ପୁରୀ

ପ୍ଲାଷ୍ଟିକମୁକ୍ତ ପୁରୀ ଅଭିଯାନ: ଖଲିପତ୍ର ଥାଳି, କପଡ଼ା ବ୍ୟାଗ ବ୍ୟବହାରକୁ ଗୁରୁତ୍ୱ

ପୁରୀ ଅଫିସ, ୩।୮: ପର୍ଯ୍ୟଟନ ସହର ପୁରୀ। ଏଠାକୁ ଦୈନିକ ଦେଶ ବିଦେଶର ପର୍ଯ୍ୟଟକ ଆସୁଛନ୍ତି। ତେଣୁ ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବାକୁ ହେବ। ଏଭଳି ଅଭିଯାନ ଆରମ୍ଭ କରିଛି ଜିଲା ପ୍ରଶାସନ। ‘ମୋ ବିଚ୍‌’ ଅଭିଯାନରେ ବେଳାଭୂମି ସଫେଇ…

ସଂଯୋଗ ସତ୍ତ୍ୱେ ଅଘୋଷିତ ବିଦ୍ୟୁତ୍‌ କାଟ ଜାରି: ପର୍ଯ୍ୟଟନ ଶିଳ୍ପ ପାଇଁ ଦିଲ୍ଲୀ, କୋଲକାତାରେ ହେବ ପ୍ରେସ୍‌ ମିଟ୍‌

ପୁରୀ ଅଫିସ, ୩।୮: ବାତ୍ୟାରେ ଛାରଖାର ହୋଇଯାଇଥିଲା ପର୍ଯ୍ୟଟନ ସହର ପୁରୀ। ହୋଟେଲ ଶିଳ୍ପ ମଧ୍ୟ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ଶନିବାର ବାତ୍ୟା ଫନୀକୁ ୩ମାସ ପୂରୁଛି। ବାତ୍ୟା ପରେ ବିଦ୍ୟୁତ୍‌ ସେବା ସ୍ବାଭାବିକ ନେଇ ବହୁବାର ଆନ୍ଦୋଳନ ହୋଇଥିଲା। ଇତିମଧ୍ୟରେ…

ବାତ୍ୟାକୁ ପୂରିଲା ୩ ମାସ: ପୁରୀ ଜିଲାରେ ଅସଜଡ଼ା ଶିକ୍ଷା ଭିତ୍ତିଭୂମି

ପୁରୀ ଅଫିସ, ୩।୮: ୨୦୧୯ ମେ ୩ ତାରିଖ। ଉପକୂଳବର୍ତ୍ତୀ ପୁରୀ ଜିଲା ପାଇଁ ଅଭିଶପ୍ତ ଦିନଟିଏ। ଏହିଦିନ ପୁରୀକୁ ଛାରଖାର କରିଦେଇଥିଲା ବାତ୍ୟା ଫନୀ। ଶନିବାର ବାତ୍ୟାକୁ ୩ମାସ ପୂରୁଛି। ବିଭିନ୍ନ କ୍ଷେତ୍ରରେ ଯଦିଓ ସ୍ବାଭାବିକ ଅବସ୍ଥା ଫେରିଛି କିନ୍ତୁ…

ଶ୍ରମ ଆଇନ ସଂଶୋଧନ ବିଲ୍‌ ପ୍ରତ୍ୟାହାର ଦାବି

ପୁରୀ ଅଫିସ, ୨ା୮: କେନ୍ଦ୍ର ସରକାର ଶ୍ରମ ଆଇନ ସଂଶୋଧନ ବିଲ୍‌ ତୁରନ୍ତ ପ୍ରତ୍ୟାହାର ଲାଗି ସିପିଆଇ, ସିପିଆଇ(ଏମ୍‌) ଏବଂ ବିଭିନ୍ନ ଶ୍ରମିକ ସଙ୍ଗଠନ ଦାବି କରିଛନ୍ତି। ଏ ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।…

ମରାମତି ପରେ ବି ଦବିଲା ଗୋପ-ବାଲିଘାଇ ରାସ୍ତା

ଗୋପ, ୨।୮(ଡି.ଏନ୍‌.ଏ.): ନିର୍ମାଣାଧୀନ ଗୋପ-ବାଲିଘାଇ ରାସ୍ତାର ଗୋପ ବ୍ରିଜ୍‌ ନିକଟରେ ନିର୍ମାଣାଧୀନ ନୂତନ ସ୍ପାନ୍‌ ରାସ୍ତାଟି ଗତ ୧୦ ତାରିଖରେ ଦବିଯିବା ନେଇ ଖବର ପ୍ରକାଶିତ ପରେ ପୂର୍ତ୍ତ ବିଭାଗ ପକ୍ଷରୁ ଏହାକୁ ମରାମତି କରାଯାଇଥିଲା। ମାତ୍ର ମରାମତିର ୪-୫ ଦିନ…

