ପୁରୀ

ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ

ପୁରୀ ଅଫିସ, ୯ା୮: ପବିତ୍ର ଶ୍ରାବଣ ଶୁକ୍ଳ ନବମୀ ତିଥିରେ ଶୁକ୍ରବାର ବାଡ଼ି ନୃସିଂହ ଶ୍ରୀକ୍ଷେତ୍ରର ଚାରି ଆଶ୍ରମ ବିଜେ କରିଛନ୍ତିି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ନୃସିଂହ ଠାକୁର ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଝୁଲଣ ମଣ୍ଡପ ତଳେ ରହିଥିବା…

ଆଜିଠୁ ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା: ଚଳଚଞ୍ଚଳ ଶ୍ରୀକ୍ଷେତ୍ରର ମଠ ମନ୍ଦିର

ପୁରୀ ଅଫିସ, ୯ା୮: ଶ୍ରାବଣ ଶୁକ୍ଳ ଦଶମୀ ତିଥି ଅର୍ଥାତ୍‌ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। ଏଥିସହ ଶ୍ରୀକ୍ଷେତ୍ରର ଅନ୍ୟାନ୍ୟ ମଠ, ମନ୍ଦିରରେ ମଧ୍ୟ ଝୁଲଣ ଯାତ୍ରା ଅନୁଷ୍ଠିତ…

ଶ୍ରୀଲୋକନାଥ ମନ୍ଦିର: ବେଢ଼ାରେ ଜମିଛି ପାଣି, ଭକ୍ତଙ୍କ ଦର୍ଶନରେ ବାଧା

ପୁରୀ ଅଫିସ, ୯ା୮: ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ପାଣି ଜମିଛିି। ପ୍ରାୟ ଫୁଟେ ଉଚ୍ଚର ପାଣି ଭିତର ବେଢ଼ାରେ ଜମି ଥିବାରୁ ଭକ୍ତଙ୍କ ଦର୍ଶନରେ ବାଧା ଉପୁଜିଛି। ବର୍ଷା ପାଣି ଜମି ରହିଥିବାରୁ ଏଣେତେଣେ ଅଳିଆ ଆବର୍ଜନା ଭାସି ପରିମଳ…

ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା : ପୋଲିସକୁ ତଥ୍ୟ ମାଗିଲେ ଶ୍ରମ ଅଧିକାରୀ

ପୁରୀ ଅଫିସ, ୯।୮: ରଥଯାତ୍ରା ସମୟରେ ଗତ ଜୁଲାଇ ୮ତାରିଖ ରାତିରେ ପୁରୀ ବସ୍‌ଷ୍ଟାଣ୍ଡରେ ଏକ ଯାତ୍ରୀବାହୀ ବସ୍‌ରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ କୁମ୍ଭାରପଡ଼ା ଥାନା ପୋଲିସ ସମ୍ପୃକ୍ତ ବସ୍‌ ହେଲ୍‌ପରଙ୍କୁ ଗିରଫ…

ପୁଣି ୫ ଘରୋଇ ଶିକ୍ଷାନୁଷ୍ଠାନର ଏନ୍‌ଓସି ରଦ୍ଦ

ଗୋପ,୮ା୮(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ୍‌ ଅଞ୍ଚଳରେ ଥିବା ବେଆଇନ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକର ଏନ୍‌ଓସି ରଦ୍ଦ କରାଯାଉଛି। ତେବେ ବୁଧବାର ଆଉ ୫ ଘରୋଇ ଶିକ୍ଷାନୁଷ୍ଠାନର ଏନଓସି ରଦ୍ଦ କରାଯାଇଥିବା ଗୋପ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ଏହି…

ସୁଷମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ

ପୁରୀ ଅଫିସ, ୭ା୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜଙ୍କ ପରଲୋକରେ ଦେଶବ୍ୟାପୀ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମଧ୍ୟ ସୁଷମାଙ୍କ ଅମର ଆତ୍ମାର ସଦ୍‌ଗତି…

ଶ୍ରୀଜଗନ୍ନାଥ ବଲ୍ଲଭ ମଠ : ୧୬ କୋଟିର ଅନିୟମିତତା ଅଭିଯୋଗ

ପୁରୀ ଅଫିସ, ୭ା୮: ଶ୍ରୀମନ୍ଦିର ରୀତିନୀତି ସହିତ ଜଡ଼ିତ ଶ୍ରୀଜଗନ୍ନାଥ ବଲ୍ଲଭ ମଠ। ଏହି ମଠର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବାବଦରେ ପ୍ରାୟ ୧୬କୋଟି ଟଙ୍କାର ଆର୍ଥତ୍କ ଅନିୟମିତତା ହୋଇଥିବା ନେଇ ମଙ୍ଗଳବାର ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ ହୋଇଛି। ପୁରୀ…

