ବେଳାଭୂମି ସଫେଇ ସହ ସ୍ବଚ୍ଛତା ବାର୍ତ୍ତା ଦେଲେ ଆଇନଜୀବୀ
ପୁରୀ ଅଫିସ,୧୦ା୮: ପୁରୀ ଜିଲା ପ୍ରଶାସନ ପକ୍ଷରୁ ବେଳାଭୂମି ସ୍ବଚ୍ଛତା ପାଇଁ ଚାଲିଛି ‘ମୋ ବିଚ୍’ ଅଭିଯାନ। ଏଥିପ୍ରତି ଜନସାଧାରଣଙ୍କ ସମର୍ଥନ ବଢିବାରେ ଲାଗିଛି। ଶନିବାର ଏହି ଅଭିଯାନରେ ସାମିଲ ହୋଇଛନ୍ତି ପୁରୀ ବାର୍ ଆସୋସିଏଶନର ଶତାଧିକ ଆଇନଜୀବୀ। ଏମାନେ ବିଭିନ୍ନ…
ମଞ୍ଚରେ ପ୍ରତିଭା ପ୍ରଦର୍ଶନ କଲେ ଶିଶୁ
ପୁରୀ ଅଫିସ,୧୦ା୮: ‘ଶିଶୁ ସମାଚାର’ର ଦ୍ୱାଦଶ ସ୍ବନକ୍ଷତ୍ର ଉତ୍ସବ ଏବଂ ରାଜ୍ୟସ୍ତରୀୟ ଶିଶୁମେଳା ଶନିବାର ପୁରୀ ପୌରସଦନଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବହୁ ଶିଶୁ ଯୋଗଦେଇ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। ପୂର୍ବାହ୍ନ ୧୦ଟାରେ ସାମାଜିକ କର୍ମୀ ଚକ୍ରଧର ମହାପାତ୍ରଙ୍କ ଅଧ୍ୟକ୍ଷତାରେ…
ସୁଆର ମହାସୁଆର ନିଯୋଗ ନିର୍ବାଚନ ସରିଲା
ପୁରୀ ଅଫିସ,୧୦ା୮: ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶେଷ ହୋଇଛି। ଶନିବାର କୋଇଲି ବୈକୁଣ୍ଠ ପରିସର ନିଯୋଗ କାର୍ଯ୍ୟାଳୟରେ ଭୋଟ ଗ୍ରହଣ କରାଯାଇଥିଲା। ଏଥିରେ ୩୭ ଜଣ ପ୍ରତିଦ୍ୱନ୍ଦ୍ୱିତା କରିଥିବାବେଳେ ୧୫ ନିର୍ବାଚିତ ହେବେ। ନିର୍ବାଚିତ ସଦସ୍ୟଙ୍କ ମଧ୍ୟରୁ ସଭାପତି,…
୧୧ରୁ ରଙ୍ଗଶାଳାର ଜାତୀୟ ନାଟକ ମହୋତ୍ସବ: ନଳିନୀ ନିହାରୀ ନାୟକ ପାଇବେ ବ୍ୟୋମକେଶ ସମ୍ମାନ
ପୁରୀ ଅଫିସ, ୧୦ା୮: ଶ୍ରୀକ୍ଷେତ୍ରର ଅଗ୍ରଣୀ ନାଟ୍ୟଅନୁଷ୍ଠାନ ରଙ୍ଗଶାଳା ଆନୁକୂଲ୍ୟରେ ୧୨ତମ ଜାତୀୟ ନାଟକ ମହୋତ୍ସବ ଆସନ୍ତା ୧୧ତାରିଖରୁ ଅନୁଷ୍ଠିତ ହେବ। ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ୫ଦିନ ଧରି ଅନୁଷ୍ଠିତ ହୋଇ ୧୫ତାରିଖରେ ସମାପ୍ତ ହେବ। ଏହି ଅବସରରେ ଚଳିତ ବର୍ଷ ରାଉରକେଲାର…
ବର୍ଷେ ପରେ ଦୂର ହୋଇନି ସୁଜାତାନଗରବାସୀଙ୍କ ଦୁଃଖ
ପୁରୀ ଅଫିସ, ୧୦ା୮: ସାମାନ୍ୟ ବର୍ଷା ହେଲେ ପୁରୀ ପୌରସଂସ୍ଥା ୧ ନଂ. ୱାର୍ଡର ମାଟିତୋଟା ଏବଂ ସୁଜାତାନଗର ଅଞ୍ଚଳବାସୀଙ୍କ ଦୁଃଖ ବଢିଯାଏ। ଜଳବନ୍ଦୀ ଜୀବନ ଅତିବାହିତ କରିବାକୁ ପଡେ ସେମାନଙ୍କୁ। ଘର ବାହାରକୁ ପାଦ ବଢାଇବା ମାତ୍ରେ ଖାଲି ପାଣି…
୨୫ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ଗିରଫ
ପୁରୀ ଅଫିସ, ୧୦ା୮: ପୁରୀ ସହର ବ୍ରାଉନସୁଗାରର ପେଣ୍ଟସ୍ଥଳୀ ପାଲଟିଛି। ଏହାର ଚେର କଲିକତା ପର୍ଯ୍ୟନ୍ତ ଲମ୍ବିଛି। କଟକ ଓ ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ଏ ନେଇ ଧରପଗଡ ପରେ ମେଟ୍ରୋ ସହର ବେପାରୀ ଏବେ ପୁରୀ ମୁହଁ। ହୋଇଛନ୍ତି।…
