ପୁରୀ

ପୁରୀରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଦିବାନା ବେହେରା ଗୁରୁତର; ପାଲଟା ଆକ୍ରମଣରେ ପୋଲିସ ଆହତ

ପୁରୀ ଅଫିସ,୨୫।୮: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ଆଶ୍ରମ ଛକରେ ଶନିବାର ବିଳମ୍ବିତ ରାତିରେ କୁମ୍ଭାରପଡା ଓ ବାସେଳି ସାହି ଥାନା ପୋଲିସ ପକ୍ଷରୁ ମିଳିତ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଏକାଧିକ ମାମଲାରେ ଜଡିତ ଥିବା ଦୁର୍ଦ୍ଦାନ୍ତ ଅପରାଧୀ ଗୋଖା…

ଶ୍ରୀମନ୍ଦିରରେ ସରିଲା ନନ୍ଦୋତ୍ସବ: ଆଜି ଠାକୁରଙ୍କ ବନଭୋଜି ବେଶ

ପୁରୀ ଅଫିସ,୨୫।୮: ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ପରେ ଶନିବାର ଶ୍ରୀମନ୍ଦିରରେ ପାଳିତ ହୋଇଛି ନନ୍ଦୋତ୍ସବ। ଏହି ନୀତି ଦେଖିବା ଲାଗି ଭକ୍ତଙ୍କ ଭିଡ଼ ହୋଇଥିଲା। ରବିବାର ଠାକୁରଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ନନ୍ଦୋତ୍ସବ ଲାଗି ଶନିବାର ମଙ୍ଗଳ ଆଳତି ବଢିବା…

ବେଆଇନ ନିର୍ମାଣ ଉଚ୍ଛେଦ କଲା ପ୍ରଶାସନ

ପୁରୀ ଅଫିସ,୨୪।୮: ରାଜ୍ୟ ସରକାରଙ୍କ ଫୋକସ୍‌ରେ ପୁରୀ। ଏହାର ବିକାଶ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ଘୋଷଣା କରିବା ପରେ ଜିଲା ପ୍ରଶାସନ ଏ ଦିଗରେ ଆହୁରି ତତ୍ପରତା ପ୍ରକାଶ କରିଛି । ପୂର୍ବରୁ ପୁରୀ…

ଉଜୁଡ଼ା ପୁରୀକୁ ସଜାଡ଼ିବାକୁ ଉଦ୍ୟମ

ପୁରୀ ଅଫିସ, ୨୪।୮: ମେ ୩ ତାରିଖ। ବାତ୍ୟା ଫନୀରେ ଉଜୁଡ଼ି ଯାଇଥିଲା ପର୍ଯ୍ୟଟନ ସହର ପୁରୀ। ସବୁଠି ଥିଲା ହା ହତାଶର ଚିତ୍ର। ହେଲେ ଉଜୁଡ଼ା ପୁରୀକୁ ସଜାଡ଼ିବା ପାଇଁ ଏବେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ବାସ୍ତବ…

ପୁଣି କୂଳ ଲଂଘିଲା ସମୁଦ୍ର

ପୁରୀ ଅଫିସ,୨୩ା୮: ପୁଣି କୂଳ ଲଂଘିଛି ପୁରୀ ସମୁଦ୍ର। ଦେଖାଇଛି ଭୟଙ୍କର ରୂପ। ଗୁରୁବାର ସମୁଦ୍ର ଉଗ୍ର ରୂପ ଧାରଣ କରି ପ୍ରାୟ ୫ଫୁଟ ଗଭୀରରେ ତାଡ଼ି ନେଇଛି ବାଲି। ରାଜଭବନ ପଛ ପାର୍ଶ୍ୱରୁ ମେ ଫେୟାର ହୋଟେଲ ପର୍ଯ୍ୟନ୍ତ ବେଳାଭୂମିରେ…

ବାତ୍ୟାର ୩ ମାସ ପରେ ବି ସୁଧୁରିନି ଶିକ୍ଷା ଭିତ୍ତିଭୂମି

ପୁରୀ ଅଫିସ, ୨୩ା୮: ବାତ୍ୟା ‘ଫନୀ’ରେ ପୁରୀ ଜିଲାରେ ବ୍ୟାପକ କ୍ଷତି ଘଟିଥିଲା। ୨ହଜାରରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ପ୍ରଭାବିତ ହୋଇଥିଲା। ତନ୍ମଧ୍ୟରୁ ୧୭୨ଟି ଶିକ୍ଷାନୁଷ୍ଠାନ ବେଶି କ୍ଷତିଗ୍ରସ୍ତ ହୋଇଥିଲା। ଜିଲା ଶିକ୍ଷା ବିଭାଗ ପକ୍ଷରୁ ସରକାରଙ୍କୁ ୩୮କୋଟି ଟଙ୍କାର କ୍ଷୟକ୍ଷତି ରିପୋର୍ଟ…

ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପ୍ରସଙ୍ଗ:ବିବାଦୀୟ ହେବାକୁ ଚାହୁଁନି ପ୍ରଶାସନ

