ଶ୍ରମ ଆଇନ ସଂଶୋଧନ ବିଲ୍ ପ୍ରତ୍ୟାହାର ଦାବି
ପୁରୀ ଅଫିସ, ୨ା୮: କେନ୍ଦ୍ର ସରକାର ଶ୍ରମ ଆଇନ ସଂଶୋଧନ ବିଲ୍ ତୁରନ୍ତ ପ୍ରତ୍ୟାହାର ଲାଗି ସିପିଆଇ, ସିପିଆଇ(ଏମ୍) ଏବଂ ବିଭିନ୍ନ ଶ୍ରମିକ ସଙ୍ଗଠନ ଦାବି କରିଛନ୍ତି। ଏ ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।…
ମରାମତି ପରେ ବି ଦବିଲା ଗୋପ-ବାଲିଘାଇ ରାସ୍ତା
ଗୋପ, ୨।୮(ଡି.ଏନ୍.ଏ.): ନିର୍ମାଣାଧୀନ ଗୋପ-ବାଲିଘାଇ ରାସ୍ତାର ଗୋପ ବ୍ରିଜ୍ ନିକଟରେ ନିର୍ମାଣାଧୀନ ନୂତନ ସ୍ପାନ୍ ରାସ୍ତାଟି ଗତ ୧୦ ତାରିଖରେ ଦବିଯିବା ନେଇ ଖବର ପ୍ରକାଶିତ ପରେ ପୂର୍ତ୍ତ ବିଭାଗ ପକ୍ଷରୁ ଏହାକୁ ମରାମତି କରାଯାଇଥିଲା। ମାତ୍ର ମରାମତିର ୪-୫ ଦିନ…
ପୂରଣ ହୋଇନି ଏସ୍ଡିଏମ୍ଆଇଏସ୍ ଡାଟା
ପୁରୀ ଅଫିସ, ୨।୮: ଆରମ୍ଭ ହୋଇଛି ୨୦୧୯-୨୦ ଶିକ୍ଷାବର୍ଷ। ହେଲେ ଏ ପର୍ଯ୍ୟନ୍ତ ପୁରୀ ଜିଲାର ଛାତ୍ରୀ ଛାତ୍ରଙ୍କ ସବିଶେଷ ତଥ୍ୟ ବା ଷ୍ଟୁଡେଣ୍ଟ ଡାଟା ମ୍ୟାନେଜମେଣ୍ଟ ଇନ୍ଫରମେଶନ ସିଷ୍ଟମ (ଏସ୍ଡିଏମ୍ଆଇଏସ୍) ତଥ୍ୟ ସମ୍ପୂର୍ଣ୍ଣ ହୋଇପାରିନାହିଁ । ଫଳରେ ସରକାରୀ ପୋର୍ଟାଲରେ…
ସାତଶଙ୍ଖ ଶୀତଳଭଣ୍ଡାରରେ ୧ ହଜାର କୁଇଣ୍ଟାଲ ଆଳୁ ଗଜା
ପୁରୀ ଅଫିସ, ୨।୮ : ରାଜ୍ୟବାସୀ ଯେମିତି କମ୍ ଦାମରେ ବର୍ଷସାରା ଆଳୁ ପାଇପାରିବେ ସେଥିପାଇଁ ସରକାର ଆଳୁ ମିଶନ ଆରମ୍ଭ କରିଥିଲେ। ହେଲେ ଏହି ମିଶନ ଏବେ ଦିଗହରା ହୋଇଥିବା ବେଳେ ସରକାରୀ ପ୍ରୋତ୍ସାହନ ଅଭାବ ଏବଂ ସଂରକ୍ଷଣ ସୁବିଧା ନ…
ମିଶନ ଚନ୍ଦ୍ରୟାନ : ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେଇଥିଲେ ବୈଜ୍ଞାନିକ
ପୁରୀ ଅଫିସ, ୨।୮ : ମିଶନ ଚନ୍ଦ୍ରୟାନ-୨ର ସଫଳତା ପଛରେ ରହିଛି ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଉପଦେଶ। ମହାକାଶ ବିଜ୍ଞାନ ବୈଦିକ ଗଣିତ ଆଧାରରେ ଚାଲୁଛି। ତେଣୁ ଏହାକୁ କିପରି ଉପଯୋଗ କରାଯାଇପାରିବ ସେ ନେଇ…
ଆଗଭଳି ମିଳୁନି ତାଳପତ୍ର : ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା, ନବକଳେବର ପାଇଁ ବି ଦେଖାଦେଇପାରେ ଅଭାବ
ପୁରୀ ଅଫିସ, ୨।୮ : ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ ଲୋକେ। ଘରେ ଘରେ ଚଟେଇ ଆଉ ତାଳପତ୍ରରେ ତିଆରି ପିଲାଙ୍କ ଖେଳଣାର ବ୍ୟବହାର…
ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି
