ପୁରୀ

‘ସୁସ୍ଥ ଜୀବନ ପାଇଁ କ୍ରୀଡ଼ାର ଆବଶ୍ୟକତା ରହିଛି’

ସାକ୍ଷୀଗୋପାଳ,୨୯।୮(ଡି.ଏନ୍‌.ଏ.): ହକି ଖେଳର ଅନ୍ୟତମ ଯାଦୁଗର ତଥା ଜାତୀୟ କ୍ରୀଡ଼ାର ଗୌରବ ଧ୍ୟାନଚାନ୍ଦଙ୍କ ଜନ୍ମତିଥିକୁ ଅଗଷ୍ଟ ୨୯ ତାରିଖରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ପୁରୀ ଜିଲାର ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡ଼ା ଦିବସ ଗୁରୁବାର…

ଶିକ୍ଷକ ଅଭାବ ପ୍ରତିବାଦରେ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରୀଛାତ୍ର

ସାକ୍ଷୀଗୋପାଳ,୨୯।୮(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ପ୍ରତିବାଦରେ ଗୁରୁବାର ବିଦ୍ୟାଳୟରେ ତାଲା ପକାଇ ଦିଆଯାଇଛି । ଶିକ୍ଷୟିତ୍ରୀ ମିନତୀ ମିଶ୍ରଙ୍କ ବଦଳି ଆଦେଶ ବାତିଲ ଓ ଦୁଇବର୍ଷ ହେଲା ବିଦ୍ୟାଳୟରେ ଖାଲି…

ଭଙ୍ଗା ହେଉଛି ଏମାର ମଠ: କୋଠିଘର ଭଙ୍ଗାଯିବା ବେଳେ ବାହାରିଲେ ଶହ ଶହ ସଂଖ୍ୟାରେ ଚେମିଣି, ସରୀସୃପ ଥିବା ଆଶଙ୍କା

ପୁରୀ ଅଫିସ,୨୯।୮: ଲଙ୍ଗୁଳୀ ମଠ ଭଙ୍ଗା ଯିବା ପରେ ଏବେ ଏମାର ମଠକୁ ଭାଙ୍ଗିଛି ପ୍ରଶାସନ। ବିପଦ ସଙ୍କୁଳ ଦର୍ଶାଇ ବୁଧବାର ଏମାର ମଠ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ଗୁରୁବାର ମଠର କୋଠିଘର ଭଙ୍ଗାଯିବା ପରେ ଏହାକୁ ନେଇ…

ଚିଲିକାରେ ଅଟକି ରହିଥିବା ଜାହାଜରୁ ତେଲ କାଢ଼ିବା ପ୍ରକ୍ରିୟା ଆରମ୍ଭ: ପଡ଼ିଲା ପାଇପ, ଆଜି ବାହାରିିବ ତେଲ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୯।୮ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ରାଜହଂସ ଓ ଖିରିସାହି ମଧ୍ୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ମାଲେସିଆର ଏକ ପଣ୍ୟବାହୀ ଜାହାଜ ଜିନ ହଓ୍ବା ୪୨ ଲାଗିଛି। ଜାହାଜଟି ଦୀର୍ଘ ୨୧ ଦିନ ଧରି ଲାଗି ରହିଥିବା…

ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି

ପୁରୀ ଅଫିସ, ୨୯।୮: ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି। ଏହାକୁ ବିଶ୍ୱସ୍ତରୀୟ ପାଠାଗାରରେ ପରିଣତ କରାଯିବ। ଏଥିରେ ଥିବା ଦୁର୍ମୂଲ୍ୟ ପୁସ୍ତକ, ପୋଥି ଓ ବିଭିନ୍ନ ନଥିପତ୍ରର ସଂରକ୍ଷଣ ହେବ। ଏହି କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଯାଇଛି। ବର୍ତ୍ତମାନ ଭୂଅର୍ଜନ…

ନିଶ୍ଚିହ୍ନ ହେବ ଦ୍ୱାଦଶ ଶତାବ୍ଦୀର ଏମାର ମଠ

ପୁରୀ ଅଫିସ, ୨୯।୮: ଶ୍ରୀମନ୍ଦିରର ସୁରକ୍ଷା ଏବେ ଚ୍ୟାଲେଞ୍ଜ ହୋଇଛି। ଆତଙ୍କବାଦୀଙ୍କ ଟାର୍ଗେଟରେ ବଡ଼ଦେଉଳ ରହିଥିବା ନେଇ ଏକାଧିକଥର କେନ୍ଦ୍ର ଗୋଇନ୍ଦା ସଂସ୍ଥାରୁ ଚିଠି ଆସିବା ପରେ ଏଥର ଏହାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର। ଆଉ ମେଘନାଦ ପାଚେରିଠାରୁ…

ପୋଖରୀରେ ବୁଡି ଛାତ୍ରଙ୍କ ଜୀବନଗଲା

ଗୋପ,୨୮।୮(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ଓରୁଆଳି ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ସକାଳେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଣ୍ଟି ବେହେରା(୧୪)। ପ୍ରକାଶ ଯେ, ବଣ୍ଟି ସ୍କୁଲ ଯିବାପାଇଁ ସବୁଦିନ ଭଳି ଗାଁ…

