ପୁରୀ

୧୦୮ ଗରା ସୁବାସିତ ଜଳରେ ମହାସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ,୧୧ା୬: ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁ ମହାସ୍ନାନ କରିଛନ୍ତି। ଏହି ଦିବ୍ୟ ସ୍ନାନକୁ ବଡ଼ଦାଣ୍ଡରେ ଥାଇ ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ। ନୀତି ନିର୍ଘଣ୍ଟ ଅନୁଯାୟୀ, ଭୋର ୪.୩୦ରେ ମଙ୍ଗଳାର୍ପଣ, ଭୋର ୫ଟାରେ…

ଲୀଳାମୟଙ୍କ ଦର୍ଶନ କରି ଭାବବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ

ପୁରୀ,୧୧ା୬: ଆଜି ଅର୍ଥାତ୍‌ ବୁଧବାର ସ୍ନାନପୂର୍ଣ୍ଣିମା। ଭକ୍ତିମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବଡ଼ଦାଣ୍ଡ ଏକପ୍ରକାର ଲୋକାରଣ୍ୟ ହୋଇଛି। ଏହି ଅବସରରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନବେଦିରେ ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ମହାପ୍ରଭୁଙ୍କ ଏହି ଦିବ୍ୟ ଦର୍ଶନ…

ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରୁଛନ୍ତି ମହାପ୍ରଭୁ: ଘଣ୍ଟନାଦରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୧୧।୬(ଅଜିତ ମହାନ୍ତି): ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ବୁଧବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରିଛନ୍ତି। ଏଥିପାଇଁ ସ୍ନାନବେଦି ସଜେଇ ହୋଇଛି। ଘଣ୍ଟନାଦରେ ଶ୍ରୀକ୍ଷେତ୍ର କମ୍ପୁଛି। ଭକ୍ତିମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବଡ଼ଦାଣ୍ଡ ଏକପ୍ରକାର…

ଆଜି ଅପରାହ୍ନ ୨ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ, ୧୦।୬(ଅଜିତ୍‌ କୁମାର ମହାନ୍ତି): ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ତିଥି ଅବସରରେ ମଙ୍ଗଳବାର ମହାପ୍ରଭୁଙ୍କ ସେନାପଟା ନୀତି ଅନୁଷ୍ଠିତ ହେବ। ସେନାପଟା ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ପ୍ରଦାନ କରିଥାଏ। ତେଣୁ ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପହଣ୍ଡି ପୂର୍ବରୁ ଦଇତାପତି ସେବକମାନେ…

ମହାପ୍ରଭୁ ନିଜେ ସବୁ କରାନ୍ତି, ସୁରୁଖୁରୁରେ ହେବ ରଥଯାତ୍ରା: ମନ୍ତ୍ରୀ

ପୁରୀ,୫ା୬: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ସୋମବାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ରଥଯାତ୍ରା ଲାଗି ପ୍ରାୟ ୮୦% ପ୍ରସ୍ତୁତି ଶେଷ ହୋଇ ସାରିଲାଣି। ଗୁଣ୍ଡିଚାରର…

ଶ୍ରୀମନ୍ଦିର ଭୋଗ ମଣ୍ଡପରେ ଅଘଟଣ: ଗରମ ଡାଲି ପଡ଼ି ୭ ଭକ୍ତ ଆହତ

ପୁରୀ,୮।୬: ପୁରୀ ଶ୍ରୀମନ୍ଦିର ଭୋଗ ମଣ୍ଡପରେ ରବିବାର ଏକ ଅଘଟଣ ଘଟିଛି। ଗରମ ଡାଲି ପଡ଼ି ୭ଜଣ ଭକ୍ତ ଆହତ ହୋଇଛନ୍ତି। ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତ ହୋଇଥିବା ସମସ୍ତ ଭକ୍ତ ନୟାଗଡ଼ ଅଞ୍ଚଳର ବୋଲି ସୂଚନା ମିଳିଛି। ମିଳିଥିବା…

ମହାପ୍ରଭୁଙ୍କ ଲାଗି ଖୋଲାଯିବ ଡିଜିଟାଲ ହୁଣ୍ଡି: UPI ଜରିଆରେ…

ଭୁବନେଶ୍ୱର,୭।୬: ପୁରୀ ଜଗନ୍ନାଥ ମନ୍ଦିରର ଦାନ ପ୍ରକ୍ରିୟାକୁ ଆଧୁନିକୀକରଣ କରାଯିବ। ଏନେଇ ସମର୍ପଣ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶର କୋଣ ଅନୁକୋଣରେ ଥିବା ବ୍ୟାଙ୍କର ବିଭିନ୍ନ ଶାଖାରେ ଡିଜିଟାଲ ହୁଣ୍ଡି ସ୍ଥାପନ ବ୍ୟବସ୍ଥା କରାଯିବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏହାକୁ କାର୍ଯ୍ୟକାରୀ କରିବାକୁ…

