ପୁରୀ

ଲକ୍ଷ୍ୟପଥରୁ ଦୂରଉଛି ଆର୍‌ଏସ୍‌ଏସ୍‌: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୬।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ଯେଉଁ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନେଇ ଆରମ୍ଭ ହୋଇଥିଲା, ଏବେ ସେଥିରୁ ଦୂରେଇଯାଉଛି ବୋଲି କହିଛନ୍ତି ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ। ସୋମବାର ଶଙ୍କରାଚାର୍ଯ୍ୟ ମଠରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ…

କନ୍ଦାଖାଇ କଲେଜ ପକ୍ଷରୁ ସଫେଇ

କୃଷ୍ଣପ୍ରସାଦ,୬ା୮(ଡି.ଏନ.ଏ)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥିତ କନ୍ଦାଖାଇ ବିଜ୍ଞାନ ଓ କଳା ମହାବିଦ୍ୟାଳୟର ଯୁକ୍ତ ୩ ଜାତୀୟ ସେବା ସଂସ୍ଥା ଏବଂ ଭାରତ ସ୍କାଉଟ୍‌ ଗାଇଡ୍‌ ମିଳିତ ଆନୁକୂଲ୍ୟରେ ସୋମବାର ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ମାଲୁଦ, ପଞ୍ଚୁଦୋଳ ପଡିଆସ୍ଥିତ ପଞ୍ଚମୁଖୀ ହନୁମାନଙ୍କ…

ଅତିଥି ଅଧ୍ୟାପକ ଚୟନରେ ଅନିୟମିତତା ଅଭିଯୋଗ : ତଦନ୍ତ ପାଇଁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ

ପୁରୀ ଅଫିସ,୫ା୮: ପୁରୀ ସରକାରୀ ମହିଳା ମହାବିଦ୍ୟାଳୟରେ ଅତିଥି ଅଧ୍ୟାପକ ଚୟନ ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ କେତେଜଣ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ। ଏପରିକି ଚୟନ ପ୍ରକ୍ରିୟାକୁ ନେଇ ବହୁ ପ୍ରାର୍ଥୀ ସୂଚନା…

ମିଳୁନି ପ୍ରୋତ୍ସାହନ : କ୍ରୀଡ଼ାରୁ ମୁହଁ ଫେରାଉଛନ୍ତି ଯୁବପିଢ଼ି

ପୁରୀ ଅଫିସ,୫ା୮ : ପୁରୀ ଜିଲାରେ ବହୁ ପ୍ରତିଭାବାନ ଖେଳାଳି ଉପେକ୍ଷିତ ହେଉଛନ୍ତି। ସେହିପରି କ୍ରୀଡ଼ାରୁ ମୁହଁ ଫେରାଇ ନେଉଛନ୍ତି ଯୁବ କ୍ରୀଡ଼ାବିତ୍‌। ଏକଦା ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ପୁରୀ ଜିଲାର ଅନେକ କ୍ରୀଡାବିତ୍‌ ସଫଳତା ହାସଲ କରିଥିଲେ। ମାତ୍ର ଏବେ…

କାମ କରି ଅର୍ଥ ପାଇନାହାନ୍ତି ପୂର୍ବତନ ସରପଞ୍ଚ: ନ୍ୟାୟ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି,ଅଗଷ୍ଟ ୧୫ରେ ସିଂହଦ୍ୱାର ଆଗରେ ଆତ୍ମାହୁତି ଧମକ

ପୁରୀ ଅଫିସ, ୪ା୮: ଭିଏଲ୍‌ଡବ୍ଲ୍ୟୁଙ୍କ ନାମରେ ଓ୍ବାର୍କ ଅର୍ଡର। କାମ କଲେ ସରପଞ୍ଚ। ୧୫ଲକ୍ଷ ଟଙ୍କା ଅନୁଦାନ ମିଳିବା ପରେ ତାକୁ ହଡ଼ପ କରିନେଲେ ଭିଏଲ୍‌ଡବ୍ଲ୍ୟୁ। ଟଙ୍କା ମାଗିବାରୁ ମିଳିଲା ହତ୍ୟା ଧମକ। ଏଭଳି ଅଭିଯୋଗ ଆଣିଛନ୍ତି ପୁରୀ ଜିଲା ବ୍ରହ୍ମଗିରି…

ଆତଙ୍କବାଦୀଙ୍କ ଟାର୍ଗେଟରେ ଶ୍ରୀମନ୍ଦିର: ମୁକୁଳା ପଡ଼ିିଛି ସମୁଦ୍ର ତଟ

ପୁରୀ ଅଫିସ, ୪ା୮: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥସ୍ଥଳ ହେଉଛି ଶ୍ରୀକ୍ଷେତ୍ର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା ଲାଗି ଏଠାକୁ ଦୈନିକ ଲକ୍ଷାଧିକ ଭକ୍ତ ଏବଂ ପର୍ଯ୍ୟଟକ ଦେଶ ବିଦେଶରୁ ଛୁଟି ଆସନ୍ତି।…