ପୁରୀ ଅଫିସ, ୨୩ା୮:ମେଘନାଦ ପାଚେରିକୁ ଲାଗି ରହିଥିବା ସରକାରୀ ଓ ବେସରକାରୀ ନିର୍ମାଣ ଉଚ୍ଛେଦ କାର୍ଯ୍ୟ ଶେଷ ହୋଇଛି। କେବଳ କେତେକ ମନ୍ଦିର ଓ ମଠକୁ ଛାଡ଼ି ବାକି ସମସ୍ତ ନିର୍ମାଣକୁ ଭାଙ୍ଗିଦେଇଛି ପ୍ରଶାସନ। ଉତ୍ତର ପାର୍ଶ୍ୱରେ ଗୋଟିଏ, ଦକ୍ଷିଣ ଓ…

ବେଳାଭୂମି ଅପରିଷ୍କାର କଲେ ଜରିମାନା ଗଣିବେ ପର୍ଯ୍ୟଟକ

ପୁରୀ ଅଫିସ, ୨୩ା୮:ପୁରୀକୁ ପ୍ରତ୍ୟହ ଦେଶ, ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ଏଠାରେ ରହିଛି ମନୋରମ ବେଳାଭୂମି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପରେ ସଂଖ୍ୟାଧିକ ପର୍ଯ୍ୟଟକଙ୍କ ଖାସ୍‌ ଆକର୍ଷଣ ସାଜିଥାଏ ଏହି ବେଳାଭୂମି। ଏହାର ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟାରେ ଦି ଘେରା ବୁଲି…

ଭତ୍ତା ନ ପାଇ ଦୁର୍ଦ୍ଦିନରେ ୨୧୧ କଳାକାର

କୃଷ୍ଣପ୍ରସାଦ,୨୩ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କିଛିବର୍ଷ ଧରି ୨୧୧ କଳାକାର ଭତ୍ତା ପାଇ ଅସୁଥିଲେ। ତେବେ ଏମାନଙ୍କ ଭତ୍ତା ବନ୍ଦ କରିଦିଆ ଯାଇଥିବାରୁ ଗୁରୁବାର ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଏମାନେ ୧୨ଶହ ଟଙ୍କା କଳାକାର ଭତ୍ତା ପାଇବା ପରେ…

କୃଷି ଋଣ ନ ମିଳିବା ପ୍ରତିବାଦରେ ଧାରଣା

ଗୋପ, ୨୨।୮(ଡି.ଏନ୍‌.ଏ.)-ଗୋପ ବ୍ଲକ୍‌ ଅଧୀନ ବଡ଼ତରା ସେବା ସମବାୟ ସମିତିରୁ ଚାଷୀମାନଙ୍କୁ କୃଷି ଋଣ ମିଳୁ ନ ଥିବା ନେଇ ଚାଷୀମାନେ ଗୁରୁବାର ୫ରୁ ଊର୍ଦ୍ଧ୍ୱ ମିଳିତ ଦେୟ ଗୋଷ୍ଠୀର ସଦସ୍ୟାମାନେ ଧାରଣା ଦେଇଥିଲେ। ସେବା ସମବାୟ ସମିତି ସମ୍ପାଦକ ବ୍ରଜବନ୍ଧୁ…

ପଞ୍ଚଶୀଳ ନୀତି ଅର୍ଥନୈତିକ ବିକାଶରେ ବାଟ କଢ଼ାଇଥିଲା

ସାକ୍ଷୀଗୋପାଳ, ୨୨।୮ ( ଡି.ଏନ୍‌. ଏ.)-ସାକ୍ଷୀଗୋପାଳ କଲେଜରେ ‘ଓଡ଼ିଶାରେ ଗାନ୍ଧିଜୀ’ ଶୀର୍ଷକ ଏକ ଆଲୋଚନା ଗୁରୁବାର କଲେଜ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଇହିହାସ ବିଭାଗ ପକ୍ଷରୁ ଆୟାଜିତ ଏହି ଆଲୋଚନା ଚକ୍ରର ମୁଖ୍ୟଅତିଥି ଭାବରେ ପୁର୍ବତନ ଉଚ୍ଚଶିକ୍ଷା ଅତିରିକ୍ତ ନିର୍ଦ୍ଦେଶକ…

ଜନ୍ମାଷ୍ଟମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଚଳଚଞ୍ଚଳ

ସାକ୍ଷୀଗୋପାଳ, ୨୨।୮(ଡି.ଏନ୍‌.ଏ.)-ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମୋତ୍ସବ ସମାରୋହରେ ପାଳିତ ହେବ। ଏଥି ନିମନ୍ତେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପରମ୍ପରା କ୍ରମେ ମନ୍ଦିରରେ ଶିଶୁ କୃଷ୍ଣଙ୍କ ଜନ୍ମବିଧି ପାଳନ ନିମନ୍ତେ ଅଭିମନ୍ତ୍ରିତ ଜଳ କଳସ ପାଣିପୂଜା ଅନୁଷ୍ଠିତ ହୋଇଛି। ମନ୍ଦିରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?