ପୂରଣ ହୋଇନି ଏସ୍‌ଡିଏମ୍‌ଆଇଏସ୍‌ ଡାଟା

ପୁରୀ ଅଫିସ, ୨।୮: ଆରମ୍ଭ ହୋଇଛି ୨୦୧୯-୨୦ ଶିକ୍ଷାବର୍ଷ। ହେଲେ ଏ ପର୍ଯ୍ୟନ୍ତ ପୁରୀ ଜିଲାର ଛାତ୍ରୀ ଛାତ୍ରଙ୍କ ସବିଶେଷ ତଥ୍ୟ ବା ଷ୍ଟୁଡେଣ୍ଟ ଡାଟା ମ୍ୟାନେଜମେଣ୍ଟ ଇନ୍‌ଫରମେଶନ ସିଷ୍ଟମ (ଏସ୍‌ଡିଏମ୍‌ଆଇଏସ୍‌) ତଥ୍ୟ ସମ୍ପୂର୍ଣ୍ଣ ହୋଇପାରିନାହିଁ । ଫଳରେ ସରକାରୀ ପୋର୍ଟାଲରେ…

ସାତଶଙ୍ଖ ଶୀତଳଭଣ୍ଡାରରେ ୧ ହଜାର କୁଇଣ୍ଟାଲ ଆଳୁ ଗଜା

ପୁରୀ ଅଫିସ, ୨।୮ : ରାଜ୍ୟବାସୀ ଯେମିତି କମ୍‌ ଦାମରେ ବର୍ଷସାରା ଆଳୁ ପାଇପାରିବେ ସେଥିପାଇଁ ସରକାର ଆଳୁ ମିଶନ ଆରମ୍ଭ କରିଥିଲେ। ହେଲେ ଏହି ମିଶନ ଏବେ ଦିଗହରା ହୋଇଥିବା ବେଳେ ସରକାରୀ ପ୍ରୋତ୍ସାହନ ଅଭାବ ଏବଂ ସଂରକ୍ଷଣ ସୁବିଧା…

ମିଶନ ଚନ୍ଦ୍ରୟାନ : ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେଇଥିଲେ ବୈଜ୍ଞାନିକ

ପୁରୀ ଅଫିସ, ୨।୮ : ମିଶନ ଚନ୍ଦ୍ରୟାନ-୨ର ସଫଳତା ପଛରେ ରହିଛି ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଉପଦେଶ। ମହାକାଶ ବିଜ୍ଞାନ ବୈଦିକ ଗଣିତ ଆଧାରରେ ଚାଲୁଛି। ତେଣୁ ଏହାକୁ କିପରି ଉପଯୋଗ କରାଯାଇପାରିବ ସେ ନେଇ…

ଆଗଭଳି ମିଳୁନି ତାଳପତ୍ର : ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା, ନବକଳେବର ପାଇଁ ବି ଦେଖାଦେଇପାରେ ଅଭାବ

ପୁରୀ ଅଫିସ, ୨।୮ : ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ ଲୋକେ। ଘରେ ଘରେ ଚଟେଇ ଆଉ ତାଳପତ୍ରରେ ତିଆରି ପିଲାଙ୍କ ଖେଳଣାର ବ୍ୟବହାର…

ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୨।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ ଜିଲା ପ୍ରଶାସନ ନିକଟକୁ ଆସିଛି। ରିପୋର୍ଟ ପାଇବା ପରେ ପ୍ରଶାସନ ଓ ପୁରୀ…

ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ

କୃଷ୍ଣପ୍ରସାଦ,୨ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ସମନ୍ବିତ ଶିଶୁ ବିକାଶ ବିଭାଗ ତରଫରୁ ଗୁରୁବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି| କାର୍ଯ୍ୟକ୍ରମକୁ କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି ଉଦ୍‌ଘାଟନ କରିଥିଲେ। ମହିଳା ଶିଶୁ ବିକାଶ ଅଧିକାରିଣୀ ମନୋରମା ଦେବୀଙ୍କ ନେତୃତ୍ୱରେ ଚିଲିକା,…

ଚିତା ଲାଗି ଅମାବାସ୍ୟା: ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସିଲା ସୁବର୍ଣ୍ଣ ଚିତା

ପୁରୀ ଅଫିସ, ୧ା୮: ଚିତାଲାଗି ଅମାବାସ୍ୟା ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ଦଇତା ଓ ପତିମହାପାତ୍ର ସେବକମାନେ ଚିତା ଲାଗି କରାଇଛନ୍ତି। ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସି ଉଠୁଛି ରତ୍ନଖଚିତ ସୁବର୍ଣ୍ଣ ଚିତା। ଶ୍ରୀମନ୍ଦିରରେ ସକାଳଧୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?