ପୁରୀ ଅଫିସ, ୨।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ ଜିଲା ପ୍ରଶାସନ ନିକଟକୁ ଆସିଛି। ରିପୋର୍ଟ ପାଇବା ପରେ ପ୍ରଶାସନ ଓ ପୁରୀ…
ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ
କୃଷ୍ଣପ୍ରସାଦ,୨ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ସମନ୍ବିତ ଶିଶୁ ବିକାଶ ବିଭାଗ ତରଫରୁ ଗୁରୁବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି| କାର୍ଯ୍ୟକ୍ରମକୁ କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି ଉଦ୍ଘାଟନ କରିଥିଲେ। ମହିଳା ଶିଶୁ ବିକାଶ ଅଧିକାରିଣୀ ମନୋରମା ଦେବୀଙ୍କ ନେତୃତ୍ୱରେ ଚିଲିକା,…
ଚିତା ଲାଗି ଅମାବାସ୍ୟା: ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସିଲା ସୁବର୍ଣ୍ଣ ଚିତା
ପୁରୀ ଅଫିସ, ୧ା୮: ଚିତାଲାଗି ଅମାବାସ୍ୟା ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ଦଇତା ଓ ପତିମହାପାତ୍ର ସେବକମାନେ ଚିତା ଲାଗି କରାଇଛନ୍ତି। ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସି ଉଠୁଛି ରତ୍ନଖଚିତ ସୁବର୍ଣ୍ଣ ଚିତା। ଶ୍ରୀମନ୍ଦିରରେ ସକାଳଧୂପ…
ଶ୍ରୀମନ୍ଦିରରେ ପାନ, ଗୁଟୁଖା ବ୍ୟାନ ନିୟମ ଲାଗୁ: ପ୍ରଥମ ଦିନରେ ଧରାପଡି ଜରିମାନେ ଦେଲେ ୪ଜଣ
ପୁରୀ ଅଫିସ, ୧ା୮: ଏଣିକି ପାନ, ଗୁଟୁଖା ଖାଇ କେହି ଶ୍ରୀମନ୍ଦିରକୁ କେହି ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା କର୍ମଚାରୀ କାହାକୁ ବି ଛଡାଯିବ ନାହିଁ। କେହି ବି ଧରାପଡିଲେ ସେମାନଙ୍କଠାରୁ ଆଦାୟ ହେବ ଜରିମାନା।…
ଆଗଭଳି ମିଳୁନି ତାଳପତ୍ର: ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା
ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ ଲୋକେ। ଘରେ ଘରେ ଚଟେଇ ଆଉ ତାଳପତ୍ରରେ ତିଆରି ପିଲାଙ୍କ ଖେଳଣାର ବ୍ୟବହାର ବି କମ୍ ନ ଥିଲା।…
ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି
ପୁରୀ ଅଫିସ, ୧।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ ଜିଲା ପ୍ରଶାସନ ନିକଟକୁ ଆସିଛି। ରିପୋର୍ଟ ପାଇବା ପରେ ପ୍ରଶାସନ ଓ ପୁରୀ…
Archives


