଫିସ, ୧୩ାା୮: ଚନ୍ଦନପୁର ଥାନା ଅନ୍ତର୍ଗତ ସେନାପଟିଆ ଅଞ୍ଚଳରୁ ମଙ୍ଗଳବାର ସକାଳେ ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ଏହି ସାପର ଲମ୍ବ ପ୍ରାୟ ୬ ଫୁଟ ରହିଛି। ଗାଁ ଲୋକେ ସାପଟିକୁ ଦେଖି ପ୍ରଥମେ ସ୍ନେକ ହେଲ୍‌ପ ଲାଇନକୁ…

ସ୍ବାଧୀନତା ଲାଗି ନାରୀ ଆଜି ବି ସଂଘର୍ଷରତ

ପୁରୀ ଅଫିସ, ୧୩।୮: ପୁରୀର ନାଟ୍ୟାନୁଷ୍ଠାନ ‘ରଙ୍ଗଶାଳା’ ଆନୁକୂଲ୍ୟରେ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ଚାଲିଥିବା ଦ୍ୱାଦଶ ଜାତୀୟ ନାଟକ ମହୋତ୍ସବର ସୋମବାର ଥିଲା ଦ୍ୱିତୀୟ ଦିବସ। ଭୁବନେଶ୍ୱରର ନାଟ୍ୟାନୁଷ୍ଠାନ ‘ଜୀବନ ରେଖା’ ପକ୍ଷରୁ ପରିବେଷିତ ହୋଇଥିଲା ନାଟକ ‘ଚୁପ! କୋର୍ଟ ଚାଲିଛି’। ଜଣେ…

ଲଘୁଚାପ ବର୍ଷା: ଧାନଜମି ଜଳମଗ୍ନ

କୃଷ୍ଣପ୍ରସାଦ,୧୩ା୮(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ବର୍ଷା ଅଭାବରୁ ଧାନରୁ ଗଜା ବାହାରିପାରି ନ ଥିଲା। ପରେ ଲୋକମାନେ ପୁଣି ଚାଷକରି ଧାନ ବୁଣିଥିଲେ। ବହୁ କଷ୍ଟ କରି ପମ୍ପ ଦ୍ୱାରା ପାଣି ମଡାଇ ଧାନଗଛ ବଞ୍ଚାଇ ରଖିଥିଲେ। ଏପରି ସମୟରେ…

ପ୍ରାକୃତିକ ବାଲିସ୍ତୂପ ଉଭାନ୍‌ : ମାଡ଼ିଆସୁଛି ଅଶାନ୍ତ ସମୁଦ୍ର

କାକଟପୁର,୧୨ା୮: ବିସ୍ତୀର୍ଣ୍ଣ ସମୁଦ୍ର ତଟ ପାଇଁ ପୁରୀ ଜିଲା ପର୍ଯ୍ୟଟନ ମାନଚିତ୍ରରେ ବିଶେଷ ସ୍ଥାନ ଅଧିକାର କରିଛି। ମାତ୍ର ଗତ କେତେ ବର୍ଷ ଧରି ପୁରୀ ସମୁଦ୍ର ତଟ ସହ ଅସ୍ତରଙ୍ଗ ଏବଂ କୋଣାର୍କ ଉପକୂଳରେ ସମୁଦ୍ର କୂଳଲଙ୍ଘି ସ୍ଥଳଭାଗମୁହାଁ ହୋଇଛି।…

ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା କଟକଣା : ଭକ୍ତଙ୍କୁ ଜରିମାନା, ସେବକଙ୍କୁ ମାଫ୍‌

ପୁରୀ ଅଫିସ,୧୨ା୮ : ପାନ, ଗୁଟ୍‌ଖା ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା ମନ୍ଦିର କର୍ମଚାରୀ କାହାରିକୁ ବାଦ୍‌ ଦିଆଯିବ ନାହିଁ। ପାନ, ଗୁଟ୍‌ଖା ଖାଇ ମନ୍ଦିରକୁ ପ୍ରବେଶ କରିଥିଲେ ୫୦୦ ଟଙ୍କା…

ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ ୫ ଦିନ ପରେ ଗଳିତ ମୃତଦେହ ଜବତ

ନିମାପଡ଼ା,୧୧।୮(ଡି.ଏନ୍‌.ଏ.)- ନିମାପଡ଼ା ଥାନା ଅନ୍ତର୍ଗତ ରେଞ୍ଚ ମହାନ୍ତିସାହି ଗ୍ରାମରୁ ରବିବାର ଅପରାହ୍ନରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। କିଛିଦିନ ପୂର୍ବରୁ ଏହି ଘଟଣା ଘଟିଥିବାରୁ ମୃତଦେହ ପଚି ଦୁର୍ଗନ୍ଧମୟ ହେଉଥିଲା। ମୃତ ଦମ୍ପତି ହେଲେ ଉକ୍ତ ଗ୍ରାମର…

ପୁରୀ ପ୍ରଶାସନ ପାଇଁ ଅଳିଆ ଅଡୁଆ: ସଫେଇ ଚାଲିଛି, ପକାଇବାକୁ ଜାଗା ନାହିଁ

ପୁରୀ ଅଫିସ, ୧୧ା୮: ଆଇକନିକ୍‌ ସହର ପୁରୀକୁ ସ୍ବଚ୍ଛ ରଖିବା ପାଇଁ ହେଉଥିବା ପ୍ରୟାସକୁ ସମସ୍ତେ ପ୍ରଶଂସା କରୁଛନ୍ତି। ଏଭଳି ମହତ ଉଦ୍ଦେଶ୍ୟରେ ପ୍ରଶାସନିକ ଅଧିକାରୀ, ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ, ଖବରଦାତା, ଆଇନଜୀବୀ ଏବଂ ସ୍ଥାନୀୟ ବାସିନ୍ଦ ସ୍ବେଚ୍ଛାକୃତ ଭାବେ ସାମିଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri