ପୁରୀ

ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ

ପୁରୀ,୨୭ା୭ (ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ। ରବିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ଅଧରପଣା ନୀତି ସମ୍ପନ୍ନ…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ ଆପଟ ସେବକମାନେ ସିଂହଦ୍ୱାର ନିକଟରେ ଥିବା ଛାଉଣି ମଠ ସମ୍ମୁଖସ୍ଥ କୂପରୁ ପାଣି…

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି ଶ୍ରୀକ୍ଷେତ୍ରକୁ। ଏନେଇ ରାସ୍ତାରେ ଅସମ୍ଭାଳ…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି ଗ୍ରାମର ଅନନ୍ତ ବାରିକଙ୍କ ଘରେ ଏକ ପାଣି ଗରା ଭତରେ ସ୍ୱୟଂ ଜଗନ୍ନାଥଙ୍କ…

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

ପୁରୀ,୨୫ା୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇଛନ୍ତି। ମହାପ୍ରଭୁଙ୍କ ରଥ ଉପରେ ଦୁର୍ଲ୍ଲଭ ସୁନାବେଶକୁ ଭକ୍ତମାନେ…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ନିକଟରେ ଭକ୍ତ ଜଣଙ୍କ…

ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ। ବଡ଼ଭାଇ, ଭଉଣୀଙ୍କ ପଛେ ପଛେ ଯାଉଛନ୍ତି କାଳିଆ ସାଆନ୍ତେ। ଭକ୍ତିମୟ ପରିବେଶରେ ଶ୍ରଦ୍ଧାଳୁ…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ। ଶରଧାବାଲିରୁ ଶ୍ରୀମନ୍ଦିର ଅଭିମୁଖେ ବଡ଼…

ସରିଲା ଛେରାପହଁରା, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଘର ବାହୁଡିବେ ଜଗତ ନିୟନ୍ତା ଶ୍ରୀଜଗନ୍ନାଥ। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ। ନୀତି ର୍ନିଘଣ୍ଟ ଅନୁଯାୟୀ, ଶୁକ୍ରବାର ଭୋର ୪ଟାରେ ମଙ୍ଗଳ ଆଳତି ହୋଇ ମଧ୍ୟାହ୍ନ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ ରହିଛି। ସେବାୟତମାନେ ନୀତି ସମ୍ପାଦନ ଓ ଭକ୍ତମାନେ ରଥ ଟାଣିନେବା ପାଇଁ ଉତ୍କଣ୍ଠାର…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ବାହୁଡ଼ା ଯାତ୍ରା ଏବଂ ସୁନାବେଶ ପ୍ରସ୍ତୁତି ନେଇ ବଡ଼…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା ଦର୍ଶନ ବନ୍ଦ ପରେ ବାହୁଡ଼ା ଯାତ୍ରା ପ୍ରସ୍ତୁତି ଆରମ୍ଭ ଆରମ୍ଭ ହେବ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?