ଜିଲା ପ୍ରଶାସନର ହସ୍ତଗତ ହେଲା ସରକାରୀ ନିର୍ଦ୍ଦେଶନାମା:୭୫ ମିଟର ଉଚ୍ଛେଦ ପାଇଁ ଆଜିଠୁ ସର୍ଭେ

ପୁରୀ ଅଫିସ,୨୮-୮:ଶ୍ରୀମନ୍ଦିର ସୁରକ୍ଷା ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ଲାଗି ସରକାରୀ ନିର୍ଦ୍ଦେଶନାମା ମଙ୍ଗଳବାର ଜିଲା ପ୍ରଶାସନର ହସ୍ତଗତ ହୋଇଛି। ତେଣୁ ବୁଧବାରଠାରୁ ଏଥିଲାଗି ସର୍ଭେ ଆରମ୍ଭ କରାଯିବ। ୭୫ ମିଟର ମଧ୍ୟରେ…

ଲିଭିଯିବ କି ଐତିହ୍ୟ ସ୍ମାରକୀ: ଭଙ୍ଗାଯିବ ବ୍ରିଟିଶ ଅମଳର ରଘୁନନ୍ଦନ ଲାଇବ୍ରେରି

ପୁରୀ ଅଫିସ,୨୭ା୮(ହେମନ୍ତ କୁମାର ନାୟକ):ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ଚାଲିଛି ଉଚ୍ଛେଦ ଅଭିଯାନ। ବିପଦସଙ୍କୁୁଳ କହି ପ୍ରଶାସନ ଲଙ୍ଗୁଳି ମଠକୁ ମାଟିରେ ମିଶାଇଥିବାବେଳେ ଏବେ ସିଂହଦ୍ୱାର ସମ୍ମୁଖ ଏମାର ମଠର ପାଳି ପଡ଼ିଛି। ଏହି ଉଚ୍ଛେଦ ଅଁାରେ ହଜିଯିବାକୁ…

ମାଟିରେ ମିଶିଲା ଲଙ୍ଗୁଳି ମଠ

ପୁରୀ ଅଫିସ, ୨୮ା୮:ମାଟିରେ ମିଶିଛି ଲଙ୍ଗୁଳି ମଠ। ଶ୍ରୀମନ୍ଦିର ମେଘନାଦ ପାଚେରି ନିକଟରେ ଥିବା ଏହି ପୁରାତନ ମଠକୁ ମଙ୍ଗଳବାର ସମ୍ପୂର୍ଣ୍ଣ ଭାବେ ଧୂଳିସାତ୍‌ କରିଦେଇଛି ପ୍ରଶାସନ। କେବଳ ଗାଦି ଘରକୁ ଛାଡ଼ି ମଠର କୋଠା ସମେତ ୨୪ଟି ଦୋକାନ ଘରକୁ…

ପୋଲରୁ କଙ୍କ୍ରିଟ୍‌ ଉଠି ଯିବାରୁ ଯାତାୟାତରେ ଅସୁବିଧା

ଡେଲାଙ୍ଗ, ୨୭ା୮(ଡି.ଏନ୍‌.ଏ.)-ଖୋର୍ଦ୍ଧା-ପଟ୍ଟନାୟିକିଆ ରାସ୍ତାର ତିରିମଲଠାରେ ଦୟାନଦୀ ଉପରେ ନିର୍ମାାଣ ହୋଇଥିବା ସେତୁ ଉପରୁ କଙ୍କ୍ରିଟ ଉଠିଯିବା ଫଳରେ ରଡ ଗୁଡିକ ବାହାରି ପଡିଥିବାରୁ ଯାତାୟତରେ ଅସୁବିଧା ହୋଇଛି। କଙ୍କ୍ରିଟ ଉଠି ଯିବା ଯୋଗୁ ସେତୁ ଉପରେ ଏକ ବଡ଼ ଖାଲ ସୃଷ୍ଟି…

ପୂର୍ବ ଶତ୍ରୁତାରୁ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଧରିବା ଦାବିରେ ଥାନା ସମ୍ମୁଖରେ ଧାରଣା

ଗୋପ, ୨୭।୮(ଡି.ଏନ୍‌.ଏ.)-ପୂର୍ବ ଶତ୍ରୁତାରୁ ଜଣେ ମହିଳାଙ୍କ ଆକ୍ରମଣ ପରେ ତାଙ୍କୁ ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ୨୨ ଦିନ ବିତିଥିଲେ ବି ପୋଲିସ ଅପରାଧୀଙ୍କୁ ଧରିବାରରେ ସକ୍ଷମ ହୋଇପାରିନାହିଁ। ଏହାର ପ୍ରତିବାଦରେ ମଙ୍ଗଳବାର ଅପରାହ୍ନରେ ଗୋପ ଥାନା ସମ୍ମୁଖରେ ମୃତ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?