ପୁରୀ

ଦୟାନଦୀରେ କମିଲା ଜଳସ୍ତର

କଣାସ,୧୩ା୯(ଡି.ଏନ.ଏ./ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକର ୩ ପଞ୍ଚାୟତର ୧୨ଖଣ୍ଡ ଗାଁରେ ବନ୍ୟା ପ୍ରବାହିତ ହୋଇଥିଲାବେଳେ ଏବେ ନଦୀର ଜଳସ୍ତର କମିବାର ଦେଖାଯାଇଛି। ବନ୍ୟା ଆଶଙ୍କା ସମସ୍ୟା ଟଳିବାର ସମ୍ଭାବନା ରହିଛି। ଏବେ ଦୟାନଦୀର ବିପଦ ସଙ୍କେତ ୩.୯୯ମିଟର ଥିବାବେଳେ ବୁଧବାର…

ଡକାୟତି ଉଦ୍ୟମ, ୪ ଗିରଫ

ବଳଙ୍ଗା,୧୩ା୯(ଡି.ଏନ.ଏ)- ବଳଙ୍ଗା ଥାନା ଅନ୍ତର୍ଗତ ଭାଣପୁର ପଞ୍ଚାୟତ ଅଧୀନସ୍ଥ ଶାଳଜଙ୍ଗ ପ୍ରଧାନସାହି ମଶାଣି ନିକଟରେ ବୁଧବାର ବିଳମ୍ବିତ ରାତିରେ ୪ଜଣ ଯୁବକ ଡକାୟତି ଯୋଜନା କରୁଥିବାବେଳେ ପୋଲିସ ହାତରେ ଧରାପଡ଼ିଛନ୍ତି। ତେବେ ଗୁରୁବାର ୪ ଯୁବକଙ୍କୁ କୋର୍ଟଚାଲାଣ କରାଯାଇଛି। ପୋଲିସ ସେମାନଙ୍କ…

ପୁଅ କଟୁରି ଚୋଟରେ ମା’ ଗୁରୁତର: ଅଭିଯୁକ୍ତ ଗିରଫ

ଡେଲାଙ୍ଗ,୧୩ା୯(ଡି.ଏନ୍‌.ଏ.): ଡେଲାଙ୍ଗ ଥାନା ଅନ୍ତର୍ଗତ ପଟଣପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅର କଟୁରି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ପୋଲିସ ଏକ ମାମଲା…

‘୨୦୨୪ ସୁଦ୍ଧା ପ୍ରତି ଘରେ ପହଞ୍ଚତ୍ବ ପାଇପ ଯୋଗେ ପାନୀୟଜଳ’

ପୁରୀ ଅଫିସ,୧୨ା୯: ବର୍ତ୍ତମାନ ସୁଦ୍ଧା ଭାରତର ସାଢେ ୧୮ ପ୍ରତିଶତ ପରିବାରକୁ ପାଇପ ଯୋଗେ ପାନୀୟଜଳ ପହଞ୍ଚତ୍ ପାରିଛି। ଆଗାମୀ ସାଢେ ୪ ବର୍ଷ ମଧ୍ୟରେ ଏହାକୁ ୪ ଗୁଣା ବୃଦ୍ଧି କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏହା ନିଶ୍ଚିତ ଭାବେ ଏକ…

ବେଆଇନ କରତ କଳ ଉପରେ ଚଢ଼ାଉ, ଯନ୍ତ୍ରାଂଶ ଜବତ

ବ୍ରହ୍ମଗିରି,୧୨।୯(ଡି.ଏନ.ଏ.)- ବ୍ରହ୍ମଗିରି ଅଞ୍ଚଳରେ ଦିନକୁ ଦିନ ବେଆଇନ କରଳ କଳଗୁଡିକ ବଢ଼ି ଚାଲିଛି। ଏଗୁଡିକୁ ଜବତ କରିବା ପାଇଁ ବନ ବିଭାଗ ବହୁ ଚେଷ୍ଟା କରୁଥିଲେ ମଧ୍ୟ ବିରୋଧ ହେଉଥିବାରୁ ସଫଳ ହୋଇପାରୁ ନ ଥିଲା। କିନ୍ତୁ ଗୁରୁବାର ବନ ବିଭାଗ,…

ଉଚ୍ଛେଦକୁ ବିରୋଧ: ୧୦୦୧ ଦୀପଦାନ, କଳାକନା ବାନ୍ଧି ଧାରଣା

ପୁରୀ ଅଫିସ,୧୨ା୯ : ଶ୍ରୀମନ୍ଦିର ମେଘନାଦ ପାଚେରି ଚାରିପଟୁ ୭୫ ମିଟର ପରିଧିରେ ଥିବା କୋଠା, ମଠ ଭଙ୍ଗାଯିବ। ଜିଲା ପ୍ରଶାସନ ପକ୍ଷରୁ ଦୁଇ ସପ୍ତାହ ଧରି ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ବିସ୍ଥାପିତଙ୍କ ଲାଗି ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା…