ଆସନ୍ତା ୧୦ରୁ ପବିତ୍ର ଝୁଲଣ ଯାତ୍ରା: ମଠ, ମନ୍ଦିରରେ ଚାଲିଛି ସାଜସଜା

ପୁରୀ ଅଫିସ, ୬ା୮: ଆସନ୍ତା ୧୦ତାରିଖରୁ ପବିତ୍ର ଝୁଲଣ ଯାତ୍ରା। ଶ୍ରାବଣ ଶୁକ୍ଳ ଦଶମୀଠାରୁ ଆରମ୍ଭ ହେଉଥିବା ଏହି ଝୁଲଣ ଯାତ୍ରା ପ୍ରତିପଦ ଯାଏ ୭ଦିନ ଧରି ଚାଲିବ। କିନ୍ତୁ ଅନ୍ୟାନ୍ୟ ମଠ ମନ୍ଦିରରେ କେଉଁଠି ୭ଦିନ ତ ଆଉ କେଉଁଠାରେ…

ପ୍ରାକୃତିକ ବାଲିସ୍ତୁପ ଉଭାନ୍‌: ମାଡ଼ିଆସୁଛି ଅଶାନ୍ତ ସମୁଦ୍ର; ଧ୍ୱଂସ ହେଉଛି ଝାଉଁ ଜଙ୍ଗଲ, କିଆବାଡ଼

କାକଟପୁର, ୬।୮(ଡି.ଏନ୍‌.ଏ.)-ବିସ୍ତୀର୍ଣ୍ଣ ସମୁଦ୍ର ତଟ ପାଇଁ ପୁରୀ ଜିଲା ପର୍ଯ୍ୟଟନ ମାନଚିତ୍ରରେ ବିଶେଷ ସ୍ଥାନ ଅଧିକାର କରିଛି। ମାତ୍ର ଗତ କେତେ ବର୍ଷ ଧରି ପୁରୀ ସମୁଦ୍ର ତଟ ସହ ଅସ୍ତରଙ୍ଗ ଏବଂ କୋଣାର୍କ ଉପକୂଳରେ ସମୁଦ୍ର କୂଳଲଙ୍ଘି ସ୍ଥଳଭାଗମୁହାଁ ହୋଇଛି।…

ପୂର୍ବ ଶତ୍ରୁତା ସନ୍ଦେହ, ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ ଅଫିସ, ୬ା୮:ଲୋକନାଥ ରୋଡ଼ର ଛପନ ଛକଠାରେ ମଙ୍ଗଳବାର ଅର୍ଜୁନ ନାୟକ ନାମକ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ପୋଲିସ ଅନୁମାନ କରୁଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅର୍ଜୁନଙ୍କୁ ଉଦ୍ଧାର କରାଯାଇ ଜିଲା…

୧୨ ଗ୍ରାମ ବ୍ରାଉନସୁଗାର ଜବତ: ମହିଳା ଗିରଫ

ପୁରୀ ଅଫିସ, ୬ା୮: କୁମ୍ଭାରପଡ଼ା ଥାନା ଅଧୀନ ନରେନ୍ଦ୍ରକୋଣ ଏବଂ ଦେବୀଘାଟ ଅଞ୍ଚଳ ନିଶା କାରବାରର ପେଣ୍ଠସ୍ଥଳ ପାଲଟିଛି। ନାବାଳକ ଓ ମହିଳାମାନଙ୍କ ଜରିଆରେ ଏହି ବେପାର ଚାଲିଛି। ମଙ୍ଗଳବାର ନରେନ୍ଦ୍ରକୋଣରୁ ଜଣେ ମହିଳାଙ୍କଠାରୁ ୧୨ଗ୍ରାମ ବ୍ରାଉନ ସୁଗାର ଜବତ କରିଛି…

ଶ୍ରୀମନ୍ଦିରରେ ଖସାପଡ଼ା ନୀତି: ୩ ଘଣ୍ଟା ବନ୍ଦ ରହିଲା ଦର୍ଶନ

ପୁରୀ ଅଫିସ, ୬।୮: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ ହୋଇଛି। ଏହି ନୀତି ଅପରାହ୍ନ ୪ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ୧୦ଟା ପର୍ଯ୍ୟନ୍ତ ଚାଲିଥିଲା। ଏଥିଯୋଗୁ ପ୍ରାୟ ୩ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ଖସାପଡ଼ା ନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?