ସ୍ନାନପୂର୍ଣ୍ଣିମାରେ ପୁରୀକୁ ଜଗିବେ ୭୦ ପ୍ଲାଟୁନ୍‌ ଫୋର୍ସ

ପୁରୀ,୫ା୬: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ନେଇ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ଆଇଜିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସୁରକ୍ଷା ବୈଠକରେ ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା କିପରି ଶୃଙ୍ଖଳିତ ବ୍ୟବସ୍ଥା ମଧ୍ୟରେ ସମ୍ପନ୍ନ ହେବ ସେନେଇ ଆଲୋଚନା ହୋଇଥିଲା। ତେବେ ସ୍ନାନପୂର୍ଣ୍ଣିମା…

ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର, ୬୦୦୦ ଟଙ୍କା ଲାଞ୍ଚ ନେବାବେଳେ…

ପୁରୀ,୫ା୬: ଆଜି ଅର୍ଥାତ୍‌ ଗୁରୁବାର କିଛି ସମୟ ପୂର୍ବରୁ, ପୁରୀର SDVO (ସ୍‌ବଡିଭିଜିଓଆଲ ଭେଟେନାରୀ ଅଫିସର)ର ସେକ୍ସନ ଅଫିସର ମନୋଜ ମହାନ୍ତି ୬୦୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି। ଅଭିଯୋଗକାରୀ ଏବଂ ଅନ୍ୟ ତିନି ଜଣଙ୍କ ସମ୍ପର୍କରେ EV…

ଆକ୍ସନରେ ପ୍ରଶାସନ: ସବୁ ଖଜା ଦୋକାନର ହେବ ଯାଞ୍ଚ

ପୁରୀ,୩ା୬(ଅଜିତ୍‌ କୁମାର ମହାନ୍ତି): ପୁରୀ ବଡ଼ଦାଣ୍ଡ ଓ ଶ୍ରୀମନ୍ଦିର ଚାରିପାଖ ସମେତ ସହରର ଅନେକ ସ୍ଥାନରେ ଲୋକଙ୍କୁ ଠକି ଅପମିଶ୍ରିତ ଖଜା ବିକ୍ରି କରାଯାଉଛି। ସେହିପରି ଅସାଧୁ ବ୍ୟବସାୟୀମାନେ ଓଜନରେ ମଧ୍ୟ ଠକୁଥିବା ଦେଖିବାକୁ ମିଳୁଛି। ଏପରିକି ବାହାରେ ବିକ୍ରି ହେଉଥିବା…

ଜଳସେଚନ ସୁବିଧା ପାଇଁ ଶହେ କୋଟି ଟଙ୍କାର ବ୍ୟୟବରାଦ, ଉପକୃତ ହେବେ ଚାଷୀ: ମୁଖ୍ୟମନ୍ତ୍ରୀ

ସାକ୍ଷୀଗୋପାଳ,୨୯ା୫(କିଶୋର ମହାପାତ୍ର/ପ୍ରଶାନ୍ତ): କୃଷି ବୈଜ୍ଞାନିକଙ୍କ ଦ୍ବାରା ଚାଷୀ ଭଉଣୀଭାଇମାନଙ୍କୁ ଚାଷ ସମ୍ବନ୍ଧୀୟ ସଦ୍ୟତମ ଜ୍ଞାନକୌଶଳ ସମ୍ପର୍କରେ ଅବଗତ କରାଇବା ସହ ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନା ସମୂହକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଲକ୍ଷ୍ୟ ନେଇ ସାକ୍ଷୀଗୋପାଳରେସ୍ଥିତ ପୁରୀ ଜିଲାର କୃଷି ବିଜ୍ଞାନ…

କୋଣାର୍କ ମନ୍ଦିର ପରିସରରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ, ପର୍ଯ୍ୟଟକ ହନ୍ତସନ୍ତ

କୋଣାର୍କ,୨୮ା୫: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ପୁରୀ ଜିଲାର ବିଭିନ୍ନ ଅଞ୍ଚଳରେ ସ୍ଥିତି ବେହାଲ ହୋଇଥିବା ବେଳେ ବୁଧବାର ସକାଳୁ ଲଗାଣ ବର୍ଷା ଲାଗି ରହିଛି। ଫଳରେ ବିଶ୍ୱ ଐତିହ୍ୟ ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ମନ୍ଦିର ବେଶ ପ୍ରଭାବିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?