ଭିଡିଓ କର୍ମଶାଳାରେ ପ୍ରଦର୍ଶିତ ହେଲା ୬୦ ବିରଳ ଚିକିତ୍ସା ପଦ୍ଧତି

ପୁରୀ ଅଫିସ,୧୨ା୯: ଇଣ୍ଡିଆନ ସୋସାଇଟି ଫର୍‌ ସର୍ଜରୀ ଅଫ୍‌ ଦି ହ୍ୟାଣ୍ଡ (ଆଇଏସ୍‌ଏସ୍‌ଏଚ୍‌)ର ୪୩ତମ ଏବଂ ଇଣ୍ଡିଆନ ସୋସାଇଟି ଅଫ୍‌ ହ୍ୟାଣ୍ଡ ଥେରାପିଷ୍ଟ (ଆଇଏସ୍‌ଏଚ୍‌ଟି)ର ୭ମ ବାର୍ଷିକ ସମ୍ମିଳନୀ ପୁରୀରେ ଅନୁଷ୍ଠିତ ହେବ। ହୋଟେଲ ହଲିଡେ ରିସର୍ଟରେ ହେବାକୁ ଥିବା ଏହି…

ଜଳସମ୍ପଦ ମନ୍ତ୍ରୀଙ୍କ ଗସ୍ତ: ମଙ୍ଗଳା ଦର୍ଶନ ସହ ନଦୀ ବନ୍ଧବାଡ଼ ବୁଲି ଦେଖିଲେ

କାକଟପୁର,୧୨।୯(ଡି.ଏନ୍‌.ଏ.): ରାଜ୍ୟ ଜଳ ସମ୍ପଦ ବିଭାଗ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର କାକଟପୁର ଏବଂ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ପରିଦର୍ଶନ କରିଛନ୍ତି। ମନ୍ତ୍ରୀଙ୍କୁ ସ୍ଥାନୀୟ ବିଧାୟକ ତଥା କ୍ରୀଡ଼ା, ଯୁବ-ବ୍ୟାପାର, ଆଇଟି ବିଭାଗ ମନ୍ତ୍ରୀ…

ସିଂହଦ୍ୱାର ସମ୍ମୁଖରେ ଭଜନ ମଣ୍ଡପ ହେଉ

ପୁରୀ ଅଫିସ, ୧୨।୯: ସିଂହଦ୍ୱାର ସମ୍ମୁଖରେ ଭଜନ ମଣ୍ଡପ ନିର୍ମାଣ ପାଇଁ ଓଡ଼ିଶା ଯୁବ ଚେତନା ସଙ୍ଗଠନ ଦାବି କରିଛି। ଏ ନେଇ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସଙ୍ଗଠନର ରାଜ୍ୟ ସଭାପତି ବଦ୍ରି ମିଶ୍ର ମଙ୍ଗଳବାର ମୁଖ୍ୟମନ୍ତ୍ରୀ…

କଣାସ : ୧୨ ଗାଁ ଜଳମଗ୍ନ

କଣାସ,୧୨।୯(ସ୍ବ.ପ୍ର./ ଡି.ଏନ୍‌.ଏ.): ଉପରମୁଣ୍ଡରେ ବନ୍ୟାଜଳ ନିଷ୍କାସନ ପରେ ତଳମୁଣ୍ଡର ଅଧିକାଂଶ ଗ୍ରାମ ଜଳମଗ୍ନ ହୋଇଯାଇଛି। ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର ପ୍ରଭାବ ବଢୁଥିବାରୁ ଦୋକନ୍ଦା, ବଡାସ, ଗଡବଳଭଦ୍ରପୁର ପଞ୍ଚାୟତର ୧୨ଟି ଗ୍ରାମ ଏବେ ସମ୍ପୂର୍ଣ୍ଣ ଜଳବନ୍ଦୀ।…

୪ ମାସରେ ଦବିଲା ପ୍ରଧାନମନ୍ତ୍ରୀ ସଡ଼କ ରାସ୍ତା

କଣାସ,୧୧।୯(ସ୍ବ.ପ୍ର.): କଣାସ ବ୍ଲକର ପ୍ରତିଟି ରାସ୍ତାଗୁଡିକର ମାଟି ନମନୀୟ ହୋଇଥିବାରୁ ରାସ୍ତା ସବୁ ଚିରସ୍ଥାୟୀ ହୋଇ ରହିପାରୁନି। ଫଳରେ ଅଧିକାଂଶ ସମୟରେ ରାସ୍ତା ସବୁ ଅଳ୍ପଦିନ ମଧ୍ୟରେ ଖାଲଢ଼ିପ ହେବା ସହ ଖରାପ ହୋଇଯାଉଥିବାର ଦେଖାଯାଉଛି। ଏଭଳି ସମସ୍ୟା ବାରମ୍ବାର ହେଉଥିବାରୁ…

୩ ପଞ୍ଚାୟତର ୧୨ ଗ୍ରାମ ଜଳମଗ୍ନ: ବନ୍ୟାଞ୍ଚଳ ବୁଲି ଦେଖିଲେ ବିଧାୟକ, ତହସିଲଦାର

କଣାସ,୧୧।୯(ସ୍ବ.ପ୍ର./ଡି.ଏନ୍‌.ଏ.): ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର ପ୍ରଭାବ ବଢୁଥିବାରୁ ଦୋକନ୍ଦା, ବଡାସ, ଗଡବଳଭଦ୍ରପୁର ପଞ୍ଚାୟତର ୧୨ଟି ଗ୍ରାମ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯାଇଛି। ପ୍ରାୟ ରାସ୍ତା ବୁଡିଯାଇଥିବେଳେ ଗମନାଗମନ ବିଚ୍ଛିନ୍ନ ହୋଇଯିବା ସହ ଲୋକେ ନାନା ଅସୁବିଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?