ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା : ପୋଲିସକୁ ତଥ୍ୟ ମାଗିଲେ ଶ୍ରମ ଅଧିକାରୀ
ପୁରୀ ଅଫିସ, ୯।୮: ରଥଯାତ୍ରା ସମୟରେ ଗତ ଜୁଲାଇ ୮ତାରିଖ ରାତିରେ ପୁରୀ ବସ୍ଷ୍ଟାଣ୍ଡରେ ଏକ ଯାତ୍ରୀବାହୀ ବସ୍ରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ କୁମ୍ଭାରପଡ଼ା ଥାନା ପୋଲିସ ସମ୍ପୃକ୍ତ ବସ୍ ହେଲ୍ପରଙ୍କୁ ଗିରଫ…
ପୁଣି ୫ ଘରୋଇ ଶିକ୍ଷାନୁଷ୍ଠାନର ଏନ୍ଓସି ରଦ୍ଦ
ଗୋପ,୮ା୮(ଡି.ଏନ୍.ଏ.): ପୁରୀ ଜିଲା ଗୋପ ବ୍ଲକ୍ ଅଞ୍ଚଳରେ ଥିବା ବେଆଇନ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକର ଏନ୍ଓସି ରଦ୍ଦ କରାଯାଉଛି। ତେବେ ବୁଧବାର ଆଉ ୫ ଘରୋଇ ଶିକ୍ଷାନୁଷ୍ଠାନର ଏନଓସି ରଦ୍ଦ କରାଯାଇଥିବା ଗୋପ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ଏହି…
ସୁଷମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ
ପୁରୀ ଅଫିସ, ୭ା୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜଙ୍କ ପରଲୋକରେ ଦେଶବ୍ୟାପୀ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମଧ୍ୟ ସୁଷମାଙ୍କ ଅମର ଆତ୍ମାର ସଦ୍ଗତି…
ଶ୍ରୀଜଗନ୍ନାଥ ବଲ୍ଲଭ ମଠ : ୧୬ କୋଟିର ଅନିୟମିତତା ଅଭିଯୋଗ
ପୁରୀ ଅଫିସ, ୭ା୮: ଶ୍ରୀମନ୍ଦିର ରୀତିନୀତି ସହିତ ଜଡ଼ିତ ଶ୍ରୀଜଗନ୍ନାଥ ବଲ୍ଲଭ ମଠ। ଏହି ମଠର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବାବଦରେ ପ୍ରାୟ ୧୬କୋଟି ଟଙ୍କାର ଆର୍ଥତ୍କ ଅନିୟମିତତା ହୋଇଥିବା ନେଇ ମଙ୍ଗଳବାର ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ ହୋଇଛି। ପୁରୀ…
ଆସନ୍ତା ୧୦ରୁ ପବିତ୍ର ଝୁଲଣ ଯାତ୍ରା: ମଠ, ମନ୍ଦିରରେ ଚାଲିଛି ସାଜସଜା
ପୁରୀ ଅଫିସ, ୬ା୮: ଆସନ୍ତା ୧୦ତାରିଖରୁ ପବିତ୍ର ଝୁଲଣ ଯାତ୍ରା। ଶ୍ରାବଣ ଶୁକ୍ଳ ଦଶମୀଠାରୁ ଆରମ୍ଭ ହେଉଥିବା ଏହି ଝୁଲଣ ଯାତ୍ରା ପ୍ରତିପଦ ଯାଏ ୭ଦିନ ଧରି ଚାଲିବ। କିନ୍ତୁ ଅନ୍ୟାନ୍ୟ ମଠ ମନ୍ଦିରରେ କେଉଁଠି ୭ଦିନ ତ ଆଉ କେଉଁଠାରେ…
ପ୍ରାକୃତିକ ବାଲିସ୍ତୁପ ଉଭାନ୍: ମାଡ଼ିଆସୁଛି ଅଶାନ୍ତ ସମୁଦ୍ର; ଧ୍ୱଂସ ହେଉଛି ଝାଉଁ ଜଙ୍ଗଲ, କିଆବାଡ଼
କାକଟପୁର, ୬।୮(ଡି.ଏନ୍.ଏ.)-ବିସ୍ତୀର୍ଣ୍ଣ ସମୁଦ୍ର ତଟ ପାଇଁ ପୁରୀ ଜିଲା ପର୍ଯ୍ୟଟନ ମାନଚିତ୍ରରେ ବିଶେଷ ସ୍ଥାନ ଅଧିକାର କରିଛି। ମାତ୍ର ଗତ କେତେ ବର୍ଷ ଧରି ପୁରୀ ସମୁଦ୍ର ତଟ ସହ ଅସ୍ତରଙ୍ଗ ଏବଂ କୋଣାର୍କ ଉପକୂଳରେ ସମୁଦ୍ର କୂଳଲଙ୍ଘି ସ୍ଥଳଭାଗମୁହାଁ ହୋଇଛି।…