ଆଜିଠୁ ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା
ପୁରୀ ଅଫିସ, ୧୦ା୮: ଶ୍ରାବଣ ଶୁକ୍ଳ ଦଶମୀ ତିଥି ଅର୍ଥାତ୍ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। ଏଥିସହ ଶ୍ରୀକ୍ଷେତ୍ରର ଅନ୍ୟାନ୍ୟ ମଠ, ମନ୍ଦିରରେ ମଧ୍ୟ ଝୁଲଣ ଯାତ୍ରା ଅନୁଷ୍ଠିତ…
କୃଷ୍ଣପ୍ରସାଦ ଉପକୂଳରେ ଲାଗିଲା ମାଲୋସିଆ ଜାହାଜ
କୃଷ୍ଣପ୍ରସାଦ,୧୦ା୮(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ବଙ୍ଗୋପସାଗର ଉପକୂଳସ୍ଥ ଖିରିସାହି ନିକଟରେ ଏକ ବିରାଟ ଜାହାଜ ଲାଗିିଛି । ଜାହାଜରେ ନାବିକଙ୍କ ସମେତ ୯ଜଣ ସୁରକ୍ଷିତ ଥିବା ଓ ଏହା ମାଲେସିଆରୁ ବିଶାଖାପାଟଣା ଅଭିମୁଖେ ଏହା ଯାତ୍ରା କରୁଥିବା ସୂଚନା…
ଆଜି ସୁଆର ମହାସୁଆର ନିର୍ବାଚନ
ପୁରୀ ଅଫିସ, ୯ା୮: ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ମୋଟ ୩୭ ଜଣ ପ୍ରାର୍ଥୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ୧୫ ଜଣ ନିର୍ବାଚିତ ହେବେ। କୋଇଲି ବୈକୁଣ୍ଠ ପରିସରରେ ଥିବା ନିଯୋଗ କାର୍ଯ୍ୟାଳୟରେ ଭୋଟ…
ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ
ପୁରୀ ଅଫିସ, ୯ା୮: ପବିତ୍ର ଶ୍ରାବଣ ଶୁକ୍ଳ ନବମୀ ତିଥିରେ ଶୁକ୍ରବାର ବାଡ଼ି ନୃସିଂହ ଶ୍ରୀକ୍ଷେତ୍ରର ଚାରି ଆଶ୍ରମ ବିଜେ କରିଛନ୍ତିି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ନୃସିଂହ ଠାକୁର ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଝୁଲଣ ମଣ୍ଡପ ତଳେ ରହିଥିବା…
ଆଜିଠୁ ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା: ଚଳଚଞ୍ଚଳ ଶ୍ରୀକ୍ଷେତ୍ରର ମଠ ମନ୍ଦିର
ପୁରୀ ଅଫିସ, ୯ା୮: ଶ୍ରାବଣ ଶୁକ୍ଳ ଦଶମୀ ତିଥି ଅର୍ଥାତ୍ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। ଏଥିସହ ଶ୍ରୀକ୍ଷେତ୍ରର ଅନ୍ୟାନ୍ୟ ମଠ, ମନ୍ଦିରରେ ମଧ୍ୟ ଝୁଲଣ ଯାତ୍ରା ଅନୁଷ୍ଠିତ…
ଶ୍ରୀଲୋକନାଥ ମନ୍ଦିର: ବେଢ଼ାରେ ଜମିଛି ପାଣି, ଭକ୍ତଙ୍କ ଦର୍ଶନରେ ବାଧା
ପୁରୀ ଅଫିସ, ୯ା୮: ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ପାଣି ଜମିଛିି। ପ୍ରାୟ ଫୁଟେ ଉଚ୍ଚର ପାଣି ଭିତର ବେଢ଼ାରେ ଜମି ଥିବାରୁ ଭକ୍ତଙ୍କ ଦର୍ଶନରେ ବାଧା ଉପୁଜିଛି। ବର୍ଷା ପାଣି ଜମି ରହିଥିବାରୁ ଏଣେତେଣେ ଅଳିଆ ଆବର୍ଜନା ଭାସି ପରିମଳ…
Archives