କାଦୁଆ ଆଶ୍ରମ ଏବେ ଜରାଜୀର୍ଣ୍ଣ

ପୁରୀ ଅଫିସ/ସାକ୍ଷୀଗୋପାଳ, ୪ା୮ (ଡି.ଏନ.ଏ.): ସାକ୍ଷୀଗୋପାଳ ନିକଟ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ କାଦୁଆ ଗଁ।। ଏହି ଗଁ।ରେ ୧୯୨୫ ମସିହାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ତିଆରି କରିଥିଲେ ଦରିଦ୍ର ନାରାୟଣ ସେବା ସଂଘ। ଲୋକମୁଖରେ ଏହା କାଦୁଆ…

ଜୁଆର ଭସାଇନେଲା ବ୍ୟବସାୟୀଙ୍କ ପସରା

ପୁରୀ ଅଫିସ, ୪ା୮: ଗତ ଦୁଇଦିନ ହେଲା ପୁରୀ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ବାଲି ଅତଡ଼ା ଧସି ସମୁଦ୍ରରେ ମିଶୁଛି। ଉଚ୍ଚ ଜୁଆର ଆସି କୂଳ ଖାଉଥିବାରୁ ଉଠାଦୋକାନୀ ଭୟଭୀତ ହୋଇପଡ଼ିିଛନ୍ତି। ସେମାନଙ୍କ ଜୀବିକା ପ୍ରତି ସଙ୍କଟ ସୃଷ୍ଟି ହୋଇଛି ।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଲାବଣ୍ୟା

ପୁରୀ ଅଫିସ, ୪ା୮: ସର୍ବାଭାରତୀୟ ସ୍ତରରେ ଅନୁଷ୍ଠିତ ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ ୨୦୧୯ ମୁକୁଟ ବିଜୟିନୀ ଲାବଣ୍ୟା ଦାସ ଶନିବାର ଶ୍ରୀକ୍ଷେତ୍ରକୁ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ନିଜ ଦକ୍ଷତା ଓ ପ୍ରତିଭା ବଳରେ ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ…

ସାକ୍ଷୀଗୋପାଳରେ ୨ଘରୁ ଡକାୟତି: ହାତଗୋଡ ବାନ୍ଧି ଲୁଟିନେଲେ ଟଙ୍କା, ସୁନା

ସାକ୍ଷୀଗୋପାଳ, ୪ା୮(ଡି.ଏନ୍‌.ଏ.): ସାକ୍ଷୀଗୋପାଳ ରେଳଷ୍ଟେଶନ ନିକଟରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଏକ ଦୁଇଟି ପରିବାରରୁ ଲୁଟେରାମାନେ ବିପୁଳ ପରିମାଣର ସମ୍ପତ୍ତି ଲୁଟ୍‌ କରିନେଇଛନ୍ତି। ଲୁଟେରାମାନେ ଯାଦବ ନିବାସରେ ୧୦ଜଣ ଡକାୟତ ପଶି ୭ଜଣ ପରିବାର ସଦସ୍ୟଙ୍କ ମୁଣ୍ଡରେ ପିସ୍ତଲ ଲଗାଇ ହାତଗୋଡ…

ମଧୁର ଜଳ ସଂରକ୍ଷିତ ଅଞ୍ଚଳରେ ଆବର୍ଜନା ପାହାଡ଼

ପୁରୀ ଅଫିସ, ୪ା୮: ବଙ୍ଗୋପସାଗର କୂଳରେ ଅବସ୍ଥିତ ପୁରୀ ସହରର ପାନୀୟଜଳ ସଙ୍କଟ ଦୂର ଲାଗି ସୁଇଟ୍‌ ୱାଟର ଜୋନ (ମଧୁର ଜଳ ସଂରକ୍ଷିତ ଅଞ୍ଚଳ)ର ପରିକଳ୍ପନା କରାଯାଇଛି। ତାଳବଣିଆ ଅଞ୍ଚଳରେ ୪୪୮ଏକର ଏବଂ ବଳିଆପଣ୍ଡା ଅଞ୍ଚଳରେ ୨୦୭ ଏକର ଜମିକୁ…

ପରିବାର ସଦସ୍ୟଙ୍କ ହାତ,ଗୋଡ଼ ବାନ୍ଧି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର

ସାକ୍ଷୀଗୋପାଳ,୩।୮(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ରେଳଷ୍ଟେଶନ ନିକଟ ଯାଦବ ନିବାସରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ପରିବାରର ୭ ସଦସ୍ୟଙ୍କ ମୁଣ୍ଡରେ ପିସ୍ତଲ ଲଗାଇ, ହାତଗୋଡ଼ ବାନ୍ଧି ଲକ୍ଷାଧିକ ଟଙ୍କା, ସୁନା,ରୁପା ଅଳଙ୍କାର ସହିତ ମୋବାଇଲ ଲୁଟି ନେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?