ପୂର୍ବ ଶତ୍ରୁତା ସନ୍ଦେହ, ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ପୁରୀ ଅଫିସ, ୬ା୮:ଲୋକନାଥ ରୋଡ଼ର ଛପନ ଛକଠାରେ ମଙ୍ଗଳବାର ଅର୍ଜୁନ ନାୟକ ନାମକ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ପୋଲିସ ଅନୁମାନ କରୁଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅର୍ଜୁନଙ୍କୁ ଉଦ୍ଧାର କରାଯାଇ ଜିଲା…
୧୨ ଗ୍ରାମ ବ୍ରାଉନସୁଗାର ଜବତ: ମହିଳା ଗିରଫ
ପୁରୀ ଅଫିସ, ୬ା୮: କୁମ୍ଭାରପଡ଼ା ଥାନା ଅଧୀନ ନରେନ୍ଦ୍ରକୋଣ ଏବଂ ଦେବୀଘାଟ ଅଞ୍ଚଳ ନିଶା କାରବାରର ପେଣ୍ଠସ୍ଥଳ ପାଲଟିଛି। ନାବାଳକ ଓ ମହିଳାମାନଙ୍କ ଜରିଆରେ ଏହି ବେପାର ଚାଲିଛି। ମଙ୍ଗଳବାର ନରେନ୍ଦ୍ରକୋଣରୁ ଜଣେ ମହିଳାଙ୍କଠାରୁ ୧୨ଗ୍ରାମ ବ୍ରାଉନ ସୁଗାର ଜବତ କରିଛି…
ଶ୍ରୀମନ୍ଦିରରେ ଖସାପଡ଼ା ନୀତି: ୩ ଘଣ୍ଟା ବନ୍ଦ ରହିଲା ଦର୍ଶନ
ପୁରୀ ଅଫିସ, ୬।୮: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ ହୋଇଛି। ଏହି ନୀତି ଅପରାହ୍ନ ୪ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ୧୦ଟା ପର୍ଯ୍ୟନ୍ତ ଚାଲିଥିଲା। ଏଥିଯୋଗୁ ପ୍ରାୟ ୩ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ଖସାପଡ଼ା ନୀତି…
ଲକ୍ଷ୍ୟପଥରୁ ଦୂରଉଛି ଆର୍ଏସ୍ଏସ୍: ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ, ୬।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ଯେଉଁ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନେଇ ଆରମ୍ଭ ହୋଇଥିଲା, ଏବେ ସେଥିରୁ ଦୂରେଇଯାଉଛି ବୋଲି କହିଛନ୍ତି ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ। ସୋମବାର ଶଙ୍କରାଚାର୍ଯ୍ୟ ମଠରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ…
କନ୍ଦାଖାଇ କଲେଜ ପକ୍ଷରୁ ସଫେଇ
କୃଷ୍ଣପ୍ରସାଦ,୬ା୮(ଡି.ଏନ.ଏ)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥିତ କନ୍ଦାଖାଇ ବିଜ୍ଞାନ ଓ କଳା ମହାବିଦ୍ୟାଳୟର ଯୁକ୍ତ ୩ ଜାତୀୟ ସେବା ସଂସ୍ଥା ଏବଂ ଭାରତ ସ୍କାଉଟ୍ ଗାଇଡ୍ ମିଳିତ ଆନୁକୂଲ୍ୟରେ ସୋମବାର ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ମାଲୁଦ, ପଞ୍ଚୁଦୋଳ ପଡିଆସ୍ଥିତ ପଞ୍ଚମୁଖୀ ହନୁମାନଙ୍କ…
ଅତିଥି ଅଧ୍ୟାପକ ଚୟନରେ ଅନିୟମିତତା ଅଭିଯୋଗ : ତଦନ୍ତ ପାଇଁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
ପୁରୀ ଅଫିସ,୫ା୮: ପୁରୀ ସରକାରୀ ମହିଳା ମହାବିଦ୍ୟାଳୟରେ ଅତିଥି ଅଧ୍ୟାପକ ଚୟନ ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ କେତେଜଣ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ। ଏପରିକି ଚୟନ ପ୍ରକ୍ରିୟାକୁ ନେଇ ବହୁ ପ୍ରାର୍ଥୀ ସୂଚନା…
Archives


